ସଂକ୍ଷେପରେ ଆଜିର ତାଜା ଖବର - Saturday, 08 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମୌସୁମୀ ବର୍ଷା ପୂର୍ବରୁ ଘାରିଲାଣି ଡ୍ରେନେଜ୍ ଚିନ୍ତା

ବର୍ଷା ପୂର୍ବରୁ ଘାରିଲାଣି ଡ୍ରେନେଜ୍ ଚିନ୍ତା। ଆସୁଛି ମୌସୁମୀ ବର୍ଷା। ଚାରି ଆଡେ ବର୍ଷା ଜଳରେ ଜଳମଗ୍ନ ହେବ ସହର। More

‘୨ ଦିନ ଧୈର୍ଯ୍ୟ ଧର ୧୦ରେ ଓଡ଼ିଆ ଅସ୍ମିତାର ପ୍ରତିଫଳନ ଜନତା ମଇଦାନରେ ଦିଶିବ’

ବଡ଼ କଥା ହେଲା, ବିଜେପିର ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କିଛି ହାତ ଗଣତି ହେଭିୱେଟଙ୍କୁ ଛାଡ଼ିଦେଲେ ୬୭ ପ୍ରତିଶତ ହେଉଛନ୍ତି ନୂଆ ମୁହଁ। ଆଉ ପ୍ରଥମ ଥର ପାଇଁ ବିଧାନସଭାକୁ ଆସୁଛନ୍ତି। ତେଣୁ ମନ୍ତ୍ରିମଣ୍ଡଳରେ ସାମିଲ କରିବାକୁ ଚୟନର ଆଧାର କ’ଣ ରହିବ, ତାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। More

ରାଜ୍ୟରେ କିଏ ହେବ ନୂଆ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ କେଉଁ ଗୁରୁତ୍ୱପୂର୍ଣ୍ଣ ବିଭାଗ ?

ରାଜ୍ୟରେ ବିଜେପିର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? ତାକୁ ନେଇ ଜାରି ରହିଛି କଳ୍ପନା ଜଳ୍ପନା। More

ଶ୍ରୀମନ୍ଦିରକୁ ଅନ୍ଧାର ରଖିବା ପଛରେ ଦାୟୀ କିଏ ?

ଦୁଇ ଦିନ କିଟ୍ କିଟ୍ ଅନ୍ଧାରରେ ରହିଥିଲା ଶ୍ରୀମନ୍ଦିର ଚଉହଦୀ। ଭକ୍ତ ରାଗିଲେ, ସେବାୟତ ବିଗିଡ଼ିଲେ। ରାଜ୍ୟରେ ସରକାର ବଦଳୁ ବଦଳୁ ସନ୍ଧ୍ୟା ପରେ ଖୋଦ୍ ଜଗନ୍ନାଥ ମନ୍ଦିର ଚାରିପାଖରେ ହଠାତ୍ ଏମିତି ବଦଳି ଯାଇଥିବା ସ୍ଥିତିକୁ ନେଇ କ୍ଷୁବ୍ଧ ହୋଇଥିଲେ ଜଗନ୍ନାଥ ପ୍ରେମୀ। More

ଦଳ ଏତେ ସରି ଭୋଗିଲା, ତଥାପି ପାଣ୍ତିଆନ୍‌ଙ୍କ ପାଇଁ ଓକିଲାତି କଲେ ନବୀନ

ବିଜେଡିର ଶୋଚନୀୟ ପରାଜୟ ପାଇଁ ପାଣ୍ଡିଆନ୍‌ଙ୍କୁ ନେଇ ଦଳରେ ଝଡ଼। ଏପଟେ ଦଳପତି ନବୀନଙ୍କ ପାଣ୍ଡିଆନ୍ ଚାଳିଶା। ଦଳର ବିପର୍ଯୟ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲି ଆଜି ପାଣ୍ଡିଆନ୍‌ଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ସଭାପତି ନବୀନ ପଟ୍ଟନାୟକ। More

ସଭାପତିଙ୍କ ଉଦ୍ୟମ ସତ୍ତ୍ୱେ ଥମୁନି ପାଣ୍ଡିଆନ୍ ବିରୋଧୀ ଝଡ଼, ଶଙ୍ଖ ଭବନରେ ଶୁଭିଲା ବିଦ୍ରୋହର ଧ୍ୱନି

୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? କାହିଁକି ଭୁଶୁଡ଼ିଲା ବିଶାଳ ଦୁର୍ଗ ? ଯଦିଓ ବିଜେଡି ସୁପ୍ରିମୋ ନବୀନ ପଚ୍ଚନାୟକ ଏହାର କାରଣ ଖୋଜୁଛନ୍ତି, ହେଲେ ଦଳର ବିପର୍ଯ୍ୟୟ ପାଇଁ ସିଧା ପାଣ୍ଡିଆନ୍ ଙ୍କୁ ଦାୟୀ କରି ଦଳରେ ଜୋର ଧରିଲାଣି ଅସନ୍ତୋଷ। More

ମିଛ କହି ଛୁଟିରେ ଥିଲେ IPS ଆଶିଷ ସିଂ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ECIଙ୍କ ନିର୍ଦ୍ଦେଶ

ମିଛ କହିଥିଲେ ଆଇପିଏସ୍ ଆଶିଷ ସିଂ। ଫିଟ୍ ଥାଇ ନିଜ ସ୍ବାସ୍ଥ୍ୟ ବାବଦରେ ଦେଇଥିଲେ ଭୁଲ୍ ତଥ୍ୟ। ତେଣୁ ତାଙ୍କ ବିରୋଧରେ ହେବ ଆକ୍ସନ। More

ଖୁବଶୀଘ୍ର ବିଜେପିରେ ମିଶିବେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱରରୁ ୫ ଥର ସାଂସଦ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । ୧୯୯୮ରୁ ୨୦୧୯ ଯାଏ ସେ ସାଂସଦ ଥିଲେ । More

ଏହି କାରଣରୁ ହାରିଲେ ପୂର୍ବତନ ବିଧାୟକ ଉମା ସାମନ୍ତରାୟ; ଦେଲେ ବିସ୍ଫୋରକ ବୟାନ..

ବାଧ୍ୟ କରାଯାଇ ସତ୍ୟବାଦୀରୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଇ ଦିଆଯାଇଥିଲା ।ସେ ଚାରି ଚାରିଥର ସତ୍ୟବାଦୀ ନଛାଡ଼ିବା ପାଇଁ କହିଥିଲେ ମଧ୍ୟ ତାଙ୍କୁ ବାଧ୍ୟ କରାଯାଇ ବ୍ରହ୍ମଗିରିକୁ ପଠାଯାଇଥିଲା। More

ବୁଲିବାକୁ ଯାଇଥିଲେ; ବ୍ରାହ୍ମଣୀ ନଦୀରେ ବୁଡି ଚାଲିଗଲା ୨ଛାତ୍ରଙ୍କ ଜୀବନ

ଗୁରୁତର ଅବସ୍ଥାରେ ସେମାନଙ୍କୁ ରାଉରକେଲା ଆରଜିଏଚ୍ ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁଇ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। More

ପୁଣି ଝଟକିବ ଶ୍ରୀମନ୍ଦିର; ତୀବ୍ର ଅସନ୍ତୋଷ ପରେ ବଡ଼ଦେଉଳରେ ଲାଗିଲା ଲାଇଟ୍

ଶ୍ରୀମନ୍ଦିର ପରିସରରେ ଲାଗିଥିବା ଆଲୋକୀକରଣ ବ୍ୟବସ୍ଥାକୁ ହଠାତ୍ ବନ୍ଦ କରିଦିଆଯିବା ଘଟଣାର ତଦନ୍ତ ବି ଚାଲିଛି। କାହିଁକି ନଜଣାଇ ଇଭେଣ୍ଟ ସଂସ୍ଥା ହଠାତ ଲାଇଟ କାଢିନେଲା ସେନେଇ ତଦନ୍ତ ଚାଲଥିବା କହିଛନ୍ତି ପୁରୀ ଜିଲ୍ଲାପାଳ। More

‘ଭି. କେ. ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ ’

ପରାଜୟ ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ। କହିଲେ, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା । ଦୀର୍ଘଦିନ କ୍ଷମତାରେ ରହିବା ପରେ ପରାଜୟକୁ ସ୍ବୀକାର କରୁଛୁ।  More

ଓଡ଼ିଶା ଛୁଇଁଲା ମୌସୁମୀ; ଖୁବ୍‌ଶୀଘ୍ର ତାତିରୁ ମିଳିବ ଆଶ୍ୱସ୍ତି

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। More

ବଢିଲା IPS ଆଶିଷ ସିଂଙ୍କ ପାଇଁ ଅଡୁଆ; ଫିଟ୍‌ ବୋଲି ସ୍ପଷ୍ଟ କଲେ ECI

ଆସିଲା ଆଇପିଏସ୍ ଆଶିଷ ସିଂଙ୍କ ମେଡିକାଲ୍ ରିପୋର୍ଟ । ଶାରିରୀକ ଓ ମାନସିକସ୍ତରରେ ସମ୍ପୂର୍ଣ୍ଣ ସୁସ୍ଥ । ରିପୋର୍ଟ ଦେଇଛି ଭୁବନେଶ୍ବର ଏମ୍ସର ସ୍ବତନ୍ତ୍ର ମେଡିକାଲ୍ ବୋର୍ଡ । More

ଶ୍ରୀମନ୍ଦିର ଲାଇଟ୍ ଖୋଲାଯିବା ଘଟଣା; ତଦନ୍ତ ନିର୍ଦ୍ଦେଶ ପରେ ୪ ଅଟକ

ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ କାହିଁକି ଶ୍ରୀମନ୍ଦିର ପରିସରରେ ଲାଗିଥିବା ଆଲୋକୀକରଣ ବ୍ୟବସ୍ଥାକୁ ହଠାତ୍ ବନ୍ଦ କରିଦିଆଗଲା? କିଏ ଏବଂ କାହା ନିର୍ଦ୍ଦେଶରେ ଖୋଲି ଦିଆଗଲା ଲାଇଟ୍ ସବୁକୁ ? More

ଗ୍ରୀନ୍‌ ମ୍ୟାନ୍‌ ଦିନବନ୍ଧୁ: ୫୦ ବର୍ଷ ଧରି ଲଗାଉଛନ୍ତି ଗଛ...

ପେଶା ତାଙ୍କର ଚାଷ, ହେଲେ ନିଶା ହେଉଛି ବୃକ୍ଷ ରୋପଣ । ପିଲାଟି ଦିନରୁ ଦୀନବନ୍ଧୁଙ୍କର ବୃକ୍ଷପ୍ରତି ଅହେତୁକ ଭଲପାଇବା ପାଇଁ ଆଜି ସେ ଗ୍ରୀନ ମ୍ୟାନ ନାଁରେ ବେଶ୍‌ ପରିଚିତ ହୋଇଛନ୍ତି ।  More

ଲାଇଟ୍‌ ଖୋଲିନେଉଛି ଠିକା କମ୍ପାନୀ; ଅନ୍ଧାର ହୋଇଯିବ ବଡଦେଉଳ !

ବଡଦେଉଳକୁ ସିଧାସଳଖ ଫୋକସ ଲାଇଟ୍‌ରେ ଆଲୋକୀକରଣ କରୁଥିବା ବଡ ବଡ ହାଥମାକ୍ସ ଲାଇଟ୍ ଖୋଲି ନେଇଯାଇଛି ଇଭେଣ୍ଟ କମ୍ପାନୀ। ଯାହାଫଳରେ ଅନ୍ଧାରରେ ବଡଦେଉଳ ! More

ଶ୍ରୀମନ୍ଦିରକୁ ଖେଳଘର ଭାବୁଥିଲା କି ବିଜେଡି ? ପାଣ୍ଡିଆନଙ୍କ ପାଇଁ ଘୁଞ୍ଚିଯାଉଥିଲା ମହାପ୍ରଭୁଙ୍କ ନୀତିକାନ୍ତି !

କାହିଁକି ପାଣ୍ଡିଆନଙ୍କ ପାଇଁ ବିଳମ୍ବ ହେଉଥିଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନୀତିକାନ୍ତି ? ଶ୍ରୀମନ୍ଦିରକୁ ପାଣ୍ଡିଆନ ଯିବାବେଳେ କାଳେ ୧୦ ମିନିଟ ଘୁଞ୍ଚିଯାଉଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ମଙ୍ଗଳ ଆଳତି ।  More

ଲାଲବାହିନୀ ଉପରେ ପୁଣି ହମଲା, ଏନକାଉଣ୍ଟରରେ ଟଳିଲେ ୫ ନକ୍ସଲ

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ଲାଲବାହିନୀ ଉପରେ ପୁଣି ହମଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୫ ଜଣ ନକ୍ସଲ । ଘଟଣା ଘଟିଛି, ଛତିଶଗଡ଼ ଦନ୍ତେୱାଡ଼ା-ନାରାୟଣପୁର ସୀମାନ୍ତରେ । More

Panchang Today 8th June 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୦୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୭.୪୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ More

ମୁଖ୍ୟମନ୍ତ୍ରୀ ରେସ୍‌ରେ ଆଗରେ କିଏ ? କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର?

କିଏ ହେବେ ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଦିଲ୍ଲୀ ବୈଠକ ଉପରେ ସାରା ଓଡିଶାର ନଜର । ଏନେଇ ଦିଲ୍ଲୀରେ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିବ। ଏହା ସହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କେନ୍ଦ୍ର ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିବ ଦଳ । More

ଯାଜପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଦୁଇ ଜୀବନ

ଯାଜପୁର ବଡ଼ଚଣା ଥାନା କଡେଇଛକରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ । ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେବା ଫଳରେ ବସର କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । More

ଓଡ଼ିଶାରେ ଆସିଛି ବିଜେପି ସରକାର: ଖୋଲିବେ କି ସବୁ ବଡ଼ ଘଟଣାର ଫାଇଲ୍ ?

ବିଜେପି ସରକାର ଆସିଲେ ଖୋଲିବେ କି ରାଜ୍ୟର ସବୁ ବଡ଼ ଘଟଣାର ଫାଇଲ୍ ? ଚିଟଫଣ୍ଡ, ରତ୍ନଭଣ୍ଡାର ଚାବି, ମନ୍ତ୍ରୀ ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ଘଟଣାର ତଦନ୍ତ ଗ୍ୟାରେଣ୍ଟିକୁ ନେଇ ବଢିଛି ଆଶା । More

ବିଜେଡିରେ ଏବେ ଦ୍ବିମତ ! ରାଜ୍ୟରେ ଗଡ଼ ଭୁଶୁଡ଼ିବା ପରେ ଦୁଇ ଫାଳ କି ଦଳ ?

୨୪ ବର୍ଷ ଧରି ରାଜ୍ୟରେ ନିରଙ୍କୁଶ ଶାସନ କରୁଥିବା ବିଜେଡି ପରାଜୟ ବରଣ କରିବାପରେ ଦଳରେ ଏବେ ଦ୍ବିମତ। କହିବାକୁ କଲେ ଦଳ ଏକପ୍ରକାର ଦୁଇ ଭାଗ । More

କିଏ ସମ୍ଭାଳିବେ ଓଡ଼ିଶା ଶାସନ ଭାର ? ନୂଆ ନା ଅଭିଜ୍ଞ, ବଢୁଛି ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଏବେ ବି ସସପେନ୍ସ । ରେସରେ ଆଗରେ କିଏ । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବସିବାକୁ ଥିବା ବେଳେ ଅପେକ୍ଷା ପର୍ଯ୍ୟବେକ୍ଷକଙ୍କୁ । More

୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ

୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ । ନଭେମ୍ବର ୨୬ ତାରିଖ ଯାଏଁ ଛୁଟିରେ ଗଲେ ।   More

ଏକମାତ୍ର କମ୍ୟୁନିଷ୍ଟ ବିଧାୟକ, ଓଡ଼ିଶା ମାଟିରେ ଗୋଟିଏ ସ୍ଥାନରେ ଲାଲ୍ ପତାକା

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା । More