ସଂକ୍ଷେପରେ ଆଜିର ତାଜା ଖବର - Wednesday, 10 April 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମନ୍ଦିର ପରିସରରେ ୫୦ ହଜାର ଉପବୀତଧାରୀଙ୍କ ଭିଡ଼ !

ମହାଦେବ ଓ କାମିନା ବିବାହ ଉତ୍ସବ ଓ ତୃତୀୟ ଅର୍ଘ୍ୟ । More

କଡା ସୁରକ୍ଷା ବଳୟରେ ପହଞ୍ଚିଲା ୫ ଟ୍ରକ EVM

ନିର୍ବାଚନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ଇଭିଏମ୍ । ବିଜେବି ମହାବିଦ୍ୟାଳୟରେ ଇଭିଏମ୍ ରହିବାର ବ୍ୟବସ୍ଥା । More

ଭବାନୀପାଟଣାରେ ପୁଣି ପଦ୍ମ ଫୁଟିବ ନା ବଦଳିବ ବାଜି ?

ମୈଦାନରେ ପୁଣି ବିଜେପିର ସିଟିଂ MLA ପ୍ରଦୀପ୍ତ ନାୟକ । ମହିଳା କାର୍ଡ ଖେଳି ଦୁଷ୍ମନ୍ତଙ୍କ ସ୍ତ୍ରୀ ଲଳିତାଙ୍କୁ ପ୍ରାର୍ଥୀ କରିଛି ବିଜେଡି । More

ଅଙ୍କ ଛିଣ୍ଡୁନି ନା ବିଦ୍ରୋହୀ ଡର ? ବେଗୁନିଆ-ଖୋର୍ଦ୍ଧାରେ ଛିଣ୍ଡୁନି ତିନି ଦଳଙ୍କ ଟିକେଟ୍ ଗଣିତ

ପ୍ରାର୍ଥୀ ରିପିଟ୍ କରିବେ ନା ସପ୍ରାଇଜ୍ କାର୍ଡ ଖେଳିବେ ତାକୁ ନେଇ ଦ୍ୱନ୍ଦ୍ୱ । ଚିଲିକାରେ ପୃଥୀରାଜଙ୍କ ବିପକ୍ଷରେ ବିଜେଡି ଯୋଦ୍ଧା କିଏ ଚିତ୍ର ଅସ୍ପଷ୍ଟ । More

କାମ ଦେବ ତ ବିଜେଡିର ଆସନ ବଦଳ ରଣନୀତି ?

ବ୍ରହ୍ମଗିରିରୁ ଉମା, ସତ୍ୟବାଦୀରୁ ସଂଜୟଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଭଦ୍ରକରେ ସଂଜୀବ-ପ୍ରଫୁଲ୍ଲଙ୍କୁ ବି ବିଜେଡି କରିଛି ଅଦଳବଦଳ । More

ଓଡ଼ିଶାରେ ଭୁଶୁଡୁଛି କି କଂଗ୍ରେସ ଗଡ଼ ? ଦଳ ଛାଡ଼ୁଛନ୍ତି ଜଣକ ପରେ ଜଣେ ପୁରୁଖା ନେତା

ଭୁଶୁଡୁଛି କି କଂଗ୍ରେସ୍ ଗଡ଼ ? ଦୁର୍ବଳ ହେଉଛି କି ଏହି ସର୍ବ ପୁରାତନ ପାର୍ଟି ? ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ତାରିଖ ପାଖେଇ ଆସୁଥିବା ବେଳେ କଂଗ୍ରେସ ଏଯାଏ ମାତ୍ର ୪୭ଟି ବିଧାନସଭା ଏବଂ ୮ଟି ଲୋକସଭା ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି । More

ମୋକିମଙ୍କୁ ହାଇକୋର୍ଟ ଝଟକା...ଲଢ଼ି ପାରିବେ ତ ଆଗାମୀ ନିର୍ବାଚନ... ଜୋର୍ ଧରିଲା କଳ୍ପନାଜଳ୍ପନା

ମୋକିମ କହିଛନ୍ତି ଯେ, ଆଇନର ବ୍ୟବସ୍ଥା ଅନୁସାରେ ଆଗକୁ ଆଉ କ’ଣ ପଦକ୍ଷେପ ନିଆଯାଇପାରିବ ସେନେଇ ଓକିଲଙ୍କ ସହ ଆଲୋଚନା କରିବି । More

ତେଜିଲା ଭୁବନେଶ୍ୱର ‘ମଧ୍ୟ’ ରାଜନୀତି, ଅପରାଜିତାଙ୍କୁ ଭେଟିଲେ ବୁନୁ ବିରୋଧୀ ଗୋଷ୍ଠୀ

ଗତକାଲି ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତାଙ୍କୁ ଭେଟିଛନ୍ତି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧୀ ଗୋଷ୍ଠୀ । More

ବୁଧବାର ରାନ୍ଧଣାରେ ଘରେ ବନାନ୍ତୁ ‘ମଟନ୍ ମୋଗଲାଇ’

ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ଦେଶୀ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ମଟନ୍ ମୋଗଲାଇ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ । More

ନୂଆ ଆମ୍ବୁଲାନ୍ସ ଗାଡ଼ି ଅଚଳ ! ପରମିଟ୍ ଥିବା ସତ୍ତ୍ବେ ହେଉନି ମରାମତି...

ଡାକ୍ତରଖାନା ପରିସରରେ ଗଦା ଗଦା ଅଚଳ ଆମ୍ବୁଲାନ୍ସ। ଦିନେ କି ଦୁଇ ଦିନ ନୁହଁ ମାସ ମାସ ବର୍ଷ ବର୍ଷ ଧରି  ପଡି ରହିଛି। ଆମ୍ବୁଲାନ୍ସ ଅଭାବକୁ ନେଇ ସ୍ଥାନୀୟ ଲୋକଙ୍କ ଅସନ୍ତୋଷ । More

କଲବଲ କରିବ ତାତି..ଡହଡହ ଖରାରୁ ମିଳିବନି ତ୍ରାହି

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। More

ପୋଲିସକୁ କାମୁଡ଼ି ଅଭିଯୁକ୍ତ ଛୁ; ଆକ୍ରମଣ ଅଭିଯୋଗରେ ମା’ ଗିରଫ...

ହତ୍ୟା ଉଦ୍ୟମକାରୀ ଅଭିଯୁକ୍ତ ପୋଲିସକୁ କାମୁଡ଼ି ଖସିଗଲା । କେଉଁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ଘଟିଛି ଘଟଣା । ଗିରଫ କରି ନେବାବେଳେ ପୋଲିସକୁ ଆକ୍ରମଣ ସହ କାମୁଡ଼ିଲା ଅଭିଯୁକ୍ତ । More

ନୋମିନେସନ୍‌କୁ ଆଉ ୮ ଦିନ ରହିଲା, ଏଯାଏଁ ପ୍ରାର୍ଥୀ ଘୋଷଣା କରି ନାହାନ୍ତି ଦଳ

୨୮ ବିଧାନସଭାର ଅନେକ ସିଟରେ ପ୍ରାର୍ଥୀ ବାକି । ଏବେ ବି ବହୁସ୍ଥାନରେ ପ୍ରାର୍ଥୀ ଦେଇନାହାନ୍ତି ୩ ପ୍ରମୁଖ ଦଳ । More

କୁଚିଣ୍ଡା-ସମ୍ବଲପୁର-ରେଢ଼ାଖୋଲ-ଦେବଗଡ଼ରେ ପ୍ରାର୍ଥୀ ଘୋଷଣାରେ ଆଣ୍ଠେଇଛି ବିଜେଡି !

ସମ୍ବଲପୁରରେ ରାସେଶ୍ୱରୀ ଓ ରେଢାଖୋଲରେ ପ୍ରସନ୍ନ, ରୋହିତଙ୍କୁ ନେଇ ଚର୍ଚ୍ଚା । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ନବୀନଙ୍କ ଏଣ୍ଟ୍ରିକୁ ନେଇ ବି ଜୋରଦାର ଚର୍ଚ୍ଚା । More

କେନ୍ଦ୍ରାପଡ଼ାରେ ଜମିଲା ପ୍ରଚାର, ଡବଲ୍ ଇଞ୍ଜିନ ସରକାର ଦରକାର କହିଲେ ବୈଜୟନ୍ତ

କର୍ମୀ ସମ୍ମିଳନୀ ପରେ ବୈଜୟନ୍ତଙ୍କ ପ୍ରତିକ୍ରିୟା । ‘କେନ୍ଦ୍ରାପଡ଼ାରେ ୫ ବର୍ଷ ଧରି ବିକାଶର ଧାରା ଅଟକି ଯାଇଛି’ । More

ଏପ୍ରିଲ୍‌ ୧୧ରେ ପାଳନ ହେବ ଇଦ୍

ଆଜି ଚାନ୍ଦ ଦେଖା ନ ଯିବାରୁ ଆସନ୍ତା ୧୧ ତାରିଖରେ ଇଦ୍ ପାଳିବାକୁ ନିଷ୍ପତ୍ତି ହୋଇଛି । More

ରାଜଧାନୀରେ ପୁଣି ମାତିଲେ ଲୁଟେରା, ୩ଟି ଫ୍ଲାଟରେ ବୁଲାଇଲେ କଳାକନା

ରାଜ୍ୟ ରାଜଧାନୀର ଆପାର୍ଟମେଣ୍ଟ ଗୁଡ଼ିକରେ ବୋଧହୁଏ ଆଉ ରହିହେବ ନାହିଁ । ଗତ କିଛିଦିନ ହେଲା, ହୁଗୁଳା ସୁରକ୍ଷାର ଫାଇଦା ନେଇ ଯେଭଳି ଢଙ୍ଗରେ ଲୁଟପାଟ୍ ହେଉଛି, ନିଦ ହଜିଗଲାଣି ଆପାର୍ଟମେଣ୍ଟବାସୀଙ୍କର। More