ସଂକ୍ଷେପରେ ଆଜିର ତାଜା ଖବର - Tuesday, 04 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବାଜି ଜିତିଲେ ବୈଜୟନ୍ତ, ୫୩ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ..

ଜିତିବା ଉପରେ ବୈଜୟନ୍ତ ପଣ୍ତା । ୫୩ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ ଅଛନ୍ତି ବୈଜୟନ୍ତ ପଣ୍ତା । More

High Court Recruitment: ଓଡ଼ିଶା ହୋଇକୋର୍ଟରେ ପୂରଣ ହେବ ଜୁନିୟର୍ ଷ୍ଟେନୋଗ୍ରାଫର୍ ପଦବୀ

ଓଡ଼ିଶା ହୋଇକୋର୍ଟରେ ବାହାରିଛି ଚାକିରି। ଏନେଇ ହାଇକୋର୍ଟ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ବିସ୍ତୃତଭାବେ ଜାଣିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ବିଜ୍ଞପ୍ତିକୁ ଯାଇପାରିବେ। More

ବବିଙ୍କ ଖେଳ ଖତମ! ସମ୍ବଲପୁରରୁ ହାରିଲେ..କୋରେଇରୁ ହାରିଲେ ମାଆ

ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରିଯାଇଛନ୍ତି। More

ଝାରସୁଗୁଡ଼ାରେ ଚିତ୍‌ପଟାଙ୍ଗ ବିଜେଡ଼ି, ଦୀପାଳିଙ୍କୁ ହରାଇ ଜିତିଲେ ଟଙ୍କଧର

ଝାରସୁଗୁଡ଼ା ବିଧାନସଭାରେ ବିଜେପି ବିଜୟୀ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ବିଜୟୀ ହେଲେ । ତାଙ୍କ ବିପକ୍ଷରେ ଛିଡ଼ା ହୋଇଥିଲେ ନବ ଦାସଙ୍କ ଝିଅ ଦୀପାଳି । More

ପ୍ରଥମ ପର୍ଯ୍ୟାୟ କାଉଣ୍ଟିଂ ଜାରି; ଭୁବନେଶ୍ୱରରେ ଅପରାଜିତା, ବରଗଡ଼ରେ ପ୍ରଦୀପ ଆଗୁଆ

ପୁରୀ ବିଧାନସଭାରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଆଗୁଆ ଥିବା ବେଳେ ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ଭୋଗରାଇ ବିଧାନସଭାରେ କଂଗ୍ରେସ ଆଗୁଆ ରହିଛି। More

ଆଜି ଆସିବ ଜନାଦେଶ, ଏହି ୮ ଲୋକସଭା ଆସନ ଉପରେ ନଜର

ଭୁବନେଶ୍ୱର ଲୋକସଭା ଆସନରେ ହେବ ଦ୍ୱିମୁଖୀ ଲଢ଼େଇ। ଏଠି ଠିଆ ହୋଇଛନ୍ତି ବିଜେପିର ଚର୍ଚ୍ଚିତ ମହିଳା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ସିଏ ଗତଥର ଜିତିଥିଲେ। More

Panchang Today 4th June 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ। More

ଆଉ କିଛି ସମୟ ପରେ ଖୋଲିବ ଇଭିଏମ୍ ପେଡି, ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ

ରାଜ୍ୟର ବିଧାନସଭାରେ ୧୪ ଶହ ୯୨ ପ୍ରାର୍ଥୀଙ୍କ ମଧ୍ୟରୁ କାହାକୁ ଭରସା କରିଛନ୍ତି ଭୋଟର ଜଣାପଡ଼ିବ । ଏଥିପାଇଁ ରାଜ୍ୟରେ ମୋଟ୍ ୭୦ଟି କାଉଣ୍ଟିଂ ସେଣ୍ଟରରେ ହେବ ମତଗଣନା । More

ରବି ଯାଇ ସୋମ ହେଲା, ଅମ୍ଲାନଙ୍କ ପତ୍ତା ମିଳୁନି: ଲାଲବାହିନୀ ନା ଆଉ କାହାର ହାତ?

କୁଆଡ଼େ ଗଲେ ଯୁବ ଡାକ୍ତର ଅମ୍ଲାନ କୁମାର ଭୋଇ ? ନିଖୋଜ ହେବାର ୨ ଦିନ ପରେ ବି କାହିଁକି ମିଳୁନି ତାଙ୍କ ପତ୍ତା ? କି ରହସ୍ୟ ରହିଛି ନିଖୋଜ ପଛରେ ? More

୨୪ ସିଂହାସନ କାହା ଭାଗ୍ୟରେ? Exit ପୋଲ ସତ ହେଲେ, ନୂଆ ସରକାର ପାଇବ ଓଡିଶା

ରାତି ପାହିଲେ ଖୋଲିବ ଇଭିଏମ୍। ବାହାରିବ ଭାଗ୍ୟ ଫଳ। ଆଶା ଆଶଙ୍କାରେ ନେତା, ଉତ୍କଣ୍ଠାରେ ଜନତା। ବଡ଼କଥା ହେଲା, ଅନ୍ୟ ନିର୍ବାଚନଠୁ ୨୪ ନିର୍ବାଚନ ଥିଲା ଅନେକ ଦୃଷ୍ଟିରୁ ଭିନ୍ନ। ସମସ୍ତଙ୍କ ପାଇଁ ବହୁ ପ୍ରତିଦ୍ୱନ୍ଦ୍ୱିତା ପୂର୍ଣ୍ଣ, ଅନେକ ଆହ୍ୱାନ ଭରା। More

ରାତି ପାହିଲେ ଫଳ: ଅନିଦ୍ରା ନେତା, ସରକାରକୁ ନେଇ ବଢୁଛି ସସପେନ୍ସ

ରାତି ପାହିଲେ ଭୋଟ୍ ଗଣତି। ଏଥିପାଇଁ ଜିଲ୍ଲାଠାରୁ ଆରମ୍ଭ କରି ସିଇଓଙ୍କ କାର୍ଯ୍ୟାଳୟ ଯାଏଁ, ସବୁଠି ପ୍ରସ୍ତୁତି ଶେଷ। ନିରନ୍ତର ବ୍ୟବଧାନରେ କିପରି ଗଣତି ଅପଡେଟ୍ ମିଳିବ ସେନେଇ ବ୍ୟାପକ ବ୍ୟବସ୍ଥା ହୋଇଛି। More

ଭାଙ୍ଗିଲା ଓଡ଼ିଶା ବିଧାନସଭା, ବିଜ୍ଞପ୍ତି ପ୍ରକାଶ କଲା ସଂସଦୀୟ ବ୍ୟାପାର ବିଭାଗ

ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। More

୩୦ ଫୁଟ ଓଭର ବ୍ରିଜ୍‌ ଉପରୁ ଖସିଲା ବୋଲେରୋ, ଆଖି ବୁଜିଦେଲେ ୨ଜଣ

ଲାଗିଥିଲା ଜଗା ଡୋରୀ... ହେଲେ ଅଧାରାସ୍ତାରୁ ବାନ୍ଧି ନେଲା ଯମ । କେହି କିଛି ବୁଝିବା ଆଗରୁ ଯେମିତି ଅଦିନିଆ ମେଘ ପରି ଆକାଶଟାରେ କଳା ମେଘ ଢାଙ୍କିଗଲା । More