ସଂକ୍ଷେପରେ ଆଜିର ତାଜା ଖବର - Friday, 01 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମାତିଛନ୍ତି ଅଦୃଶ୍ୟ ଲୁଟେରା ! ହୁସିଆର ନହେଲେ ସର୍ବସ୍ୱ ଲୁଟି ନେଉଛନ୍ତି ହ୍ୟାକର୍ 

ଦୁଇ ଜଣଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଲେ ସାଇବର ଲୁଟେରା । ଜଣେ ଯବାନଙ୍କ ଆକାଉଣ୍ଟରୁ ୪ ଲକ୍ଷ ୭୫ ହଜାର ଟଙ୍କା ଗାଏବ । More

ରାଜ୍ୟରେ କମିଲେ କଲରାପତରିଆ ! ୨୦୧୮ରେ-୭୬୦, ୨୦୨୨ରେ-୫୬୮

NTCA ତଥ୍ୟକୁ ନେଇ ବଢିଲା ଚିନ୍ତା । କୁଆଡ଼େ ଗଲେ  ୧୯୨ ଲିଓପାର୍ଡ ? More

୨୪ ଲଢ଼େଇ ପାଇଁ କିଏ କିଏ ବିଜେପି ପ୍ରାର୍ଥୀ ? ରାତି ତମାମ୍ ମାନସ ମନ୍ଥନ

ଶହେରୁ ଦେଢ଼ଶହ ପ୍ରାର୍ଥୀ ଘୋଷଣା ହେବା ଚର୍ଚ୍ଚା । ଦକ୍ଷ ପ୍ରାର୍ଥୀ ବାଛିବାକୁ କି ଷ୍ଟ୍ରାଟେଜି କରିଛି ଦଳ ?  More

ଭୋଟ୍ ପୂର୍ବରୁ BJDରେ ମାଡ଼ିଲାଣି ବିଦ୍ରୋହ ରୋଗ, ନବୀନ ନିବାସ ପହଞ୍ଚିଲା ଟିକେଟ୍ କଳି

ଶକ୍ତି ପ୍ରଦର୍ଶନ ସହ ଶୀର୍ଷ ନେତୃତ୍ବଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍ । କିଏ, କେମିତି ହେବେ ମ୍ୟାନେଜ୍, ଚାଲିଛି କସରତ୍ । More

ଅଙ୍ଗଦାନ ପ୍ରତି ବଢୁଛି ଆଗ୍ରହ; ମରି ବି ପୁଣି ଅମର ଦୁଇ +୨ ଛାତ୍ର

ଅଙ୍ଗଦାନ ପ୍ରତି ବଢୁଛି ଆଗ୍ରହ । ମରି ବି ପୁଣି ଅମର ଦୁଇ +2 ଛାତ୍ର । ଓମ୍ ଶିବୁ ଓ ରାଜେନ୍ଦ୍ରଙ୍କ ମହତ ଦାନ । ପୁଅର ଅଙ୍ଗଦାନ କରି ପ୍ରେରଣା ସାଜିଲେ ପରିବାର  ।  More

ଓଡ଼ିଶାରେ ଏମିତି ଅତିଥି ସତ୍କାର ? ନେଦରଲାଣ୍ଡ ନାଗରିକଙ୍କ ସବୁ ଚୋରି କଲା ଟାକ୍ସି ଡ୍ରାଇଭର...

ଅତୁଲ୍ୟ ଭାରତର ଆତ୍ମା ଓଡ଼ିଶା ବୁଲିବାକୁ ଆସି ବିଦେଶୀ ଅତିଥିଙ୍କ ତିକ୍ତ ଅଭିଜ୍ଞତା ... ଟ୍ୟାକ୍ସି ଡ୍ରାଇଭର ଚୋରି ନେଲା ୫ ଲକ୍ଷ ଟଙ୍କା, ହୀରା ମୁଦି ସହିତ ଦାମୀ କ୍ୟାମେରା ... More

ହାତଗଣ୍ଠି ବଦଳରେ ପଡିଲା ହାତକଡ଼ି; ‌ଅଧା ବାହାଘରରୁ ବରକୁ ଉଠାଇନେଲା ପୋଲିସ..

ଭୁବନେଶ୍ୱର ରାଜଭବନ ପଛ ରାଧାକୃଷ୍ଣ ମନ୍ଦିରରେ ବାହାଘର ଚାଲିଥିବା ବେଳେ ପୋଲିସ ପହଞ୍ଚିଥିଲା। ପ୍ରଥମ ପତ୍ନୀଙ୍କ ଅଭିଯୋଗ ଆଧାରରେ ପୋଲିସ ଯୁବକଙ୍କୁ ବେଦୀରୁ ଥାନାକୁ ଉଠାଇ ନେଇଥିଲା। More

Odisha High Court Recruitment: ଓଡ଼ିଶା ହାଇକୋର୍ଟରେ ଚାକିରି ସୁଯୋଗ; ଦରମା ୧ ଲକ୍ଷ ପରେ

ଓଡ଼ିଶାରେ ରହି ସରକାରୀ ଚାକିରି କରିବା, କେଉଁ ଶିକ୍ଷିତ ପ୍ରାର୍ଥୀ ବା କରିବାକୁ ନ ଚାହିଁବେ। ଓଡ଼ିଶା ହାଇକୋର୍ଟ, କଟକ ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଅନୁବାଦକ ପଦବୀ ପୂରଣ ହେବ। More

ବଢ଼ୁଛି ନବୀନ ନିବାସରେ ଭିଡ଼, ଭୁବନେଶ୍ୱର ମଧ୍ୟ ଟିକେଟ ଆଶାରେ ଅମରେଶ ଜେନା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିରୋଧାର୍ଯ୍ୟ କହିଲେ ବିଧାୟକ ରାଜେନ୍ଦ୍ର । ମୁଖ୍ୟମନ୍ତ୍ରୀ ଠିକ୍ ସମୟରେ ଠିକ ନିଷ୍ପତ୍ତି ନେବେ: ଅମରେଶ । More

ଓଡ଼ିଶାରେ ED ର ବଡ଼ ଧରଣର ରେଡ୍; ଖଣି ଲିଜ୍‌ଧାରୀଙ୍କ ଘରେ ଚାଲିଛି ଯାଞ୍ଚ

କୋଲକାତାରେ ରେଡ ସହ କେନ୍ଦୁଝର ବଡ଼ବିଲ, ଝାରସୁଗୁଡ଼ା, ରାଉରକେଲା, ଭୁବନେଶ୍ୱରରେ ବି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚଢ଼ାଉ ଚାଲିଛି। More

ଲ’ ଅଫିସରମାନଙ୍କ ବଢ଼ିଲା ୫୦ ପ୍ରତିଶତ ଫି’

ଲ’ ଅଫିସରମାନଙ୍କ ୫୦ ପ୍ରତିଶତ ଫି’ ବୃଦ୍ଧି କଲେ ରାଜ୍ୟ ସରକାର। ଅତିରିକ୍ତ ସରକାରୀ ଓକିଲଙ୍କ ଦୈନିକ ଫି' ୧୮୭୫ ଟଙ୍କାକୁ ବୃଦ୍ଧି କରାଯାଇଛି। More

କଂଗ୍ରେସକୁ ଶକ୍ତ ଝଟକା; ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ହାତ ଛାଡିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ନିକଟରେ ଅଂଶୁମାନ ମହାନ୍ତି, ନିହାର ମହାନନ୍ଦ ଏବଂ ବିପ୍ଲବ ଜେନା ବି କଂଗ୍ରେସ ଛାଡ଼ିଥିଲେ। More

Dahibara Dibasa: କଟକିଆଙ୍କ ପ୍ରିୟ ଖାଦ୍ୟ..ଦହିବରା ଯିଏ ଖାଇଛି, ସିଏ ଜାଣିଛି..

