ସଂକ୍ଷେପରେ ଆଜିର ତାଜା ଖବର - Sunday, 04 February 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଦାଦନ ଦହନର ଦୟନୀୟ କାହାଣୀ; ବାପାଙ୍କ ପରଲୋକ ପରେ ବନ୍ଧାପଡ଼ିଛି ନାବାଳିକା ଝିଅ

ପତ୍ନୀ ପ୍ରତିବାଦ କରିବାରୁ ରୋଗୀଣା ସ୍ୱାମୀ ସହ ସ୍ତ୍ରୀ ଓ ଜଣେ ଦୃଷ୍ଟିବାଧିତ ଝିଅକୁ ଗାଁକୁ ପଠାଇ ଦେଇଥିଲା । ଏଣେ ଗାଁରେ ପହଞ୍ଚିବାର କିଛିଦିନ ପରେ ପ୍ରାଣ ହରାଇଛନ୍ତି ଅସୁସ୍ଥ କାହ୍ନୁ ମଲ୍ଲିକ । ତେଣେ ୧୧ ବର୍ଷର ନାବାଳିକା ଝିଅକୁ ଅଟକ ରଖିଛି ସର୍ଦ୍ଦାର । More

ରାଜଧାନୀରେ ‘ମୋ ବସ୍‌’ ଦୁର୍ଘଟଣା; ଜଣେ ଗୁରୁତର, ଉତ୍ତ୍ୟକ୍ତ ଲୋକଙ୍କ ଭଙ୍ଗାରୁଜା

‘ମୋ ବସ୍‌’ ଦୁର୍ଘଟଣାକୁ ନେଇ ଲୋକେ ତାତିବା ସହ ‘ମୋ ବସ୍‌’କୁ ଭଙ୍ଗା ରୁଜା କରିଛନ୍ତି । ଏ ନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ଇନ୍‌ଫୋସିଟି ପୋଲିସ ପହଞ୍ଚିଛି । More

ବିଶ୍ୱ କର୍କଟ ଦିବସରେ ନିର୍ଭିକ ଯୋଦ୍ଧାଙ୍କ ନିଆରା କାହାଣୀ; ମେରୁ-ସମ ମନୋବଳକୁ ଦୋହଲାଇ ପାରିନି କ୍ୟାନସର

ଜଗନ୍ନାଥ ସତରେ ଜଣେ ଆଶ୍ଚର୍ଯ୍ୟ । ସତେ ଯେମିତି ତାଙ୍କ ରକ୍ତରେ କର୍କଟ ନୁହେଁ, ଫୁର୍ତ୍ତି ଧାଉଁଛି । ଶିମିଳିପାଳ ଅଭୟାରଣ୍ୟର ଚ୍ୟାଲେଞ୍ଜପୂର୍ଣ୍ଣ ଡ୍ୟୁଟି ଭିତରେ ବି କ୍ୟାନସର ଡରକୁ ହରାଇଛନ୍ତି ପୋଡ଼ାଡିହା ରେଞ୍ଜର ଜଗନ୍ନାଥ ପରିଡ଼ା । More

ଯୌନ ନିର୍ଯାତନା ମାମଲା; SI ମହିଳା ଅଫିସରଙ୍କୁ ମିଳୁନି ନ୍ୟାୟ, ସାଧାରଣ ମହିଳା କେତେ ସୁରକ୍ଷିତ ?

୨୦୧୯ ମସିହାର କଥା। ସଂପୃକ୍ତ ମହିଳା ସବ ଇନିସପେକ୍ଟରଙ୍କ ଅଭିଯୋଗ ଥିଲା, ଥାନାବାବୁ ରମେଶ ପ୍ରଧାନ ନିଜ ସରକାରୀ କ୍ବାର୍ଟର୍ସରେ ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ । ଏ ସଂପର୍କରେ ୨୦୧୯ ନଭେମ୍ବର ୯ ତାରିଖରେ ଗଞ୍ଜାମ ପାଟପୁର ଥାନାରେ ଏକ ଅଭିଯୋଗ କରିଥିଲେ । More

ଓଡ଼ିଶାରେ ବିଜେପିକୁ କ୍ଷମତାକୁ ଆଣିବ କି ‘ମୋଦି ଗ୍ୟାରେଣ୍ଟି’, ପ୍ରଧାନମନ୍ତ୍ରୀଙ୍କ ଭାଷଣ ପରେ ଚାଲିଛି ଅଙ୍କକଷା

ସମ୍ବଲପୁର ସମାବେଶରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି ପରେ ଆସନ୍ତା ନିର୍ବାଚନରେ ଏହାର କେତେ ପ୍ରଭାବ ପଡ଼ିବ ତାକୁ ନେଇ ଆରମ୍ଭ ହୋଇଯାଇଛି ଅଙ୍କ କଷା। More

ବିଶ୍ୱ କର୍କଟ ଦିବସରେ ଓଟିଭିର ମିନି ମାରାଥନ୍, ଜୀବନ ଆଡକୁ ଦୌଡ଼ର ଥିମରେ ଦୌଡ଼ିଲା ରାଜଧାନୀ

ଦୌଡ଼ିଲା ରାଜଧାନୀ। ଦୌଡ଼ିଲେ ସେଲିବ୍ରିଟି, ସିନେ ଷ୍ଟାର, ଯୁବ ଗୋଷ୍ଠୀ ଓ ଛାତ୍ରଛାତ୍ରୀ। ସାମାଜ ପାଇଁ ଥିଲା ମାରାତ୍ମକ କର୍କଟଠୁ ଦୂରେଇବାର ବଡ଼ ସଚେତନତା ବାର୍ତ୍ତା। ତ ଓଟିଭିର ଥିମ୍ ଥିଲା ଜୀବନ ଆଡକୁ ଦୌଡ଼.... More

ଟିକେଟ୍‌ ଆଶାୟୀଙ୍କ ପାଇଁ ୱେବସାଇଟ୍ ଲଞ୍ଚ କଲା କଂଗ୍ରେସ୍, ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଯେ କୌଣସି ବ୍ୟକ୍ତି ଏହି ୱେବସାଇଟ୍ ମାଧ୍ୟମରେ ଟିକେଟ୍ ପାଇଁ ଆବେଦନ କରିପାରିବେ। ଉଭୟ ଇଂରାଜୀ ଓ ଓଡ଼ିଆରେ ଏହି ଫର୍ମ ଉପଲବ୍ଧ। More

ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ, ସୁରକ୍ଷା ପାଇଁ ମୁତୟନ ହେବେ ୨୮ ପ୍ଲାଟୁନ୍ ଫୋର୍ସ

ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା’ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ । More

ଥାନା ଅଧିକାରୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, NHRCଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚରେ ମାମଲା ରୁଜୁ

ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ କ୍ରାଇମବ୍ରାଞ୍ଚରେ ଏକ ମାମଲା ରୁଜୁ ହୋଇଛି । ଜଣେ ମହିଳା ଡିଏସପି ମାମଲାର ତଦନ୍ତ କରୁଥିବା ପୋଲିସ ଡିଜି ଅରୁଣ ଷଡଙ୍ଗୀ ସୂଚନା ଦେଇଛନ୍ତି । More

ସମ୍ବଲପୁରରେ ପଦ୍ମ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ସୋସିଆଲ ମିଡିଆରେ କଲେ ପୋଷ୍ଟ

ଗତକାଲି ସମ୍ବଲପୁର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଦ୍ମ ପୁରସ୍କାର ବିଜେତଙ୍କୁ ଭେଟିଥିଲେ। More

ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀର ଛୁରା ମାଡ଼ରେ ସ୍ତ୍ରୀ ଗୁରୁତର

ବାସନ୍ତୀଙ୍କ ପେଟ ଓ ହାତରେ ଗୁରୁତର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ପଡ଼ୋଶୀମାନ ତାଙ୍କୁ ଡାକ୍ତରଖାନା ନେଇଥିଲେ। More

ନୂଆ ଓ’ରେ କେଁ, ପରୀକ୍ଷା ବେଳେ ବାଧ୍ୟ କରୁଛନ୍ତି କାର୍ଯ୍ୟକ୍ରମକୁ ଆସ

ପରୀକ୍ଷା ପାଖେଇ ଆସୁଥିଲେ ମଧ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ଯିବାକୁ ବାଧ୍ୟ କରାଯାଉଥିବା BNMA କଲେଜରେ ଛାତ୍ରୀ ଅଭିଯୋଗ କରିଛନ୍ତି । More

