ସଂକ୍ଷେପରେ ଆଜିର ତାଜା ଖବର - Wednesday, 28 February 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପ୍ରଫୁଲ୍ଲଙ୍କୁ ୮ ଘଣ୍ଟା ଧରି ଘାଣ୍ଟିଲା ଇଡି; ଗୁଡ଼ାଇତୁଡ଼ାଇ ପଚାରିଲା ଅନେକ ପ୍ରଶ୍ନ

ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ନୋଟିସ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଲେଜ ନାଁରେ ଜମି ଓ ଗାଡ଼ି କିଣା ବାବଦରେ ୨୦ କୋଟିରୁ ଅଧିକ ଟଙ୍କାର ଦୁର୍ନୀତି ଅଭିଯୋଗ ରହିଛି । More

ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନ ବ୍ୟବହାର, BJD ଓ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ECI

ସରକାରୀ ପାଣ୍ଠି ବ୍ୟବହାର କରି ଦିଆଯାଉଥିବା ବିଭିନ୍ନ ବିଜ୍ଞାପନରେ ବିଜେଡିର ନିର୍ବାଚନୀ ଚିହ୍ନ ଶଙ୍ଖର ବ୍ୟବହାର ହେଉଥିବା ନେଇ ନିର୍ବାଚନ କମିଶନଙ୍କ ପାଖରେ ଅଭିଯୋଗ ହୋଇଥିଲା । More

ଫେରାଇଲେନି ୧୨ ଟଙ୍କା, ଏବେ ଗଣିବେ ୩ ଲକ୍ଷର ତଣ୍ଡ

ନିର୍ଦ୍ଧାରିତ ଭଡ଼ାଠୁ ଅଧିକ ୧୨ ଟଙ୍କା ନେଇ ପାନେ ପାଇଲା ପାର୍କିଂ ଠିକାସଂସ୍ଥା। ସମ୍ବଲପୁର କ୍ଷେତରାଜପୁର ରେଳ ଷ୍ଟେସନ ପାର୍କିଂରେ ଏଭଳି ମନମୁଖୀ କାର୍ଯ୍ୟ ପାଇଁ, ଦେବାକୁ ପଡ଼ିବ ୩ ଲକ୍ଷରୁ ଅଧିକ ଟଙ୍କାର ତଣ୍ଡ। More

କ୍ୟାନସର ଚିକିତ୍ସାରେ ନୂଆ ସମ୍ଭାବନା; କର୍କଟ ରୋଗକୁ ମାତ୍‌ ଦେବ ୧୦୦ ଟଙ୍କିଆ ଟାବଲେଟ୍

କର୍କଟ ଗବେଷଣା ଓ ଚିକିତ୍ସା କ୍ଷେତ୍ରରେ ନୂଆ ସଫଳତା । ମାରାତ୍ମକ କ୍ୟାନସରକୁ ମାତ୍ ଦେବ ମାତ୍ର ୧୦୦ ଟଙ୍କିଆ ଟାବଲେଟ୍ । ଶରୀରରେ କ୍ୟାନସର ସେଲ୍ ବ୍ୟାପିବାରୁ ରୋକିବ । More

ଓଡ଼ିଶା ମାଟିରେ ରାଷ୍ଟ୍ରପତି; ମା’ କୀଚକେଶ୍ୱରୀଙ୍କୁ ଦର୍ଶନ ପରେ କଲେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଉତ୍ସାହ...ଉତ୍କଣ୍ଠା...ଉନ୍ମାଦନା... ନିଜ ମାଟିର ଝିଅ ଆଜି ଯେତେବେଳେ ଦେଶର ରାଷ୍ଟ୍ରପତି, ତାଙ୍କରି ଝଲକଟିଏ ପାଇବା ପାଇଁ ଏବଂ ତାଙ୍କୁ ଅତି ନିକଟରୁ ଦେଖିବାରୁ ସୁଯୋଗ ଯେତେବେଳେ ଆଜି ଆସିଛି କିଏ ବା କାହିଁକି ହାତଛଡ଼ା କରିବ । More

