ସଂକ୍ଷେପରେ ଆଜିର ତାଜା ଖବର - Thursday, 07 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭାରି ପଡ଼ିଲା ଦାରିଦ୍ର୍ୟର ଦାଉ; ନାତୁଣୀକୁ ସରକାରଙ୍କ ହାତରେ ଟେକିଦେଲେ ଜେଜେ ବାପା...

ଭାରି ପଡ଼ିଲା ଦାରିଦ୍ର୍ୟର ଦାଉ  । ବାପ ଛେଉଣ୍ଡ ନାତୁଣୀକୁ ସରକାରଙ୍କ ହାତରେ ଟେକିଦେଲେ ଜେଜେ ବାପା, ଜେଜେ ମା’ । More

ଧର୍ମ ଦାଣ୍ଡରେ ଅଧର୍ମର ଖେଳ; ବ୍ୟାରିକେଡ୍ ଖର୍ଚ୍ଚରେ ମହାଦୁର୍ନୀତି ଅଭିଯୋଗ ! 

ବଡ଼ଦାଣ୍ଡରେ ବଡ଼ଧରଣର ବ୍ୟାରିକେଡ୍ ଦୁର୍ନୀତି ଅଭିଯୋଗ ।  ୨୦୨୦-୨୧ରେ ୨୧ ଲକ୍ଷ, ୨୩-୨୪ ବେଳକୁ କୋଟିଏ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ । ଅସ୍ଥାୟୀ ବ୍ୟାରିକେଡ୍ ବାବଦକୁ ଅପ୍ରତ୍ୟାଶିତ ଖର୍ଚ୍ଚବୃଦ୍ଧି ନେଇ ଅସନ୍ତୋଷ । More

BJP-BJD ମେଣ୍ଟ ନେଇ ବିଧିବଦ୍ଧ ଘୋଷଣା କେବେ ? ଦ୍ୱନ୍ଦ୍ୱରେ ଦୁଇ ଦଳର ନେତା-କର୍ମୀ

କାଲିର ଘମାସାନ ପରଠୁ ୨ ଶିବିରରେ ‘ମେଣ୍ଟ’ ସସପେନ୍ସ । ଦ୍ୱନ୍ଦ୍ୱରେ ରହିଛନ୍ତି ଉଭୟ ଦଳର ନେତା ଏବଂ କର୍ମୀ । More

କେଉଁ ଫର୍ମୂଲାରେ ଛିଡ଼ିବ ବିଜେପି-ବିଜେଡି ମେଣ୍ଟ ଗଣିତ ?

ଲୋକସଭାରେ 13:8 ଓ ବିଧାନସଭାରେ 47:100 ଥିଓରୀ ଚର୍ଚ୍ଚା । More

ବିଜେଡିରେ ବିଜୟ ନନ୍ଦନ; ଆଶୀର୍ବାଦ ଦେଲାବେଳେ ନବୀନ କହିଲେ ‘ବାପାଙ୍କୁ ଜଣାଇଦେବ’...

ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ବାପା ବିଦାର ୨୪ ବର୍ଷ ପରେ ବିଜେଡିରେ ମିଶିଲେ ପୁଅ ଅରବିନ୍ଦ । ଆଶୀର୍ବାଦ ଦେଲାବେଳେ ‘ବାପାଙ୍କୁ ଜଣାଇଦେବ’ କହିଲେ ନବୀନ ।  More

ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବୃଦ୍ଧି, ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କଲେ ରାଜ୍ୟ ସରକାର

ସେହିପରି ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍‌ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । More

ପ୍ରତିଦିନ ଦହି ଖାଇଲେ ହୋଇନଥାଏ ଏହି ରୋଗ

ନିତିଦିନିଆ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଆମେ ଖାଦ୍ୟରେ ଦହି ବ୍ୟବହାର କରିଥାଉ । ଆୟୁର୍ବେଦ ଅନୁସାରେ ପ୍ରତିଦିନ ଦହି ଖାଇଲେ ଏହା ଶରୀର ପାଇଁ ବହୁ ଲାଭଦାୟକ ହୋଇଥାଏ । More

ଲିଙ୍ଗରାଜଙ୍କ ଜାଗର ନୀତି ନିର୍ଘଣ୍ଟ; ରାତି ୧୦ଟାରେ ମହାଦୀପ ଦର୍ଶନ

ଜାଗରରେ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ। More

ବିଜେଡିରେ ଯୋଗଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ

ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ବିଜେଡିରେ ମିଶିଛନ୍ତି ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅରବିନ୍ଦ ଆଜି ବିଜେଡିରେ ଯୋଗ ଦେଇଛନ୍ତି। More

ଘରେ ବନାନ୍ତୁ ଚଟ୍‌ପଟା ପନିର କଟ୍‌ଲେଟ୍

ଭେଜ୍ ହେଉ କି ନନ୍ ଭେଜ୍ ,ଖାଦ୍ୟ ଯଦି ଚଟପଟା ଓ ସୁଆଦିଆ ହୁଏ ଖାଇବାର ମଜା ଦୁଇ ଗୁଣ ହୋଇଯାଏ । ଆଜି ଆମେ ଆପଣଙ୍କ ପାଇଁ ପନିରର ଏକ ଚଟପଟା ରେସିପି ବନେଇବୁ ଯାହା ବନେଇବା ଅତି ସହଜ ଓ ସରଳ ଅଟେ । More

ବଢ଼ିଲା ଆଶାକର୍ମୀଙ୍କ ଦରମା; ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି

ପାରିଶ୍ରମିକ ବାବାଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ। More

କାଳ ହେଲା ବାହାଘର ଭୋଜି, ଗୋଟିଏ ପରିବାରର ଜଣେ ମୃତ, ୪ ଗୁରୁତର

ବାହାଘର ଭୋଜି ଖାଇ ଗୋଟିଏ ପରିବାରର ଜଣେ ମୃତ, ୪ ଗୁରୁତର। ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ଏଭଳି ଦୁଃଖଦ ଘଟଣା ଘଟିଛି। More

ଆସିଥିଲେ ରାଷ୍ଟ୍ରପତି, ଡ୍ୟୁଟିରେ ଥିଲେ ପୋଲିସ ଅଫିସର... ଚୋରି ହୋଇଗଲା ବନ୍ଧୁକ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସମୟରେ ଡ୍ୟୁଟିରେ ଥିବା ପୋଲିସଙ୍କ ବନ୍ଧୁକ ଚୋରି ହୋଇଥିବା ଅଭିଯୋଗ । ଭୁବନେଶ୍ୱର ସପ୍ତମ ବାଟାଲିୟନରେ ରହି ଡ୍ୟୁଟି କରୁଥିବା ପି.ଲଛମୟାଙ୍କ ଇନ୍ସାସ ରାଇଫଲ୍ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । More

୩୮ ଡିଗ୍ରୀ ଟପିଲା ପାରଦ, ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ରାଜ୍ୟରେ ବଢିଛି ତାପମାତ୍ରା । ୩୮ ଡିଗ୍ରୀ ଟପିଲା ପାରଦ। ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । More

ମିଳିଲା ସ୍ପଷ୍ଟ ସଙ୍କେତ...ଗୋଟିଏ ମଞ୍ଚରେ ବସିବେ ବିଜେଡି-ବିଜେପି, ମେଣ୍ଟ ପକ୍କା !

ବିଜେଡି-ବିଜେପି ମେଣ୍ଟ ହେବା ଏକ ପ୍ରକାର ଥୟ । ଭୁବନେଶ୍ୱରରେ ବିଜେଡିର ଓ ଦିଲ୍ଲୀରେ ବିଜେପିର ମାରାଥନ ମିଟିଂ ପରେ ଆପାତତଃ ଏହା ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି । More

Panchang Today 7th March 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ  More

ପବିତ୍ର ପଙ୍କୋଦ୍ଧାର ଏକାଦଶୀ; ବର୍ଷକରେ ଥରେ ଗମ୍ଭୀରାରେ ପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାବା ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ। ଗମ୍ଭୀରା ଭିତରୁ ରୀତିନୀତି ଅନୁଯାୟୀ କରାଗଲା ପଙ୍କୋଦ୍ଧାର। ମହାସ୍ନାନ ପରେ ସର୍ବସାଧାରଣର ସୁଯୋଗ ପାଇଲେ ଶ୍ରଦ୍ଧାଳୁ। More

ସରକାରୀ ହସପିଟାଲରେ ନକଲି ନର୍ସ ! କିଏ ଦେଇଥିଲା ନିଯୁକ୍ତି ?

ରାଉରକେଲା ସରକାରୀ ହସପିଟାଲରେ ନକଲି ନର୍ସ ! ୨୦୨୦ ମସିହାରୁ କରି ଆସୁଥିଲେ ଡ୍ୟୁଟି। କିଏ ନିଯୁକ୍ତି ଦେଲା ଉଠିଲା ପ୍ରଶ୍ନ। More

ୟୁପି ଲକ୍ଷ୍ନୌରେ ଟିକଟ୍ କସରତ; ବୈଜୟନ୍ତଙ୍କ ନେତୃତ୍ୱରେ ବସିବ ବୈଠକ

ବିଜେପି ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଓ ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଆଜି ଲକ୍ଷ୍ନୌ ଗସ୍ତରେ ଯାଉଛନ୍ତି। More

ନୂଆ ନୁହେଁ ମେଣ୍ଟ; ୧୯୯୮ରୁ ୨୦୦୯ ଭିତରେ ଏକାଠି ଲଢ଼ିଛନ୍ତି ବିଜେଡ଼ି-ବିଜେପି

ବିଜେପି- ବିଜେଡି ଭିତରେ ମେଣ୍ଟ ନୂଆ ନୁହେଁ କି ଅସମ୍ଭବ ବି ନୁହେଁ। ୧୯୯୮ରୁ ୨୦୦୯ ଦୁଇ ଦଳ ଏକାଠି ଥିଲେ, ମିଳିମିଶି କ୍ଷମତା ମହୁକୁ ବି ଚାଖୁଥିଲେ। More

ବଢୁଛି NDAର ଶକ୍ତି; ପୁରୁଣା, ନୂଆ ସହଯୋଗୀଙ୍କୁ ନିଜ ଆଡ଼କୁ ଟାଣୁଛି ବିଜେପି

ବଢୁଛି ଏନଡିଏର କଳେବର । ମୋଦିଙ୍କ ମିଶନ ଅବ୍ କି ବାର୍ ଚାର୍ ସୋ ପାର୍ କୁ ପୂରଣ କରିବା ପାଇଁ ବିଜେପିର ବଡ଼ ଷ୍ଟ୍ରାଟେଜି । More