• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 29 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 6 months ago

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ଫୁଟି ୧୫ ଆହତ

ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। More
  • Sujit kumar Swain
  • 6 months ago

ମହଙ୍ଗା ପଡ଼ିଲା ‘ଏକଜିଟ୍‌ ପୋଲ’ ପ୍ରସାରଣ, ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ECI

ଓଡ଼ିଆ ଚ୍ୟାନେଲ୍‌ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଏକ ଘରୋଇ ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ୍‌ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଓଡ଼ିଶା ସିଇଓଙ୍କୁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିବା ଚର୍ଚ୍ଚା । More
  • Sujit kumar Swain
  • 6 months ago

ବିଜେଡିର 'ରତ୍ନଭଣ୍ଡାର' ସ୍ପଷ୍ଟୀକରଣ ଚେଷ୍ଟା; ପୁଣି ଟାର୍ଗେଟ୍ କଲା ବିଜେପି

ଆସନ୍ତାକାଲି ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ସରିବାକୁ ଥିବା ବେଳେ, ଆଜି ସାମ୍ନାକୁ ଆସିଛି ରତ୍ନଭଣ୍ଡାରକୁ ନେଇ ଶାସକ ଦଳର ଏକ ଖବରକାଗଜ ବିଜ୍ଞାପନ ।  More
  • Santosh Kumar Sahoo
  • 6 months ago

'କାହିଁକି ବର୍ଷେ ହେଲା ନବୀନଙ୍କ ସ୍ୱାସ୍ଥ୍ୟ ବିଗିଡି ଚାଲିଛି, ନିର୍ଦ୍ଦିଷ୍ଟ ଗୋଷ୍ଠୀର ରହିଛି କି ଷଡ଼ଯନ୍ତ୍ର'

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମୋଦିଙ୍କ ବଡ଼ ବୟାନକୁ ନେଇ ହଇଚଇ । ଓଡ଼ିଶାକୁ ଚଳିତ ନିର୍ବାଚନର ଶେଷ ପ୍ରଚାରରେ ଆସି ତିନିତିନିଟି ସଭାରେ ଏହାକୁ ପ୍ରମୁଖ ପ୍ରସଙ୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ । More
  • Sujit kumar Swain
  • 6 months ago

ECIଙ୍କ ଆକ୍ସନ ପରେ ହଲଚଲ୍; ବିଜେଡି ଉପରେ ବିଜେପିର ଜୋରଦାର ହମଲା

ଶାସକ ଦଳ ପ୍ରତି ଅହେତୁକ ଅନୁକମ୍ପା ଅଭିଯୋଗରେ ବଢ଼ିଲା ରାଜ୍ୟର ୨ ଚର୍ଚ୍ଚିତ IPS ଡିଏସ୍ କୁଟ୍ଟେ ଏବଂ ଆଶିଷ ସିଂଙ୍କ ଅଡୁଆ । ଆକ୍ସନ ମୋଡକୁ ଆସିଥିବା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାରିଆଡ଼େ ଏବେ ହଲଚଲ୍ । More
  • Satyendu Shekher Mishra
  • 6 months ago

ନବୀନଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବା ପଛରେ କାହା ଷଡ଼ଯନ୍ତ୍ର ? ପଚାରିଲେ ମୋଦି...

ଲୋକଙ୍କ ମନରେ ଉଠୁଥିବା ଏହି ସମସ୍ତ ପ୍ରଶ୍ନ ଉପରୁ ବା ରହସ୍ୟ ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ତାଙ୍କ ସ୍ୱାସ୍ଥ୍ୟ ଖରାପ ହେଲା ତା’ର ଯାଞ୍ଚ ମଧ୍ୟ କରାଯିବ କହିଛନ୍ତି ମୋଦି । More
  • Swadesi Megha Mallhar Prusty
  • 6 months ago

ତାତିରୁ ନାହିଁ ତ୍ରାହି; ପଶ୍ଚିମରେ ଅଗ୍ନି, ଉପକୂଳରେ ଗୁଳୁଗୁଳି କରୁଛି ନୟାନ୍ତ

ପଶ୍ଚିମ ଆକାଶରୁ ଅଗ୍ନିବର୍ଷା । ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା । ଆହୁରି ତିନି ଦିନ ତାତିରୁ ତ୍ରାହି ନାହିଁ । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବ । More
  • Satyendu Shekher Mishra
  • 6 months ago

ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜେପିର ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ। More
  • Swadesi Megha Mallhar Prusty
  • 6 months ago

୨ ଦିନ ପରେ ଅନ୍ତିମ ପର୍ଯ୍ୟାୟ ଭୋଟ୍, ଯାଜପୁରରେ ଜମୁଛି ହାଇଭୋଲଟେଜ୍ କ୍ୟାମ୍ପେନିଂ

୨ ଦିନ ପରେ ଅନ୍ତିମ ତଥା ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ । ୬ ଲୋକସଭା ଆସନରେ ଏଥିରେ ଭୋଟ୍ ପଡ଼ିବାକୁ ଥିବା ବେଳେ, ଦଳ ଓ ପ୍ରାର୍ଥୀମାନେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଛନ୍ତି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ । More
  • Pallipuspa Samal
  • 6 months ago

ବୁଧବାର ରାନ୍ଧଣାରେ ଘରେ ତିଆରି କରନ୍ତୁ ‘ଚିକେନ ସୁପର’

ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ଆମେ ନୂଆ ଓ ଭିନ୍ନ ଷ୍ଟାଇଲରେ ଚିକେନର ଏକ ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ‘ଚିକେନ ସୁପର’ More
  • Swadesi Megha Mallhar Prusty
  • 6 months ago

SCB ଭର୍ତ୍ତି ହେଲେ ପ୍ରଶାନ୍ତ, ଭୋର ୪ଟାରେ SCBରେ ଭର୍ତ୍ତି ହୋଇଥିବା ସୂଚନା

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ SCBରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥତା ଯୋଗୁଁ ଖୋର୍ଦ୍ଧା ଜେଲରୁ କଟକ ବଡମେଡିକାଲ ଅଣାଗଲା । ଓକିଲଙ୍କ ଆବେଦନ ଆଧାରରେ ମେଡିକାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦ୍ଦେବ । More
  • Pallipuspa Samal
  • 6 months ago

କଲବଲ କରିବ ତାତି, ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା

ରାଜ୍ୟରେ ଆଗାମୀ ଦୁଇ ଦିନ କଲବଲ କରିବ ତାତି । ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା । ପ୍ରବଳ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ । ତେବେ ଗତକାଲି ରାଜ୍ୟର ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ଥିଲା More
  • Swadesi Megha Mallhar Prusty
  • 6 months ago

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅନ୍ତିମ ପର୍ଯ୍ୟାୟ ଭୋଟ୍ ପାଇଁ କରିବେ ମାରାଥନ୍ ପ୍ରଚାର

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅନ୍ତିମ ପର୍ଯ୍ୟାୟ ଭୋଟ୍ ପାଇଁ ମାରାଥନ୍ ପ୍ରଚାରରେ ଆସୁଛନ୍ତି ମୋଦି । ସେ ଆଜି ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ । More
  • Satyendu Shekher Mishra
  • 6 months ago

ହାରିବା ଭୟରେ ରକ୍ତମୁଖା ହେଉଛି କି ଶାସକ ବିଜେଡି ? 

ଗାଡ଼ିରେ ବିଜେପି ପତାକା ଲାଗିଥିବା ଦେଖି ୪୦ରୁ ୫୦ ବ୍ୟକ୍ତି ତାଙ୍କ ଗାଡ଼ି ଉପରକୁ ଇଟା, ପଥର ମାଡ଼ ସହ ତାଙ୍କୁ ବିଧା ଗୋଇଠା ମାରିଥିଲେ । ତା’ ପୁଣି ପୋଲିସ ଉପସ୍ଥିତିରେ। ସେଠାରୁ ଜୀବନ ବଞ୍ଚାଇ ଥାନାକୁ ଆସି ଅଭିଯୋଗ କରିଥିଲେ ସୁବାସ।  More
  • Satyendu Shekher Mishra
  • 6 months ago

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଙ୍ଗି ନାହାଁନ୍ତି EVM, CCTVରୁ ସ୍ପଷ୍ଟ

ସିସିଟିଭି ଫୁଜେଟ୍ ଜାରି କରି ସତ-ମିଛର ପର୍ଦ୍ଦାଫାସ୍ କଲେ ଅପରାଜିତା । ପରାଜୟ ଭୟରେ ତୃତୀୟ ମହଲା ଇଙ୍ଗିତରେ କରାଯାଇଛି ଗିରଫଦାରୀ କହିଛନ୍ତି ସରକାରୀ ଅଧିକାରୀ । More
  • Sujit kumar Swain
  • 6 months ago

‘ଓଡ଼ିଶାର ଭାଗ୍ୟ ବଦଳିବ, ରାଜ୍ୟରେ ସରକାର ପରିବର୍ତ୍ତନ ହେବ ’

ଓଡ଼ିଶାରେ ବିଜେପି ସରକାର ନେଇ ପୁଣି ମୋଦିଙ୍କ ଦମ୍ଭୋକ୍ତି । ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖିଛି ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ । ଓଡ଼ିଶାର ସ୍ବାର୍ଥ ପାଇଁ ନବୀନଙ୍କ ସହ ସଂପର୍କକୁ ବଳି ପକାଇବାକୁ ପ୍ରସ୍ତୁତ ବୋଲି କହିଲେ ମୋଦି ।    More
  • Sujit kumar Swain
  • 6 months ago

IPS ଡିଏସ୍‌ କୁଟ୍ଟେଙ୍କୁ ସସ୍‌ପେଣ୍ଡ; CEOଙ୍କୁ ନିର୍ଦ୍ଦେଶ ଜାରି କଲେ ECI

IPS ଡିଏସ୍‌ କୁଟ୍ଟେଙ୍କୁ ସସ୍‌ପେଣ୍ଡ କଲେ ECI । CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ । ଏନେଇ CEOଙ୍କୁ ନିର୍ଦ୍ଦେଶ ଜାରି କଲେ ECI । More
  • Sujit kumar Swain
  • 6 months ago

‘ବିଜେପି ସରକାରକୁ ଆସିଲେ ଚିଟ୍ ଫଣ୍ଡ ଲୁଟେରାଙ୍କୁ ଓଲଟା ଲଟକାଯିବ’

୪ ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ। ଶେଷ ପର୍ଯ୍ୟାୟ ଭୋଟ୍ ଲଢ଼େଇର ତିନି ଦିନ ପୂର୍ବରୁ ଆଜି ତିନି ତିନିଟି ସ୍ଥାନରେ ମାରାଥନ୍ କ୍ୟାମ୍ପେନ କରି ସିଏମ୍ ନବୀନଙ୍କୁ ଜୋରଦାର ହମଲା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।  More