ସଂକ୍ଷେପରେ ଆଜିର ତାଜା ଖବର - Monday, 26 February 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଏମାର ମଠକୁ ନେଇ ଅଡୁଆରେ ସରକାର; ଯେତେ ଲୁଚାଇଲେ ବି ଦୋଷ ଲୁଚୁନି ?

୨୦୧୧ ମସିହାରେ ଜବତ ହୋଇଥିଲା ୫୨୨ ଖଣ୍ଡ ରୁପା ଇଟା। ୨୦୨୨ରେ ଖନନ ବେଳେ ବାହାରିଥିଲା କାରୁକାର୍ଯ୍ୟ ପୂର୍ଣ୍ଣ ସିଂହ ମୂର୍ତ୍ତି। ଆଉ ଏବେ ଦୃଶ୍ୟମାନ ହୋଇଛି ୧୫ ଫୁଟ୍ ମାଟି ତଳେ ପୁରୁଣା ହାଣ୍ଡି। More

ଥମୁନି NAC ଦାବି ନିଆଁ... ପ୍ରତିଶ୍ରୁତି ଦେଇ ଭଣ୍ଡେଇ ଦେଲେ ସରକାର !

ଆଗକୁ ବଙ୍ଗୋମୁଣ୍ଡା-ସୁବଳୟା ଓ ବାମରାରେ ବି ହେବ ଆନ୍ଦୋଳନ । ଆଳି ଓ ଖଇରାରେ ବି ତେଜିଲାଣି ଅସନ୍ତୋଷ । More

ମାଟ୍ରିକ ପରୀକ୍ଷାକୁ ଛାଡୁନି ଭାଇରାଲ୍ ଭୂତ, ଇଂରାଜୀ-ଗଣିତ ପ୍ରଶ୍ନପତ୍ର ବି ଲିକ୍‌ !

ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଘୂରି ବୁଲିଲା ଗଣିତ ପ୍ରଶ୍ନପତ୍ର । ଦୋଷୀଙ୍କୁ କଡ଼ା ଦଣ୍ଡ ପାଇଁ ପିଲା ଓ ଅଭିଭାବକଙ୍କ ଦାବି । More

ଟଳମଳ ବିଜେଡି ଡଙ୍ଗା; ୧୬୮ ସିଟ୍‌କୁ ୧୦ ହଜାର ଆଶାୟୀ..

ବିଜେଡି ଡଙ୍ଗାରେ ଅସମ୍ଭାଳ ଭିଡ଼। ବିଧାନସଭା, ଲୋକସଭା ମିଶାଇ ଆସନ ୧୬୮। ହେଲେ ଆବେଦନ ପାଇଁ ଭିଡ଼ ପ୍ରାୟ ୬୦ ଗୁଣ ଅଧିକା। ଟିକେଟ୍ ପାଇଁ ଦଳରେ ୧୦ ହଜାର ଆଶୟୀ। More

ବ୍ୟାରିକେଡ୍ ଡେଇଁଲେ, ନବୀନଙ୍କ ଉପରେ ବର୍ଷିଲେ; ରାଜଧାନୀ ଛାତିରେ ରଣହୁଙ୍କାର କଲା କଂଗ୍ରେସ

ଦିନ ପ୍ରାୟ ସାଢେ ୧୨ ଟା। କଂଗ୍ରେସ ଭବନରୁ ପିସିସି ସଭାପତି, ପ୍ରଭାରୀ, ବିଧାୟକ ତଥା ବରିଷ୍ଠ ନେତାଙ୍କ ନେତୃତ୍ୱରେ ଲୋକ ସେବା ଭବନ ଆଡକୁ ବଢିଥିଲା କଂଗ୍ରେସ ରାଲି। ଚାଷୀ ଆତ୍ମହତ୍ୟା, ବେକାରୀ, ମହିଳା ନିର୍ଯାତନା, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥାକୁ ମୁଦ୍ଦା କରି ରାଜ୍ୟ ଓ କେନ୍ଦ୍ର ସରକାର ବିରୋଧରେ କଂଗ୍ରେସ୍ ଲୋକସେବା ଭବନ ଘେରାଉ ପାଇଁ ଡାକରା ଦେଇଥିଲା। More

Recruitment: ରାଉର୍‌କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି; ଦଶମ ପିଲା ମଧ୍ୟ କରିପାରିବେ ଆବେଦନ

ରାଉର୍‌କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ (SAIL) ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଅପରେଟର୍ ଏବଂ ଟେକ୍ନିସିଆନ୍ ପଦବୀ ପୂରଣ ହେବ। More

କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ, ୩ମୃତ

ଭୋରରୁ ଓସ୍ତପୁର ନିକଟରେ ଭାରସାମ୍ୟ ହରାଇ ବୋଲେରୋଟି ଗଛରେ ପିଟି ହୋଇ ଯାଇଥିଲା। ଏଥିରେ ମୋଟ୍ ୭ଜଣ କଳାକାର ଥିବା ସୂଚନା ମିଳିଛି। More

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ… ସୁନା ଚେନ୍ ଓ କାର୍ ନ ଆଣିବାରୁ ମାରିଦେଲେ!

