ସଂକ୍ଷେପରେ ଆଜିର ତାଜା ଖବର - Thursday, 14 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଓଡ଼ିଶା ନା ଆନ୍ଧ୍ର, କାହାକୁ 'କୋଟିଆ' ଭୋଟ୍ ? ଉଭୟପଟୁ ଜୋର ଧରିଲାଣି ପ୍ରସ୍ତୁତି...

କେଉଁ ରାଜ୍ୟର ହୋଇ ଭୋଟ୍ ଦେବେ କୋଟିଆବାସୀ ? ଲୋକସଭା ସହ ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ । ଉଭୟପଟୁ ଜୋର ଧରିଲାଣି ପ୍ରସ୍ତୁତି ଓ ସଚେତନତା କାର୍ଯ୍ୟକ୍ରମ  । More

ହଟୁନି ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ସସପେନ୍ସ

ଦିଲ୍ଲୀରୁ ଫେରି ଭିନ୍ନ ଭିନ୍ନ ମନ୍ତବ୍ୟରେ ଦ୍ବନ୍ଦ୍ବକୁ ଆହୁରି ବଢ଼ାଇଲେ ମନମୋହନ । More

ଶିରି ହରାଇ ଚାଲିଛି ଖୋର୍ଦ୍ଧାର ଐତିହାସିକ ବରୁଣେଇ

୩-୪ ବର୍ଷ ତଳୁ ଆଉ ଝରୁନି ଚିରସ୍ରୋତା ଝରଣା । More

ମଦ ପିଇ ମାତାଲ ହେଉଥିବା ପତ୍ନୀର ପ୍ରାଣ ନେଲା ସ୍ବାମୀ; ୨ ପିଲାଙ୍କୁ ଧରି ଶବ ସହ ରହିଲା ୩ ଦିନ !

ଭୁବନେଶ୍ବର ସାଲିଆସାହି ଅଞ୍ଚଳରେ ଚାଞ୍ଚଲ୍ୟ । ମଦ ପିଇ ମାତାଲ ହେଉଥିବାରୁ ପତ୍ନୀର ପ୍ରାଣ ନେଲା ସ୍ବାମୀ ! ହତ୍ୟା ପରେ ୨ ପିଲାଙ୍କୁ ଧରି ପତ୍ନୀ ଶବ ସହ ରହିଲା ୩ ଦିନ । More

ଶ୍ରମିକଙ୍କ ପାଇଁ ଖୁସି ଖବର; ବୃଦ୍ଧି ହେଲା ସର୍ବନିମ୍ନ ମଜୁରୀ...

ବଢ଼ିଲା ଶ୍ରମିକଙ୍କ ମଜୁରୀ । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର । ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢାଇଲେ ସରକାର ।  More

ମେଣ୍ଟ ଚର୍ଚ୍ଚା ଭିତରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ, ପହଞ୍ଚୁଛନ୍ତି ବରିଷ୍ଠ ବିଜେଡି ନେତା

ଏହି ବୈଠକରେ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନଙ୍କୁ ମଧ୍ୟ ଡକାଯାଇଥିବା ସୂଚନା ରହିଛି। More

SSB Odisha Recruitment 2024: ଓଡ଼ିଶାରେ ପୂରଣ ହେବ ୭୮୬ ଅଧ୍ୟାପକ ପଦବୀ

ରାଜ୍ୟରେ ୭୮୬ ଅଧ୍ୟାପକ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି SSB। More

ନୂଆ ଦିଶିବ ଶ୍ରୀମନ୍ଦିର ଦୋଳବେଦୀ; ଏଣିକି ଭକ୍ତ ଦେଖିବେ ଲୁଚିଯାଇଥିବା ପ୍ରାଚୀନ କୀର୍ତ୍ତିରାଜି

ନୂଆ ରୂପ ନେଉଛି ଶ୍ରୀମନ୍ଦିରର ଦୋଳବେଦୀ। ଲୁଚି ଯାଇଥିବା ପ୍ରାଚୀନ କୀର୍ତ୍ତିରାଜି ପୁଣି ଦୃଶ୍ୟମାନ ହେବ। ଚଳିତବର୍ଷ ଦୋଳପୂର୍ଣ୍ଣିମାରେ ଭକ୍ତ ଦେଖିବେ ଦୋଳବେଦୀର ନୂଆ ରୁପ। More

ମନମୋଦହନଙ୍କ ବଡ଼ ବୟାନ; ରାଜ୍ୟରେ ଏକା ଲଢ଼ି ସରକାର କରିବ ବିଜେପି..

ଓଡ଼ିଶାରେ ବିଜେପି ସରକାର ହେବ କହିଲେ ମନମୋହନ ସାମଲ। More

ମେଣ୍ଟ ନେଇ ମନମୋହନଙ୍କ ବଡ଼ ବୟାନ; କହିଲେ, ସବୁ ଆସନ ନେଇ ବିଚାର ବିମର୍ଶ ଚାଲିଛି..

ଗତକାଲି ଅମିତ୍ ଶାହଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଆଜି ଭୁବନେଶ୍ୱର ଫେରିଛନ୍ତି ମନମୋହନ ସାମଲ। ଫେରିବା ପରେ କହିଛନ୍ତି ସବୁ ଆସନ ନେଇ ବିଚାର ବିମର୍ଶ ଚାଲିଛି। More

କମାଲ କଲେ ସୁପ୍ରିମକୋର୍ଟର ରାନ୍ଧୁଣିଆଙ୍କ ଝିଅ; ଆମେରିକାର ଦୁଇଟି ବିଶ୍ୱବିଦ୍ୟାଳୟରେ ପାଇବେ ସ୍କଲାରସିପ୍

ପ୍ରଜ୍ଞା ଆମେରିକାର ଦୁଇଟି ବିଶ୍ୱବିଦ୍ୟାଳୟରେ ଆଇନରେ ସ୍ନାତକୋତ୍ତର ଶିକ୍ଷା ପାଇଁ ସ୍କଲାରସିପ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। More

ଚିଟଫଣ୍ଡ କେଳେଙ୍କାରୀ ନେଇ ତନାଘନା; ବିନୀତ ଲଲାନି ଓ ସାଗର ରାୟଙ୍କୁ ମୁହାଁମୁହିଁ ଜେରା

ଇଡିରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ସାଗର ରାଏ । ସେ କହିଛନ୍ତି ଯେ, କୌଣସି ପ୍ରକାରର ଘୋଟାଲା ହୋଇନାହିଁ । More

ଆଜି ନବୀନ ନିବାସରେ ମିଟିଂ ! ଫିଟିପାରେ ବିଜେପି-ବିଜେଡି ମେଣ୍ଟ ଗଣ୍ଠି

ଆଜି ନବୀନ ନିବାସରେ ଜରୁରୀ ବୈଠକ ବସିବା ନେଇ ସୂଚନା ମିଳିଛି। ଏହି ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ କିଛି ବଡ଼ ନିଷ୍ପତ୍ତି। ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଥିବା ସୂଚନା ମିଳିଛି। More

ମେୟରଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ

କଟକ ଖାନନଗର ଛକରେ ଘଟିଛି ଦୁର୍ଘଟଣା। ଏଥିରେ ଜଣେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି। More

ଭୋଟ୍ ପୂର୍ବରୁ ଫ୍ରି ସ୍କିମ୍ ପରେ ଦରମା ବଢ଼ା ପର୍ବ

୫୦ ହଜାରକୁ ବଢ଼ିଲା ମେୟରଙ୍କ ଦରମା । କନିଷ୍ଠ ଶିକ୍ଷକଙ୍କ ଦରମା ୨୦ ହଜାରକୁ ବୃଦ୍ଧି । More

ଖୁବଶୀଘ୍ର ଫିଟିବ ବିଜେପି-ବିଜେଡି ମେଣ୍ଟ ଗଣ୍ଠି ! ଶାହଙ୍କ ଘରେ ଜରୁରୀ ବୈଠକ

ଶାହଙ୍କୁ ଭେଟିଲେ ରାଜ୍ୟ ବିଜେପି ନେତୃତ୍ୱ । କାଲି ନବୀନ ନିବାସରେ ବିଜେଡିର ବଡ଼ ବୈଠକ । More

ଅଫିମ ଚାଷର ହବ୍‌ ପାଲଟିଛି ଶିମିଳିପାଳ, ୨ ମାସରେ ନଷ୍ଟ କରାଗଲାଣି ୨୦ କୋଟିର ଅଫିମ ଗଛ

ଏକର ଏକର ଜମିରେ ଫଳିଛି ଅଫିମ। କେଉଁଠି ଫୁଲ ଧରିଛି ତ କେଉଁଠି ଫଳ ପାଚିଲାଣି। ଫସଲ ଏମିତି ମାଡ଼ିଛି ଯେ, କ୍ଷେତକୁ ଆଖି ପାଉନି। ନିଶାଦ୍ରବ୍ୟ ଅଫିମର ଏହି ହବ୍ ହେଉଛି ଶିମିଳିପାଳ। More

ଭୋଟରଙ୍କୁ ଥୋପ ପରେ ଥୋପ, ଆଉ ୨୨ ନୂଆ NAC ଘୋଷଣା କଲେ ସରକାର

ଗତମାସରେ ୩୫, ଆଜି ଆଉ ୨୨ ଏନଏସି ଘୋଷଣା। ଗଲା ମାସରେ ୫ ଏନଏସିକୁ ମୁନିସିପାଲିଟି ଘୋଷଣା କରିଥିବା ବେଳେ ଆଜି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏନଏସି ପାଇଛି ମୁନିସିପାଲିଟିର ମାନ୍ୟତା। More

ବିନା ଅଗ୍ନି ନିରାପତ୍ତାରେ ଚାଲିଛି କଟକ ବଡ଼ ମେଡିକାଲ ? ୬୪ଟି କୋଠାର ନାହିଁ ଫାୟାର ସେଫଟି

ବିନା ଅଗ୍ନି ନିରାପତ୍ତାରେ ଚାଲିଛି କଟକ ବଡ଼ ମେଡିକାଲ ? କିଛି ଅଘଟଣ ହେଲେ କିଏ ହେବ ଉତ୍ତରଦାୟୀ ? More