କଟକର ପ୍ରସିଦ୍ଧ ଦହିବରା ଏବେ ସାରା ରାଜ୍ୟରେ ବ୍ୟାପିଲାଣି। ଗାଁ ଗାଁରେ ଘରେ ଘରେ ଦହିବରାକୁ ବେଶ୍ ଉତ୍ସାହରେ ଖାଇବାକୁ ପସନ୍ଦ କରନ୍ତି ଓଡ଼ିଆ। More

ଓଡ଼ିଶାରେ ଅସୁରକ୍ଷିତ କଲରାପତରିଆ ବାଘ, ୪ ବର୍ଷରେ କମିଲେ ୧୯୨

ଗତ ୪ ବର୍ଷରେ ରାଜ୍ୟରୁ ଉଭାନ ହୋଇଗଲେଣି ୧୯୨ଟି କଲରାପତରିଆ। More

ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ, ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ

ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇବ ଯୁବ କଂଗ୍ରେସ। More

Panchang Today 1st Mar 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ। More

ବିଜେଡିର ନିର୍ବାଚନୀ ଚିହ୍ନ ବାତିଲ ହେଉ: ବିଜେପି 

ବିଜେଡିକୁ ନିର୍ବାଚନ କମିଶନଙ୍କ ନୋଟିସକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ବିଜେପିର ଅଭିଯୋଗକୁ ସିକୃତି ଦେଇଛନ୍ତି ନିର୍ବାଚନ କମିଶନ ବୋଲି କହିଛି ବିଜେପି । More

ଅବୈଧ ପ୍ରେମର କରୁଣ ପରିଣତି; ମାଲିକର ସ୍ତ୍ରୀକୁ ହତ୍ୟା କଲା ଯୁବକ... 

ଅବୈଧ ପ୍ରେମର କରୁଣ ପରିଣତି । ପ୍ରେମିକା ରାଜିନହେବାରୁ ଜୀବନ ନେଇଗଲା ପ୍ରେମିକ। ବିଚ ବଜାରରେ ଛୁରାମାଡ଼ କଲା କିଲର୍ ଲଭର୍  । More

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଦାନା ବାନ୍ଧୁଛି କି ନୂଆ ସମୀକରଣ ?

ମାତ୍ର ୩ ସପ୍ତାହ ବ୍ୟବଧାନରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି। More

ସରକାରୀ ବିଜ୍ଞାପନରେ ଶଙ୍ଖ ପ୍ରସଙ୍ଗ, ବିଜେଡିକୁ ECI ଛାଟ ପରେ ଘେରିଲେ ବିରୋଧୀ

ସରକାରୀ ଯୋଜନା, ବିଜେଡିର ପ୍ରଚାର। ଅଭିଯୋଗ ଆସିଲା ଆଉ ନିର୍ବାଚନ ପୂର୍ବରୁ ଧରିଲେ ନିର୍ବାଚନ କମିଶନ। More

ପୋଲିସ ହାତରେ ଆପାର୍ଟମେଣ୍ଟ କୁଖ୍ୟାତ ଲୁଟେରା; ଭୁବନେଶ୍ୱରରେ ଚଳାଇଥିଲେ ଆତଙ୍କ...

୫ ମାସ ଧରି ଭୁବନେଶ୍ବରିଆଙ୍କ ନିଦ ହଜାଉଥିଲେ । ଆପାର୍ଟମେଣ୍ଟରେ ପଶି ବେଧଡ଼କ ଲୁଟପାଟ୍ କରୁଥିଲେ ପାର୍ବଣ ପରଠୁ। କେଉଁ ଫ୍ଲାଟରୁ ସୁନା ଗହଣା ତ ଆଉ କେଉଁ ଫ୍ଲାଟରୁ ଟଙ୍କା ଲୁଟି ଖସିଯାଉଥିଲେ । More