ସଂକ୍ଷେପରେ ଆଜିର ତାଜା ଖବର - Thursday, 21 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଜେଲ ଭିତରକୁ କେମିତି ଯାଉଛି ନିଶା ଦ୍ରବ୍ୟ ? କଣ କରୁଛନ୍ତି କର୍ତ୍ତୃପକ୍ଷ ? 

ଝାରପଡା ଜେଲରେ ପୋଲିସର ରେଡ ଆଉ ତା ଭିତରୁ ଗଞ୍ଜେଇ ମିଳିବା ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଜି । More

ସିଲକ୍ ସିଟିରେ ପୁଣି ମାତିଲେ ଅପରାଧୀ; ୩ ଦିନରେ ତିନୋଟି କ୍ରାଇମ

ପୁଣି ଥରେ ଅଶାନ୍ତ ହୋଇଉଠିଛି ସିଲ୍କ ସିଟି ବ୍ରହ୍ମପୁର। ସହରରେ ନିୟମିତ ଲୁଟ୍ , ବୋମାମାଡ଼, ବିଚ୍ ରାସ୍ତାରେ ଖଣ୍ଡା ଧରି ଆତଙ୍କରାଜ ଭଳି ଘଟଣା ଘଟୁଛି।  More

ଆୟଠୁ ବଳିପଢୁଛି ଋଣ; ରାଜ୍ୟର ନଂ ୨ ଧନୀ ବିଧାୟିକାଙ୍କ ହୋସ ଉଡାଇଦେବ ଋଣ ଭାର

ଆପଣଙ୍କ ବିଧାୟକଙ୍କ ସଂପତ୍ତି କେତେ ? ବାର୍ଷିକ ଆୟ କେତେ ? ଋଣ ଭାର କେତେ ? ସାଧାରଣ ନିର୍ବାଚନ ପୂର୍ବରୁ ସଦ୍ୟତମ ADR ରିପୋର୍ଟରୁ ସାମ୍ନାକୁ ଆସିଛି ବିଧାୟକମାନଙ୍କ ଆର୍ଥିକ ସ୍ୱାସ୍ଥ୍ୟର ସ୍ଥିତି। More

ସହଜ ନୁହେଁ ଗଞ୍ଜାମ ଗଣିତ; ଟିକଟ କସରତ ଭିତରେ ବଢ଼ିଯିବନି ତ ଅସନ୍ତୋଷ ?

ବିଜେଡିର ଗଞ୍ଜାମ କସରତ। ନବୀନ ନିବାସରେ ହେଲା ସମୀକ୍ଷା, ସୁପ୍ରିମୋ ଦେଲେ ଟିକେଟ୍ ପାଇଁ ଗ୍ରୀନ ସିଗନାଲ୍। ସକାଳ ସାଢେ ଦଶଟାରୁ ଆରମ୍ଭ ହୋଇଥିଲା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବୈଠକ। More

ଦିନ ଗଡୁଛି, ଆଶା କମୁଛି; ଏକାକୀ ଲଢ଼ିବାକୁ ଜୋର୍‌ ଲଗାଇଲେଣି BJP-BJD

ସମୟ ଯେତେ ଗଡୁଛି, ସେତେ କମୁଛି ମେଣ୍ଟ ସମ୍ଭାବନା। ଛିଡୁନି ଅଙ୍କ, ମେଣ୍ଟ ଆଶା କ୍ଷୀଣ। ଏପଟେ ଉଭୟ ବିଜେଡି ଓ ବିଜେପି ଚଳାଇଛନ୍ତି ଏକାକୀ ନିର୍ବାଚନୀ କସରତ। ଅଧିକାଂଶ ସିଟରେ ପ୍ରାର୍ଥୀ ଫାଇନାଲ କରିସାରିଲାଣି ବିଜେପି। More

'ଅଲମୋଷ୍ଟ୍ ବ୍ରେନ୍ ଡେଡ୍' ଦାମୋଦର ରାଉତ ! 'ଲାଇଫ ସପୋର୍ଟ ସିଷ୍ଟମରେ ଚାଲିଛି ଚିକିତ୍ସା' 

ଭେଣ୍ଟିଲେଟରରେ ବରିଷ୍ଠ ନେତା ଦାମୋଦର ରାଉତ। ପ୍ରାୟ ବ୍ରେନ୍ ଡେଡ୍ ହୋଇଥିବା ନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । More

ବର୍ଷା ପରେ ଉପରମୁହାଁ ପାରଦ; ମାର୍ଚ୍ଚ ଶେଷକୁ ତାପମାତ୍ରା ୪୦ ଡିଗ୍ରୀ !

ଗତକାଲିର ଲଗାଣ ବର୍ଷା ପରେ ପୁଣି ଉପରମୁହାଁ ପାରଦ। ଆଜିଠୁ ବଢ଼ିଲା ତାତି। ଆଜିଠୁ ୨୪ ତାରିଖ ଭିତରେ ରାଜ୍ୟରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବଢ଼ିବ। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। More

BJD କରିବ ଯୋଦ୍ଧା ଘୋଷଣା; କିଏ ହେବେ ନୂଆ ଚେହେରା, କାହାକୁ କରିବେ ରିପିଟ୍‌ ?

ଚର୍ଚ୍ଚା ହେଉଛି ବ୍ରହ୍ମପୁର ସାଂସଦ ଭାବେ ଚନ୍ଦ୍ରଶେଖର ସାହୁଙ୍କୁ ଦଳ ରିପିଟ୍ କରିପାରେ। ବିପ୍ଲବଙ୍କୁ ଦିଗପହଣ୍ଡି, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗୋପାଳପୁରରୁ ଟିକେଟ ମିଳିପାରେ। More

ଦାମୋଦର ରାଉତଙ୍କ ଅବସ୍ଥା ସଂକଟାପନ୍ନ, ବ୍ରେନ ଡେଡ୍ ହୋଇଥିବା ନେଇ ସମ୍ବିତଙ୍କ ସୂଚନା

ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ । ବ୍ରେନ ଡେଡ୍ ହୋଇଥିବା ନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । More

କୁହୁଡ଼ିରେ ଆକ୍ତାମାକ୍ତା ରାଜଧାନୀ; ମୁହଁକୁ ମୁହଁ ଦିଶୁନି

ଗତକାଲିର ଲଗାଣ ବର୍ଷା ପରେ ପୁଣି ଉପରମୁହାଁ ପାରଦ। ଆଜିଠୁ ବଢ଼ିବ ତାତି । ଆଜିଠୁ ୨୪ ତାରିଖ ଭିତରେ ରାଜ୍ୟରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବଢ଼ିବ । More

ଯୁଆଡେ ଅନେଇଲେ ଖାଲି ପାଣି ହିଁ ପାଣି; ଅସରାଏ ବର୍ଷାରେ ବେହାଲ ଟ୍ୱିନ୍‌ସିଟି

କଟକ ମହାନଗର ନିଗମ ୩୧ ଓ ୩୨ ନମ୍ବର ୱାର୍ଡ ଫ୍ରେଣ୍ଡସ କଲୋନୀରେ ଯୁଆଡେ ଅନେଇଲା ଖାଲି ପାଣି ହିଁ ପାଣି। ଅସରାଏ ବର୍ଷାରେ ରାସ୍ତା ହେଉ କି ଘର ସବୁଠି ଆଣ୍ଠୁଏ ଆଣ୍ଠୁଏ ପାଣି। ଆଉ ସେହି ପାଣି ଭିତରେ ଚଳପ୍ରଚଳ କରୁଛନ୍ତି ପ୍ରାୟ ୫୦ ପରିବାର। More

ଝୁମ୍ପୁଡିରୁ ଷ୍ଟାର ହୋଟେଲ; ସବୁଠି ମହ ମହ ବାସିଲା ପଖାଳ କଂସା

ଭୁବନେଶ୍ୱରର ଷ୍ଟାର ହୋଟେଲରେ ବି ଜମିଛି ପଖାଳ ଖିଆ। ଏଠି ନନଭେଜ୍ ପଖାଳ କଂସା ପିଛା ହଜାରେ ଟଙ୍କା। ସାତ ଶହରେ ସାଦା ପଖାଳ ମିଲ। ମାଟି ହାଣ୍ଡି ଓ ପାତ୍ରରେ ଦହି ଓ ଛୁଙ୍କ ପଖାଳ ସାଙ୍ଗକୁ ରକମ ରକମର ବ୍ୟଞ୍ଜନ। More

ଜେଲ୍‌ରେ ମିଳୁଛି ଗଞ୍ଜେଇ ସାଙ୍ଗକୁ ଚିଲମ..ଦିନରାତି ଉଡୁଛି ଧୂଆଁ

ପ୍ରଥମେ ଖୋର୍ଦ୍ଧା, ପରେ ଟିଟିଲାଗଡ଼ ଆଉ ଏବେ ଚର୍ଚ୍ଚାରେ ରାଜ୍ୟ ରାଜଧାନୀର ଛାତି ଉପରେ ଥିବା ଝାରପଡ଼ା ଜେଲ୍। ଏଠି ବି କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଆଉ ପୁଳା ପୁଳା ମାଦକ ଦ୍ରବ୍ୟର କାରବାର। More

କଦଳୀ ପାଟୁକାରୁ ସାନିଟାରି ପ୍ୟାଡ୍; ବ୍ୟବହାର କଲେ..

କଦଳୀ ପାଟୁକା ବା କଦଳୀ ଗଛର ତନ୍ତୁରୁ ତିଆରି ହୋଇଛି ସାନିଟାରି ପ୍ୟାଡ୍। ତା’ପୁଣି ରି-ୟୁଜେବଲ, ଅର୍ଥାତ୍ ଏକାଧିକ ଥର ବ୍ୟବହାର କରିହେବ। ଅତିକମରେ ୩ରୁ ୪ ବର୍ଷ ଯାଏଁ ବ୍ୟବହାର କରିହେବ ଏସବୁ ପ୍ୟାଡ୍। More

ବିଜେପି-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱରେ ଖୁବ୍‌ଶୀଘ୍ର ପଡ଼ିବ ଫୁଲଷ୍ଟପ୍ !

ଏକା ଲଢିବୁ ନା ସାଥୀ ହେବୁ, ସ୍ଥିର କରିବେ ନଡ୍ଡା- ଅମିତ୍ ଶାହା । ବିଜେଡିର ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା ଜାରି । More