• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 21 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 3 months ago

ହାତୀ ପଢ଼ିବେ ପାଠ ! ନେବେ କୁମକି ତାଲିମ

ଉତ୍ପାତିଆ ହାତୀଙ୍କୁ ଚେକ୍ ଦେବେ ପ୍ରଶିକ୍ଷିତ ହାତୀ । ଧନଜୀବନ ରକ୍ଷା ପାଇଁ ବନ ବିଭାଗର ନୂଆ ପ୍ଲାନ । More
  • Satyendu Shekher Mishra
  • 3 months ago

ଓଡ଼ିଶା ରାଜନୀତିରେ ‘ମାହଲ ମାଣ୍ଡା’ ! ଲାଗିଲା ବିଜେପି-ବିଜେଡି କଳି

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ କାଠଗଡ଼ାରେ ରାଜ୍ୟ ସରକାର । ଭୁବନେଶ୍ୱର ପରେ ସମ୍ବଲପୁରରେ ବି ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ । More
  • Tanmay Kumar Mahalik
  • 3 months ago

Ayodhya Ram Mandir: ରାମନାମରେ କମ୍ପୁଛି ଗାଁଠୁ ସହର; ରାଉରକେଲା ଓ ବାସୁଦେବପୁରରେ ଜଳିବ ବିଶାଳ ଦୀପ

ଓଡ଼ିଶାରେ ପ୍ରାଣ । ହେଲେ ଅଯୋଧ୍ୟାରେ ମନ । କାଲି ରାମଲଲାଙ୍କ ଭବ୍ୟ ପ୍ରାଣପ୍ରତିଷ୍ଠା ଉତ୍ସବକୁ ରାମଜନ୍ମଭୂମୀକୁ ଯାଇପାରୁନଥିଲେ ବି ଏଇଠୁ ଥାଇ ରାମ ଭକ୍ତିରେ ଡୁବିଲେଣି ବ୍ରହ୍ମପୁରବାସୀ । More
  • Swadesi Megha Mallhar Prusty
  • 4 months ago

ଓଡ଼ିଶାରେ ଅଛି ଗୋଟିଏ ଗାଁ..ପ୍ରଭୁ ଆସିଥିବାରୁ ନାଁ ଅଯୋଧ୍ୟା

ଆସନ୍ତାକାଲି ଶ୍ରୀରାମଙ୍କ ପ୍ରାଣପ୍ରତିଷ୍ଠା । ରାମମୟ ହେଲାଣି ଅଯୋଧ୍ୟା । ଶ୍ରଦ୍ଧାଳୁ, ସନ୍ୟାସୀ ସମସ୍ତଙ୍କ ସୁଅ ଛୁଟିଛି ଅଯୋଧ୍ୟାକୁ । ଏପଟେ ଓଡ଼ିଶାର ଅଯୋଧ୍ୟାରେ ବି ଉତ୍ସାହ କିଛି କମ ନୁହେଁ । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ରହିଛି ଏହି ଅଯୋଧ୍ୟା ଗାଁ । More
  • Santosh Kumar Sahoo
  • 4 months ago

Panchang Today 21th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ  ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ।ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। More
  • Tanmay Kumar Mahalik
  • 4 months ago

ଓଡ଼ିଶାରେ ଏବେ ମାତିଛନ୍ତି ମାହଲମାଣ୍ଡା; ଧର୍ମେନ୍ଦ୍ର

ଓଡ଼ିଶାରେ ଗୋଟିଏ ରାକ୍ଷସ ମନୋବୃତ୍ତିର ସରକାର ଚାଲିଛି । ଏଠି ଅଧା ଡଜନ ମନ୍ତ୍ରୀ, ଡଜନ ଡଜନ ବିଧାୟକ ଅପରାଧ ଆରୋପିତ ବୋଲି ସିଧାସଳଖ କହିଛନ୍ତି ଧର୍ମେନ୍ଦ୍ର । More
  • Santosh Kumar Sahoo
  • 4 months ago

କାହା ଲେଖନୀରେ ରାମ ନାମ ତ କାହା ହାତରେ ପ୍ରତିକୃତି, ଅଯୋଧ୍ୟା ପଠାଇବାକୁ ଭିନ୍ନ ଢଙ୍ଗରେ ରାମ ନାମ ଲେଖା

ନିଜର ଯାଦୁଗରୀ ସ୍ପର୍ଶରେ କିଏ ପ୍ରଭୁ ଶ୍ରୀରାମଙ୍କ କ୍ଷୁଦ୍ର ମୂର୍ତ୍ତିଟିଏ କରି ଚର୍ଚ୍ଚାକୁ ଆସିଛନ୍ତି ତ ଆଉ କିଏ ୨୫ ଲକ୍ଷ ରାମନାମ ଲେଖି ନିଜକୁ ଉତ୍ସର୍ଗ କରିଦେଇଛନ୍ତି ମର୍ଯ୍ୟାଦାପୁରୁଷଙ୍କ ଉଦ୍ଦେଶ୍ୟରେ। More
  • Tanmay Kumar Mahalik
  • 4 months ago

ବିଜେପି ଫୋକସରେ SHG; ବିଜେଡିର ମହିଳା ଭୋଟ୍ ବ୍ୟାଙ୍କ ଭାଙ୍ଗିବେ ଶକ୍ତିସାଥୀ

ରାଜ୍ୟରେ ପ୍ରାୟ ୫୦ ପ୍ରତିଶତରୁ ଅଧିକ ମହିଳା ଭୋଟ ରହିଛି । ମିଶନ ଶକ୍ତି ଜରିଆରେ ୬ ଲକ୍ଷ ୨ ହଜାର SHG ଗ୍ରୁପରେ ପ୍ରାୟ ୭୦ ଲକ୍ଷ ମହିଳା ସଦସ୍ୟା ରହିଛନ୍ତି । More
  • Tanmay Kumar Mahalik
  • 4 months ago

ତାତିଲେ ପୁରୀ ବଡ଼ଦାଣ୍ଡରୁ ଉଚ୍ଛେଦ ଉଠା ଦୋକାନୀ; କାଲିର ଧାରଣା ପରେ ଆଜି ବିରାଟ ଶୋଭାଯାତ୍ରା

ପ୍ରତିଶ୍ରୁତି ପୂରଣରେ ବିଳମ୍ବ ଅଭିଯୋଗ । ରାସ୍ତାକୁ ଓହ୍ଲାଇଲେ ବଡ଼ଦାଣ୍ଡରୁ ଉଚ୍ଛେଦ ଉଠା ଦୋକାନୀ । ଗତକାଲିର ଧାରଣା ପରେ ଆଜି ଶୋଭାଯାତ୍ରା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ । More
  • Santosh Kumar Sahoo
  • 4 months ago

ଚିନ୍ତା ବଢାଉଛି ଆଣ୍ଟିବାୟୋଟିକ୍ସର ଅପବ୍ୟବହାର, କେନ୍ଦ୍ରର ନିର୍ଦ୍ଦେଶ ପରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ତତ୍ପରତା

ସାବଧାନ! ମହଙ୍ଗା ପଡ଼ିବ ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍ ବିକ୍ରି । ଧରାପଡ଼ିଲେ, ଆଇନ ଅନୁସାରେ ଦଣ୍ଡିତ ହେବେ। ମେଡିସିନ୍ ଷ୍ଟୋର ଲାଇସେନ୍ସ ବି ରଦ୍ଦ ହୋଇପାରେ। More