ସଂକ୍ଷେପରେ ଆଜିର ତାଜା ଖବର - Thursday, 16 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ହିମନ୍ତଙ୍କ ବଡ଼ ବୟାନ; 'ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ୍'

୧୦ ଜୁନ୍ ପୂର୍ବରୁ ସେ ଚାବି ଫେରାନ୍ତୁ, ନହେଲେ ପାତାଳରେ ଥିଲେ ବି ଖୋଜି ବାହାର କରିବୁ। ଅଯୋଧ୍ୟାରେ ରାମ ମନ୍ଦିର ହେବନି ଭାବୁଥିଲେ, ମୋଦିଙ୍କ ପାଇଁ ସମ୍ଭବ ହେଲା। ସେହିଭଳି ରତ୍ନଭଣ୍ଡାର ଚାବି ମୋଦି ବାହାର କରିବେ ବୋଲି କହିଛନ୍ତି ହିମନ୍ତ ବିଶ୍ୱଶର୍ମା। More

ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍ ଲିକ୍; ୧୫ ଅସୁସ୍ଥ

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ବ୍ୟବହୃତ ବିଷାକ୍ତ ଗ୍ୟାସ ଲିକରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। More

ରାସ୍ତାରୁ ହଟାଇବାକୁ ଷଡଯନ୍ତ୍ର କରିଥିଲା କି ଶଙ୍ଖ ଦଳ ? ପ୍ରଦାପଙ୍କ ପାୱାର ଦେଖି ଭେଲକା BJD !

ପ୍ରଦୀପଙ୍କ ଆକ୍ରମଣକାରୀ ଶିବଶଙ୍କର ଦାସ- ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ବିଜେଡି ମେୟର ଓ ଏବେ ବ୍ରହ୍ମପୁର ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ, ତେଣୁ ତାଙ୍କର ଏଭଳି ହିଂସାତ୍ମକ ଆଚରଣ ପଛରେ ଏକ ବିରାଟ ଷଡ଼ଯନ୍ତ୍ରର ଗନ୍ଧ ବାରିଛି ବିଜେପି। More

ୱାର୍ଣ୍ଣିଂ ଦେଲେ, ଚାକିରି ଯିବାର ଭୟ ବି ଦେଖାଇଲେ; ନଡ୍ଡାଙ୍କ ଭାଷଣ, ଚିନ୍ତାରେ ନବୀନ

ବିଜେଡିକୁ ସହଯୋଗ କରୁଥିବା ସରକାରୀ ବାବୁଙ୍କୁ ନଡ୍ଡାଙ୍କ ଚେତାବନୀ। ନିର୍ବାଚନୀ ମୈଦାନରୁ ବିଜେଡିର ହାତବାରିସୀ ସାଜିଥିବା ଅଧିକାରୀଙ୍କୁ କଲେ ସତର୍କ। ସୁଧୁରି ଯାଅ, ନହେଲେ ବିଜେପି ସରକାର ଆସିଲେ କଡ଼ାଗଣ୍ଡା ହିସାବ ହେବ। More

ରକ୍ତରଂଜିତ ହେଲା ନିର୍ବାଚନୀ ରାଜନୀତି, ଖଲ୍ଲିକୋଟରେ ଗଡ଼ିଲା ବିଜେପି କର୍ମୀଙ୍କ ମୁଣ୍ଡ

ଭୋଟ୍ ପୂର୍ବରୁ ରକ୍ତରଞ୍ଜିତ ହେଲା ଗଞ୍ଜାମ । ଖଲ୍ଲିକୋଟରେ ଗଡ଼ିଛି ବିଜେପି କର୍ମୀଙ୍କ ମୁଣ୍ଡ । ବ୍ୟାନର ମରାକୁ କେନ୍ଦ୍ର କରି ଜଣେ ବିଜେପି କର୍ମୀଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି । More

ଭୋଟ୍ ପଶାପାଲିରେ ବଡ଼ ମୁଦ୍ଦା ଚିଟ୍‌ଫଣ୍ଡ, ସରକାରକୁ ଆସିଲେ ଦେଢ଼ ବର୍ଷରେ ଟଙ୍କା ଫେରାଇବ ବିଜେପି

ବିଜେପି ପାଇଁ ବଡ଼ ପ୍ରସଙ୍ଗ ଚିଟ୍ଫଣ୍ଡ ଦୁର୍ନୀତି। ଚଳିତ ନିର୍ବାଚନରେ ଦଳ ଏହାକୁ ବଡ଼ ମୁଦ୍ଦା କରିଛି। ସରକାରକୁ ଆସିଲେ ଦେଢ ବର୍ଷ ଭିତରେ କ୍ଷତିପୂରଣ ମିଳିବ ବୋଲି ଘୋଷଣା ବି କରିଛି ଦଳ। More

ପୁଣି ଆଚରଣବିଧି ଉଲଂଘନ! ସରକାରୀ କର୍ମଚାରୀ ବିଜେଡି ପାଇଁ ପ୍ରଚାର କରୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିଜେଡି ଆଦର୍ଶ ଆଚରଣ ବିଧି ଉଲଂଘନ କରୁଛି । ଏ ନେଇ ପ୍ରେସମିଟ୍ କରି ଅଭିଯୋଗ କରିଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଜେପି ସଭାପତି ଦୁର୍ଯ୍ୟୋଧନ ସାହୁ । More

ସାବଧାନ !! ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍‌ କଲ୍

ବଢିଚାଲିଛି ସାଇବର୍‌ ଠକେଇ। ଦିନକୁ ଦିନ ନୂଆ ନୂଆ ତରିକାରେ ସାଇବର ଠକମାନେ ଲୁଟ୍‌ ଚଳାଇଛନ୍ତି। More

ବିଜେଡି ଉପରେ ବର୍ଷିଲେ ଖଡ଼ଗେ; କହିଲେ, ଓଡ଼ିଶାରୁ ଲୁଟ୍‌ ହେଉଛି ଖଣି ଖାଦାନ

ସେ ଆହୁରି କହିଛନ୍ତି, ‘ଓଡ଼ିଶାରେ ସବୁ କିଛି ଅଛି । ୨୪ ବର୍ଷ ଧରି ଜଣେ ସରକାରରେ ରହିବି ଲୋକଙ୍କ କଥା ଚିନ୍ତା କରୁନାହାନ୍ତି ।ବିଜେପି ତାଠୁ ଅଧିକ ବି ଦାଇ । ମୁଖ୍ୟମନ୍ତ୍ରୀ ଓ ବିଜେପି ମିଶି ଓଡ଼ିଶାକୁ ବର୍ବାଦ କରିଛନ୍ତି । More

ଖଣି ଦୁର୍ନୀତି ଅଭିଯୁକ୍ତଙ୍କୁ ରାଜ୍ୟ ସରକାର ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି: କେନ୍ଦ୍ର ଇସ୍ପାତମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ଇସ୍ପାତମନ୍ତ୍ରୀ ଫଗନ ସିଂ କୁଲାସ୍ତେଙ୍କ ପାଞ୍ଚ ପ୍ରଶ୍ନ । ଓଡ଼ିଶାରେ ଖଣି ମାଫିଆ ସକ୍ରିୟ ଅଛନ୍ତି । ଖଣି ଦୁର୍ନୀତି ଅଭିଯୁକ୍ତଙ୍କୁ ଓଡିଶା ସରକାର ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି । More

ରାଜନୀତିର ପରିଭାଷା ବଦଳାଇଛନ୍ତି ମୋଦି, ଯାହା କୁହନ୍ତି ତାହା କରନ୍ତି: ନଡ୍ଡା

ଆସୁ ଆସୁ ପଦ୍ମପୁର ସଭାରେ ବର୍ଷିଲେ ନଡ୍ଡା । କହିଲେ ରାଜନୀତିର ପରିଭାଷା ବଦଳାଇ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି । More

ଖଲ୍ଲିକୋଟରେ ରାଜନୈତିକ ହିଂସା: ପୋଲିସ୍‌ ଗାଡ଼ିକୁ ବୋତଲ ଓ ପଥର ମାଡ଼

ପୋଲିସ ଗାଡ଼ିକୁ ଘେରିବା ସହ ଗାଡ଼ି ଉପରକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କରିଛନ୍ତି ଲୋକ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର କାଚ ଭାଙ୍ଗିଛି । More

‘ବିଜେଡି ଜିତିଲେ ନବୀନ ହେବେନି ମୁଖ୍ୟମନ୍ତ୍ରୀ, ପାଣ୍ଡୁଜୀ ହେବେ’

ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ କହୁଛନ୍ତି । ଓଡ଼ିଶାବାସୀ ଏବେ ସୁସ୍ଥ, ଯୁବ ଓ ଅସ୍ମିତା ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ବୋଲି କହିଛନ୍ତି ଅପରାଜିତା। ତାଙ୍କ ଅଭିଯୋଗ ନେଇ ବିଜେଡି କିମ୍ବା ପାଣ୍ଡିଆନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। More

‘ଓଡ଼ିଶାବାସୀ ନବୀନଙ୍କୁ ବିଶ୍ରାମ ଦେବାକୁ ଚାହୁଁଛନ୍ତି, ଓଡ଼ିଆ CM ଲୋଡ଼ା କରୁଛନ୍ତି’

ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଘଟଣାକୁ ମଧ୍ୟ ନିନ୍ଦା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। More

ଭୁବନେଶ୍ୱରରେ ଅପରାଜିତା-ବାବୁ ସିଂହଙ୍କ ସହ ଜେପି ନଡ୍ଡାଙ୍କ ରୋଡ୍‌ ସୋ’

ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ କହିଥିଲେ ନଡ୍ଡା । More

ପାଇପ୍ ଲାଇନ୍ କାମ ବେଳେ ମାଟି ଧସି ୩ ଶ୍ରମିକଙ୍କ ମୃତ୍ୟୁ

ଗତ ରାତିରେ କାମ ଚାଲିଥିବା ବେଳେ ତଳେ ୩ ଶ୍ରମିକ ଥିଲେ। ହଠାତ୍‌ ସେମାନଙ୍କ ଉପରେ ମାଟି ଅତଡ଼ା ଖସି ପଡ଼ିଥିଲା। More

ନଡ୍ଡାଙ୍କ ଓଡ଼ିଶାଗସ୍ତର ଦ୍ୱିତୀୟ ଦିନ; ରାଜଧାନୀରେ କରିବେ ରୋଡ୍ ସୋ’

ନଡ୍ଡା ମାଉସୀ ମା' ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ। More

ସତ୍ୟବାଦୀରେ ଭୋଟ୍ ପୂର୍ବରୁ ବିଜେପିକୁ ଧକ୍କା; ଦଳ ଛାଡ଼ିଲେ ରମା ବଳିୟାରସିଂହ

ବିଜେପି ଛାଡ଼ିଲେ ରମାରଞ୍ଜନ ବଳିୟାରସିଂହ। ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ ଆଜି ବିଜେପି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। More

ଖଲ୍ଲିକୋଟରେ ରାଜନୈତିକ ହିଂସା; ଚାଲିଗଲା ଜଣଙ୍କର ଜୀବନ

ଖଲ୍ଲିକୋଟ୍ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ନେଇ ଅଭିଯୋଗ ହୋଇଥିଲା । ଗାଁରେ ବିଜେପି କର୍ମୀ ବ୍ୟାନର ମାରୁଥିବା ଏହାକୁ ବିରୋଧ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଥିଲା । More

ପାଣ୍ଡରା ଛକରେ ଭୟଙ୍କର ଅଗ୍ନିକାଣ୍ଡ; ଗ୍ୟାସ୍ ସିଲିଣ୍ଡର ଫାଟି ଜଳିଗଲା ୫ଦୋକାନ

ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ବେଶ୍ ପରିଶ୍ରମ କରିଥିଲେ | ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା | More

ଦୁଇ ଟ୍ରକ ମଝିରେ ଚାପି ହୋଇଗଲା କାର୍, ଚାଲିଗଲା ପରିବାରର ୬ ଜୀବନ

ମୃତକମାନଙ୍କ ପରିଚୟ ମିଳିପାରିନି। More

‘ଦିନକୁ ୫୪ ପଇସା ଦେଇ ୫ ବର୍ଷ ଛଡ଼ାଇ ନେବାକୁ ଚାହୁଁଛି BJD’

ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ କହିଲେ ନଡ୍ଡା । More

ସୋରଡ଼ାରେ ଶାହଙ୍କ ହୁଙ୍କାର ! ‘ମୋଦି ଚାଉଳରେ ନିଜ ଫଟୋ ଲଗାଇ ଛାଡ଼ୁଛନ୍ତି ନବୀନ’

‘ଦମ୍ ଅଛି ତ ଅଧିକ ଅଢ଼େଇ କେଜି ମିଶାଇ ଲୋକଙ୍କୁ ଦିଅ’ । ‘ଜୁନ୍ ୪ରେ ନବୀନଙ୍କୁ ବାଏ ବାଏ କହିବେ ଓଡ଼ିଶା ଭୋଟର’ । More

ବାହାର ରାଜ୍ୟରେ ବନ୍ଧା ପଡିଛନ୍ତି ଭୋଟର୍, ଭୋଟ ଦେବାକୁ ଛାଡ଼ୁନି ଇଟା ଭାଟି ମାଲିକ !

ମତଦାନ ପାଇଁ ଭିଟାମାଟିକୁ ଫେରିପାରୁ ନାହାନ୍ତି ଦାଦନ ଶ୍ରମିକ । ନବୀନଙ୍କ ନିର୍ବାଚନମଣ୍ଡଳୀ କଣ୍ଟାବାଞ୍ଜିରେ ୫ଦିନ ପରେ ଭୋଟ୍ । More

ପ୍ରଚାର ବେଳେ ହଟହଟା ବିଜେଡି ନେତା ! ଲତିକାଙ୍କୁ ଗାଁ ଦାଣ୍ଡରେ ଅଟକାଇଲେ ଭୋଟର...

ପ୍ରଚାର ବେଳେ ହଟହଟ୍ଟା ହେଉଛନ୍ତି ବିଜେଡି ନେତା । ୫ ବର୍ଷରେ କଣ କରିଛ? ଯାହା କହିଥିଲ କାହିଁକି କଲନି? ବିରୋଧୀ ନୁହେଁ ଶାସକ ଦଳ ନେତାଙ୍କୁ ଏମିତି ପ୍ରଶ୍ନ ପଚାରୁଛନ୍ତି ଭୋଟର । More