• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 25 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 8 months ago

ବିଜେଡିକୁ ଧୋଇଲେ ସ୍ମୃତି: 'ତାମିଲ କଣ୍ଟ୍ରୋଲରେ ଶାସନ ଚାଲିବନି, ଓଡ଼ିଆଙ୍କ ହାତରେ ରହିବ ସରକାର'

କେନ୍ଦ୍ରାପଡ଼ାର ଆଳି, ଜଗତସିଂହପୁରର କୁଜଙ୍ଗ, ବାଲେଶ୍ୱରର ରେମୁଣା..ଗୋଟିଏ ଦିନରେ ତିନି ତିନିଟି ମାରାଥନ୍ ଜନସଭା। ମୋଦିଙ୍କ ବିକାଶ ଗ୍ୟାରେଣ୍ଟି ଗଣେଇ ଭୋଟ୍ ମାଗିବା ସହ ନବୀନ ସରକାର ଓ ତାମିଲବାବୁଙ୍କ ଉପରେ ବିଜେପିର ଫାୟାର ବ୍ରାଣ୍ଡ ନେତ୍ରୀ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ହମଲା ପରେ ହମଲା। More
  • Swadesi Megha Mallhar Prusty
  • 8 months ago

ସରିଲା ୨୪ ମହାସଂଗ୍ରାମ ତୃତୀୟ ଦଫା, ପଡ଼ିଲା ଭୋଟ୍; ମନ ପସନ୍ଦ ପ୍ରତିନିଧି ବାଛିଲେ ମତଦାତା

ଭୋଟ୍ ଦେଲା ଓଡ଼ିଶା । ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ସମ୍ବଲପୁର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସହ ୪୨ ବିଧାନସଭା ଆସନରେ ମନପସନ୍ଦର ପ୍ରତିନିଧି ବାଛିଛନ୍ତି ମତଦାତା । More
  • Manoranjan Behera
  • 8 months ago

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ; ସଂଧ୍ୟା ୫ଟା ସୁଦ୍ଧା ୫୯.୬୦% ଭୋଟିଂ

୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। More
  • Sujit kumar Swain
  • 8 months ago

‘ଓଡ଼ିଶାକୁ ରିମୋଟ୍‌ କଣ୍ଟ୍ରୋଲରେ ତାମିଲବାବୁ ଲୁଟୁଛନ୍ତି ’

ଆଜି ସ୍ମୃତି ଈରାନୀଙ୍କ ମାରାଥନ୍ ପ୍ରଚାର । ପାରାଦୀପ କୁଜଙ୍ଗ ସଭାରେ ବିଜେଡ଼ି ଉପରେ ସିଧା ହମଲା କଲେ ସ୍ମୃତି ଈରାନୀ । ଓଡ଼ିଶାକୁ ରିମୋଟ କଣ୍ଟ୍ରୋଲ ତାମିଲବାବୁ ଲୁଟୁଥିବା କହିଲେ ଈରାନୀ । More
  • Santosh Kumar Sahoo
  • 8 months ago

ଆଠଗଡ଼ରେ ମନ୍ତ୍ରୀଙ୍କ ସାମ୍ନାରେ ପିଟାପିଟି, ୪ ଆହତ

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଧାଡ଼ିରେ ଛିଡ଼ା ହୋଇଥିବା ବେଳେ ପାଖରେ ପିଟାପିଟି ହୋଇଥିଲା । ମାଡ଼ପିଟ୍‌ରେ ଉଭୟ ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି । More
  • Santosh Kumar Sahoo
  • 8 months ago

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା

ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇନଥିବାରୁ ଭୋଟର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । More
  • Sonali Ojha
  • 8 months ago

ଆଜି ଓଡ଼ିଶା ଆସୁଛନ୍ତି ସ୍ମୃତି ଇରାନୀ; ୩ଟି ସ୍ଥାନରେ କରିବେ ନିର୍ବାଚନୀ ସଭା

ବିଜେପିର ୯୦ ପ୍ରତିଶତ ପ୍ରାର୍ଥୀ ବିଜୟୀ ହେବାର ଆକଳନ କରାଯାଉଛି ବୋଲି ଦଳ ପକ୍ଷରୁ କୁହାଯାଇଛି । ସ୍ମୃତିଙ୍କ ଗସ୍ତ ଦ୍ୱାରା ରାଜ୍ୟ ବିଜେପି ଅଧିକ ସଶକ୍ତ ହେବ ବୋଲି ଗୋଲକ ମହାପାତ୍ର କହିଛନ୍ତି। More
  • Santosh Kumar Sahoo
  • 8 months ago

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା ଆସନରେ ପଡ଼ିବ ଭୋଟ୍‌

୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । More
  • Sonali Ojha
  • 8 months ago

Panchang Today 25th May 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ। More
  • Manoranjan Behera
  • 8 months ago

ନିର୍ବାଚନ ସମୟରେ ନବୀନ ବନ୍ଦୀ !! ଉଦ୍ଧାର ପାଇଁ DGPଙ୍କୁ ଚିଠି ଲେଖିଲା ବିଜେପି

ଓଡ଼ିଶା ମାଟିରେ ବିଜେପିର ହାଇଭୋଲଟେଜ୍ କ୍ୟାଂପେନ୍ ବେଳେ ଜଣକ ପରେ ଜଣେ କେନ୍ଦ୍ରୀୟ ନେତାଙ୍କ ମୁହଁରେ ନବୀନଙ୍କୁ ଏଭଳି ଟାର୍ଗେଟ୍ ପରେ ଆଜି-ନବୀନଙ୍କୁ ବନ୍ଧନ ମୁକ୍ତ କରିବାକୁ ସିଧା ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକଙ୍କୁ ଓଡ଼ିଶା ବିଜେପିର ଚିଠି। ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଲେଖିଛନ୍ତି- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧନ କରି ରଖିଛନ୍ତି ଭି.କେ.ପାଣ୍ଡିଆନ। More
  • Swadesi Megha Mallhar Prusty
  • 8 months ago

ଭେଳିକି ପାଲଟିବ କି ମାଗଣା ବିଜୁଳି, ଭୋଟ୍ ପଶାପାଲିରେ ମାଗଣା ବିଜୁଳି ଥୋପ

ନିର୍ବାଚନ ଜିତିଲେ ରାଜ୍ୟର ପ୍ରାୟ ୯୦ ପ୍ରତିଶତ ପରିବାର ମାଗଣାରେ ବିଜୁଳି ପାଇବେ । ଭୋଟ୍ ଋତୁରେ ଭୋଟରଙ୍କ ପାଇଁ ଫ୍ରି ବିଜୁଳି ଘୋଷଣା କରିଛି ବିଜେଡି । More
  • Manoranjan Behera
  • 8 months ago

ହାରିବା ଭୟରେ ଟଙ୍କା ବାଣ୍ଟୁଛି କି ବିଜେଡି ! ସ୍ଵଚ୍ଛ ଶାସନରେ ନୋଟ୍‌ ଦେବାକୁ ନିର୍ଦ୍ଦେଶ ଦେଲା କିଏ ?

ରାତି ପାହିଲେ ତୃତୀୟ ପାଳି ଭୋଟ୍। ତା ଆଗରୁ କିନ୍ତୁ ଘୁରିବୁଲୁଛି ମାଳ ମାଳ ନୋଟ୍। କେଉଁଠି ଘରେ ପଶି ଦସ୍ତଖତ ପରେ ବଣ୍ଟାଯାଉଛି ତ ଆଉ କେଉଁଠି ମନ୍ଦିରରେ ରାଣ ନିୟମ କରାଇ SHGଙ୍କୁ ଟଙ୍କା ଦିଆଯାଉଛି। More
  • Swadesi Megha Mallhar Prusty
  • 8 months ago

ରାତି ପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବୁଥ୍ ରେ ପ୍ରସ୍ତୁତ ଇଭିଏମ୍; ବାଜିରେ ହେଭିୱେଟଙ୍କ ଭାଗ୍ୟ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ଶେଷ । ଆସନ୍ତାକାଲି ସକାଳ ୭ରୁ ପଡିବ ଭୋଟ୍ । ସ୍ୱଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି କରାଯାଇଛି । More
  • Swadesi Megha Mallhar Prusty
  • 8 months ago

ଆସୁଛି ବାତ୍ୟା, ଭିଜିବ ଓଡ଼ିଶା; ଭୋଟ୍ ବିଗାଡ଼ିପାରେ ପ୍ରବଳ ବର୍ଷା

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା । ଏନେଇ ସୂଚନା ଦେଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । More