ସଂକ୍ଷେପରେ ଆଜିର ତାଜା ଖବର - Thursday, 18 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଓଡ଼ିଶା ଭୂଇଁରେ ଶ୍ରୀରାମ କାହାଣୀ ! ଘଞ୍ଚ ଜଙ୍ଗଲର କିଛି ଦିବ୍ୟସ୍ଥଳରେ ତ୍ରେତୟା ଯୁଗର ଛାପ

ମାତା ଜାନକୀଙ୍କ ସହ ରହିଛି ଗଭୀର ସଂପର୍କ । ମାଲକାନଗିରର ସୀତାକୁଣ୍ଡ ଓ କେନ୍ଦୁଞ୍ଜରର ସୀତାବିଞ୍ଜର କଥା । More

ରାଜଧାନୀ ଛାତି ଉପରେ ନିଶାର ନୂଆ ଟ୍ରେଣ୍ଡ; ଚାଲୁଛି ହ୍ୟାଣ୍ଡମେଡ୍ ଗଞ୍ଜେଇ ସିଗାରେଟ୍‌ ବେପାର

ଉଡୁଛି ହାତ ତିଆରି ଗଂଜେଇ ସିଗାରେଟର ଧୂଆଁ । ଗଂଜେଇ ଧୂଆଁରେ କଲବଲ ସ୍ମାର୍ଟସିଟିର ଜନତା । ନୀଳ ଜହରର ଏହି କଳା କାହାଣୀ ଜାଣିଲେ ଆପଣ ହୋଇଯିବେ ଆଶ୍ଚର୍ଯ୍ୟ । More

ରାଜ୍ୟ ସରକାର କଲେ ଛୁଟି ଘୋଷଣା; ଜାନୁଆରୀ ୨୨ ହାଫ୍ ଡେ’

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି । ୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । More

ଓସେପା E-ଆଡମିଟ୍ କାର୍ଡରେ ସାଂଘାତିକ ତ୍ରୁଟି ! ପ୍ରାର୍ଥୀ ନାଁ ମାହାଲମାଣ୍ଡା, ବାପା ନାଁ ମାହାଲମାଣ୍ଡା ପ୍ରୋ

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଛନ୍ତି ଆଶାୟୀ । ବହୁ ସଂଖ୍ୟାରେ ଅଶାୟୀ ଭୁବନେଶ୍ୱର ଓସେପା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । More

ସକାଳେ ଲାଗିଲା ଫଳକ, ରାତିରେ ଭାଙ୍ଗିଦେଲେ ଦୁବୃର୍ତ୍ତ

ସରକାର ପ୍ରତ୍ୟେକ ପଞ୍ଚାୟତକୁ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ୫୦ ଲକ୍ଷ ଟଙ୍କା ଦେଉଛନ୍ତି l ତେଣୁ ଏହି କାମ କରିବାକୁ ପଞ୍ଚାୟତର ୩ଟି ଜାଗାରେ ଫଳକ ମରାଯାଇଥିଲା l More

ଜୁନିୟର ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟରେ ଅନିୟମିତତା, ଆଶାୟୀଙ୍କ ବକ୍ଷୋଭ..!

ବ୍ୟାପକ ଅନିୟମିତତା ଅଭିଯୋଗ କଲେ ଅଶାୟୀ । କଟ୍ ଅଫ୍ ତାଲିକା ପ୍ରକାଶ କରାଯାଇନଥିବା ଅଭିଯୋଗ । More

ନଦୀରୁ ମିଳିଲା ଡଲଫିନ୍, ପୋଖରୀରେ ଛାଡ଼ିଲେ ଲୋକେ

ବାଲେଶ୍ୱର ବସ୍ତାରେ ଜଳକା ନଦୀରୁ ଉଦ୍ଧାର । ନଦୀର ଡଲଫିନ୍ ପୋଖରୀରେ ଛାଡ଼ିଲେ । More

ମହର୍ଷି କଲେଜରେ ତାତିଲା ଛାତ୍ର କଂଗ୍ରେସ; ଚିରିଲା ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର, ଲଗାଇଲା ମହାପୁରୁଷଙ୍କ ଫଟୋ

