• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 15 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

ବିଶ୍ୱନିଅନ୍ତାଙ୍କୁ ଭିକାରୀ କରିଦେଲା କି ସରକାର ? ଅସନ୍ତୋଷ ବଢ଼ାଉଛି ଅର୍ପଣ ରଥ..

ଗାଁଠୁ ସହର ବୁଲୁଥିବା ଅର୍ପଣ ରଥକୁ ବିଭିନ୍ନ ସ୍ଥାନରେ ବିରୋଧର ସାମ୍ନା କରିବାକୁ ପଡୁଛି। ଏଦୃଶ୍ୟ ହେଲା ଗଂଜାମ ଜିଲ୍ଲା ଖଲିକୋଟର। ଅର୍ପଣ ରଥ ଗାଡିରେ ନିର୍ମାଣ ପାଇଁ ବ୍ୟବହୃତ ପଟା ଓ ବଲହା ବୁହାଯାଉଛି। More
  • Satyendu Shekher Mishra
  • 1 year ago

ବେଦ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହେଉଛି ଶ୍ରୀମନ୍ଦିରର ଚଉଦିଗ

ମକର ସଂକ୍ରାନ୍ତିରୁ ତ୍ରିଦିନାତ୍ମକ ଯଜ୍ଞର ଶୁଭାରମ୍ଭ, ବେଦଧ୍ବନିରେ କଂପୁଛି ଚଉଦିଗ । ଶ୍ରୀସେତୁରୁ ଶ୍ରୀମାର୍ଗ ଯାଏଁ ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଓ ଡିଜିପି । More
  • Satyendu Shekher Mishra
  • 1 year ago

ବାସଗୃହ କ୍ରେତାଙ୍କ ପାଇଁ ଭଲ ଖବର ! ବିନା କୋର୍ଟ ହସ୍ତକ୍ଷେପରେ ହେବ ମାମଲାର ସମାଧାନ...

ଗଠନ ହେଲା କନସିଲିଏସନ୍ ଆଣ୍ଡ ଡିସପ୍ୟୁଟ୍ ରିଜୋଲ୍ୟୁସନ୍ ସେଲ୍ । ସ୍ୱାଗତ କଲା ବିଲଡର୍ ସଂଘ, କାର୍ଯ୍ୟଦକ୍ଷତାକୁ ନେଇ ବିଶେଷଜ୍ଞଙ୍କ ପ୍ରଶ୍ନ । More
  • Manoranjan Behera
  • 1 year ago

ବିଜେପି ଆଡ଼କୁ ଢଳୁଛନ୍ତି କି ଅରିନ୍ଦମ ? ଫଟୋ ଭାଇରାଲ ପରେ ଚର୍ଚ୍ଚା ଜୋର୍‌..

ପୁଣି ଥରେ ଚର୍ଚ୍ଚାରେ ବିଜେଡି ନେତା ଅରିନ୍ଦମ ରାୟ। କଟକ ବିଜେପି ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ସହ ତାଙ୍କର ଏକ ଫଟୋ ସୋସିଆଲ ମିଡ଼ିଆରେ ଭାଇରଲ ହେଉଛି। More
  • Satyendu Shekher Mishra
  • 1 year ago

ପୁରୀକୁ ଜଗିବେ ୧୦୦ ସୁପରଭାଇଜର ଅଫିସର, ୨୫୦ SI ଓ ASI !

ସୁରୁଖୁରୁରେ ସବୁ କାର୍ଯ୍ୟ ସମ୍ପାଦନ ପାଇଁ ବ୍ୟବସ୍ଥା ହୋଇଛି ବୋଲି DGP କହିଛନ୍ତି । More
  • Tanmay Kumar Mahalik
  • 1 year ago

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଏକ ଦଳୀୟ କାର୍ଯ୍ୟକ୍ରମ: ମନମୋହନ

ଆମେ ସାମିଲ ହେବା ଉଚିତ ନା ନାହିଁ ଏହା ଆପଣ ବିଚାର କରନ୍ତୁ । ଭୁବନେଶ୍ୱର ରାମ ମନ୍ଦିର ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି ପ୍ରତିକ୍ରିୟା ରଖିଛନ୍ତି । More
  • Tanmay Kumar Mahalik
  • 1 year ago

କଂଗ୍ରେସର କଡ଼ା ଭର୍ତ୍ସନା; ଶ୍ରୀମନ୍ଦିରକୁ ପର୍ଯ୍ୟଟନସ୍ଥଳୀ ଭାବୁଛନ୍ତି ସରକାର

ଯିଏ ସାରା ସଂସାରକୁ ଖାଦ୍ୟ ଯୋଗାଉଛି, ତାଙ୍କର ଏକ ସୋଲ ମୂର୍ତ୍ତି ଟ୍ରକରେ ବସାଇ ଚାଉଳ ମାଗୁଛନ୍ତି । ସେଇ ଚାଉଳକୁ ବିଜେଡି କର୍ମୀ ଭୋଜି କରି ଖାଉଛନ୍ତି ବୋଲି ମଧ୍ୟ ଅଭିଯୋଗ କରିଛନ୍ତି ବିଜୟ ପଟ୍ଟନାୟକ । More
  • Tanmay Kumar Mahalik
  • 1 year ago

ମକର ସଂକ୍ରାନ୍ତିରେ ଅଘଟଣ; ଗୁଡ଼ି ସୂତା ଲାଗି ୨ ଆହତ

ବାଇକରେ ଆସୁଥିବା ବେଳେ ବାଲିକୁଦା ଛକ ନିକଟରେ ସୂତା ଲାଗିଯିବାରୁ ସେମାନଙ୍କ ବେଗରେ ଗଭୀର ଆଘାତ ଲାଗିଛି । More
  • Tanmay Kumar Mahalik
  • 1 year ago

ଆଜିଠାରୁ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା; ଦୁଲୁକିବ ବିଶ୍ୱର ସବୁଠାରୁ ବଡ଼ ରଙ୍ଗମଞ୍ଚ

ଧନୁଯାତ୍ରା ପାଇଁ ହାଟପଦା ଠାରେ ମହାରାଜ କଂସଙ୍କ ପ୍ରାୟ ୯୫ଫୁଟ ଉଚ୍ଚ ଏବଂ ୪୫ଫୁଟ ଓସାର ରାଜଦରବାର ନିର୍ମାଣ ହୋଇଛି । More
  • Tanmay Kumar Mahalik
  • 1 year ago

ଶ୍ରୀକ୍ଷେତ୍ରରେ ଚାଲିଛି ଜୋରଦାର ପ୍ରସ୍ତୁତି; ଆଜିଠୁ ମହାଯଜ୍ଞ ଆରମ୍ଭ

ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ । ସେପଟେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି । More
  • Swadesi Megha Mallhar Prusty
  • 1 year ago

Panchang Today 15th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ More
  • Santosh Kumar Sahoo
  • 1 year ago

ରାଜ୍ୟ ସରକାରଙ୍କୁ ଆଇନା ଦେଖାଇଲେ ରାଜ୍ୟପାଳ; କହିଲେ, ରାଜ୍ୟରେ ଠିକ୍‌ ଭାବେ ହୋଇନି ଜଳସେଚନ ବ୍ୟବସ୍ଥା

୭୦% ଲୋକେ ଗାଁରେ ବସବାସ କରି ଚାଷ ଉପରେ ନିର୍ଭର କରନ୍ତି। ବଡ଼ ଡ୍ୟାମ୍ ବଦଳରେ ଛୋଟ ଜଳସେଚନ ବ୍ୟବସ୍ଥା କଲେ ସୁଫଳ ମିଳନ୍ତା ବୋଲି କହିଛନ୍ତି ରାଜ୍ୟପାଳ । More
  • Tanmay Kumar Mahalik
  • 1 year ago

ଶୀତଳଭଣ୍ଡାରରୁ ବାହାରିଲା ଅଧ୍ୟାପକ ମରୁଡ଼ି ମୁକାବିଲା ସୂତ୍ର; ଇ-ଲେକଚର ବ୍ୟବସ୍ଥାରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଛାତ୍ରଛାତ୍ରୀମାନେ କିପରି ଏହାର ଅଧିକ ସୁଯୋଗ ଉଠାଇ ପାରିବେ ସେନେଇ କଲେଜଗୁଡିକୁ ନିର୍ଦ୍ଦେଶ ଦେଇଛି ବିଭାଗ । vtputkal.odisha.gov.in ପୋର୍ଟାଲରେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ସେମିଷ୍ଟରର ୧୧ଟି ବିଷୟରେ ଲେକଚର ଅପଲୋଡ କରାଯାଇଛି । More
  • Tanmay Kumar Mahalik
  • 1 year ago

କଳିଯୁଗର କୁଳାଙ୍ଗାର ପୁଅ ! ମା’କୁ ମାରି ଭାଙ୍ଗିଦେଲା ହାତ...

କୌଣସି ପିତା, ମାତା କେବେ ଚାହୁଁନଥିବା ଘଟଣା ଆଜି ବିଧାତା ଖଞ୍ଜିଦେଇଛି ଏହି ବୁଢ଼ୀ ମା’ଭାଗ୍ୟରେ । କେବେ କେହି ଆଶା କରୁନଥିବା ନିର୍ଯାତନାର ପାହାର ବସିଛି ଏହି ଚମ ଧୁଡୁଧୁଡୁ ଶରୀର ଉପରେ । More
  • Santosh Kumar Sahoo
  • 1 year ago

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: କାଲିଠୁ ମହାଯଜ୍ଞ, ବେଦ ପାଠରେ ଗୁଞ୍ଜରିତ ହେବ ଶ୍ରୀକ୍ଷେତ୍ର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବ ପାଇଁ ଭକ୍ତିମୟ ଶ୍ରୀକ୍ଷେତ୍ର। ଯଜ୍ଞ ପ୍ରତିଷ୍ଠାର ତୃତୀୟ ଦିନରେ ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ। More
  • Santosh Kumar Sahoo
  • 1 year ago

ଅର୍ପଣ ରଥ ପରିକ୍ରମା ବଢାଉଛି ବିଜେଡି ପାଇଁ ଅଡୁଆ, ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଫଟୋକୁ ନେଇ ତେଜୁଛି ବିବାଦ

ଅର୍ପଣ ରଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଫଟୋକୁ ନେଇ ତେଜୁଛି ବିବାଦ। ଉପକୂଳରୁ ଉପାନ୍ତ ସବୁଠି ବିରୋଧ। More