ସଂକ୍ଷେପରେ ଆଜିର ତାଜା ଖବର - Monday, 20 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବୁଥରେ ପୋଲିଂ ଟିମକୁ ତାଲା ପକାଇଦେଲେ ଗ୍ରାମବାସୀ

ପୋଲିଂ କର୍ମଚାରୀଙ୍କୁ ଲୋକେ ଅଟକ ରଖିବାକୁ କେନ୍ଦ୍ରକରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଅତିରିକ୍ତ ଏସପି ପହଞ୍ଚିଛନ୍ତି। More

ମନପସନ୍ଦର ପ୍ରତିନିଧି ବାଛିଲେ ମତଦାତା, EVMରେ ସିଲ୍ ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ

ଦ୍ୱିତୀୟ ଦଫା ଲଢ଼େଇରେ ୫ ସଂସଦୀୟ କ୍ଷେତ୍ର ଓ ୩୫ ବିଧାନସଭା କ୍ଷେତ୍ରରେ ମତଦାନ । More

ଅନୁଗୁଳ-କଟକରେ ମୋଦିଙ୍କ ପ୍ରଚଣ୍ଡ ହମଲା ! 'ଓଡ଼ିଶାକୁ BJD ଦେଇଛି ଲ୍ୟାଣ୍ଡ-ସ୍ୟାଣ୍ଡ-ଖଣି ମାଫିଆ'

'ସବୁକୁ କବଜା କରିଥିବା ମାଫିଆର ଭାଙ୍ଗିଦେବୁ ଅଣ୍ଟା । ଆମ ସରକାର କ୍ଷମତାକୁ ଆସିଲେ ଭାଙ୍ଗିଦେବୁ ଅଣ୍ଟା ।’ More

ରାଉରକେଲାରେ ସାରଦାଙ୍କ ପାଇଁ ଉତ୍ତେଜନା, ବୁଥ୍‌ରେ ପଶି ଭୋଟରଙ୍କୁ କରୁଥିଲେ ପ୍ରଭାବିତ !

ବିଜେଡି ପ୍ରାର୍ଥୀ ସାରଦା ନାୟକଙ୍କ ପାଇଁ ଉତ୍ତେଜନା । ବିଜେଡି ବିଧାୟକ ପ୍ରାର୍ଥୀ ସାରଦା ନାୟକ ତାଙ୍କ କର୍ମୀଙ୍କୁ ନେଇ ବୁଥ୍ ଭିତରେ ପଶିବାକୁ ଉଦ୍ୟମ କରିଥିଲେ। More

୨୦୨୩-୨୪ରେ ଉତ୍ତୀର୍ଣ୍ଣ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମ୍ବର୍ଦ୍ଧନା ଉତ୍ସଵ

କାର୍ଯ୍ୟକ୍ରମଟି ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅଧ୍ୟକ୍ଷତାରେ ସୁଚାରୁ ରୁପେ ସମ୍ପାଦିତ ହୋଇଥିଲା। More

ବୁଥ୍ ଭିତରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ଓ ଆତଙ୍କରାଜ

ବୁଥ୍‌ ଭିତରେ ବିଜେଡି କର୍ମୀ ରିଗିଂ ଉଦ୍ୟମ କରୁଥିବା ଅଭିଯୋଗ ବେଳେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି । More

ଶୁଖୁନି ମା’ର ଲୁହ, ଦାଦନ ଯାଇ ଫେରୁନି ପୁଅ

ପୁଅର ଫେରିବା ବାଟକୁ ଅନାଇ ବସିଛି ପରିବାର । କାନ୍ଦି କାନ୍ଦି ବାପା-ମା’ ଓ କୁନି ଭଉଣୀ ଆଖିରୁ ଲୁହ ଶୁଖିଲାଣି । More

ପୁରୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ୍ ସୋ'..ଜନସମୁଦ୍ର ପାଲଟିଲା ବଡ଼ଦାଣ୍ତ

ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ରୋଡ୍‌ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। More

Panchang Today 20th May 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ। More

ଭୋଟ୍‌ ଦେଉଛି ଓଡ଼ିଶା; ୫ ଲୋକସଭା ସହ ୩୫ ବିଧାନସଭା ଆସନ ପାଇଁ ମତଦାନ

ରାଜ୍ୟରେ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି। More

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ଶ୍ରୀଜିଉଙ୍କୁ କରିବେ ଦର୍ଶନ

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପରେ ସକାଳ ୮ଟାରେ ଆରମ୍ଭ ହେବ ମୋଦିଙ୍କ ରୋଡ୍ ସୋ। ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। More

‘ଚିଟ୍‌ଫଣ୍ଡ ତଦନ୍ତରେ CBI ପୂରା ଆକ୍ଟିଭ୍‌ ଅଛି, ଆମ ମତ ସମସ୍ତେ ଟଙ୍କା ଫେରସ୍ତ ପାଆନ୍ତୁ’

‘ଓଡ଼ିଶା ଭଳି ସାମର୍ଥ୍ୟବାନ ପ୍ରଦେଶ ଆଉ କେଉଁଠି ନାହିଁ । ଆମକୁ ଅଳ୍ପ ସମୟ ଦରକାର, ଓଡ଼ିଶାର ସବୁ ଆଶା ପୂରଣ କରିବୁ ।’ More

ୱାର ରୁମ-ପ୍ରଚାର-ବୁଥ ମ୍ୟାନେଜମେଣ୍ଟର ସମୀକ୍ଷା କଲେ ମୋଦି

ବିଜେପି କାର୍ଯ୍ୟାଳୟରେ ବୈଠକ ସାରି ପ୍ରଧାନମନ୍ତ୍ରୀ ମୋଦି ରାଜଭବନ ଯାଇଛନ୍ତି। ସେଠାରେ ରାତ୍ରିଯାପନ ପରେ ମୋଦି ଆସନ୍ତାକାଲି ସକାଳୁ ପୁରୀ ଯିବେ। More

ବଡ଼ଦାଣ୍ଡରେ ମୋଦିଙ୍କ ରୋଡ୍ ସୋ’, ଅନୁଗୁଳ-କଟକରେ ବିଶାଳ ସମାବେଶ

ତୃତୀୟ ପର୍ଯ୍ୟାୟ ଓଡ଼ିଶା ଗସ୍ତରେ ମୋଦି କରିବେ ମାରାଥନ ପ୍ରଚାର । ପ୍ରଧାନମନ୍ତ୍ରୀଙ୍କ ଘନଘନ ଗସ୍ତକୁ ନେଇ ଜୋଶରେ ରାଜ୍ୟ ବିଜେପି । More

ଏଥର ବିଶୃଙ୍ଖଳାକାରୀଙ୍କୁ ସାବାଡ଼ କରିବାକୁ ତୟାର ସଶସ୍ତ୍ର ପୋଲିସ.. ଛକ ଛକରେ ଚେକିଂ

ଅଶାନ୍ତ ଆସ୍କା ଓ ମାଓପ୍ରବଣ କନ୍ଧମାଳ ସହ ବଲାଙ୍ଗିର-ବରଗଡ଼-ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । More

ପରିକ୍ରମା ପ୍ରକଳ୍ପରେ ଓଡ଼ିଆ ଅସ୍ମିତାକୁ ହୋଇଛି ବଜ୍ର ପ୍ରହାର ! ବୁଲଡୋଜର୍ ମାଡ଼ରେ ନିଶ୍ଚିହ୍ନ ବହୁ ପୁରାତନ ଐତିହ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବେଳେ ଜଗନ୍ନାଥ ମନ୍ଦିର ଚାରିପାଖେ ଥିବା ପ୍ରାୟ ୨୦ଟି ପୁରାତନ ମଠର ହଜି ଯାଇଛି ସତ୍ତା । More