ସଂକ୍ଷେପରେ ଆଜିର ତାଜା ଖବର - Monday, 06 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଏଥର ରୋଚକ ହେବ ଜଟଣୀ ପଲିଟିକ୍ସ, ୩ ଦଳର ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ୱାଧୀନ ପ୍ରାର୍ଥୀ

ପ୍ରଚାରରେ କମ୍ପୁଛି ଜଟଣୀ ମଇଦାନ। ସମର୍ଥକଙ୍କୁ ଧରି ଚଳାଇଛନ୍ତି କ୍ୟାମ୍ପେନ୍ । ଶକ୍ତି ପ୍ରଦର୍ଶନ କରୁଛନ୍ତି ଜାତୀୟ ଓ ଆଞ୍ଚଳିକ ଦଳର ପ୍ରାର୍ଥୀ । କିନ୍ତୁ ଦୌଡ଼ର ପଛରେ ପଡ଼ି ନାହାଁନ୍ତି ସ୍ୱାଧୀନ ପ୍ରାର୍ଥୀ । More

ଅନୁଗୁଳ ଏଥର କାହାର ? ଭୋଟ୍ ହାତେଇବାକୁ ତିନି ଦଳର ପ୍ରାର୍ଥୀଙ୍କ ମାରାଥନ୍ ପ୍ରଚାର

କାହାର ହେବ ଅନୁଗୁଳ ବିଧାନସଭା ଆସନ ? କାହା ସପକ୍ଷରେ ଯିବ ଜନମତ ? ବିଜେପି ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ଟିକେଟ ଦେଇଥିବା ବେଳେ ବିଜେଡ଼ି ବିଧାୟକ ରଜନୀକାନ୍ତ ସିଂହଙ୍କ ପତ୍ନୀ ସଂଯୁକ୍ତା ସିଂଙ୍କୁ ଟିକେଟ ଦେଇ ମହିଳା କାର୍ଡ ଖେଳିଛି। More

ବିଜେପି ଇସ୍ତାହାରରେ ‘ପୁରୀ’କୁ ପ୍ରାଧାନ୍ୟ, ସରକାରକୁ ଆସିଲେ ଖୋଲିବ ରତ୍ନ ଭଣ୍ଡାର

ବିଜେପି ଇସ୍ତାହାରରେ ପୁରୀକୁ ପ୍ରାଧାନ୍ୟ । ସରକାରକୁ ଆସିଲେ ଖୋଲିବ ରତ୍ନ ଭଣ୍ଡାର। ମହାପ୍ରଭୁଙ୍କ ଆଭୁଷଣର ପ୍ରସ୍ତୁତ ହେବ ତାଲିକା। ଗଣତି ମଣତି କରାଯାଇ ତାଲିକାକୁ ସାର୍ବଜନୀନ ହେବ। More

ମେ’ ୧୩ ନିର୍ବାଚନ ପ୍ରାର୍ଥୀଙ୍କ ADR ରିପୋର୍ଟ; ୬୫ ପ୍ରାର୍ଥୀଙ୍କ ନାଁରେ ଅପରାଧିକ ମାମଲା

ଶିକ୍ଷାଗତ ଯୋଗ୍ୟତାକୁ ଦେଖିଲେ ୪ ଜଣ ଆଦୌ ପାଠ ପଢ଼ି ନାହାନ୍ତି। ମୈଦାନରେ ଅଛନ୍ତି ମାତ୍ର ୩୨ଜଣ ମହିଳା। More

ଗଂଜାମରୁ ଆରମ୍ଭ ଶେଷ କେଉଁଠି ? ପ୍ରଶ୍ନ ବାଣରେ BJDକୁ ଘାଇଲା କଲେ ମୋଦି

ଫେବ୍ରୁଆରୀ ୨୨ରେ ରାଜନାଥଙ୍କ ଡବଲ ଇଂଜିନ ସରକାର ଗଠନର ଦମ୍ଭୋକ୍ତି। ଗତ ୨୮ରେ ବିଜେଡି ସରକାରକୁ ଜେ.ପି. ନଡ୍ଡାଙ୍କ ସିଧା ନିଶାନା। ଆଉ ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶାରେ ସରକାର ବଦଳାଇବାର ହୁଙ୍କାର। ବ୍ରହ୍ମପୁର ମାଟିରୁ ତିନି ତିନି ଜଣ ବିଜେପି ହେଭିୱେଟ୍‌ଙ୍କ ଆକ୍ରମଣାତ୍ମକ ନିର୍ବାଚନୀ ସଭାକୁ ନେଇ ଚର୍ଚ୍ଚା। More

ମୋଦିଙ୍କ ଫୋକସ୍‌ରେ ଓଡ଼ିଶା: ଘନଘନ ଆସିବେ, ଶଙ୍ଖ ଗଡ଼ରେ ପଦ୍ମ ଫୁଟାଇବେ

୪ ଜୁନ୍- ବିଜେଡି ସରକାରର ଏକ୍ସପାଏରୀ ଡେଟ୍। ୬ ଜୁନ୍- ବିଜେପିର ମୁଖ୍ୟମନ୍ତ୍ରୀ ଚୟନ। ୧୦ ଜୁନ୍- ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ। ଆଜି ବ୍ରହ୍ମପୁର ସଭାରେ ସମର୍ଥକଙ୍କୁ ଏମିତି କିଛି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। More

ସଂଧ୍ୟା ଜଳଖିଆରେ ବନାନ୍ତୁ ସୁଆଦିଆ ‘ପଣସ କଟ୍‌ଲେଟ୍’

ଆପଣ ସଂଧ୍ୟା ଜଳଖିଆ ପାଇଁ କଣ ପ୍ରସ୍ତୁତ କରିବେ ସେ ନେଇ ଚିନ୍ତିତ ଅଛନ୍ତି କି ? । ତାହେଲେ ଆଜି ହିଁ ଘରେ ବନାନ୍ତୁ ଚଟପଟା ‘ପଣସ କଟ୍‌ଲେଟ୍’ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ । More

ଓଡ଼ିଶାର ICSE ଦଶମରେ ପାସ୍ ହାର ରହିଛି  ୯୯.୦୮ ପ୍ରତିଶତ

ଝିଅଙ୍କ ପାସ୍ ହାର ୯୮.୯୫ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ୍ ହାର ରହିଛି ୯୮.୮୫ । More

ବ୍ରହ୍ମପୁରରେ ଗ୍ୟାରେଣ୍ଟି ଦେବା ପରେ ଏବେ ନବରଙ୍ଗପୁରରେ ମୋଦି

ସିଧାସଳଖ ନବୀନ- ପାଣ୍ଡିଆନ୍‌ଙ୍କ ନାଁ ନେଇ ବି ସେ ରାଜ୍ୟ ସରକାରଙ୍କୁ ଖୁବ୍‌ ସମାଲୋଚନା କରିଛନ୍ତି । ସେ ଏଠାରେ ଅନେକ କଥା ଓଡ଼ିଆରେ ମଧ୍ୟ କହିଛନ୍ତି । More

ଓଡ଼ିଶାରେ ସବୁ ଅଛି, ହେଲେ ଓଡ଼ିଶା ଲୋକ ଗରୀବ କାହିଁକି ?

‘ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି । ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି । ମୋଦି ମାଗଣା ଚାଉଳ ଦେଉଛି, ଏଠିକାର ସରକାର ସେଥିରେ ନିଜ ଫଟୋ ଛାପୁଛି । ନିଜେ କିଛି କରିନାହାନ୍ତି, ତେଣୁ ବେଇମାନୀ କରିବାକୁ ପଡୁଛି ।’ More

ମୋଦି ଗ୍ୟାରେଣ୍ଟି; ‘ଜୁନ ୧୦ରେ ଓଡ଼ିଶାରେ BJPର ମୁଖ୍ୟମନ୍ତ୍ରୀ ଶପଥ ନେବେ, ଆପଣଙ୍କୁ ନିମନ୍ତ୍ରଣ’

ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ହେଉଛି । ଆଉ ଗୋଟିଏ ଓଡ଼ିଶାରେ ବିଜେପି ନେତୃତ୍ୱର ମଜବୁତ ରାଜ୍ୟ ସରକାର ପାଇଁ ହେଉଛି । More

ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀଜିଉଙ୍କ ଆଜି ପଇତାଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ସଂଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। More

ଆନ୍ଧ୍ର ଡିଜିପିଙ୍କୁ ବଦଳି,ନିର୍ବାଚନ କମିଶନଙ୍କ ବଡ଼ ପଦକ୍ଷେପ

ଆନ୍ଧ୍ରପ୍ରଦେଶ ଡିଜିପିଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ । ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ବିରୋଧୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ରାଜ୍ୟ ସରକାରଙ୍କୁ ସହଯୋଗ କରୁଥିବା ନେଇ ଅଭିଯୋଗ More

ତାତିରୁ ମିଳିପାରେ ଆଶ୍ୱସ୍ତି, ଆଗାମୀ ୪ ଦିନ ଯାଏ କାଳବୈଶାଖୀ ସମ୍ଭାବନା

ଆଜିଠୁ ରାଜ୍ୟରେ ପାଗରେ ଆସିପାରେ ପରିବର୍ତ୍ତନ । ଆଗାମୀ ୪ ଦିନ ଯାଏ କାଳବୈଶାଖୀ ସମ୍ଭାବନା। ୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା । ୭ ଓ ୮ରେ ଅଧିକ ରହିବ ବର୍ଷାର ପରିମାଣ । More

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି,ଭୁବନେଶ୍ବରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା । ଆଜି ୨ଟି ସ୍ଥାନରେ ବିଶାଳ ଜନସଭାକୁ କରିବେ ସମ୍ବୋଧନ । ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ମୋଦିଙ୍କ ସଭା। ବ୍ରହ୍ମପୁର କାର୍ଯ୍ୟକ୍ରମ ପରେ ନବରଙ୍ଗପୁର ଯିବେ ମୋଦି More

Panchang Today 6th May 2024: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ନୂତନ ଦ୍ରବ୍ୟ କ୍ରୟ କରନ୍ତୁ

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ସୋମବାର। ଚନ୍ଦ୍ର- ମୀନ ସନ୍ଧ୍ୟା ୦୫.୪୩ ଗତେ ମେଷ। ତିଥି- ତ୍ରୟୋଦଶୀ ଦିବା ୦୨.୪୦ ଗତେ ଚତୁର୍ଦ୍ଦଶୀ।। ଘାତଚନ୍ଦ୍ର- ଧନୁ ରାଶିର , ସନ୍ଧ୍ୟା ୦୫.୪୩ ଗତେ ମେଷ ରାଶିର। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି । More

ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏ ମୋଦିଙ୍କ ରୋଡ୍‌ ଶୋ !

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ। ଏହାପରେ କଡ଼ା ସୁରକ୍ଷାବଳୟ ମଧ୍ୟରେ ବିମାନ ବନ୍ଦରରୁ ରାଜଭବନକୁ ଯାଇଛନ୍ତି। More

ଭୁବନେଶ୍ୱରରେ ମୋଦି; କାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର

ଆସନ୍ତାକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । More

ଏଥର ମଇଦାନରେ ବହୁ ନିଆରା ପ୍ରାର୍ଥୀ...କାହା ପାଖେ ନାହିଁ ଅର୍ଥ, କାହା ପାଖେ ନାହିଁ ଦଳ ସମର୍ଥନ

ଏଥର ନିର୍ବାଚନ ମୈଦାନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ବହୁ କୋଟିପତି ପ୍ରାର୍ଥୀ। ହେଲେ ଏଥର ନିର୍ବାଚନରେ କିଛି ନିଆରା ନେତା ସାଜିଛନ୍ତି ସ୍ବାଧୀନ ପ୍ରାର୍ଥୀ। More

ବିଜେପିର ଫୋକସ୍‌ ଓଡ଼ିଶା...ଆଜି ମୋଦି, ୧୨ରେ ପୁଣି ଆସିବେ ଶାହ

୨୪ ମହାସମର ଅବସରରେ ଓଡ଼ିଶା ଉପରେ ବିଜେପି ଶୀର୍ଷ ନେତାଙ୍କ ଜବରଦସ୍ତ ଫୋକସ୍ । ପ୍ରଥମେ ଶାହ, ପରେ ମୋଦି, ନଡ୍ଡା ଓ ଜୟଶଙ୍କରଙ୍କ ପରେ ପୁଣି ମୋଦି, ରାଜନାଥଙ୍କ ଆଗାମୀ କାର୍ଯ୍ୟକ୍ରମକୁ ନେଇ ଉତ୍ସାହିତ ବିଜେପି ଶିବିର । More

ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ଆକ୍ରମଣ, ମୁଣ୍ଡ ଓ ମୁହଁରେ ଲାଗିଛି ଆଘାତ

ଏହି ଆକ୍ରମଣରେ ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ବେଳେ ମୁହଁରେ ବି ଆଘାତ ଲାଗିଛି। More