‘ମୋଦି ସରକାରଙ୍କ ନେତୃତ୍ୱ ଓଡ଼ିଶାର ବିକାଶ ପାଇଁ ରହିବନି ଅର୍ଥର ଅଭାବ’

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ବୈଜୟନ୍ତ କହିଛନ୍ତି, ୫୦୦ ବର୍ଷର ତ୍ୟାଗ ଓ ଆନ୍ଦୋଳନ ଯୋଗୁଁ ଅଯୋଧ୍ୟାରେ ରାମ ମନ୍ଦିର ହୋଇ ପାରିଛି। ସାରା ଦେଶରେ ଏହାକୁ ସ୍ୱାଗତ କରାଗଲା। More

କନ୍ଧମାଳ କାମେରିକିଆ ଜଙ୍ଗଲରେ ଏନକାଉଣ୍ଟର, ପୋଲିସ୍‌ ଗୁଳିରେ ଜଣେ ମାଓବାଦୀ ନିହତ

ଜଣେ ମାଓବାଦୀର ମୃତ୍ୟୁ ପରେ ବି ସେହି ଅଞ୍ଚଳରେ କମ୍ବିଂ ଅପରେସନ୍‌ ଜାରି ରହିଛି। ତେବେ ମାଓବାଦୀ ଓ ପୋଲିସ୍‌ ଗୁଳି ବିନିମୟରେ ଜଣେ DVF ଯବାନ ମଧ୍ୟ ଆହତ ହୋଇଛନ୍ତି। More

ବାଡ଼ ଖାଉଛି ଫସଲ...ଜମାକାରୀଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ହଡ଼ପ

ଆଳି ଥାନାରେ ଏନେଇ ଏତଲା ହେବା ପରେ ପୋଲିସ ମାମଲା ରୁଜୁ କରିବା ସହିତ ବ୍ୟାଙ୍କ ପିଅନ ସତ୍ୟାନନ୍ଦ ଘଡାଇକୁ ଗିରଫ କରି କୋର୍ଟ ଚାଲାଣ କରିଛି। More

ପୁଣି ଏକ କଲରାପତରିଆ ବାଘ ମୃତ...ଶିକାରୀ ଫାଶରେ ପଡ଼ିଥିବା ଅନୁମାନ

ଆଠମଲ୍ଲିକ ଉପଖଣ୍ଡରେ ଜନ୍ତୁ ଶିକାର ଘଟଣା ବଢ଼ିବାରେ ଲାଗିଛି। କିଛି ଶିକାରୀ ଫାଶ ବସାଇ ନିୟମିତ ଜନ୍ତୁ ଶିକାର କରୁଥିବା ଅଭିଯୋଗ ହୋଇଛି । More

World Cancer Day 2024: କ୍ୟାନ୍‌ସରକୁ ମାତ ଦେବା ପାଇଁ ଦୃଢ଼ ଇଚ୍ଛା ଶକ୍ତି ହିଁ ସବୁଠୁ ବଡ଼ ଅସ୍ତ୍ର

ଝରିଗାଁ ବ୍ଲକ କର୍ମରୀ ଗାଁର ମନୋହର ପ୍ରଧାନୀ । ନିଜେ ବଞ୍ଚିବା ସହ ଅନ୍ୟକୁ ବଞ୍ଚିବାର ବାଟ ଦେଖାଇଛନ୍ତି । More

World Cancer Day 2024: ପଡ଼ୋଶୀ ହେଉ କି ଅଚିହ୍ନା ବ୍ୟକ୍ତି, ସମସ୍ତଙ୍କ ପାଇଁ ସବୁବେଳେ ପ୍ରସ୍ତୁତ...

ଭଦ୍ରକ ବାସୁଦେବପୁରର ଗୟାଧର ସାହୁ । ଦୃଢ଼ ଇଚ୍ଛା ଶକ୍ତି ଆଗରେ ହାର ମାନିଛି କର୍କଟ ରୋଗ । More

World Cancer Day 2024: ଲୋକଙ୍କ ସଚେତନ କରିବାକୁ OTVର ମିନି ମାରାଥନ୍

ବହୁ ସଂଖ୍ୟାରେ ଅଂଶଗ୍ରହଣକାରୀ ସାମିଲ ହୋଇଥିଲେ । More

World Cancer Day 2024: ରୋଗର ଭୟାବହତା ନେଇ ଲୋକଙ୍କୁ ସଚେତନ କରାଇବା ମୂଳ ଲକ୍ଷ୍ୟ

୨୦୨୩- ୨୪ ପାଇଁ ଥିମ୍ ରହିଛି ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ । More

ରାସ୍ତାରେ ଛକିଥିଲା ଯମ, ଦିନକରେ ଚାଲିଗଲା ୧୦ ଜୀବନ

ବଡ଼ଭାଇର ବିବାହ ଭୋଜି ସାରି ସାନଭାଇ କାରରେ ବାଙ୍କି ଖଜୁରିପଦା ଗାଁରୁ ଫେରିବାବେଳେ ଏହି ଦୁର୍ଘଟଣା ଘଟିଛି। ବିବାହିତ ଯୁବକଙ୍କ ସାନଭାଇ ତପନ ରାଉତ, ତପନଙ୍କ ସାଙ୍ଗ, ସଂପର୍କିୟ ଭାଇ ଏବଂ ପିଉସାଙ୍କ ମୃତ୍ୟୁ ହୋଇଛି। More

ସମ୍ବଲପୁର ଗ୍ୟାରେଣ୍ଟି ସମାବେଶରେ ମୋଦିଙ୍କ ଗ୍ୟାରେଣ୍ଟି, ‘ଯାହାର କେହି ନାହିଁ, ତା ପାଖରେ ମୋଦି ଅଛି’

ଓଡ଼ିଶାରେ ଗରିବଙ୍କୁ ସଶକ୍ତୀକରଣ, ସବୁ କଚ୍ଚା ଘର ପକ୍କା ହେବ, କୃଷକଙ୍କ ଆୟ ବଢିବ। ସମ୍ବଲପୁର ଗ୍ୟାରେଣ୍ଟି ସମାବେଶ ମଞ୍ଚରୁ ଓଡ଼ିଶାବାସୀଙ୍କୁ ଏହି ଗ୍ୟାରେଣ୍ଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। More

ଲୋକାର୍ପିତ ହେଲା IIM ସମ୍ବଲପୁର; ରାଜ୍ୟକୁ ୧୮ଟି ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାର ବିକାଶ ଯାତ୍ରା ପାଇଁ ଆଜି ଏକ ମହତ୍ତ୍ୱପୂର୍ଣ୍ଣ ଦିନ । ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ବପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ । More

ମାଟ୍ରିକ ପରୀକ୍ଷା; କପି ରୋକିବାକୁ କଡ଼ା ବ୍ୟବସ୍ଥା ! ଦେଢ଼ ଘଣ୍ଟା ପୂର୍ବରୁ ହଲକୁ ଏଣ୍ଟ୍ରି କରିବେ ପିଲା

ପାଖେଇ ଆସିଲାଣି ଛାତ୍ର ଜୀବନର ଗୁରୁତ୍ୱପୂର୍ଣ୍ଣ ସୋପାନ୍ କୁହାଯାଉଥିବା ମାଟ୍ରିକ ପରୀକ୍ଷା । ମଝିରେ ରହିଲା ଆଉ ମାତ୍ର ୨ ସପ୍ତାହ । ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ପରୀକ୍ଷା । More

ଯାହାର କେହି ନାହିଁ, ତା’ ପାଖରେ ମୋଦି ଅଛି; ପ୍ରଧାନମନ୍ତ୍ରୀ

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଗରିବଙ୍କ କଥା ଉଠାଇଛନ୍ତି । ସେ କହିଛନ୍ତି, ବିଜେପି ସରକାର, ଗରିବଙ୍କ କଲ୍ୟାଣକାରୀ ସରକାର । ଓଡ଼ିଶାର ସାଢ଼େ ୩ କୋଟି ଲୋକଙ୍କୁ ମାଗଣା ରାସନ ମିଳୁଛି । More