ସଂକ୍ଷେପରେ ଆଜିର ତାଜା ଖବର - Friday, 07 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଓଡ଼ିଶାରେ ଆସିଛି ବିଜେପି ସରକାର: ଖୋଲିବେ କି ସବୁ ବଡ଼ ଘଟଣାର ଫାଇଲ୍ ?

ବିଜେପି ସରକାର ଆସିଲେ ଖୋଲିବେ କି ରାଜ୍ୟର ସବୁ ବଡ଼ ଘଟଣାର ଫାଇଲ୍ ? ଚିଟଫଣ୍ଡ, ରତ୍ନଭଣ୍ଡାର ଚାବି, ମନ୍ତ୍ରୀ ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ଘଟଣାର ତଦନ୍ତ ଗ୍ୟାରେଣ୍ଟିକୁ ନେଇ ବଢିଛି ଆଶା । More

ବିଜେଡିରେ ଏବେ ଦ୍ବିମତ ! ରାଜ୍ୟରେ ଗଡ଼ ଭୁଶୁଡ଼ିବା ପରେ ଦୁଇ ଫାଳ କି ଦଳ ?

୨୪ ବର୍ଷ ଧରି ରାଜ୍ୟରେ ନିରଙ୍କୁଶ ଶାସନ କରୁଥିବା ବିଜେଡି ପରାଜୟ ବରଣ କରିବାପରେ ଦଳରେ ଏବେ ଦ୍ବିମତ। କହିବାକୁ କଲେ ଦଳ ଏକପ୍ରକାର ଦୁଇ ଭାଗ । More

ଏକମାତ୍ର କମ୍ୟୁନିଷ୍ଟ ବିଧାୟକ, ଓଡ଼ିଶା ମାଟିରେ ଗୋଟିଏ ସ୍ଥାନରେ ଲାଲ୍ ପତାକା

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା । More

ନବୀନଙ୍କୁ ମାତ୍ ଦେଇ କଣ୍ଟାବାଞ୍ଜିର ରିୟଲ ହିରୋ ପାଲଟିଛନ୍ତି ଲକ୍ଷ୍ମଣ ବାଗ୍

ଆଗରୁ ୩ ଟଙ୍କାରେ କୁଲିମଜୁରୀ କରୁଥିଲେ, ଟ୍ରକ୍ ହେଲପର୍ କାମ ବି ଥିଲେ। ଆଉ ଏବେ ରାତାରାତି ପାଲଟିଯାଇଛନ୍ତି କଣ୍ଟାବାଞ୍ଜିର ରିୟଲ ହିରୋ। ମୁଖ୍ୟମନ୍ତ୍ରୀଙ୍କୁ ମାତ୍ ଦେଇ ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ବାଗ୍। More

ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। More

କାହା ନାଁରେ ବାଜିବ ମୋହର..କିଏ ଧରିବ ଓଡ଼ିଶା ମଙ୍ଗ..ରେସ୍‌ରେ ଏହି ନେତା..

କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର ? କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? କାହା ନାଁରେ ମୋହର ମାରିବ ବିଜେପି ସଂସଦୀୟ ବୋର୍ଡ ? More

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। More

୨୪ ଲଢେଇରେ ଚରମ ବିପର୍ଯ୍ୟୟ, ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟାରେ ବିଜେଡି...

ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ । More

ରାଜ୍ୟବାସୀଙ୍କୁ BSKY ଆଶ୍ୱସ୍ତି, ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା

ରାଜ୍ୟବାସୀଙ୍କୁ BSKY ଆଶ୍ବସ୍ତି। ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା, ଚିକିତ୍ସାରେ ଅବହେଳା କରୁଥିଲେ-ହସ୍ପିଟାଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । More

ଯୁବଚେହେରାଙ୍କ ମ୍ୟାଜିକ୍; ବିଜେଡିର ବହୁ ହେଭିୱେଟଙ୍କୁ ହରାଇ ହେଲେ ହିରୋ...

ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ। More

ଦୁର୍ଗ ପତନ ପରେ ବିଜେଡିରେ ଘମାସାନ୍ ! ପାଣ୍ଡିଆନ୍‌ଙ୍କୁ ଦାୟୀ କରି ମୁହଁ ଖୋଲିଲେଣି ବରିଷ୍ଠ

ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି। More

ପ୍ରଫୁଲ୍ଲଙ୍କ ମନ୍ତବ୍ୟକୁ ନେଇ ବଢ଼ିଲା ଚର୍ଚ୍ଚା; ପାଣ୍ଡିଆନଙ୍କୁ ହଟାଇଛନ୍ତି କି ନବୀନ ?

ପାଣ୍ଡିଆନଙ୍କୁ ହଟାଇ ଦେଇଛନ୍ତି କି ନବୀନ ? ଯାହାକୁ ନେଇ ଏବେ ବଢ଼ିଛି ଚର୍ଚ୍ଚା । ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟ ପରେ ଏନେଇ ବଢ଼ିଛି ଚର୍ଚ୍ଚା । More