ସଂକ୍ଷେପରେ ଆଜିର ତାଜା ଖବର - Thursday, 30 May 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମୁଣ୍ତ ନେଉଛି ହିଟୱେଭ୍‌ ! ଦିନକରେ ଗଲାଣି ୧୪ ଜୀବନ

ରାଉରକେଲାରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ। More

ଆକାଶରୁ ଖସୁଛି ନିଆଁ ଝୁଲ; ୪୬ ଡିଗ୍ରୀ ଉପରେ ରାଜ୍ୟର ୪ ସହର

ଛାଇ ଟିକେ ଖୋଜି ଥକା ମେଣ୍ଟାଉଛି ବାଘ। ଆଉ କିଏ ପଶିଛି ପାଣି କୁଣ୍ଡରେ। ଏପଟେ ହଂସମାନେ ଡରୁଛନ୍ତି ତତଲା ପାଣିରେ ପାଦ ରଖିବାକୁ। ଆଉ ହାତୀକୁ ଦରକାର ପଡ଼ୁଛି ଲଗାତର ୱାଟର ସ୍ପ୍ରେ। ଦିଲ୍ଲୀ ଚିଡ଼ିଆଖାନାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। More

ବିଜେଡି ପାଇଁ କାମ କରି ଫସିଲେଣି ଗଣ୍ଡାଗଣ୍ଡା ଅଫିସର ! ଲିଷ୍ଟରେ ଅଛି ଏଇ ବାବୁଙ୍କ ନାଁ

ବିଜେଡି ମାର୍କା ବାବୁଙ୍କ ମୁଣ୍ଡରେ ଝୁଲୁଛି ଖଣ୍ଡା ! କେତେ ବେଳେ କାହା ଉପରେ ବି ହୋଇପାରେ ଆକ୍ସନ! କୁଟ୍ଟେ ଆଉ ଆଶିଷ ସିଂଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପରେ ବିଜେଡି ହାତବାରିସୀ ବାବୁଙ୍କ ଛାତି ଧଡ଼ଧଡ଼। More

ନବୀନଙ୍କ ମନ୍ତବ୍ୟ, ତେଜିଲା ରାଜନୀତି; କହିଲେ, ‘ପାଣ୍ଡିଆନ୍ ନୁହଁନ୍ତି ମୋ ଉତ୍ତରାଧିକାରୀ’...

ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଠିକ୍ ପୂର୍ବରୁ ANIକୁ ସାକ୍ଷାତକାର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏ ମନ୍ତବ୍ୟକୁ ନେଇ ସରଗରମ୍ ରାଜ୍ୟ ରାଜନୀତି।  More

ନବୀନଙ୍କ ରୁମ୍‌ରୁ ଟେଲିଫୋନ୍‌-ଟିଭି ତାର କାଟିଲା କିଏ ?

ANIକୁ ସାକ୍ଷାତକାରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ମନ୍ତବ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର। More

ଚାପଖେଳ ବେଳେ ବାଣ ବିସ୍ଫୋରଣ; ଫୁଟାଇବା ପାଇଁ କିଏ ଦେଇଥିଲା ଅନୁମତି ?

ମହାପ୍ରଭୁଙ୍କ ଚାପଖେଳ ବେଳେ ବାଣ ବିସ୍ଫୋରଣ । ୩ ଜଣଙ୍କ ମୃତ୍ୟୁ, ଜୀବନ ସହ ସଂଘର୍ଷ କରୁଛନ୍ତି ଅନେକ । ବାଣଫୁଟା ପାଇଁ କିଏ ଦେଇଥିଲା ଅନୁମତି ? More

ଯୁବ ବିଜେପି ରାଜ୍ୟ ସଭାପତିଙ୍କୁ ଆକ୍ରମଣ; ଫାଟିଲା ଅଭିଳାଷଙ୍କ ମୁଣ୍ଡ... 

 ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ। ଚାନ୍ଦବାଲିରେ ପ୍ରଚାରରୁ ଫେରିବା ବେଳେ ସସିତାଦେଇପୁର ନିକଟରେ ତାଙ୍କ ଉପରେ ଆକ୍ରମଣ ହୋଇଛି। More

ତଥାଗତଙ୍କ ତେର୍ଚ୍ଛା ବାଣ, କହିଲେ ବହୁତ ଡେରି ହୋଇଗଲାଣି..

