ସଂକ୍ଷେପରେ ଆଜିର ତାଜା ଖବର - Sunday, 05 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏ ମୋଦିଙ୍କ ରୋଡ୍‌ ଶୋ !

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ। ଏହାପରେ କଡ଼ା ସୁରକ୍ଷାବଳୟ ମଧ୍ୟରେ ବିମାନ ବନ୍ଦରରୁ ରାଜଭବନକୁ ଯାଇଛନ୍ତି। More

ଏଥର ମଇଦାନରେ ବହୁ ନିଆରା ପ୍ରାର୍ଥୀ...କାହା ପାଖେ ନାହିଁ ଅର୍ଥ, କାହା ପାଖେ ନାହିଁ ଦଳ ସମର୍ଥନ

ଏଥର ନିର୍ବାଚନ ମୈଦାନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ବହୁ କୋଟିପତି ପ୍ରାର୍ଥୀ। ହେଲେ ଏଥର ନିର୍ବାଚନରେ କିଛି ନିଆରା ନେତା ସାଜିଛନ୍ତି ସ୍ବାଧୀନ ପ୍ରାର୍ଥୀ। More

ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ଆକ୍ରମଣ, ମୁଣ୍ଡ ଓ ମୁହଁରେ ଲାଗିଛି ଆଘାତ

ଏହି ଆକ୍ରମଣରେ ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ବେଳେ ମୁହଁରେ ବି ଆଘାତ ଲାଗିଛି। More

ଟିକଟ ଦେଲନି, ଏବେ ସମ୍ଭାଳ: ବରିଷ୍ଠଙ୍କ ଅଭିଶାପରେ ହାରିବେ କନିଷ୍ଠ !

ବରିଷ୍ଠ ସାଜିବେ କି ବାଧକ? ବିଜେଡିର ବାଟ ଉଗାଳିବେ କି ବାଦ ପଡିଥିବା ବରିଷ୍ଠ ନେତା? ସମୀର ଦାଶ, ଅମର ଶତପଥୀ, ଭୂପିନ୍ଦର ସିଂହ, ଶଶିଭୂଷଣ ବେହେରାଙ୍କ ଟିକଟ୍ କଟିବା ପରେ ନେତାଙ୍କ ନିରବତା ନେଇ ଉଠିଲା ପ୍ରଶ୍ନ। More

ହାତକୁ ଶନିଦଶା: ଟିକଟ ଦେଉଛି, ପୁଣି ନେଉଛି ? ଦଳରେ ଚାଲିଛି କଣ ?

ରାଜ୍ୟ କଂଗ୍ରେସରେ ଚାଲିଛି କଣ ? କିଏ ଯୋଗ୍ୟ ଆଉ କିଏ ଅଯୋଗ୍ୟ ? ୨୦୨୪ ନିର୍ବାଚନରେ ଦଳ ଲଢେଇ କରିବ ନା ନିଜ ଦଳ ଭିତରେ ଚାଲିଥିବା ତୀବ୍ର ଅସନ୍ତୋଷକୁ ମ୍ୟାନେଜ୍ କରିବ ? More

ସଂକଳ୍ପପତ୍ରରେ ରାଜ୍ୟ ବିଜେପି ଦେଲା ୨୧ ଗ୍ୟାରେଣ୍ଟି, ‘୧୮ ମାସରେ ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ’

ବିକଶିତ ଓଡ଼ିଶା ପାଇଁ ରାଜ୍ୟ ବିଜେପିର ୨୧ ସଂକଳ୍ପ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଭୁବନେଶ୍ୱରରେ ରାଜ୍ୟ ବିଜେପିର ନିର୍ବାଚନ ସଂକଳ୍ପପତ୍ର ଉନ୍ମୋଚନ କରି ଦେଇଛନ୍ତି ଅନେକ ଗୁରୁତ୍ୱପୂର୍ଣ୍ଣ ଗ୍ୟାରେଣ୍ଟି। More

ପୁଣି ରାଜ୍ୟରେ ତାତି ଛୁଇଁଲା ୪୫ ଡିଗ୍ରୀ

୭ ତାରିଖରୁ ବଢିବ ବର୍ଷା ବିସ୍ତୃତି। ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। More

ଚିଟଫଣ୍ତ ଟଙ୍କା ଫେରସ୍ତଠୁ ରତ୍ନ ଭଣ୍ତାର ଖୋଲିବା ଯାଏ..ଜାଣନ୍ତୁ BJP ର ୨୧ ସଂକଳ୍ପ

ବିକଶିତ ଓଡ଼ିଶା ପାଇଁ ରାଜ୍ୟ ବିଜେପିର ୨୧ ସଂକଳ୍ପ। ଚିଟଫଣ୍ଡ ଟଙ୍କା ଫେରସ୍ତଠୁ ଧରି କୃଷି ଓ କୃଷକଙ୍କ କଲ୍ୟାଣ, ମହିଳା ଓ ଶିଶୁଙ୍କ ବିକାଶ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଉନ୍ନତି ସାଙ୍ଗକୁ ଉତ୍ତମ ଶାସନ ଏବଂ ସର୍ବୋପରି ଓଡ଼ିଆ ଆସ୍ମିତାର ରକ୍ଷା ପାଇଁ ୨୦୨୪ ନିର୍ବାଚନ ପାଇଁ ଇସ୍ତାହାରରେ ନିର୍ଭର ପ୍ରତିଶ୍ରୁତି ଦେଇଛି ଭାରତୀୟ ଜନତା ପାର୍ଟି। More

ବିଜେପି ସଂକଳ୍ପ ପତ୍ର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’ ଉନ୍ମୋଚିତ

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କଲେ। More

ସୌମ୍ୟ-ଅନୁଭବ-ଗୟାଧର ବଦଳାଇବେ କି ଖଣ୍ଡପଡା ସମୀକରଣ ? 

ଚର୍ଚ୍ଚାରେ ସୌମ୍ୟ-ଅନୁଭବ-ଗୟାଧର ଭେଟ । ନିର୍ବାଚନ ପୂର୍ବରୁ ରୋଚକ ହେଉଛି ଖଣ୍ଡପଡ଼ା ରାଜନୀତି । More

କେନ୍ଦ୍ରୀୟ ନେତୃତ୍ୱଙ୍କ ଘନ ଘନ ଓଡ଼ିଶା ଗସ୍ତ, ୮ରେ ରାଜନାଥ ୧୨ରେ ଶାହ

ଡେରା ପକାଇ ପ୍ରଚାର କରିବେ। ନିର୍ବାଚନ ନେଇ ଗୁରୁମନ୍ତ୍ର ଦେବେ ବିଜେପି ହେଭିୱେଟ୍ । ଦଳୀୟ ନେତା ଓ କର୍ମୀଙ୍କ ଭିତରେ ଜୋସ୍ ଭରିବେ। More

ବରୀରୁ କଂଗ୍ରେସ ପ୍ରାର୍ଥୀ ହେଲେ ଦେବାଶିଷ, ପୁରୀରୁ ଉମା ବହ୍ଲବ...

ଆଠଗଡ଼ରେ ନୂଆ ପ୍ରାର୍ଥୀ ହେଲେ ସୁଦର୍ଶନ ସାହୁ । ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । More

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ପୁଅକୁ ବଞ୍ଚାଇବା ପାଇଁ ବାପା ଓ ମା’ ଉଦ୍ୟମ କରିଥିଲେ। ବିଦ୍ୟୁତ୍ ଆଘାତରେ ଗଣେଶ ମଣ୍ଡଳଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ତୁଳସୀ ମଣ୍ଡଳ ଗୁରୁତର ହୋଇଛନ୍ତି। More

କ୍ୟାମ୍ପେନରେ କମ୍ପୁଛି ଢେଙ୍କାନାଳ; ଭୋଟ୍ ହାତେଇବାକୁ ମାରାଥନ୍ ପ୍ରଚାର

କାହାର ହେବ ଢେଙ୍କାନାଳ ସଦର ବିଧାନସଭା ଆସନ ? କାହା ସପକ୍ଷରେ ଯିବ ଜନମତ ? ବିଜେଡି ଓ ବିଜେପି ମଧ୍ୟରେ କଡା ଟକ୍କର ହେଉଥିବା ବେଳେ କଂଗ୍ରେସ ମହିଳା କାର୍ଡ ଖେଳି ଗଡ ହାତେଇବାକୁ ଉଦ୍ୟମ କରିଛି। ଏବେ କ୍ୟାମ୍ପେନରେ କମ୍ପୁଛି ଢେଙ୍କାନାଳ ସଦର ନିର୍ବାଚନ ମଣ୍ଡଳୀ। More

ନିର୍ବାଚନ ପୂର୍ବରୁ ମିଳିଲା ପୁଳା ପୁଳା ଟଙ୍କ; ନୂଆପଡ଼ାରୁ ୧୨ଲକ୍ଷରୁ ଅଧିକ ନଗଦ ଜବତ

ଏତେ ପରିମାଣର ଟଙ୍କା କୁଆଡ଼େ ଯାଉଥିଲା, କାହିଁକି ନିଆଯାଉଥିଲା ତାହା ଜଣାପଡ଼ିନାହିଁ। ପୋଲିସ ମୋଟ ୫ ଜଣଙ୍କୁ ଅଟକ ରଖି ପଚରା ଉଚରା ଚଳାଇଛି। More

ତାତିରୁ ମିଳିପାରେ ଆଶ୍ବସ୍ତି,ଆଗାମୀ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ତାତିରୁ ମିଳିପାରେ ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। More

