ସଂକ୍ଷେପରେ ଆଜିର ତାଜା ଖବର - Wednesday, 05 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭାଙ୍ଗିଲା ବିଜେଡି ଗଡ଼, ମାଟି କାମୁଡ଼ିଲେ ଟାଣୁଆ ବିଜେଡି ନେତା

ଟଳିଗଲେ ରଥି ମହାରଥୀ। ଧରାଶାୟୀ ନିଜେ ଛତ୍ରପତି। ସରକାର ବିରୋଧୀ ସୁନାମୀରେ ନିଜ ସିଟ୍ ବି ରଖି ପାରିଲେନି ପାଞ୍ଚ ପାଞ୍ଚ ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୀବନରେ ପ୍ରଥମଥର ପାଇଁ ଚାଖିଲେ ପରାଜୟର ସ୍ୱାଦ। More

କୁଆଡ଼େ ଗଲେ ପାଣ୍ଡିଆନ୍ ? BJD ର ବିପର୍ଯ୍ୟୟ ପରେ ଗାଏବ୍ ଦ୍ୱିତୀୟ ସର୍ବଶକ୍ତିମାନ୍ ନେତା

ଭୁଶୁଡିଲା ବିଜେଡି। ବଦଳିଲା ସତ୍ତା। ତେବେ ୨୪ ବର୍ଷର ବିଜେଡି ଦୁର୍ଗ କାହିଁକି ଭୁଶୁଡିଲା? ସାଧାରଣରେ ଚର୍ଚ୍ଚା ଯେ, ଭିକେ ପାଣ୍ଡିଆନ୍‌ଙ୍କ ଅଭ୍ୟୁଦୟ ବିଜେଡି ପାଇଁ କାଳ ହେଲା। More

 ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ; ଇତିହାସ ପାଲଟିଗଲେ ନବୀନ...

୫ ମାର୍ଚ୍ଚ ୨୦୦୦ରୁ ଆରମ୍ଭ, ୨୪ ଜୁନ୍ ୨୦୨୪ରେ ଶେଷ । ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ । ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ନବୀନଙ୍କ ଇସ୍ତଫା । More

ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ; ଇତିହାସ ପାଲଟିଗଲେ ନବୀନ...

୫ ମାର୍ଚ୍ଚ ୨୦୦୦ରୁ ଆରମ୍ଭ, ୨୪ ଜୁନ୍ ୨୦୨୪ରେ ଶେଷ । ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ । ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ନବୀନଙ୍କ ଇସ୍ତଫା । More

କେନ୍ଦ୍ରାପଡ଼ା ଲୋକସଭାରୁ ବିପୁଳ ବିଜୟ ପରେ ବୈଜୟନ୍ତଙ୍କ ବିଶାଳ ଶୋଭାଯାତ୍ରା

୬୬ ହଜାରରୁ ଅଧିକ ଭୋଟରେ ବିଜେଡିର ଅଂଶୁମାନ ମହାନ୍ତିଙ୍କୁ ହରାଇବା ପରେ ଜୟ ପଣ୍ଡା ଏହି ବିଜୟ ଶୋଭାଯାତ୍ରା କରୁଛନ୍ତି। More

କର୍ଣ୍ଣାଟକରୁ ଠାବ ହେଲେ ନିଖୋଜ ଡାକ୍ତର ଅମ୍ଳାନ ଭୋଇ

ଡାକ୍ତର ଅମ୍ଳାନ ଭୋଇଙ୍କୁ ଠାବ କରିଛି ମାଲକାନଗିରି ପୋଲିସ । More

ପୁରୀ ବାଣ ବିସ୍ଫୋରଣ: ତଦନ୍ତ ଆରମ୍ଭ କଲେ SRC

ଅପରାହ୍ମ ୩ଟାରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୭ ଟା ଯାଏଁ ଚାଲିବ । ସେଦିନ ଘଟଣାସ୍ଥଳରେ ଉପସ୍ଥିତ ଥିବା ପ୍ରତ୍ୟକ୍ଷଦର୍ଶୀ, ପୁରୀ ପୋଲିସ, ଏସପି, ଅଗ୍ନିଶମ ବିଭାଗ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ବୟାନ ରଖିବେ। More

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ

ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । More

ନିର୍ବାଚନୀ ବୈତରଣୀ ପାର୍ କରି ପାରିଲେନି ୩ଦଳ ମୁଖିଆ: ହାରିଲେ ନବୀନ-ମନମୋହନ-ଶରତ

କେବଳ ମନମୋହନ ନୁହନ୍ତି, ବିଜେଡି ଓ କଂଗ୍ରେସ ସଭାପତିଙ୍କ ଋଣକୌଶଳ ମଧ୍ୟ ଏହି ନିର୍ବାଚନରେ ଫେଲ୍‌ ମାରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ଆସନ ହିଞ୍ଜିଳି ଏବଂ କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ତାଙ୍କୁ କଣ୍ଟାବାଞ୍ଜି ଆସନରୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। More

କାମ କଲାନି ନବୀନ ଯାଦୁ; ଓଡ଼ିଶାରେ ଫୁଟିଲା ପଦ୍ମ

ସବୁଠୁ ବଡ଼ କଥା ହେଲା ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତିକୁ ନେଇ ବିଜେଡି ଯେତେ ପ୍ରଚାର କରିବାକୁ ଚେଷ୍ଟା କରିଥିଲେ ବି ତାହା ଆଉ କାମ ଦେଲାନି। ଚଳିତ ନିର୍ବାଚନରେ ସବୁଠାରୁ ବଡ଼ ବିପର୍ଯ୍ୟୟର ସାମ୍ନା କରିଛି ଦଳ। ଭୁଶୁଡିଯାଇଛି ବିଜେଡି ଗଡ଼। More

ଓଡ଼ିଶାରେ ସରକାର ବିରୋଧୀ ସୁନାମୀ; ଲୋକସଭାରେ ଖାତା ଖୋଲି ପାରିଲାନି ବିଜେଡି

ପଦ୍ମନାଭ ବେହେରା, ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଉମା ସାମନ୍ତରାୟ, ବର୍ଷା ପ୍ରିୟଦର୍ଶିନୀ ପ୍ରମୁଖ ହେଭିୱେଟ ଓ ସେଲିବ୍ରିଟି ବିଜେଡି ପ୍ରାର୍ଥୀଙ୍କୁ ବି ପ୍ରତ୍ୟାଖ୍ୟାନ କରିଛନ୍ତି ଜନତା। More

ପଦ୍ମ ପୋଖରୀରେ ହଜିଗଲା ବିଜେଡି; ଓଡ଼ିଶାରେ ନବୀନ ଯୁଗର ଅବସାନ, ସରକାର କରିବ ବିଜେପି

ଓଡ଼ିଶାରେ ନବୀନ ଯୁଗର ଅନ୍ତ। ଐତିହାସିକ ବିଜୟ ସହ ଓଡ଼ିଶାରେ ସରକାର କରିବ ବିଜେପି। ଚାରିଆଡ଼ ଅରେଞ୍ଜ ସୁନାମୀ। More

ପ୍ରଥମଥର ପାଇଁ ନିର୍ବାଚନ ହାରିଲେ ନବୀନ..

୨୦୨୪ ନିର୍ବାଚନରେ ବିଜେପି ଏକପ୍ରକାର ବାଜିମାତ କରିଛି। ଭୁଶୁଡୁଛି ବିଜେଡ଼ି ଗଡ଼। ରେକର୍ଡରୁ ଅଳ୍ପକେ ବର୍ତ୍ତିଲେ ନବୀନ। ଏହି ନିର୍ବାଚନ ଜିତିଥିଲେ ମୋଟ ୬ଥର ପାଇଁ ସେ ମୁଖ୍ୟମନ୍ତ୍ରୀ ହୋଇ ସାରା ଦେଶରେ ରେକର୍ଡ କରିଥାନ୍ତେ। More

ବାଜି ଜିତିଲେ ବୈଜୟନ୍ତ, ୫୩ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ..

ଜିତିବା ଉପରେ ବୈଜୟନ୍ତ ପଣ୍ତା । ୫୩ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ ଅଛନ୍ତି ବୈଜୟନ୍ତ ପଣ୍ତା । More

High Court Recruitment: ଓଡ଼ିଶା ହୋଇକୋର୍ଟରେ ପୂରଣ ହେବ ଜୁନିୟର୍ ଷ୍ଟେନୋଗ୍ରାଫର୍ ପଦବୀ

ଓଡ଼ିଶା ହୋଇକୋର୍ଟରେ ବାହାରିଛି ଚାକିରି। ଏନେଇ ହାଇକୋର୍ଟ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ବିସ୍ତୃତଭାବେ ଜାଣିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ବିଜ୍ଞପ୍ତିକୁ ଯାଇପାରିବେ। More

ବବିଙ୍କ ଖେଳ ଖତମ ! ସମ୍ବଲପୁରରୁ ହାରିଲେ..କୋରେଇରୁ ହାରିଲେ ମାଆ

ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରିଯାଇଛନ୍ତି। More

ଝାରସୁଗୁଡ଼ାରେ ଚିତ୍‌ପଟାଙ୍ଗ ବିଜେଡ଼ି, ଦୀପାଳିଙ୍କୁ ହରାଇ ଜିତିଲେ ଟଙ୍କଧର

ଝାରସୁଗୁଡ଼ା ବିଧାନସଭାରେ ବିଜେପି ବିଜୟୀ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ବିଜୟୀ ହେଲେ । ତାଙ୍କ ବିପକ୍ଷରେ ଛିଡ଼ା ହୋଇଥିଲେ ନବ ଦାସଙ୍କ ଝିଅ ଦୀପାଳି । More