ସଂକ୍ଷେପରେ ଆଜିର ତାଜା ଖବର - Sunday, 28 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କାହା ପାଇଁ କଟକର ନେତାଜୀ ବସ ଟର୍ମିନାଲ ! ହନ୍ତସନ୍ତ ହେଉଛନ୍ତି ଦୂର ଦୂରାନ୍ତରୁ ଆସୁଥିବା ଯାତ୍ରୀ

ଯାତ୍ରୀଙ୍କୁ ରାଜାବଗିଚା ପଟୁ ବସଷ୍ଟାଣ୍ଡକୁ ଚାଲି ଚାଲି ଯିବା ଲାଗି ମିଳୁନି ଅନୁମତି, ଫଳରେ ଯାତ୍ରୀ ରାଜାବଗିଚା ପଟୁ ଖାନନଗର ନଦୀବନ୍ଧ ଦେଇ ବସଷ୍ଟାଣ୍ଡକୁ ଆସିଲେ ଅଧିକ ୫୦୦ ମିଟର ଚାଲିବାକୁ ପଡୁଛି। More

କଳାବାଘ ସଫାରୀ ନାଁରେ ଭୁଆଁ ବୁଲାଉଛନ୍ତି କି ସରକାର?

ଏସିଆ ମହାଦେଶର ସର୍ବବୃହତ୍ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟ ନିକଟରେ ହେବ କଳା ବାଘ ସଫାରୀ। More

ଦୀପକ ସାରଙ୍କ ନିଆରା ପାଠଶାଳା; ଗୀତ ଓ ଗପରେ ମନେ ରହୁଛି ଗଣିତ ସୂତ୍ର

ଅଙ୍କ, ହେଉ କି ଭୁଗୋଳ, ଇତିହାସ ହେଉ କି ବିଜ୍ଞାନ, ସାହିତ୍ୟ ଅବା ସାଧାରଣଜ୍ଞାନ..ଏଠି ଗୀତରେ ଗୀତରେ ସବୁ ପାଠ ସହଜ। More

କନେଷ୍ଟବଳ ବାବୁଙ୍କ ଡିଲ୍‌; ୩୦ ଲକ୍ଷ ଦେଲେ, ୬୦ ଲକ୍ଷ ନେବ ! ମାଡ଼ି ବସିଲା ପୋଲିସ..

ଟଙ୍କା ଡିଲ୍ ବେଳେ କନେଷ୍ଟବଳ ତନୁଜ ସାବତ ୬୦ ଲକ୍ଷ ଟଙ୍କା ନଦେଇ ୩୦ ଲକ୍ଷ ଟଙ୍କା ଝାଂପି ନେଉଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରିଥିଲେ ଏବଂ ପୋଲିସକୁ ଖବର ଦେଇଥିଲେ । More

୧୦ରେ ପୁଣି ଓଡ଼ିଶା ଆସିପାରନ୍ତି ମୋଦି, ବିଶାଳ ମହିଳା ସମାବେଶରେ ଦେବେ ଉଦବୋଧନ

ଭୁବନେଶ୍ୱରରେ ବିଜେପି କରିବ ବିଶାଳ ମହିଳା ସମାବେଶ। ଯୋଗ ଦେବେ ଖୋଦ୍ ପ୍ରଧାନମନ୍ତ୍ରୀ ମୋଦି। ସମାବେଶରେ ୧୪ ରାଜ୍ୟର ପ୍ରାୟ ୨୫ ହଜାର ମହିଳାଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ। More

୧୦ରେ ପୁଣି ଓଡ଼ିଶା ଆସିବେ ମୋଦି ! ଭୁବନେଶ୍ୱରରେ ଆୟୋଜିତ ମହିଳା ସମାବେଶରେ ଦେବେ ଯୋଗ

ସାରା ଦେଶରେ ଦୁଇଟି ବଡ଼ ବଡ଼ ମହିଳା ସମାବେଶ ଆୟୋଜନ ହେଉଥିବା ବେଳେ ଗୋଟିଏ ମଧ୍ୟପ୍ରଦେଶ ଏବଂ ଆଉ ଗୋଟିଏ ଓଡ଼ିଶାରେ ଆୟୋଜିତ ହେବ। More

ଶୀତରେ ଥରୁଛି ପୁରା ରାଜ୍ୟ..୩୧ ଯାଏଁ ନାହିଁ ବର୍ଷା

ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । More

ବାଇପାସ୍ ନିର୍ମାଣକୁ ନେଇ କେଁ ! ଜମି ହସ୍ତାନ୍ତର ପରେ ବି ତୁଟୁନି ବିବାଦ

କୋରାପୁଟ ସହରରେ ବାଇପାସ୍ ରାସ୍ତା ନିର୍ମାଣ କାର୍ଯ୍ୟକୁ ନେଇ ପୁଣି ଦେଖାଦେଇଛି କେଁ । ପୂର୍ବରୁ ଜାଗା ଚିହ୍ନଟ ଓ ଜମି ଅଧିଗ୍ରହଣ ପାଇଁ ପ୍ରକଳ୍ପ ଆରମ୍ଭରେ ବିଳମ୍ବ ହୋଇଥିଲା । ଏବେ ପୁଣି ଜମିର ମୂଲ୍ୟ ନିର୍ଦ୍ଧାରଣ ପାଇଁ ଏହି ପ୍ରକଳ୍ପର ଭାଗ୍ୟ ଅନଶ୍ଚିତତା ଭିତରକୁ ଠେଲି ହୋଇ ଯାଉଛି । More

Panchang Today 28th January 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି - ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ More

କମାଲ କରିଦେଲେ ବଣ୍ତାଘାଟିର ଦୁଇ ଭାଇ; କ୍ଷେତରେ ହସୁଛି ନାଲ ଟହଟହ ଷ୍ଟ୍ରବେରୀ

କ୍ଷେତରେ ଲାଗିଛି ଧାଡିକି ଧାଡିି ଷ୍ଟ୍ରବେରୀ ଗଛ। ସବୁଜ ପତ୍ର, ଧଳା ଫୁଲ ସହ ପେନ୍ଥା ପେନ୍ଥା ହୋଇ ଫଳିଛି ଲାଲ୍ ଟହ ଟହ ଷ୍ଟ୍ରବେରୀ। ବାସ୍ନାରେ ମହକି ଯାଉଛି ସାରା ଅଂଚଳ। More

ବୈଜୟନ୍ତ ୟୁପି ଇଲେକ୍ସନ ଇନଚାର୍ଜ; ନିର୍ବାଚନୀ ବୈତରଣୀ ପାର୍‌ ପାଇଁ ପାଗ ଭିଡ଼ିଲା ବିଜେପି

୨୪ ମହାଲଢ଼େଇ ଜିତିବାକୁ ୨୩ ସେନାପତି ନିଯୁକ୍ତ କଲା ବିଜେପି। ୨୩ ରାଜ୍ୟ ପାଇଁ ଘୋଷଣା ହେଲା ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ। ୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ୨୩ ରାଜ୍ୟ ପାଇଁ ଇଲେକ୍ସନ ଇନଚାର୍ଜ ଓ କୋ-ଇନଜାର୍ଜ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। More

ପଶ୍ଟିମରୁ ବିଜେଡିକୁ ପୋଛିଦେବ ପଦ୍ମ ! ମୋଦିଙ୍କ ହାୱାରେ ଛାନିଆ ବିଜେଡି

ରାମ ମାହୋଲରେ ଫିକା ପଡ଼ିଗଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ! ହେଲେ ସମଲେଇ ପ୍ରକଳ୍ପରୁ ଫାଇଦା ପାଇବ ତ ବିଜେଡି ସରକାର ? କାହିଁକି ନା ଆଉ ମାତ୍ର ୬ ଦିନ ପରେ ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। More

ସରକାରୀ ନିୟମକୁ ପରୱା ନାହିଁ; ବେଫିକର୍‌ ମାଲିକ, ଜୀବନ ହରାଉଛି ଯାତ୍ରୀ

କେବେ ଦୁର୍ଘଟଣା ହାର କମିଛି କହି ଭୁରୁଡ଼ି ମାରୁଛନ୍ତି ତ ଆଉ କେବେ ସଡ଼କ ସୁରକ୍ଷା ନାଁରେ ତୁଚ୍ଛା ଆତ୍ମପ୍ରଚାର କରୁଛନ୍ତି ରାଜ୍ୟ ସରକାର । ଦୁର୍ଘଟଣା ରୋକିବାକୁ ନୂଆବର୍ଷରୁ କେତେ କ’ଣ ଘୋଷଣା ସହ SOP ଜାରି କରିଦେଲେ । କିନ୍ତୁ, ପଚାରୁଛି କିଏ । More

ହାଇକୋର୍ଟ ଛାଟକୁ ନାହିଁ ସରକାରଙ୍କ ଡର! ବାଲି ରେଟ୍‌ରେ ହାତ ମାରିପାରୁନି ଜନତା, ମାଫିଆ ମାଲେମାଲ

ରାଜ୍ୟରେ ବାଲିକୁ ନେଇ ବିଚିତ୍ର ସ୍ଥିତି । ଗୋଟିଏ ପଟେ ମେସିନ୍ ଦ୍ୱାରା ବାଲିଉଠାଣ ଉପରେ ହାଇକୋର୍ଟଙ୍କ ରୋକ୍ ଲାଗିଛି, କିନ୍ତୁ ନିର୍ଦ୍ଦେଶ ପାଳନ ପାଇଁ ଥିବା ବ୍ୟବସ୍ଥାର ନିଷ୍କ୍ରିୟତା ପାଇଁ କିଛି ସ୍ଥାନରେ ବେଧଡ଼କ କାରବାର ବି ଚାଲିଛି । More