ସଭାରୁ ଅପରାଜିତାଙ୍କ ଗର୍ଜନ; ମିଶନ ଶକ୍ତି ମହିଳାଙ୍କୁ ହଜାରେ ନୁହେଁ ଦିଅ ୧୫ ଲକ୍ଷ

ଯଦି ମହିଳାଙ୍କ ପ୍ରତି ଏତେ ଦରଦ ତେବେ ଜଣିକିଆ ୧୫ ଲକ୍ଷ ଦିଅନ୍ତୁ ବୋଲି ଅପରାଜିତା କହିବା ସହ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ଖାଲି ଏତିକି ନୁହେଁ, ଅପରାଜିତା ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଯଦି ପ୍ରତି ମହିଳାଙ୍କୁ ୧୫ ଲକ୍ଷ ଦିଅନ୍ତି ତେବେ ମୁଁ କହିବି ତାଙ୍କୁ ଭୋଟ ଦିଅ । More

୪ ବିଜେପି କର୍ପୋରେଟରଙ୍କ ଦଳ ଡିଆଁ ଘଟଣା; ବ୍ରହ୍ମପୁର ରାଜନୈତିକ ମାହୋଲରେ ହଟଚମଟ...

୪ ବିଜେପି କର୍ପୋରେଟରଙ୍କ ଦଳ ଡିଆଁ ଘଟଣା । ବ୍ରହ୍ମପୁର ମହାନଗର ନିଗମରେ ରାଜନୈତିକ ହଟଚମଟ । ଘଟଣାକୁ ଶୁଭଙ୍କର ନୁହେଁ କହିଲେ ରାଜନୈତିକ ସମୀକ୍ଷକ ।  More

IAS ସ୍ତରରେ ଛୋଟ ଅଦଳବଦଳ; ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ...

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ । ଜିଲ୍ଲାପାଳସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର ।  ବଦଳିଲେ ପୁରୀ, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାପାଳ ।  More

OMC Recruitment 2024: OMC ରେ ପୂରଣ ହେବ ମ୍ୟାନେଜର-ମେଡିକାଲ ଅଫିସର ପଦବୀ; ଦରମା ୬୭ ହଜାର ପରେ

ଓଡିଶା ମାଇନିଂ କର୍ପୋରେସନ୍ ଲିମିଟେଡ୍ (OMC Ltd)ରେ ଚାକିରି ସୁଯୋଗ। ଏନେଇ OMC ଏକ ନୂଆ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ମ୍ୟାନେଜର ଓ ମେଡିକାଲ୍ ଅଫିସର୍ ପଦବୀ ପୂରଣ ହେବ। More

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଥାକିଆ ବାଇପାସରୋଡ, ରାଇରଙ୍ଗପୁରର ସ୍ପୋର୍ଟସ କଂପ୍ଲେକ୍ସର ଶିଳାନ୍ୟାସ କରିବେ । ଭର୍ଚୁଆଲରେ ବାରସାହିରେ ଏକଲବ୍ୟ ମଡେଲ ରେସିଡେନସିଆଲ ସ୍କୁଲର ଶିଳାନ୍ୟାସ କରିବେ । More

ପଲିଟିକାଲ ଡ୍ରାମା ! ପ୍ରଥମେ ଉମା କାନ୍ଦିଲେ, ଏବେ ରାଜା ସ୍ୱାଁ କାନ୍ଦିଲେ...

ପ୍ରଥମେ ସତ୍ୟବାଦୀର ପୂର୍ବତନ ବିଧାୟକ ଉମା ସାମନ୍ତରାୟ ଏକ ରାଜନୈତିକ ସଭା ମଞ୍ଚରେ ଭାଷଣ ଦେଉଥିବା ବେଳେ କାନ୍ଦି ପକାଇଥିଲେ । ଏବେ ରାଜା ସ୍ୱାଇଁ କାନ୍ଦିଲେ । More

ଉପାନ୍ତରେ ଅପହଞ୍ଚ ଜରୁରୀକାଳୀନ ସେବା, ପାହାଡ଼ ଚଢ଼ିଲେ ଆସୁଛି ନେଟୱାର୍କ

୮ହଜାରରୁ ଅଧିକ ଆଦିବାସୀ ଲୋକେ ଏଠାରେ ବସବାସ କରୁଛନ୍ତି। ଲୋକଙ୍କ ଜୀବନ ପ୍ରଣାଳୀ ଅତି ନିମ୍ନମାନର ହୋଇରହିଛି। More

ଭୁବନେଶ୍ୱରରେ ବିଲ୍‌ ଗେଟ୍ସ, ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ

ବିଲ ଗେଟ୍ସ ଫାଉଣ୍ଡେସନ ସହଯୋଗରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ସେ ନେଇ ସମୀକ୍ଷା କରିବେ। More

Panchang Today 28th Feb 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି । More

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି; ଭୁବନେଶ୍ୱରରୁ ମୟୂରଭଞ୍ଜ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଅପରାହ୍ଣରେ ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ମାଆ କିଚକେଶ୍ୱରୀ ମନ୍ଦିର ପରିଦର୍ଶନ କରି ଆଶିଷ ଭିକ୍ଷା କରିବେ । More

ଆମ୍ବୁଲାନ୍ସ କର୍ମଚାରୀଙ୍କ ବଦାନ୍ୟତା, ଗର୍ଭବତୀଙ୍କୁ ୩କିଲୋମିଟର ଷ୍ଟ୍ରେଚରରେ ବୋହିଲେ

ଗାଁ ଭିତରକୁ ଯାଉଥିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇଥିବା କାରଣରୁ ଆମ୍ବୁଲାନ୍ସଟି ଗାଁ ଠାରୁ ପ୍ରାୟ ୩କିଲୋମିଟର ଦୂରରେ ଅଟକି ରହିଥିଲା। More

ଚାଲିଥିଲା ବିଜେପିର ମିଶ୍ରଣ ପର୍ବ, ମଞ୍ଚ ଉପରେ ଗଣ୍ଡଗୋଳ କଲେ ବିଜେଡି କର୍ମୀ !

ବିଜେପିର ମିଶ୍ରଣ ପର୍ବ ଚାଲିଥିବାବେଳେ ଝାରସୁଗୁଡା ବିଧାୟିକା ଦିପାଳୀ ଦାଶ ଏବଂ ତାଙ୍କ ପରିବାର ଲୋକଙ୍କ ଇଙ୍ଗିତରେ ଏଭଳି କରାଯାଇଥିବା ଅଭିଯୋଗ କରିଛନ୍ତି BJP ନେତା ଟଙ୍କଧର ତ୍ରିପାଠୀ। More

ରାଜ୍ୟରେ କଳାବାଘ ସଂଖ୍ୟା ବଢ଼ୁଛି, ଚିନ୍ତାରେ ବନ ବିଭାଗ

ଦୁଇବର୍ଷରେ ମହାବଳ ସଂଖ୍ୟା ୫୦ % ବୃଦ୍ଧି ପରେ ବନ ବିଭାଗର ନିଷ୍ପତ୍ତି । ଇନବ୍ରିଡିଂ ପାଇଁ ଶିମିଳିପାଳରେ କଳାବାଘ ସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା । More

ଯୁକ୍ତ ଦୁଇ ଫିଜିକ୍ସ ପ୍ରଶ୍ନପତ୍ରରେ ତ୍ରୁଟି ମାନିଲା CHSE, ମିଳିପାରେ ଗ୍ରେସ୍‌ ମାର୍କ

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ବୁଲେଇ ବଙ୍କେଇ ସ୍ୱୀକାର । ଚଏସ୍ ଡେଫିସିଟ୍ ଥିବା ପ୍ରଶ୍ନ ଆଟେଣ୍ଡ କରିଥିଲେ ମିଳିବ ଗ୍ରେସ୍ ମାର୍କ । More

ଆଗୁଆ ଟିକେଟ୍ କସରତରେ ମାତିଲେଣି ତିନି ଦଳ, ନବୀନ ନିବାସ ଆଗରେ ଆଶାୟୀଙ୍କ ଲମ୍ବା ଲାଇନ୍

ମାର୍ଚ୍ଚ ୧ ସୁଦ୍ଧା MP ଓ ୩ ସୁଦ୍ଧା MLA ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତିରେ ବିଜେପି । ଦିଲ୍ଲୀରେ ବସିଲା କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ । More

ନା ସରୁଛି ପ୍ରକଳ୍ପ କାମ, ନା ମିଳୁଛି ପାଣି...ବର୍ଷ ବର୍ଷ ଧରି ଜଳ ସମସ୍ୟା ଭୋଗୁଛନ୍ତି ସାଧାରଣ ଜନତା

ବର୍ଷା ଏବଂ ଶୀତରେ କଷ୍ଟମଷ୍ଟେ ଚଳିଯାଉଛି। କିନ୍ତୁ ଖରାଦିନରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। More