ସଂକ୍ଷେପରେ ଆଜିର ତାଜା ଖବର - Tuesday, 23 April 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

‘ଗଛଟିଏ କେବଳ ଲଗେଇଦେଲେ ହବନି, ତାକୁ ବଂଚେଇ ରଖିବା ସବୁଠୁ ବଡ଼ ଆହ୍ୱାନ’

ଏଠି ନିରୋଳା ପଣା ପିଇବାକୁ ଦଉନାହାଁନ୍ତି। ବରଂ ପଣା ସାଙ୍ଗରେ ଗଛଟିଏ ଉପହାର ଦଉଛନ୍ତି ଆଉ କହୁଛନ୍ତି, ପଣା ପିଅନ୍ତୁ ଗଛ ଲଗାନ୍ତୁ। More

ନିଆଁ ଆଁରେ ଚନ୍ଦକା ଅଭୟାରଣ୍ୟ, ଯୁଆଡେ ଚାହିଁବେ ଖାଲି ନିଆଁ ଆଉ ଧୁଆଁ

କେବଳ ଚନ୍ଦକା ଅଭୟାରଣ୍ୟ ନୁହେଁ, ରାଜ୍ୟର ଅନେକ ସ୍ଥାନରେ ଏବେ ବନାଗ୍ନିର ପ୍ରକୋପ । ଶିମିଳିପାଳଠୁ ଆରମ୍ଭ କରି କେନ୍ଦୁଝର ଯାଏଁ ସବୁଠି ଜଙ୍ଗଲକୁ ଗ୍ରାସ କଲାଣି ବନାଗ୍ନି । More

ଭୋଟ ଲଢ଼େଇରେ ରାଜାଘର ପରିବାର, ଗଞ୍ଜାମରେ ଶ୍ରୀରୂପ-ଶ୍ରୀଧର-ସୁଲକ୍ଷଣା

ବଡଖେମୁଣ୍ଡି ରାଜ ପରିବାରର ସଦସ୍ୟ ଶ୍ରୀଧର ଦେବ କଂଗ୍ରେସ ଟିକେଟରେ ଦିଗପହଣ୍ଡିରୁ ଲଢୁଛନ୍ତି ନିର୍ବାଚନ। More

ଆଉ କାମ କରୁନି କି ନବୀନ ଟ୍ରଷ୍ଟ ? ପ୍ରତିଦିନ ବିଜେଡି ଛାଡ଼ୁଛନ୍ତି ନେତା

ପ୍ରାର୍ଥୀ ଘୋଷଣା ପରଠୁ ଦଳ ଛାଡିଲେଣି ୫ ବିଧାୟକ । ୨ ସାଂସଦ ଓ ପୂର୍ବତନ ବିଧାୟକ ବି ଛାଡିଲେଣି ବିଜେଡି । More

ବିଗିଡିଯିବ କି ବିଜେଡିର ବଡ଼ଚଣା-ସମ୍ବଲପୁର ଅଙ୍କ ?

ଟିକେଟକୁ ନେଇ ନେତାଙ୍କ ଭିତରେ ତେଜିଲା ଅସନ୍ତୋଷ । ଦଳ ଛାଡ଼ି ପ୍ରବଳ ବର୍ଷିଲେ ରାସେଶ୍ବରୀ ପାଣିଗ୍ରାହୀ । More

ବିଜେପିରେ ମିଶିଲେ ସୀମାରାଣୀ ନାୟକ, କାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ବିଜେଡି ମହେଶ ସାହୁଙ୍କୁ ହିନ୍ଦୋଳରୁ ଟିକେଟ ଦେବା ପରେ ଅସନ୍ତୁଷ୍ଟ ହୋଇ ସୀମା ଦଳ ଛାଡ଼ିଥିଲେ। ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । More

ଓଡ଼ିଶା ପାଇଁ ବିଜେପିର ଷ୍ଟାର ପ୍ରଚାରକ, ତାଲିକାରେ ମୋଦିଙ୍କ ସହ ଅଛନ୍ତି ଏହି ହେଭିୱେଟ୍‌ ନେତା...

ଅନ୍ୟପକ୍ଷରେ ଏହି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ଅଛନ୍ତି । More

କାକଟପୁର ଆସନ; ବିଜେଡି ବିଦ୍ରୋହୀ ସୁରେନ୍ଦ୍ରଙ୍କ ପଲ୍ଲା ଭାରି, ତୁଷାରଙ୍କୁ ଅଡ଼ୁଆ

ଖାଲି ସେତିକି ନୁହେଁ ବିରୋଧୀଙ୍କ ପ୍ରଲୋଭନକୁ ପ୍ରତ୍ୟାଖାନ କରି ସୁରଙ୍କୁ ଭୋଟ୍ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ଘଟଣା ପରେ ସୁରେନ୍ଦ୍ର ସେଠୀ ନିର୍ବାଚନ ଲଢ଼ିବା ସମ୍ଭାବନା ବଢ଼ିଛି। More

୨୭ ଯାଏଁ ନିସ୍ତାର ନାହିଁ ! ଆହୁରି ୪ ଦିନ ଜଳିବ

୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ। ପାରଦ ୨ ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। More

ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଲେ। More

ଶ୍ରୀମନ୍ଦିରର ଭିତରକାଠ ନିକଟରେ ରକ୍ତଛିଟା; ମହାପ୍ରଭୁଙ୍କର ହେଲା ବଡମହାସ୍ନାନ

ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ଶ୍ରୀମନ୍ଦିରର ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳ ଆଳତୀ ପୂର୍ବରୁ ମହାପ୍ରଭୁଙ୍କର ହେଲା ମହାସ୍ନାନ। More

ଅଡୁଆରେ ସରକାରୀ କର୍ମଚାରୀ; BJD ପାଇଁ କରୁଥିଲେ ଖୋଲାଖୋଲି ପ୍ରଚାର !

ସରକାରୀ କର୍ମଚାରୀ ହେବା ସତ୍ତ୍ୱେ ବିଜେଡ଼ି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ଏମାନେ ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଠାରେ ଅଭିଯୋଗ କରିଥିଲା ବିଜେପି। More

କମ୍ପୁଛି କବିସୂର୍ଯ୍ୟନଗର ନିର୍ବାଚନୀ ମୈଦାନ; ତ୍ରିମୁଖୀ ଲଢ଼େଇ ପାଇଁ ବଳ କଷୁଛନ୍ତି ୩ ଯୋଦ୍ଧା

କମ୍ପୁଛି ନିର୍ବାଚନୀ ମଇଦାନ। କିଏ ଜିତିବ ଜନତାଙ୍କ ମନ ? କିଏ ହରାଇବ ଅମାନତ ? ସାଧାରଣ ନିର୍ବାଚନ ଲାଗି ଭୋଟରଙ୍କ ପାଖରେ ପହଞ୍ଚିଲେଣି ପ୍ରାର୍ଥୀ। More

ତାତି କମିବ! ଆର୍ଦ୍ରତା ପାଇଁ ଗରମ-ଗୁଳୁଗୁଳିରେ ସଢ଼ିବେ ଜନତା

ଆଜି ତାତି କମିଲେ ବି, କଲବଲ କରିବ ଗରମ ଓ ଗୁଳୁଗୁଳି । ୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ । ପାରଦ ୨ ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । More

BJD ଛାଡ଼ିଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ପାର୍ଟି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ସମସ୍ୟା ପାଇଁ ଇସ୍ତଫା ଦେଉଥିବା ଲେଖିଛନ୍ତି ସୀମାରାଣୀ। More

BJDରେ ଅସମ୍ଭାଳ ବିଦ୍ରୋହ, ଟିକେଟ୍ କଟିବା ପରେ ଅସନ୍ତୋଷ ଝାଡ଼ିଲେ ରଘୁନନ୍ଦନ ଓ ସୁନନ୍ଦା

କାକଟପୁରରେ ସ୍ୱାଧୀନ ଲଢ଼ିବାକୁ ସୁର ସେଠୀଙ୍କ ଚେତାବନୀ । ଟିକେଟ୍ ଗୋଳମାଳ ନେଇ କଂଗ୍ରେସରେ ବି ବିଦ୍ରୋହର ସ୍ୱର । More

ବିଜେଡିର ୭ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୩ ବିଧାୟକଙ୍କ ଟିକେଟ୍ କଟିଲା

ବାଲିକୁଦା-ଏରସମାରେ ରଘୁନନ୍ଦନଙ୍କ ସ୍ଥାନରେ ସାରଦା ପ୍ରସନ୍ନଙ୍କୁ ଟିକେଟ୍ । ବିରୋଧ ସତ୍ତ୍ବେ କାକଟପୁରରେ ତୁଷାରକାନ୍ତି ବେହେରା ରିପିଟ୍ । More

ତାତି ସହ ତାଳ ଦେଉଛି ଜଳକଷ୍ଟ, ଭଙ୍ଗା ଦଦରା ନଳକୂଅ ସହ ଚୂଆ ପାଣି ଭରସା

ଦିନକୁ ଦିନ ପାରଦ ବଢ଼ିବାରେ ଲାଗିଛି, ଗରମରେ ସନ୍ତୁଳି ହେଉଛନ୍ତି ଲୋକେ । ଆଉ ତା’ସହ ବିଷମ ହେଉଛି ଜଳ କଷ୍ଟ । କେଉଁଠି ଶୋଷିଲାଙ୍କ ପାଇଁ ଭଙ୍ଗା ଦଦରା ନଳକୂଅ ସାହା ତ କେଉଁଠି ଚୂଆ ମେଣ୍ଟାଉଛି ଶୋଷ । More

କିଏ ପିନ୍ଧିବ ରାଉରକେଲା ମୁକୁଟ ? ମୈଦାନରେ ଦୁଇ ପୁରୁଣାଙ୍କ ସହ ନୂଆ ଯୋଦ୍ଧା

୨୦୨୪ରେ ବଦଳିବ କି ରାଉରକେଲାରେ ରାଜନୈତିକ ରଙ୍ଗ ? ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରୁ କାହାକୁ ? ନା ନୂଆ ଚେହେରାକୁ ଇସ୍ପାତ ନଗରୀର ମୁକୁଟ ପିନ୍ଧାଇବେ ଭୋଟର ? More