• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 07 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 7 months ago

ଓଡ଼ିଶାରେ ଆସିଛି ବିଜେପି ସରକାର: ଖୋଲିବେ କି ସବୁ ବଡ଼ ଘଟଣାର ଫାଇଲ୍ ?

ବିଜେପି ସରକାର ଆସିଲେ ଖୋଲିବେ କି ରାଜ୍ୟର ସବୁ ବଡ଼ ଘଟଣାର ଫାଇଲ୍ ? ଚିଟଫଣ୍ଡ, ରତ୍ନଭଣ୍ଡାର ଚାବି, ମନ୍ତ୍ରୀ ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ଘଟଣାର ତଦନ୍ତ ଗ୍ୟାରେଣ୍ଟିକୁ ନେଇ ବଢିଛି ଆଶା । More
  • Sujit kumar Swain
  • 7 months ago

ବିଜେଡିରେ ଏବେ ଦ୍ବିମତ ! ରାଜ୍ୟରେ ଗଡ଼ ଭୁଶୁଡ଼ିବା ପରେ ଦୁଇ ଫାଳ କି ଦଳ ?

୨୪ ବର୍ଷ ଧରି ରାଜ୍ୟରେ ନିରଙ୍କୁଶ ଶାସନ କରୁଥିବା ବିଜେଡି ପରାଜୟ ବରଣ କରିବାପରେ ଦଳରେ ଏବେ ଦ୍ବିମତ। କହିବାକୁ କଲେ ଦଳ ଏକପ୍ରକାର ଦୁଇ ଭାଗ । More
  • Swadesi Megha Mallhar Prusty
  • 7 months ago

ଏକମାତ୍ର କମ୍ୟୁନିଷ୍ଟ ବିଧାୟକ, ଓଡ଼ିଶା ମାଟିରେ ଗୋଟିଏ ସ୍ଥାନରେ ଲାଲ୍ ପତାକା

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା । More
  • Manoranjan Behera
  • 7 months ago

ନବୀନଙ୍କୁ ମାତ୍ ଦେଇ କଣ୍ଟାବାଞ୍ଜିର ରିୟଲ ହିରୋ ପାଲଟିଛନ୍ତି ଲକ୍ଷ୍ମଣ ବାଗ୍

ଆଗରୁ ୩ ଟଙ୍କାରେ କୁଲିମଜୁରୀ କରୁଥିଲେ, ଟ୍ରକ୍ ହେଲପର୍ କାମ ବି ଥିଲେ। ଆଉ ଏବେ ରାତାରାତି ପାଲଟିଯାଇଛନ୍ତି କଣ୍ଟାବାଞ୍ଜିର ରିୟଲ ହିରୋ। ମୁଖ୍ୟମନ୍ତ୍ରୀଙ୍କୁ ମାତ୍ ଦେଇ ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ବାଗ୍। More
  • Manoranjan Behera
  • 7 months ago

ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। More
  • Manoranjan Behera
  • 7 months ago

କାହା ନାଁରେ ବାଜିବ ମୋହର..କିଏ ଧରିବ ଓଡ଼ିଶା ମଙ୍ଗ..ରେସ୍‌ରେ ଏହି ନେତା..

କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର ? କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? କାହା ନାଁରେ ମୋହର ମାରିବ ବିଜେପି ସଂସଦୀୟ ବୋର୍ଡ ? More
  • Manoranjan Behera
  • 7 months ago

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। More
  • Sujit kumar Swain
  • 7 months ago

୨୪ ଲଢେଇରେ ଚରମ ବିପର୍ଯ୍ୟୟ, ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟାରେ ବିଜେଡି...

ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ । More
  • Santosh Kumar Sahoo
  • 7 months ago

ରାଜ୍ୟବାସୀଙ୍କୁ BSKY ଆଶ୍ୱସ୍ତି, ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା

ରାଜ୍ୟବାସୀଙ୍କୁ BSKY ଆଶ୍ବସ୍ତି। ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା, ଚିକିତ୍ସାରେ ଅବହେଳା କରୁଥିଲେ-ହସ୍ପିଟାଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । More
  • Sujit kumar Swain
  • 7 months ago

ଯୁବଚେହେରାଙ୍କ ମ୍ୟାଜିକ୍; ବିଜେଡିର ବହୁ ହେଭିୱେଟଙ୍କୁ ହରାଇ ହେଲେ ହିରୋ...

ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ। More
  • Santosh Kumar Sahoo
  • 7 months ago

ଦୁର୍ଗ ପତନ ପରେ ବିଜେଡିରେ ଘମାସାନ୍ ! ପାଣ୍ଡିଆନ୍‌ଙ୍କୁ ଦାୟୀ କରି ମୁହଁ ଖୋଲିଲେଣି ବରିଷ୍ଠ

ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି। More
  • Sujit kumar Swain
  • 7 months ago

ପ୍ରଫୁଲ୍ଲଙ୍କ ମନ୍ତବ୍ୟକୁ ନେଇ ବଢ଼ିଲା ଚର୍ଚ୍ଚା; ପାଣ୍ଡିଆନଙ୍କୁ ହଟାଇଛନ୍ତି କି ନବୀନ ?

ପାଣ୍ଡିଆନଙ୍କୁ ହଟାଇ ଦେଇଛନ୍ତି କି ନବୀନ ? ଯାହାକୁ ନେଇ ଏବେ ବଢ଼ିଛି ଚର୍ଚ୍ଚା । ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟ ପରେ ଏନେଇ ବଢ଼ିଛି ଚର୍ଚ୍ଚା । More