• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 16 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 7 months ago

ମୋହନ ସରକାର ଆଗରେ ଅନେକ ଆହ୍ବାନ; କେଉଁ କ୍ଷେତ୍ରକୁ ମିଳିବ ପ୍ରାଥମିକତା ?

ଦାଦନମୁକ୍ତ ଓଡ଼ିଶା। ପେଟ ଓ ପାଟକୁ ପାଣି। ପ୍ରାକୃତିକ ସଂପଦର ସୁବିନିଯୋଗ। ନୂଆ ପିଢ଼ିର ଶିଳ୍ପ ସ୍ଥାପନ। ଏସବୁ ମୋହନ ସରକାର ପାଇଁ ଏବେ ସବୁଠୁ ବଡ଼ ଚ୍ୟାଲେଞ୍ଜ୍।  More
  • Sujit kumar Swain
  • 7 months ago

ନୂଆ ମନ୍ତ୍ରୀଙ୍କୁ ନୂଆ ଚ୍ୟାଲେଞ୍ଜ; ଜାଣନ୍ତୁ କାହା ଆଗରେ ରହିଛି କେଉଁ ସମସ୍ୟା...

ବିଭାଗ ବଣ୍ଟନ ପରେ ନୂଆ ମନ୍ତ୍ରୀଙ୍କୁ ନୂଆ ଚ୍ୟାଲେଞ୍ଜ । ମୋହନଙ୍କ ମନ୍ତ୍ରିମଣ୍ଡଳ ଆଗରେ ୧୦୦ ଦିନର ଚ୍ୟାଲେଞ୍ଜ । ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଛନ୍ତି ଗୃହ, ଅର୍ଥ ଭଳି ୬ଟି ବିଭାଗ । More
  • Swadesi Megha Mallhar Prusty
  • 7 months ago

କାୟା ମେଲାଉଛି ‘ଡିପଥେରିଆ’, ମୁନୁଷପଦର ଗାଁରେ ବଢୁଛି ମୃତ ଓ ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ରାୟଗଡ଼ା କାଶୀପୁର ଇଲାକାରେ ଏବେ ଘାତକ ସାଜିଛି ଡିପଥେରିଆ ରୋଗ । ନେଉଛି ଜଣଙ୍କ ପରେ ଜଣେ ଶିଶୁଙ୍କ ଜୀବନ । More
  • Santosh Kumar Sahoo
  • 7 months ago

ମମିତା ମେହେର ହତ୍ୟାକାଣ୍ଡ: ପୁଣି ଉଠିଲା CBI ତଦନ୍ତ ଦାବି

ମମିତା ମେହେର ହତ୍ୟାର ପୁଣି CBI ତଦନ୍ତ ଦାବି। ମମିତାଙ୍କ ପରିବାର ଲୋକ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି। More
  • Swadesi Megha Mallhar Prusty
  • 7 months ago

ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରଜ ଓ ରବିବାର ଥିବାରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବଡ଼ଦେଉଳର ଚାରିଦ୍ୱାର ଖୋଲିବା ପରେ ପୁରୀରେ ବଢୁଛି ଭକ୍ତଙ୍କ ଭିଡ଼ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜିଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି । More
  • Swadesi Megha Mallhar Prusty
  • 7 months ago

ଆଜି ଶେଷ ରଜ, ଜମୁଛି ପିଠା-ମିଠା ଓ ପାନର ଆସର; ନାଚଗୀତରେ କମ୍ପୁଛି ଗାଁଠୁ ସହର

ରଜ ଉତ୍ସବର ଆଜି ଅନ୍ତିମ ଦିନ । ଆଜି ଭୂମି ଦହନ । ଆସନ୍ତାକାଲି ହେବ ବସୁମତୀ ସ୍ନାନ । More
  • Satyendu Shekher Mishra
  • 7 months ago

ଲୁଚକାଳି ଖେଳୁଛି ମୌସୁମୀ ! ଓଡ଼ିଶା ଛୁଇଁବା ପରେ ଆଉ ଆଗକୁ ଆଉ ବଢ଼ୁନି

୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ୟାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। More
  • Satyendu Shekher Mishra
  • 7 months ago

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। More
  • Sujit kumar Swain
  • 7 months ago

ନୂଆ ସରକାର ଆଗରେ ଏକାଧିକ ଚାଲେଞ୍ଜ୍; ଫୋକସ୍‌ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ

ନୂଆ ସରକାର, ନୂଆ ମୁଖ୍ୟମନ୍ତ୍ରୀ। ଶପଥକୁ ୪ ଦିନ ପୂରିଥିବା ବେଳେ, ଆଗକୁ ରହିଛି ଅନେକ ବାଟ । ଅନେକ ଚାଲେଞ୍ଜ। ଫୋକସ୍‌ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ... More
  • Santosh Kumar Sahoo
  • 7 months ago

କିଏ ହେବେ ବିରୋଧୀ ଦଳର ସେନାପତି ? ବିରୋଧୀ ଶିବିରରେ ଛିଡୁନି ଅଙ୍କ

ପଟ୍ଟ ପରିବର୍ତ୍ତନ ପରେ ରାଜ୍ୟରେ ଏଥର ସଶକ୍ତ ବିରୋଧୀଙ୍କ ଅଭ୍ୟୁଦୟ ହୋଇପାରେ । ଯାହାକୁ ନେଇ ଆକଳନ କରୁଛନ୍ତି ରାଜନୈତିକ ସମୀକ୍ଷକମାନେ। More
  • Santosh Kumar Sahoo
  • 7 months ago

ଜାତିବାଦର କରୁଣ କାହାଣୀ, ମୃତ୍ୟୁ ପରେ ବି ଶବକୁ ମିଳିଲାନି ସମ୍ମାନ

ଦିନ ପ୍ରାୟ ୧୧ଟା । ଭୀମଭୋଇ ମେଡିକାଲ କଲେଜ୍ ଆଣ୍ଡ ହସପିଟାଲର ମେଡିସିନ ବିଭାଗ ବାରଣ୍ଡାରେ ପଡିରହିଥିଲା ମୃତଦେହ । କେହି ପାଖ ମାଡୁନଥିଲେ । ମାଆ, ପତ୍ନୀ, ଭାଇ, ପାଖରେ ସମସ୍ତେ ଥିଲେ, ହେଲେ ଶବ ଛୁଇଁବାକୁ କାହାର ଜୁ ନଥିଲା । More
  • Sujit kumar Swain
  • 7 months ago

ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ...

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ More
  • Sujit kumar Swain
  • 7 months ago

ନାଚଗୀତରେ କମ୍ପୁଛି ଗାଁଠୁ ସହର: ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର...

ଆନନ୍ଦ ଓ ଉତ୍ସାହ ଭିତରେ ସରିଲା ଦ୍ବିତୀୟ ରଜ । ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର । ଦୋଳି ଖେଳ ଓ ପାରମ୍ପରିକ ନାଚଗୀତରେ କମ୍ପୁଛି ଗାଁଠୁ ସହର  । More