ସଂକ୍ଷେପରେ ଆଜିର ତାଜା ଖବର - Tuesday, 02 April 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

BJPର ୧୧୨ ବିଧାନସଭା ଯୋଦ୍ଧା ଘୋଷଣା, ପୁରୁଖାଙ୍କୁ ପ୍ରାଧାନ୍ୟ-ନୂଆ ଚେହେରାଙ୍କୁ ସୁଯୋଗ

ପ୍ରଥମ ଦଫା ତାଲିକାରେ ୧୭ ବିଧାୟକ ରିପିଟ୍ । ଚାନ୍ଦବାଲିରୁ ଲଢିବେ ସଭାପତି ମନମୋହନ । More

୫ ଲୋକସଭା ଆସନରେ ହେବ ଜୋରଦାର ଲଢ଼େଇ...

ସୁନ୍ଦରଗଡ଼ରେ ଜୁଏଲଙ୍କୁ ଟକ୍କର ଦେବେ ଦିଲ୍ଲୀପ ଓ ଜନାର୍ଦ୍ଦନ । କୋରାପୁଟରେ ସପ୍ତଗିରି, କାଳୀରାମ ଓ କୌଶଲ୍ୟାଙ୍କ ଭିତରେ ଲଢ଼େଇ । More

କଂଗ୍ରେସ ଜାରି କଲା ପ୍ରାର୍ଥୀ ତାଲିକା... କେଉଁଠି ବାପା-ପୁଅ, ତ ଆଉ କେଉଁଠି ବାପା-ଝିଅଙ୍କୁ ଟିକେଟ୍

ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ୪୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ୨ଟି ଆସନ ଛାଡ଼ିଛି ଇଣ୍ଡି ସହଯୋଗୀଙ୍କୁ। More

ପୁଣି ECIଙ୍କ ବଦଳି ଛାଟ...୨ ଜିଲ୍ଲାପାଳ, ୫ ଏସପି ଓ କେନ୍ଦ୍ରାଞ୍ଚଳ IGଙ୍କୁ ଟ୍ରାନସଫର୍ ଅର୍ଡର

ଭୋଟ୍ ଆଗରୁ ଭାରତୀୟ ନିର୍ବାଚନ କମିଶନଙ୍କ ପୁଣି ଏକ ବଡ଼ ଆକ୍ସନ । ଓଡ଼ିଶାର ଦୁଇ ଜିଲ୍ଲାପାଳ ଓ ପାଞ୍ଚ ଏସପିଙ୍କ ସହ କେନ୍ଦ୍ରାଞ୍ଜଳ ପୋଲିସ ଆଇଜିଙ୍କୁ ଦେଇଛନ୍ତି ବଦଳି ଆଦେଶ । More

କଂଗ୍ରେସର ପ୍ରାର୍ଥୀ ଘୋଷଣା ପରେ ଦୁଇ ହେଭିୱେଟ୍ ନେତା ନିରାଶ !

ଜୟରାମ ପାଙ୍ଗୀ ଓ ଗିରିଧର ଗମାଙ୍ଗ ନିରାଶ ! କଂଗ୍ରେସରେ ଯୋଗ ଦେଇଥିଲେ ଜୟରାମ ପାଙ୍ଗୀ ଓ ଗିରିଧର ଗମାଙ୍ଗ । More

ଫୁଟୁଛି ଓଡ଼ିଶା, ୪୨ ଡିଗ୍ରୀ ପାଖରେ ତାତି

ଆଜି ରାଜ୍ୟର ୭ ସହରର ତାପମାତ୍ରା ୪୧ ଉପରେ । ୪୧.୭ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ । More

ବିଜେଡି ପାଇଁ ପ୍ରଚାର କଲେ ସୁର ! କହିଲେ, ଡବଲ ଶଙ୍ଖରେ ଦିଅ ଭୋଟ୍‌...

ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗଲା ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି । ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି । More

OSSC Recruitment: OSSC ମାଧ୍ୟମରେ ଓଡ଼ିଶାରେ ପୂରଣ ହେବ ୬୦୦ରୁ ଅଧିକ ପଦବୀ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ନିକଟରେ ଏକ ନୂତନ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ୬୦୦ରୁ ଅଧିକ ପଦବୀ ପୂରଣ ହେବ। More

ବିଜେପିର ପ୍ରାର୍ଥୀ ଘୋଷଣା: ୧୭ ବିଧାୟକ ରିପିଟ୍‌, ୨ MLAଙ୍କ କଟିଲା ଟିକେଟ୍‌

୧୧୨ ଜଣିଆ ପ୍ରାର୍ଥୀଙ୍କ ମଧ୍ୟରେ ୧୭ ଜଣ ବିଧାୟକଙ୍କୁ ପୁଣି ଥରେ ଟିକେଟ୍‌ ଦେଇଛି ଭାରତୀୟ ଜନତା ପାର୍ଟି। More

ନିର୍ବାଚନ କମିଶନଙ୍କ କଡ଼ା ପଦକ୍ଷେପ, କ୍ଷମତା ଅପବ୍ୟବହାର ରୋକିବାକୁ ଜିଲ୍ଲାପାଳ-SPଙ୍କୁ ବଦଳି

ରାଜ୍ୟର ମୋଟ ୮ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ । ତୁରନ୍ତ ବଦଳି କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । More

ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ; ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି... 

ଓଡ଼ିଶା ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ବିଧାନସଭା ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ ।  More

ଲୋକସଭା ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ବଲାଙ୍ଗୀରରୁ ଲଢ଼ିବେ ମନୋଜ ମିଶ୍ର....

୮ ଲୋକସଭା ଆସନ ଓ ୪୯ ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । More

ଓଡ଼ିଶା ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା BJP, ସିଦ୍ଧାନ୍ତ-ଆକାଶଙ୍କୁ ମିଳିଲା ଟିକେଟ

ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ଟି ବିଧାନସଭା ସିଟ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବରୁ ସମସ୍ତ ଲୋକସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା ସରିଥିବା ବେଳେ ଆଜି ୧୧୨ ବିଧାନସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଛି । More

ପ୍ରେମ ପାଇଁ ସ୍ତ୍ରୀର ନାରକୀୟ କାଣ୍ଡ; ପ୍ରେମିକ ସହ ମିଶି ସ୍ବାମୀକୁ କଲା ହତ୍ୟା...

ପ୍ରେମିକ ସହ ମିଶି ସ୍ବାମୀକୁ କଲା ହତ୍ୟା ସ୍ତ୍ରୀ । ସ୍ବାମୀ ଛାତିକୁ ୨୫ ଥର ଏବଂ ପିଠିକୁ ୨୭ ଥର ସ୍କୃ ଡ୍ରାଇଭରରେ ଭୁଶି  କଲା ହତ୍ୟା ।  More

ଆଜିଠୁ ସକାଳୁଆ ସ୍କୁଲ, ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଖରାକୁ ଦୃଷ୍ଟିରେ ରଖି ସକାଳ ୭ଟାରୁଦିନ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ଏହି ସମୟରେ ପ୍ରଧାନଶିକ୍ଷକମାନେ କ୍ୟାମ୍ପସରେ ପାନୀୟ ଜଳ, ଓଆରଏସ୍ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। More

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା; ହାତ ଛାଡ଼ିଲେ ଗଣେଶ୍ୱର ବେହେରା

କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ ଗଣେଶ୍ୱର ବେହେରା । ୧୯୮୫ ମସିହାରେ ପଟ୍ଟାମୁଣ୍ଡାଇ ଆସନରୁ ପ୍ରଥମ ଥର ବିଧାୟକ ଭାବେ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ପ୍ରାର୍ଥୀ ରବିନ୍ଦ୍ର କୁମାର ବେହେରାକୁ ପଟ୍ଟାମୁଣ୍ଡାଇ ଆସନରୁ ପରାଜିତ କରିଥିଲେ । More

Panchang Today 2nd April 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ ଓ ଅଶୁଭ ସମୟ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର। More

ଅସମ୍ଭାଳ ହେବ ଗ୍ରୀଷ୍ମ ପ୍ରବାହ, ରେକର୍ଡ ପରେ ରେକର୍ଡ ଭାଙ୍ଗିପାରେ ପାରଦ

ଆଗାମୀ ୨ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି।  ଏପ୍ରିଲ ୪ରୁ ୬ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। More

ବନ୍ଧ ଭାଙ୍ଗିଲାଣି ବିଜେଡି ବିଦ୍ରୋହ, କଡ଼ା ଚେତାବନୀ ଦେଲେଣି ଅସନ୍ତୁଷ୍ଟ ନେତା

ଏବେ ଗୋଟିଏ ପରେ ଗୋଟିଏ ଜାଗାରେ ଦଳ ଛାଡୁଛନ୍ତି ବିଜେଡି ବିଦ୍ରୋହୀ । ପ୍ରଥମ ପ୍ରାର୍ଥୀ ତାଲିକାରେ ଅଧିକ ନାଁ ନବଦଳିବାରୁ ସବୁଠି ଆଶାୟୀ ଅବୁଝା । More

ବିଜେଡି ରାସ୍ତାରେ କଣ୍ଟା କେନ୍ଦୁପତ୍ର କର୍ମଚାରୀ ସଂଘ, କହିଲେ ନିର୍ବାଚନରେ ଜବାବ ଦେବୁ !

କେନ୍ଦୁପତ୍ର କର୍ମଚାରୀ ସଂଘର ଅଭିଯୋଗ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନି । More

BJD ପାଉନି ପ୍ରାର୍ଥୀ; କଂଗ୍ରେସରୁ ନେତା ଆଣି ବଳ ଦେଖାଉଛି ଦଳ !

ବର୍ତ୍ତମାନ ସୁଦ୍ଧା ଘୋଷଣା ହୋଇଥିବା ବିଜେଡିର ୧୫ ଲୋକସଭା ପ୍ରାର୍ଥୀଙ୍କ ମଧ୍ୟରୁ ୩ ପୂର୍ବତନ କଂଗ୍ରେସ୍ ନେତା। More

ରାଜ୍ୟରେ ଆଉ ଏକ କୋଟିଆ; ଓଡ଼ିଶା-ପଶ୍ଚିମବଙ୍ଗ ଛକାପଞ୍ଝା ଭିତରେ ଫସିଛି ଶଙ୍ଖାମେଦୀ ଗାଁ

ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ଅନଳିଆ ପଞ୍ଚାୟତ ଅନ୍ତର୍ଗତ ଶଙ୍ଖାମେଦୀ ଗାଁ। କୋରାପୁଟ କୋଟିଆ ଭଳି ଏଠି ବି ଓଡ଼ିଶା ମାଟି ଉପରେ ପଡ଼ୋଶୀର ଲୋଲୁପ ଦୃଷ୍ଟି। More

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । More