ସଂକ୍ଷେପରେ ଆଜିର ତାଜା ଖବର - Tuesday, 26 March 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାଜଧାନୀରେ ଅପରାଧୀଙ୍କ ଆତଙ୍କରାଜ... ଯାହାକୁ ଦେଖିଲେ, ତାକୁ ହାଣିଲେ

ଆଜି ସଂଧ୍ୟାରେ କିଛି ନିଶାସକ୍ତ ଯୁବକ ନୟାପଲ୍ଲୀ ବ୍ରିଟ୍‌ କଲୋନିରେ ପ୍ରବେଶ କରିଥିଲେ। ଯିଏ ସେମାନଙ୍କ ହାବୁଡ଼ରେ ପଡ଼ିଲା, ତାକୁ ଆକ୍ରମଣ କରିଥିଲେ। More

ଗୁରୁଜୀଙ୍କୁ ନିଆରା ବିଦାୟ; ସୁସଜ୍ଜିତ ରଥରେ ବସାଇ ଫୁଲ ବର୍ଷାରେ କଲେ ଗାଁ ପରିକ୍ରମା...  

ବାଜା ବାଜାଇ । ତାଳେ ତାଳେ ଜମାଣିଆ ନାଚ ବି । କୌଣସି ବାହା କି ବ୍ରତଘର ହେଉନାହିଁ। ନିଜ ଅତି ପ୍ରିୟ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବା ଲାଗି ଏକ ଶୋଭାଯାତ୍ରା ବାହାର କରିଥିଲେ ପୁରାତନ ଛାତ୍ରଛାତ୍ରୀ । More

ସମ୍ବଲପୁରରେ ଫୁଟିଲା ବୋମା, ୨ ଆହତ

ଆଜି ସନ୍ଧ୍ୟାରେ ସମ୍ବଲପୁର ଟାଉନ୍‌ ପୀରବାବା ଛକ ନିକଟରେ ଠିଆ ହୋଇଥିବା ଏକ ବୁଲେଟ୍‌ ଉପରେ ବୋମାମାଡ଼ ହୋଇଛି। More

ଗୋଳମାଳ ଗଞ୍ଜାମ ରାଜନୀତି; BJD ହାତରୁ ଖସିଯିବ କି ଗଡ଼ ?

ଭୁଶୁଡୁଛି ବିଜେଡିର ଗଞ୍ଜାମ ଗଡ଼! ପ୍ରଦୀପ ପାଣିଗ୍ରାହୀ ସାଜିଛନ୍ତି ପୁରୋଧା। ଦିଗପହଣ୍ଡିରୁ ବିପିନ ପ୍ରଧାନ ପରେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଛାଡିଛନ୍ତି ବିଜେଡି ହାତ। More

ଫଗୁଣର ରଙ୍ଗରେ ସବୁ ରଙ୍ଗୀନ; ସବୁଠି ଧୁମ୍ ବର୍ଷିଲା ରଙ୍ଗ...

ରଙ୍ଗ ସଂପର୍କର, ଭାଇଚାରାର, ଆନନ୍ଦର ଓ ଉତ୍ସାହର। ଦେହରେ ରଙ୍ଗ, ମନରେ ରଙ୍ଗ। ରାସ୍ତାଘାଟ ଚାରିଆଡ଼ ଜୁଆଡ଼େ ଚାହିଁବ ବହଳ ବହଳ ରଙ୍ଗର ଆସ୍ତରଣ । More

ହୋଲିରେ ଲାଗିଲା ନିର୍ବାଚନର ରଙ୍ଗ; ଫଗୁ ଅବିରରେ ନେତା ମାପିଲେ ଭୋଟ ତାତି

ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। କେତେକ ନେତାଙ୍କ ପାଇଁ ଅବସର ହୋଲି। ତେଣୁ ରାଜନୀତିରେ ରଙ୍ଗ ଲାଗିବାର ଥିଲା। ଆଉ ଲାଗିଲା ବି। More

ରୋଜଗାର ଦେଉଛି ମାଛଚାଷ; ସ୍ୱାବଲମ୍ବୀ ହେଉଛନ୍ତି ମହିଳା

ଆସିକା ବ୍ଲକ ହରିଡ଼ାପଦର ପଞ୍ଚାୟତର ବରଗାଁ ଏବଂ ମାଗୁରା ଗାଁ । ଏହି ଦୁଇ ଗାଁର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ନିଜସ୍ୱ ଉଦ୍ୟମରେ ଆଜି ଭଲ ଦୁଇ ପାଇସା ରୋଜଗାର କରୁଛନ୍ତି । More

ମଧ୍ୟାହ୍ନ ଭୋଜନର ବାସ୍ତବ ଚିତ୍ର; ଥାଳିରେ ନାହିଁ ଅଣ୍ତା, ଡାଲିରେ ନାହିଁ ପରିବା !

ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ମିଳୁଛି ସତ ହେଲେ ତାର ମାନ କିପରି ତାହା ସମସ୍ତଙ୍କ ଆଖି ସାମ୍ନାରେ। More

ଗୋପାଳପୁର ବନ୍ଦରକୁ ହାତକୁ ନେଲା ଆଦାନୀ ଗ୍ରୁପ୍ ଅଫ୍ କମ୍ପାନୀ

୩୦୮୦ କୋଟିରେ ଗୋପାଳପୁର ପୋର୍ଟ ଲିମିଟେଡ୍ (GPL) ସହ ଚୁକ୍ତି । More

Panchang Today 26th March 2024: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ। More

ରାଜ୍ୟରେ କାଳବୈଶାଖୀ ମାଡ଼, କେଉଁଠି ବଜ୍ରପାତ ତ କେଉଁଠି କୁଆପଥର ଛେଚା

ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ତାଣ୍ଡବ ରଚିଛି କାଳବୈଶାଖୀ । କେଉଁଠି ବଜ୍ରପାତ ହୋଇଛି ତ ଆଉ କେଉଁଠି କୁଆପଥର ମାଡ଼ରେ ଉଜୁଡ଼ିଯାଇଛି ଧାନ ଫସଲ ସହ ପରିବା ଚାଷ । ସୁବର୍ଣ୍ଣପୁର ବିନିକା ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । More

ରଙ୍ଗେଇ ହେଉଛି ଗାଁରୁ ସହର, ଜାତି-ଧର୍ମ-ବର୍ଣ୍ଣ ଭୁଲି ରଙ୍ଗ ଖେଳରେ ମସଗୁଲ୍ ସମସ୍ତେ

ଆଜି ରଙ୍ଗର ପର୍ବ ହୋଲି । ସାରା ରାଜ୍ୟରେ ତଥା ଦେଶର ବିଭିନ୍ନ ସ୍ଥାନରେ ଆଜି ଏହି ନିଆରା ପର୍ବକୁ ପାଳନ କରୁଛନ୍ତି ଲୋକେ । ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ଜଣେ ଆର ଜଣକୁ ରଙ୍ଗ ଲଗାଇ ନିଜ ଭଲ ପାଇବା ପରିପ୍ରକାଶ କରୁଛନ୍ତି । More

ଦଳ ଛାଡ଼ିବା ପରେ ବିଜେଡିକୁ ଭର୍ତ୍ତୃହରିଙ୍କ ସଂପାଦକୀୟ ବାଣ

'ବିଜେଡି ତିଆରି ବେଳେ ଦଳରେ ଏକକ ନେତୃତ୍ୱ ନଥିଲା' । 'ପିଏସି ଜରିଆରେ ସବୁ କିଛି ନିର୍ଣ୍ଣୟ ନିଆଯାଉଥିଲା' । More

‘ରାଜନୈତିକ ଫାଇଦା ପାଇଁ ସରକାରୀ କଳକୁ ଅପବ୍ୟବହାର କରୁଛି ବିଜେଡି’

ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ବେଆଇନ ଭାବେ ମଦ ଦୋକାନ ଲାଇସେନ୍ସ ଦିଆ ନ ଯାଉ । ବିଜେଡି ଏଥିରୁ ନିବୃତ୍ତ ରହୁ । More

ଟିକେଟ କସରତ୍ ବେଳେ ଗ୍ରାଉଣ୍ଡରେ ବିଗିଡି ଚାଲିଛି ବିଜେଡି ଅଙ୍କ

ପ୍ରତିଦିନ ବିଜେଡି ଗୋଷ୍ଠୀ କନ୍ଦଳର ଚିତ୍ର ସାମନାକୁ ଆସୁଛି । ସବୁଠି ସିଟିଂ MLAଙ୍କ ବିରୋଧରେ ତୀବ୍ର ହେଉଛି ଅସନ୍ତୋଷ । More

ନନ୍ଦନକାନନରେ ନୂଆ ଅତିଥି, ୩ ଛୁଆକୁ ଜନ୍ମ ଦେଲା ସିଂହୀ ‘ରେୱା’

ତେବେ ଦ୍ଵିତୀୟଥର ପାଇଁ ମା' ହୋଇଛି ସିଂହୀ ରେୱା। ରବିବାର ସିଂହୀ ରେୱା ୩ଟି ଶାବକକୁ ଜନ୍ମ ଦେଇଛି। More

ରାଜ୍ୟରେ ବଡ଼ ଫାଇଟ୍ ପାଇଁ ପ୍ରସ୍ତୁତ ବିଜେପିର ହେଭିୱେଟ୍

୧୮ ସାଂସଦ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି ବଡ଼ ଚେହେରା । ମଇଦାନକୁ ଓହ୍ଲାଇବେ ବୈଜୟନ୍ତ, ଧର୍ମେନ୍ଦ୍ର, ସମ୍ବିତ ଓ ଅପରାଜିତା। More