ମୁଖ୍ୟମନ୍ତ୍ରୀଙ୍କ ANI ସାକ୍ଷାତକାରକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ବଢ଼ିଛି। ପାଣ୍ଡିଆନ ଆପଣଙ୍କ ଉତ୍ତରାଧିକାରୀ କି ବୋଲି ପଚରାଯାଇଥିବା ପ୍ରଶ୍ନରେ ନବୀନ ପଟ୍ଟନାୟକ କହିଛନ୍ତି, ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହଁନ୍ତି। ମୋ ଉତ୍ତରାଧିକାରୀ ଲୋକ ସ୍ଥିର କରିବେ। More

ଜଳୁଛି ପଶ୍ଚିମ ଓଡ଼ିଶା; ସକାଳୁ ସକାଳୁ ଅସହ୍ୟ ତାତି ସହ ପ୍ରବଳ ଗୁଳୁଗୁଳି

ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି। More

ଚାପ ଖେଳ ବେଳେ ବାଣ ବିସ୍ଫୋରଣ; ଚାଲିଗଲା ୩ଜୀବନ

ବିସ୍ଫୋରଣରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ବିଭିନ୍ନ ମେଡିକାଲରେ ଚିକିତ୍ସା କରାଯାଉଛି। କଟକ ଏସସିବିରେ ୬ ଜଣ ଚିକିତ୍ସାଧିନ ଅଛନ୍ତି। ସେହିପରି ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଚାଲିଛି ଅନେକ ଆହତଙ୍କ ଚିକିତ୍ସା। More

ଭୁବନେଶ୍ୱର AIIMSରେ IPS ଆଶିଷ ସିଂହ, ସ୍ୱତନ୍ତ୍ର ମେଡିକାଲ ବୋର୍ଡ କରିବେ ସ୍ୱାସ୍ଥ୍ୟ ଯାଞ୍ଚ

ECIଙ୍କ ନିର୍ଦ୍ଦେଶ ପରେ AIIMS ଭୁବନେଶ୍ବର ପକ୍ଷରୁ ଗଠନ ହୋଇଛି ସ୍ବତନ୍ତ୍ର ମେଡିକାଲ ବୋର୍ଡ । ଏହି ସ୍ବତନ୍ତ୍ର ମେଡିକାଲ ବୋର୍ଡ IPS ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରିବ । More

ଆଜି ପ୍ରଚାରରେ ଲାଗିବ ବ୍ରେକ୍‌; ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରାଣମୂର୍ଚ୍ଛା ଉଦ୍ୟମ

ପ୍ରଚାରର ଶେଷ ଦିନରେ ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । More

ପୁରୀରେ ଚାପ ଖେଳ ବେଳେ ଅଘଟଣ; ବାଣ ଫୁଟି ଜଣେ ମୃତ, ୩୦ରୁ ଅଧିକ ଆହତ

ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। More

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ଫୁଟି ୧୫ ଆହତ

ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। More

ମହଙ୍ଗା ପଡ଼ିଲା ‘ଏକଜିଟ୍‌ ପୋଲ’ ପ୍ରସାରଣ, ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ECI

ଓଡ଼ିଆ ଚ୍ୟାନେଲ୍‌ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଏକ ଘରୋଇ ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ୍‌ ପ୍ରତି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଓଡ଼ିଶା ସିଇଓଙ୍କୁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିବା ଚର୍ଚ୍ଚା । More

କେନ୍ଦ୍ରାପଡ଼ା ସଭାରୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ସଂକେତ, ୬ ମାସରେ ବିଜେଡିରେ ହେବ ବଡ଼ ବିସ୍ଫୋରଣ

ଗଞ୍ଜାମ କନିଷିରୁ ଆରମ୍ଭ କରିଥିଲେ, ଆଉ ଆଜି କେନ୍ଦ୍ରାପଡ଼ାରେ ନିର୍ବାଚନୀ ପ୍ରଚାରର ମୁଣ୍ଡି ମାରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । More

ବିଜେଡିର 'ରତ୍ନଭଣ୍ଡାର' ସ୍ପଷ୍ଟୀକରଣ ଚେଷ୍ଟା; ପୁଣି ଟାର୍ଗେଟ୍ କଲା ବିଜେପି

ଆସନ୍ତାକାଲି ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ସରିବାକୁ ଥିବା ବେଳେ, ଆଜି ସାମ୍ନାକୁ ଆସିଛି ରତ୍ନଭଣ୍ଡାରକୁ ନେଇ ଶାସକ ଦଳର ଏକ ଖବରକାଗଜ ବିଜ୍ଞାପନ ।  More

'କାହିଁକି ବର୍ଷେ ହେଲା ନବୀନଙ୍କ ସ୍ୱାସ୍ଥ୍ୟ ବିଗିଡି ଚାଲିଛି, ନିର୍ଦ୍ଦିଷ୍ଟ ଗୋଷ୍ଠୀର ରହିଛି କି ଷଡ଼ଯନ୍ତ୍ର'

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମୋଦିଙ୍କ ବଡ଼ ବୟାନକୁ ନେଇ ହଇଚଇ । ଓଡ଼ିଶାକୁ ଚଳିତ ନିର୍ବାଚନର ଶେଷ ପ୍ରଚାରରେ ଆସି ତିନିତିନିଟି ସଭାରେ ଏହାକୁ ପ୍ରମୁଖ ପ୍ରସଙ୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ । More