ସଂକ୍ଷେପରେ ଆଜିର ତାଜା ଖବର - Wednesday, 14 February 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଗୋଷ୍ଠୀ ସଂଘର୍ଷରୁ ତୁମୁଳ କାଣ୍ଡ, ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା !

ଏହି ଘଟଣା ପରେ ଗାଁରେ ଲାଗି ରହିଛି ଉତ୍ତେଜନା। ଉତ୍ତ୍ୟକ୍ତ ଲୋକେ ଗାଡ଼ି ପୋଡାଜଳା କରିଥିବା ସୂଚନା ମିଳିଛି। More

କଥା କହୁଛି ଆଖି...ଭାଷା ବୁଝୁଛି ମନ, ସାତ ଜନ୍ମର ସାଥୀ ହୋଇଛନ୍ତି ଫେସବୁକ ଲଭବାର୍ଡ

ଏଠି ଶବ୍ଦର ଆବଶ୍ୟକତା ନାହିଁ... କି ନାହିଁ ଭାଷାର ପ୍ରୟୋଜନ। ଠାରରେ ଠାରରେ... 'ନିଶବ୍ଦ' ଏ ପ୍ରେମ...। ଓଠ ନୁହେଁ, ଏଠି କଥା କହୁଛି ଆଖି... ଇସାରା ଇସାରାରେ ଚାଲିଛି ଭାବ ଦିଆନିଆ। More

ରାଜ୍ୟବ୍ୟାପୀ ଠପ୍ ପ୍ରାଣୀ ଚିକିତ୍ସା, ଯନ୍ତ୍ରଣାରେ ସନ୍ତୁଳି ହେଉଛନ୍ତି ଅସୁସ୍ଥ ଗୃହପାଳିତ ପଶୁପକ୍ଷୀ

ଗାଈଗୋରୁ ହେଉ କି କୁକୁର, ବିଲେଇ। ଘରେ ରଖି ଲାଳନ ପାଳନ କରୁଛନ୍ତି କି, ଆଗକୁ ସେମାନଙ୍କ ଅବସ୍ଥା ବେହାଲ୍ ହେବାର ଆଶଙ୍କା ଉପୁଜିଛି। କାରଣ ୨୮ ଦିନର ଆନ୍ଦୋଳନ ପରେ ଏବେ ଚରମ ନିଷ୍ପତ୍ତି ନେବାକୁ ଯାଉଛନ୍ତି ପ୍ରାଣୀ ଡାକ୍ତର। More

ମାଳ ମାଳ ଆଶାୟୀ ଥାଇ କାହିଁକି ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ?

ଅଶ୍ୱିନୀଙ୍କ ଅମଳରେ ରେଳ ଯୋଗାଯାଗରେ ଆସିଛି ଢେର୍ ଉନ୍ନତି କହିଲା ବିଜେଡି । ଅଶ୍ୱିନୀ ସମୀକରଣକୁ କି ଦୃଷ୍ଟିରେ ଦେଖିବେ ଦୁଇ ଦଳର କର୍ମୀ ଓ ଭୋଟର ?   More

ପ୍ରଦୀପ ଉବାଚ.. ‘BJP ସିନିୟର ପାର୍ଟି, BJD ସମର୍ପିତ ଦଳ’

ପ୍ରମାଣିତ ହେଲା ବିଜେଡି-ବିଜେପି ନିବିଡ଼ ସମ୍ପର୍କ କହିଲା କଂଗ୍ରେସ । ବିଜେଡିର ଉତ୍ତର ରାଜ୍ୟ ସ୍ୱାର୍ଥ ପାଇଁ ଏଭଳି ନିଷ୍ପତ୍ତି। More

କଂଗ୍ରେସକୁ ପୁଣି ୟଙ୍ଗ ବ୍ରିଗେଡ୍ ଝଟକା, ୩ ଦିନରେ ଦଳ ଛାଡ଼ିଲେ ୩ ଯୁବ ନେତା

ରାଜ୍ୟ କଂଗ୍ରେସକୁ ଜଣକ ପରେ ଜଣେ ଯୁବ ନେତାଙ୍କ ଝଟ୍‌କା । ଦୁଇ ଦିନ ତଳେ ପୂର୍ବତନ ବିଧାୟକ ନିହାର ମହାନନ୍ଦ ତ ଆଜି ଅଂଶୁମାନ ମହାନ୍ତି। ସାଧାରଣ ନିର୍ବାଚନକୁ ଅଳ୍ପ ଦିନ ଥିବାବେଳେ ଜଣକ ପରେ ଜଣେ ୟଙ୍ଗ ବିଗ୍ରେଡ୍‌ଙ୍କ ଇସ୍ତଫା କଂଗ୍ରେସକୁ ଦୁର୍ବଳ କରିଛି। More

ମେଡିକାଲରେ DG ନାହିଁ, ମାବାଇଲ୍‌ ଲାଇଟ୍‌ରେ ଚିକିତ୍ସା କରନ୍ତି ଡାକ୍ତର !

ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ସଚ୍ଚିଦାନନ୍ଦ ମିଶ୍ର କହିଛନ୍ତି, ଏହି ହସପିଟାଲରେ ନିଜସ୍ୱ ଡିଜି ସେଟ୍ ନାହିଁ। More

କଟକ ଗୋପାଳପୁର ଛକରେ ଓଲଟି ପଡ଼ିଲା ‘ଚନ୍ଦନ’ ବସ୍‌

କଟକରୁ ଭୁବନେଶ୍ୱର ଗଲା ବେଳେ ଓଲଟିଲା ‘ଚନ୍ଦନ’ ବସ୍‌ । More

ଅଶ୍ୱିନୀଙ୍କୁ ସମ‍ର୍ଥନ ପାଇଁ ପ୍ରଦୀପଙ୍କୁ ଭେଟିଛନ୍ତି ମନମୋହନ !

ଉଭୟ ନେତାଙ୍କ ଭେଟଘାଟ୍ ପୁଣିଥରେ ପ୍ରଦୀପଙ୍କ ପଦ୍ମ ଦଳରେ ସାମିଲ ଚର୍ଚ୍ଚାକୁ ଖୋରାକ ଯୋଗାଇଛି। More

ବିଜେପି କଲା ରାଜ୍ୟସଭା ପ୍ରାର୍ଥୀ ଘୋଷଣା; ପୁଣି ରିପିଟ୍‌ ହେଲେ ଅଶ୍ୱିନୀ

ହଠାତ୍‌ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିଲା । ତାଙ୍କର ସମ୍ଭାବ୍ୟ ପ୍ରାର୍ଥିତ୍ୱ ଦାବିଦାର ଚର୍ଚ୍ଚାକୁ ଖୋରାକ ଯୋଗାଇଥିଲା । ଯାହାକି ଏବେ ସତ ହୋଇଛି । More

କଂଗ୍ରେସକୁ ଆଉ ଏକ ଝଟକା; ଦଳ ଛାଡ଼ିଲେ ଅଂଶୁମାନ ମହାନ୍ତି

ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ । ଗତ ଦୁଇଦିନ ତଳେ ବରଗଡ଼ ଅତାବିରାର ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ଦଳ ଛାଡ଼ିଥିଲେ । ଆଉ ଏବେ ଅଂଶୁମାନ । More

ଶ୍ରୀମନ୍ଦିର କଟକଣାକୁ ଫୁ’… ପୁଣି ଉଡିଲା ଡ୍ରୋନ୍…ସୋସିଆଲ ମିଡିଆରେ ଭିଡିଓ ଭାଇରାଲ୍

ଗଳାବାଟେ ଚାଲିଛି ଅନିୟମିତତା। ଶ୍ରୀମନ୍ଦିରର ସୁରକ୍ଷା ବଳୟକୁ ଫୁ’ କରି ପୁଣି ମନ୍ଦିର ଉପରେ ଉଡିଲା ଡ୍ରୋନ। ଯାହାର ଫୁଟେଜ୍ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। More

Panchang Today 14th Feb 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ ବୁଧବାର ଚନ୍ଦ୍ର- ମୀନ ଦିବା ୧୦.୪୪ ଗତେ ମେଷ ତିଥି- ୫ମୀ ଦିବା ୧୨.୧୦ ଗତେ ୬ଷ୍ଠୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୦.୪୪ ଗତେ ମେଷ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି More

ଅସୁରକ୍ଷିତ ଅଭୟାରଣ୍ୟ, ସୀମା ଟପିଲା ଶିକାରୀଙ୍କ ବର୍ବରତା

ଅସୁରକ୍ଷିତ ଅଭୟାରଣ୍ୟ ! ସୀମା ଟପିଲା ଶିକାରୀଙ୍କ ବର୍ବରତା। ବଳି ପଡ଼ିଗଲେ ଗଜରାଜ। ବାରହା ହେଉ କି ହରିଣ ବା ହାତୀ, କାହାକୁ ଛାଡ଼ୁନାହାନ୍ତି ଶିକାରୀ । More

ଅନ୍‌ଲାଇନ୍‌ ଗେମ୍ ଖେଳି କ୍ଷତି ସହିଲେ; ଭରଣା ପାଇଁ ଏଟିଏମ୍ ଭ୍ୟାନ୍ ଲୁଟିଲେ

ଅନ୍‌ଲାଇନ୍‌ ଗେମ୍ ଖେଳି ବିପୁଳ ଟଙ୍କା କ୍ଷତି ସହିଲେ, ଏହାର ଭରଣା ପାଇଁ ନିଜେ କାର୍ଯ୍ୟରତ ଏଟିଏମ୍ ଭ୍ୟାନ୍ ଲୁଟିବାକୁ ଚକ୍ରାନ୍ତ କଲେ । More

ଜାରି ରହିଛି ରାଜ୍ୟସଭା ସସ୍‌ପେନ୍ସ, ଦେବାଶିଷ ଓ ଶୁଭାଶିଷଙ୍କ ପରେ କିଏ ହେବେ ତୃତୀୟ ପ୍ରାର୍ଥୀ ?

ଏସବୁ ଭିତରେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲେ ଏ ଦୁହିଁଙ୍କ ପରେ ତୃତୀୟ ପ୍ରାର୍ଥୀ କିଏ ହେବ ଏପର୍ଯ୍ୟନ୍ତ ବିଜେଡି ତା କାର୍ଡ ଖୋଲି ନଥିବାରୁ ସସ୍‌ପେନ୍ସ ଜାରି ରହିଛି। More

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି, ୨ଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା

ନୂଆ ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । More

କମିଲା ବିଜୁଳି ଦର, ୧୦ ପଇସାରୁ ୧୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କଲେ ସରକାର

ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ ଓଇଆର୍‌ସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । More