ସଂକ୍ଷେପରେ ଆଜିର ତାଜା ଖବର - Saturday, 18 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଦାମୀ ଗାଡ଼ିରୁ ମିଳୁଛି ପୁଳା ପୁଳା ନୋଟ୍; ସ୍କର୍ପିଓରୁ ୩.୪୦ ଲକ୍ଷ ଜବତ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଡୁଙ୍ଗୁରିପାଲି ବ୍ଲକ ଗଣିଆ ଗାଁ ନିକଟରେ ଗାଡ଼ିମୋଟର ଯାଞ୍ଚବେଳେ ଏକ ସ୍କର୍ପିଓରୁ ମିଳିଛି ୩ ଲକ୍ଷ ୪୦ ହଜାର ଟଙ୍କା। More

ବୌଦ୍ଦ ହରଭଙ୍ଗା ଲୁଣିବାହାଲ କିସ୍ ବିଦ୍ୟାଳୟ ପରିସରରେ ଭଙ୍ଗାରୁଜା

ଗୋଚର ଜମି ଉପରେ ବେଆଇନ ରାସ୍ତା ନିର୍ମାଣ, ସ୍ଥାନୀୟ ଲୋକଙ୍କୁ ସ୍କୁଲରେ ନିଯୁକ୍ତି ନମିଳିବା, ନାମଲେଖା ନାଁରେ ଆଦିବାସୀ ପିଲାଙ୍କୁ ଶୋଷଣ ଆଦି ଏକାଧିକ ଅଭିଯୋଗ କରି ଭଙ୍ଗାରୁଜା କରିଛନ୍ତି ଲୁଣିବାହାଲ ଗ୍ରାମବାସୀ। More

ହାରିବାର ବାସ୍ନା ପାଇଁ ଅଣ୍ଟିରୁ ଟଙ୍କା କାଢୁନି କି ହାତ ? ପ୍ରାର୍ଥୀଙ୍କୁ ଟଙ୍କା ମିଳୁନି, କ୍ୟାମ୍ପେନ ହେବ କେମିତି ?

ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ କି 'ହାତ' ମୁଠାରେ ? ଭୋଟ୍ ବେଳେ କଂଗ୍ରେସକୁ ଘେରିଛି କି ଅର୍ଥ ସଂକଟ ? ଦିନକ ତଳେ ଭୁବନେଶ୍ୱର ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତିଙ୍କ ପାଣ୍ଠି ଚିନ୍ତା ପରେ, ଉଠିଛି ଅନେକ ପ୍ରଶ୍ନ। More

ସରିଲା ପ୍ରଚାର, ଏବେ ଯୁଦ୍ଧକୁ ଅପେକ୍ଷା; ଦିନକ ପରେ ଭୋଟିଂ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ସରିଲା ପ୍ରଚାର ଯୁଦ୍ଧ, ଏବେ ଭାଗ୍ୟ ନିର୍ଦ୍ଧାରଣର ପାଳି । ଗଞ୍ଜାମ ଜିଲ୍ଲାର ଆସିକା ସମେତ ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼ ଓ କନ୍ଧମାଳ ଲୋକସଭା ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ସୋମବାର ପଡ଼ିବ ଭୋଟ୍ । More

ବାଲେଶ୍ୱରରେ ବିଜେପିର ବଡ଼ ରଣନୀତି, ୫ ହେଭିୱେଟ୍‌ଙ୍କ ରୋଡ୍ ସୋ’

ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ ୫ ବରିଷ୍ଠ ନେତା । କାର୍ଯ୍ୟକର୍ତ୍ତାଙ୍କ ସହ ବଡ଼ ରଣନୀତି ନେଇ ଆଲୋଚନା ହେବ କହିଲେ ଧର୍ମେନ୍ଦ୍ର । More

୨୧ରେ ପୁଣି ଆସିବେ ଅମିତ ଶାହ, ୪ଟି ସ୍ଥାନରେ କରିବେ ଜନସଭା

ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭା କରିବେ ଶାହ । ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗ ଦେବେ ଅମିତ ଶାହ । More

ପୁଣି ଫେରିଲା ହିଟୱେଭ୍‌, ୨୦ ଓ ୨୧ ତାରିଖ ପାଇଁ ସତର୍କ ସୂଚନା

ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । More

ବିଶାଳ ଦାସଙ୍କୁ IT ଟିମର ପଚରାଉଚରା !

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ଝାରସୁଗୁଡ଼ାର ଏକ ହୋଟେଲରେ ପଚରାଉଚରା ହୋଇଥିବା ସୂଚନା ମିଳିଛି। ବିଶାଳଙ୍କୁ ପ୍ରାୟ ସାଢ଼େ ତିନି ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି । More

ରାଜ୍ୟ ସରକାରଙ୍କୁ ଭର୍ତ୍ତୃହରିଙ୍କ ପ୍ରଶ୍ନ, ରତ୍ନଭଣ୍ଡାର ଚାବି ହଜିଲା କେଉଁଠି ?

ସେପଟେ ଚଳିତ ନିର୍ବାଚନରେ ରାଜ୍ୟ ବିଜେପିର ନିର୍ବାଚନୀ ମୁଦ୍ଦାରେ ମୁଖ୍ୟ ପ୍ରସଙ୍ଗ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଡୁପ୍ଲିକେଟ୍ ଚାବିକୁ ନେଇ ମୋଦିଙ୍କଠୁ ଆସାମ ମୁଖ୍ୟମନ୍ତ୍ରୀଙ୍କ ଯାଏଁ, କିଏ ନବୀନ ସରକାର ତ କିଏ ପାଣ୍ଡିଆନ୍‌ଙ୍କୁ କରୁଛି ଡାଇରେକ୍ଟ ଆଟାକ୍। More

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ସରିବ ପ୍ରଚାର, ଶେଷ ଦିନରେ ଜନମତ ସଂଗ୍ରହ କରିବେ ପ୍ରାର୍ଥୀ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା । More

Panchang Today 18th May 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ। More

ଡ୍ରିମଗାର୍ଲ ଦେଖାଇଲେ ପଦ୍ମ ଡ୍ରିମ୍ : ବିଜେଡିକୁ ଟାର୍ଗେଟ୍ କଲେ, ସରକାର ବଦଳାଇବାକୁ ଆହ୍ଵାନ ଦେଲେ

ଭୁବନେଶ୍ୱରର ସାଲିଆ ସାହି, କଟକର କିଶୋରନଗର ଏବଂ ପୁରୀର ପିପିଲି। ରାଜ୍ୟର ତିନି ଜିଲ୍ଲାର ୩ଟି ସ୍ଥାନରେ ବିଜେପି ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଛନ୍ତି ଡ୍ରିମ୍ ଗାର୍ଲ ହେମାମାଳିନୀ। More

ବିଜେଡି ଦେଇଛି ଫଲ୍ସ ପଟ୍ଟା ! ଭୋଟ୍ ନେବାକୁ ବିଜେଡି ପ୍ଲାନ ଏବେ ପୂରା ଫେଲ୍

ଜାଗା ମିଶନ ନାଁରେ ନିର୍ବାଚନ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଭୂମି ପ୍ରମାଣପତ୍ର ବାଣ୍ଟିଥିଲା ସରକାର। ହେଲେ ବଣ୍ଟା ହେଉ ହେଉ ଦେଖିବାକୁ ମିଳିଥିଲା ଅସନ୍ତୋଷ। More

ରତ୍ନଭଣ୍ଡାର ଚାବି ଲୁଚେଇଛି କିଏ ? ବିଜେ଼ପି ନେତାଙ୍କ ପ୍ରଶ୍ନବାଣରେ ବିଜେଡି ଘାଇଲା

ପ୍ରଥମେ ମୋଦିଙ୍କ ଡୁପ୍ଲିକେଟ୍ ଚାବି ବାଣ। ତା ପରେ ରତ୍ନଭଣ୍ଡାର ଖୋଲିବାକୁ ଶାହାଙ୍କ ଗ୍ୟାରେଣ୍ଟି। ଆଉ ଭଣ୍ଡାର ଘରର ଢିଲା ସୁରକ୍ଷାକୁ ନେଇ ନଡ୍ଡାଙ୍କ ନନଷ୍ଟପ୍ ନିଶାନା। More

ପାଣ୍ଡିଆନଙ୍କ ଭୁଲ୍ ସମ୍ବୋଧନ, ତେଜିଲା ରାଜନୀତି; ଗର୍ହିତ ଅପରାଧ କହିଲା ବିଜେପି

ଶାସକ ବିଜେଡିର ମଂଚରେ ଖୋଦ୍ ପ୍ରଭାବଶାଳୀ ନେତାଙ୍କ ମୁହଁରେ ଓଡ଼ିଶାର ବରପୁତ୍ରଙ୍କ ଅପମାନ । ସମ୍ବଲପୁର ସଭାରେ ମାଟିର ପୁଅ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ ବିଜେଡିର ନେତା ଭିକେ ପାଣ୍ଡିଆନ୍ ସନ୍ଥ କବି କହି ସମ୍ବୋଧିତ କରିବା ପରେ ତେଜିଛି ରାଜନୀତି । More

୪୮ ଘଣ୍ଟା ପୁରିଲା, SIT ଗଠନ ହେଲା; ତଥାପି ପ୍ରଶ୍ନ, ପରିବାରକୁ ନ୍ୟାୟ ମିଳିବ ତ?

ନିର୍ବାଚନୀ ହିଂସାର ହବ୍ ପାଲଟିଥିବା ଗଞ୍ଜାମ ଜିଲ୍ଲାରେ ଏଥର ଖଲ୍ଲିକୋଟ କାଣ୍ଡକୁ ନେଇ ହଇଚଇ । ୪୮ ଘଣ୍ଟା ପୁରିଲା । ବିଜେପି କର୍ମୀଙ୍କୁ ହତ୍ୟାରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କ ପାଖରେ ନା ପହଞ୍ଚି ପାରିଲା ପୋଲିସ, ନା ଶୋକସନ୍ତପ୍ତ ପରିବାରକୁ ଦେଇଛି ନ୍ୟାୟ । More