ଓଡ଼ିଶା ଆସୁଛନ୍ତି ମୋଦି ଓ ନଡ୍ଡା; ବିଜେପି କର୍ମୀଙ୍କ ମଧ୍ୟରେ ‌ଭରିବେ ଜୋସ୍

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଆସିବ ବିଜେପିର ନିର୍ବାଚନୀ ଇସ୍ତାହାର। ଏଥିପାଇଁ ଭୁବନେଶ୍ବର ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା। More

ପୁରୀ ସଂସଦୀୟ କ୍ଷେତ୍ର ପାଇଁ ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ନୂଆ ପ୍ରାର୍ଥୀ

ସୁଚରିତା ମହାନ୍ତିଙ୍କ ସ୍ଥାନରେ ଜୟ ନାରାୟଣ ପୁରୀ ପାଇଁ ନୂଆ କଂଗ୍ରେସ ସାଂସଦ ପ୍ରାର୍ଥୀ ହୋଇଛନ୍ତି। More

ନବରଙ୍ଗପୁରକୁ ତିନି ଦଳର ଫୋକସ: ଭୋଟ ପାଇଁ ପ୍ରତିଶୃତି ବର୍ଷା, ବିଶ୍ୱାସ କାହାକୁ କରିବେ ଜନତା?

ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ଲୋକସଭା କ୍ଷେତ୍ର ନବରଙ୍ଗପୁରରେ କାହା ଭାଗ୍ୟ ବଦଳାଇବେ ବଙ୍ଗୀୟ ଭୋଟର ? କାହା ମୁଣ୍ଡରେ ସୁନା କଳସ ଢାଳିବେ ଏହି ଅଣ ଓଡ଼ିଆ ମତଦାତା ? ଦକ୍ଷିଣ ଓଡ଼ିଶାରେ ବଙ୍ଗୀୟ ମତଦାତାଙ୍କ ହଟସ୍ପଟ୍ ସାଜିଥିବା ଏହି ଆଦିବାସୀ ବହୁଳ ସଂସଦୀୟ କ୍ଷେତ୍ର ଏବେ ପ୍ରତ୍ୟେକ ଦଳର ଫୋକସରେ। More

ଆକ୍ସନ ମୋଡରେ ନିର୍ଵାଚନ କମିଶନ: ଅଫସର ଥରହର, ନେତାଙ୍କ ଛାତି ଧକଧକ

ଆକ୍ସନ ମୋଡରେ ନିର୍ବାଚନ କମିଶନ୍। ବିଜେଡି ପାଇଁ କାମ କରୁଥିବା ଅଧିକାରୀଙ୍କ ବଢିଲାଣି ଟେନସନ୍! ଗୁରୁବାର ମିଶନ ଶକ୍ତିରୁ IAS ସୁଜାତା କାର୍ତ୍ତିକେୟନଙ୍କୁ ବଦଳି ନିର୍ଦ୍ଦେଶ। More

ମୋଦିଙ୍କ ଓଡ଼ିଶା ଗସ୍ତ, ବିଜେଡିରେ ଛନକା: ରୋଡ୍‌ ସୋ' କରିବେ, ବିଜୟର ଗୁରୁମନ୍ତ୍ର ଦେବେ

ସୁପର୍ ସଣ୍ଡେରେ ଭୁବନେଶ୍ୱରରେ ବିଜେପିର ସୁପର ସୋ'। ଅପରାହ୍ଣରେ ସଭାପତି ନଡ୍ଡା, ରାତିରେ ପିଏମ୍ ମୋଦି। ଗ୍ରୀଷ୍ମ ତାତିକୁ ବଳି ବଢ଼ିବ ନିର୍ବାଚନୀ ପାରା, ଜୋରରେ ତେଜିବ ପ୍ରଚାର ଅଭିଯାନ। ବିଜେପିର ମିଶନ୍ ଓଡ଼ିଶା ଲକ୍ଷ୍ୟରେ କାଲିଠୁ ଓଡ଼ିଶାରେ ପ୍ରଚାର ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। More

ପାଣ୍ତିଆନଙ୍କୁ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କର ତେରଚ୍ଛା ବାଣ, ୨୫ବର୍ଷ ଶାସନ ଉପରେ ଉଠିଲା ପ୍ରଶ୍ନ

ଓଡ଼ିଶା ବାହାର ଲୋକ ଦ୍ୱାରା ରାଜ୍ୟ ଚଳାଇବା ଓଡ଼ିଶା ପାଇଁ ଶୁଭଙ୍କର ନୁହେଁ । ୨ ଦିନିଆ ରାୟଗଡ଼ା ଜିଲ୍ଲା ଗସ୍ତରେ ଆସି ଏହା କହିଛନ୍ତି ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ଫାୟାରବ୍ରାଣ୍ଡ୍ ନେତା ବିପ୍ଳବ କୁମାର ଦେବ । More