ବିବାହ ପରଠାରୁ ଶାଶୂଘର ଲୋକ ଅଧିକ ଯୌତୁକ ଦାବି କରିଆସୁଥିଲେ। ଏଥିପାଇଁ ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ବି ଦେଉଥିଲେ। More

Panchang Today 26th Feb 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟା । ଜାଣନ୍ତୁ ଆପରଙ୍କ ଶୁଭ ସମୟ.. More

ପୁଣି ଖୋଳା ଚାଲିଛି ଏମାର ମଠ; ମାଟି ତଳେ ପୋତି ରହିଛି କି ଦୁର୍ଲଭ ଜିନିଷ ?

ଏମାର ମଠ ମାଟି ତଳେ କିଛି କୋଠରୀ ଅଛି କି? ମାଟି ତଳେ କିଛି ଦୁର୍ଲଭ ଜିନିଷ ପୋତି ରହିଛି କି? ଏଭଳି ପ୍ରଶ୍ନ ଏବେ ଉଙ୍କି ମାରୁଛି ସମସ୍ତଙ୍କ ମନରେ। More

କାମ କରୁନି ନବୀନଙ୍କ ମହିଳାଙ୍କ ଭୋଟ ବ୍ୟାଙ୍କ ଷ୍ଟ୍ରାଟେଜି ! BJP ଟାର୍ଗେଟରେ SHG..

୨୪ରେ ଡିଭାଇଡ୍ ହେବ କି ମହିଳା ଭୋଟ୍? ଭାଙ୍ଗିବ କି ବିଜେଡିର SHG ଭୋଟ୍ ବ୍ୟାଙ୍କ୍ ? ମହିଳାଙ୍କ ପାଇଁ ୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରା କରିପାରିନି ବିଜେଡି! ଆରପଟେ ଏସ୍ଏଚ୍ଜି ଭୋଟ୍ ପାଇଁ ପଦ୍ମ ଦଳର କସରତ। More

ରାଜ୍ୟରେ ଓଡ଼ିଆ ଉଦ୍ୟୋଗୀଙ୍କୁ ଅଣଦେଖା; ଉଦବେଗ୍ ପ୍ରକାଶ କଲା ଶିଳ୍ପସଂଘ

କେବଳ ଓଡ଼ିଆ ଉଦ୍ୟୋଗୀଙ୍କ ପ୍ରତି ରାଜ୍ୟ ସରକାର କରୁଥିବା ଅନ୍ୟାୟ ଓ ଅଣଦେଖାକୁ ଲୋକଲୋଚନକୁ ଆଣୁଛନ୍ତି । ରାଜ୍ୟ ସରକାର ବିଦେଶୀ ପୁଞ୍ଜିପତିଙ୍କୁ ବିଭିନ୍ନ ପ୍ରକାର ପ୍ରୋତ୍ସାହନ ଦେଇ ରାଜ୍ୟକୁ ଆଣୁଛନ୍ତି । More

ଭୋଟ୍ ବେଳେ ପ୍ରତିଶ୍ରୁତି ପାହାଡ଼, ସରିଗଲେ କିଏ କାହାର...ସ୍ବାଧୀନତାର ୭୫ବର୍ଷ ପରେ ମିଳୁନି ମୌଳିକ ସୁବିଧା

ଭୋଟ୍ ବେଳେ ପ୍ରତିଶ୍ରୁତି ପାହାଡ଼, ଭୋଟ୍ ସରିଗଲେ କିଏ କାହାର । ସ୍ବାଧୀନତାର ୭୫ବର୍ଷ ପରେ ମୌଳିକ ସୁବିଧାରୁ ବଞ୍ଚିତ ଲୋକେ । ପାଦଚଲା ରାସ୍ତା ଓ ଗୋଳିଆ କୂଅ ପାଣିରେ ବିତୁଛି ଜୀବନ । More

ପ୍ରତିଶ୍ରୁତି ଦେଇ ଭୁଲିଗଲେ କି ସରକାର; ଓଲଟ ଫଳ ଦେବ କି ନୂଆ NAC ଘୋଷଣା ଚାଲ୍ ?

କେଉଁଠି ପୋଡାଜଳା ତ କେଉଁଠି ରାସ୍ତାରୋକ। ଚକ ଅଖ ସବୁ ବନ୍ଦ। ଦୋକାନ ବଜାର ସବୁଠି ତାଲା ଝୁଲୁଛି। ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜୁଛନ୍ତି ଆନ୍ଦୋଳନକାରୀ। ଆଉ ଏ ଆନ୍ଦୋଳନ ନିଜ ହକ୍ ପାଇଁ, ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ। More