ଭୁବନେଶ୍ୱର ମହର୍ଷି କଲେଜ କ୍ୟାମ୍ପସରେ କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ଦାହ କରିଛି । More

ଏପ୍ରିଲ ୩୦ ସୁଦ୍ଧା ସରିବ ନାଟମଣ୍ଡପ ଓ ଜଗମୋହନ ମରାମତି, ହାଇକୋର୍ଟଙ୍କୁ ଜଣାଇଲେ ଆମିକସ୍‌ କ୍ୟୁରି

ମରାମତି ପାଇଁ ୧୦ ତାରିଖରେ ବିମ୍ ଡିଜାଇନ୍ ମଧ୍ୟ ଚୂଡ଼ାନ୍ତ ହୋଇଥିବା କହିଛନ୍ତି ଆମିକସ୍ କ୍ୟୁରି । More

ନିମାପଡ଼ାରେ ଦୁର୍ବୃତ୍ତଙ୍କ ଦାଦାଗିରି, ରାତିରେ ଜେସିବି ଲଗାଇ ଭାଙ୍ଗିଦେଲେ ଶିକ୍ଷକଙ୍କ ଘର

ଦୁର୍ବୃତ୍ତମାନେ ଏମିତି ଆତଙ୍କରାଜ କରିଥିଲେ ଯେ, ପରିବାର ଲୋକେ ଘରୁ ବାହାରିବାକୁ ଭୟ କରିଥିଲେ। More

ରାଜଧାନୀରେ ସିରିଜ୍ ଆପାର୍ଟମେଣ୍ଟ ଚୋରି ମାମଲା, ୨ ଜଣଙ୍କୁ ଗିରଫ କଲା ସ୍ପେଶାଲ ସ୍କ୍ୱାଡ୍‌

ଚନ୍ଦକା, ଇନ୍ଫୋସିଟ, ଭରତପୁର, ମଞ୍ଚେଶ୍ୱର ଥାନା ଅଂଚଳରେ ଥିବା ଆପାର୍ଟମେଣ୍ଟରୁ ଏହି ଗ୍ୟାଙ୍ଗ କଳାକନା ବୁଲାଇଛି। More

କି କାମରେ ଲାଗିବ ଗାଁ ଗାଁରୁ ସଂଗୃହୀତ ଚାଉଳ ଓ ଗୁଆ ?

ଲୋକଙ୍କ ଭାବନା ସହ ଖେଳି ଚାଉଳ ସଂଗ୍ରହ କରି ଏମିତି ପକାଇ ରଖାଯିବାକୁ ନାପସନ୍ଦ କରିଛନ୍ତି ମାଲକାନଗିରି ବାସିନ୍ଦା । More

ଅନୁଗୁଳ ବନ୍ତଳା ଅଞ୍ଚଳରେ ଚାଞ୍ଚଲ୍ୟ, କୂଅରୁ ଯାଆଁଳା ଶିଶୁଙ୍କ ମୃତଦେହ ଉଦ୍ଧାର

ନିଜ ଘର ପଛପଟ କୂଅରୁ ଯାଆଁଳା ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି। More

Panchang Today 18th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି More

ବାରିପଦା ସହରରେ ଦନ୍ତା ଉତ୍ପାତ, ଗୋଡ଼ାଇ ଗୋଡ଼ାଇ କରୁଛି ଆକ୍ରମଣ

ଗତକାଲିଠାରୁ ଏମକେସି ହାଇସ୍କୁଲ ପରିସରରେ ଥିବା ଦନ୍ତାହାତୀ ସହର ଭିତରେ ଆତଙ୍କ ଖେଳାଳଇଥିଲା । More

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ କାହିଁକି ଆସିପାରିଲେନି ଶଙ୍କରାଚାର୍ଯ୍ୟ ?

ଯେତେବେଳେ ଲୋକାର୍ପଣ ଉତ୍ସବ ପାଇଁ ତାରିଖ ଧାର୍ଯ୍ୟ କରାଗଲା, ନା ଜଗତଗୁରୁଙ୍କ ପରାମର୍ଶ ନିଆଯାଇଥିଲା ନା ତାଙ୍କୁ ପଚରା ଯାଇଥିଲା। ନିଶ୍ଚିତ ଭାବେ ଏଥିରେ ତ୍ରୁଟି ଘଟିଛି।  More

ପରିକ୍ରମା ଉତ୍ସବ ପାଇଁ ମିଳିଲାନି ନିମନ୍ତ୍ରଣ କି ସମ୍ମାନ, କ୍ଷୋଭ ବାଢ଼ିଲେ ପରିକ୍ରମା ପ୍ରକଳ୍ପ ବିସ୍ଥାପିତ

ଏତେବଡ଼ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେଲା, ନା ନିମନ୍ତ୍ରଣ ମିଳିଲା ନା କାହାକୁ ଡାକି ସମ୍ମାନ କି ସମ୍ବର୍ଦ୍ଧନା ଖଣ୍ଡେ ଦିଆଗଲା। More

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସରିଲା, କିନ୍ତୁ ପୁରୀରେ ପହଞ୍ଚିଲାନି ଭକ୍ତଙ୍କ ଗୁଆ-ଚାଉଳ

ଗାଁ ଗାଁରେ ବୁଲିଲା ଅର୍ପଣ ରଥ । ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତଙ୍କ ଠାରୁ ସଂଗ୍ରହ ହେଲା ଗୁଆ-ଚାଉଳ। ଏଥିପାଇଁ ପାଣି ଭଳି କୋଟି କୋଟି ଟଙ୍କା ବି ଖର୍ଚ୍ଚ କଲେ ସରକାର। ହେଲେ ପରିକ୍ରମା ପ୍ରକଳ୍ପ ତ ଲୋକାର୍ପଣ ହେଲା, କିନ୍ତୁ ମହାପ୍ରଭୁଙ୍କ ପାଖରେ ପହଞ୍ଚିଲାନି ଭକ୍ତଙ୍କ ଗୁଆ-ଚାଉଳ। More

ମଞ୍ଚ ଉପରେ ମୁହାଁମୁହିଁ ହେଲେ ତାରା-ରବି, ଭାଷଣରେ ପରସ୍ପରକୁ କଲେ ଆକ୍ଷେପ

ଖାଲି ଏତିକି ନୁହେଁ ପରିସ୍ଥିତି ନିୟନ୍ତ୍ରଣକୁ ନଆସିବା ପରେ ପୋଲିସ୍ ଆସି ବୁଝାସୁଝା କରିଥିଲା। ଏହାପରେ ବିବାଦ ଥମି ନଥିଲା। ରବିଙ୍କ ବୟାନକୁ କଡ଼ା ଭାଷାରେ ସମାଲୋଚନା କରିଥିଲେ ତାରା। More

ଗୋପାଳପୁର ଆର୍ମି ଏୟାର ଡିଫେନ୍ସ କଲେଜ ପରିଦର୍ଶନ କଲେ ସ୍ଥଳସେନା ମୁଖ୍ୟ

ଆର୍ମି ଚିଫ୍ INS ଚିଲିକା ଗସ୍ତ କରିଥିଲେ। ସେଠାରେ ଅଗ୍ନିବୀରଙ୍କୁ ଦିଆଯାଇଥିବା ପ୍ରଶିକ୍ଷଣର ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ଜେନେରାଲ ମନୋଜ ପାଣ୍ଡେ। More