ସଂକ୍ଷେପରେ ଆଜିର ତାଜା ଖବର - Tuesday, 19 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

'ବହୁତ କହିଲ, ଆଉ ନୁହେଁ..କାମ କରିନ.. ଭୋଟ ନାହିଁ'

ଭୋଟ ପୂର୍ବରୁ ଅସନ୍ତୋଷ। ଆଉ ଏ ଅସନ୍ତୋଷ ହେଉଛି ଭୋଟ୍ ବେଳେ ଭଣ୍ଡେଇଥିବା ନେତାଙ୍କ ଉପରେ। ଏ କ୍ଷୋଭ, ସବୁ ଜାଣି ଅଜଣା ରହିଥିବା ପ୍ରଶାସନ ଉପରେ। More

କଂଗ୍ରେସ ଛାଡ଼ିଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଦଳ ଛାଡ଼ିବା ପରେ ଅଧିରାଜ କହିଛନ୍ତି, ଖଡ଼ିଆଳବାସୀଙ୍କ ମତାମତକୁ ନେଇ କଂଗ୍ରେସ ଛାଡ଼ିଛି। କେଉଁ ଦଳକୁ ଯିବି କାଲି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କହିବି। More

ଅଶାନ୍ତ ହୋଇପଡ଼ିଛି ଅଭୟାରଣ୍ୟ; ଥମୁନି ଶିକାରୀଙ୍କ ଆତଙ୍କରାଜ

ଆତଙ୍କରାଜ ଚଳାଇଛନ୍ତି ବନ୍ୟପ୍ରାଣୀ ମାଫିଆ। ଟାର୍ଗେଟରେ ବନ କର୍ମଚାରୀ। କେବେ ଜଙ୍ଗଲ ଭିତରେ ଅନ୍ଧାଧୂନ୍ ଫାଏରିଂ ତ କେବେ ମଝି ସମୁଦ୍ରରେ ଜଳଦସ୍ୟୁ ସାଜି ଆକ୍ରମଣ। More

ଏଥର ବିଜେଡି-ବିଜେପି ନା କଂଗ୍ରେସ, କ’ଣ କହୁଛି ଜ୍ୟୋତିଷ ଶାସ୍ତ୍ର..?

କେଉଁ ଦଳ ପାଇଁ କେଉଁ ବାର ହେବ ବେଶୀ ଶୁଭଙ୍କର ? ୨୦ରୁ ୨୫ ଭିତରେ ବିଜେପି-ବିଜେଡି ମେଣ୍ଟ ନେଇ ଭବିଷ୍ୟବାଣୀ । More

ଦିଲ୍ଲୀରେ ଝୁଲୁଛି ଓଡ଼ିଶା ରାଜନୀତିର ଭାଗ୍ୟ ! BJPର ମାନସ ମନ୍ଥନ, ହଟୁନି ମେଣ୍ଟ ସସପେନ୍ସ

ରାଜ୍ୟ ବିଜେପି ନେତୃତ୍ୱଙ୍କ ସହ ନଡାଙ୍କ ବୈଠକ । ତୃତୀୟ ପର୍ଯ୍ୟାୟରେ ଆସିପାରେ ଓଡ଼ିଶା ପ୍ରାର୍ଥୀଙ୍କ ନାଁ । More

ରାଜନୀତିରେ ନ୍ୟୁ ଜେନେରେସନ୍‌; ବାପାଙ୍କ ଆସନ ନେବାକୁ ପୁଅ ତତ୍ପର, ଗ୍ରହଣ କରିବେ ତ ଜନତା ?

ରାଜ୍ୟ ରାଜନୀତିରେ ନୂଆ ପିଢି। ନେତୃତ୍ୱ ନେବେ ନ୍ୟୁ ଜେନେରେସନ୍। ବାପାଙ୍କ ଗଡ଼ ସମ୍ଭାଳିବେ ପୁଅ। ବାପାଙ୍କ ସ୍ଥାନରେ ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରିବାକୁ ଆଗଭର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। More

ଉପକୂଳ ଓଡ଼ିଶାରେ କାଳବୈଶାଖୀ ତାଣ୍ଡବ, ଭୟଙ୍କର ବିଜୁଳି-ଘଡ଼ଘଡ଼ି

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ । More

OAVS Recruitment 2024: OAVS ରେ ନିଯୁକ୍ତି ପାଇବେ ଶିକ୍ଷକ ଓ ପ୍ରିନ୍ସପାଲ୍‌; ୧୩୦୦ରୁ ଅଧିକ ପଦବୀ ପୂରଣ ହେବ

ଓଡ଼ିଶାରେ ଶିକ୍ଷକ ପଦବୀରେ ନିଯୁକ୍ତି ନେଇ ଅନେକ ଯୁବପିଢିଙ୍କ ସ୍ୱପ୍ନ। ଆପଣ ଯଦି ଶିକ୍ଷକ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁଯୋଗ ଆସିଛି। ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ(OAVS) ଏହି ସୁଯୋଗ ନେଇଆସିଛି। ଏନେଇ OAVS ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। More

ପିଲା ଚୋରି ସନ୍ଦେହରେ ଯୁକଙ୍କୁ ନିସ୍ତୁକ ମାଡ଼, ଆଇନ ହାତକୁ ନନେବାକୁ ଅନୁରୋଧ କଲେ ପୁରୀ ଏସପି

ପୁରୀ ସଦର ଅଞ୍ଚଳରେ ପିଲା ଚୋରି ସନ୍ଦେହରେ ୩ ଯୁବକଙ୍କୁ ସ୍ଥାନୀୟ ଲୋକଙ୍କ ନିସ୍ତୁକ ମାଡ଼ର ଭିଡିଓ ଭାଇରାଲ୍ । ପୁରୀ ସଦର ବ୍ଲକ ଶାସନ ଦାମୋଦରପୁର ପଞ୍ଚାୟତ ଅନ୍ତର୍ଗତ ଗଧିଆପାଟଣା ଓ ପିଳିପିଳା ଅଞ୍ଚଳରେ ଦୁଇ ଜଣ ଏବଂ ପୁରୀ ସଦର ଅନ୍ତର୍ଗତ କୋଇଲାଅଡା ଅଞ୍ଚଳରେ ଆଉ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରିଥିବା ଭିଡିଓ ଭାଇରାଲ୍ ହୋଇଛି । More

ହଜାରେ କିଲୋମିଟର ଅତିକ୍ରମ କରି ସୁନ୍ଦରଗଡ଼ ଆସିଛି ମହାବଳ, ତିଆରି କରିଛି ନିଜ ଇଲାକା

ଦୀର୍ଘ ବର୍ଷେ ହେଲା ସୁନ୍ଦରଗଡ଼ରେ ମହାବଳ ଥିବା ସଂକେତ ମିଳୁଥିଲା କିନ୍ତୁ କ୍ୟାମେରା ଟ୍ରାପରେ ଆସୁନଥିଲା। ତେବେ ବାଘ ଥିବା ସ୍ପଷ୍ଟ ହେବା ପରେ ସୋସିଆଲ ମିଡ଼ିଆ ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। More

ସ୍ୱାଧୀନତାର ୭୫ ବର୍ଷ ପରେ ବି ପହଞ୍ଚିପାରିନି ପାଣି-ରାସ୍ତା, ପ୍ରତି ଘରେ ଜରିପାଲ

ସାମାନ୍ୟତମ ମୌଳିକ ସୁବିଧା ବି ଅପହଂଚ । ସରକାରୀ ଯୋଜନା ପହଁଚିବା ସାତ ସପନ । More

ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା କରି ଟିକେଟ୍ ଦେବ କି ବିଜେଡି ? 

ନବୀନ ନିବାସରେ ପୁରୀ ନେତାଙ୍କୁ ଡାକି ପ୍ରାର୍ଥୀଙ୍କୁ ଗ୍ରୀନ୍ ସିଗନାଲ । ପୁରୀ ନେତାଙ୍କୁ ଡାକି ଟାସ୍କ ଦେଇଛି ବିଜେଡି ।  More

ମେଣ୍ଟ ଦ୍ୱନ୍ଦ୍ୱ ଭିତରେ ବିଜେପିର ଏକାକୀ ନିର୍ବାଚନ କସରତ

ବଡ଼ ମିଶ୍ରଣ ପର୍ବ ଓ କୋର କମିଟି ବୈଠକ ପରେ ଦିଲ୍ଲୀରେ ମନମୋହନ । More

ମନ ମୋହିଲା ପେଟ୍‌ ଶୋ; ରାଂପ ଶୋ’ ରେ ଚାଲିଲେ ୨୪ ପ୍ରଜାତିର କୁକୁର

ଧଳା, କଳା, ନାଲି, ମାଟିଆ ବିଭିନ୍ନ ରଙ୍ଗ ଓ ପ୍ରଜାତିର ବିଲେଇ। କିଏ ବେକରେ ସ୍କାର୍ଫ ପିନ୍ଧିଛି ତ ଆଉ ମୋତି ହାର ପିନ୍ଧିଛି। ପୁଣି କିଏ ମୁଣ୍ଡ ଆଉଁସି ଦେଉଛି, କାଖେଇ ପକାଉଛି। More