ସଂକ୍ଷେପରେ ଆଜିର ତାଜା ଖବର - Sunday, 16 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମୋହନ ସରକାର ଆଗରେ ଅନେକ ଆହ୍ବାନ; କେଉଁ କ୍ଷେତ୍ରକୁ ମିଳିବ ପ୍ରାଥମିକତା ?

ଦାଦନମୁକ୍ତ ଓଡ଼ିଶା। ପେଟ ଓ ପାଟକୁ ପାଣି। ପ୍ରାକୃତିକ ସଂପଦର ସୁବିନିଯୋଗ। ନୂଆ ପିଢ଼ିର ଶିଳ୍ପ ସ୍ଥାପନ। ଏସବୁ ମୋହନ ସରକାର ପାଇଁ ଏବେ ସବୁଠୁ ବଡ଼ ଚ୍ୟାଲେଞ୍ଜ୍।  More

ନୂଆ ମନ୍ତ୍ରୀଙ୍କୁ ନୂଆ ଚ୍ୟାଲେଞ୍ଜ; ଜାଣନ୍ତୁ କାହା ଆଗରେ ରହିଛି କେଉଁ ସମସ୍ୟା...

ବିଭାଗ ବଣ୍ଟନ ପରେ ନୂଆ ମନ୍ତ୍ରୀଙ୍କୁ ନୂଆ ଚ୍ୟାଲେଞ୍ଜ । ମୋହନଙ୍କ ମନ୍ତ୍ରିମଣ୍ଡଳ ଆଗରେ ୧୦୦ ଦିନର ଚ୍ୟାଲେଞ୍ଜ । ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଛନ୍ତି ଗୃହ, ଅର୍ଥ ଭଳି ୬ଟି ବିଭାଗ । More

କାୟା ମେଲାଉଛି ‘ଡିପଥେରିଆ’, ମୁନୁଷପଦର ଗାଁରେ ବଢୁଛି ମୃତ ଓ ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ରାୟଗଡ଼ା କାଶୀପୁର ଇଲାକାରେ ଏବେ ଘାତକ ସାଜିଛି ଡିପଥେରିଆ ରୋଗ । ନେଉଛି ଜଣଙ୍କ ପରେ ଜଣେ ଶିଶୁଙ୍କ ଜୀବନ । More

ମମିତା ମେହେର ହତ୍ୟାକାଣ୍ଡ: ପୁଣି ଉଠିଲା CBI ତଦନ୍ତ ଦାବି

ମମିତା ମେହେର ହତ୍ୟାର ପୁଣି CBI ତଦନ୍ତ ଦାବି। ମମିତାଙ୍କ ପରିବାର ଲୋକ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି। More

ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରଜ ଓ ରବିବାର ଥିବାରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବଡ଼ଦେଉଳର ଚାରିଦ୍ୱାର ଖୋଲିବା ପରେ ପୁରୀରେ ବଢୁଛି ଭକ୍ତଙ୍କ ଭିଡ଼ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜିଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି । More

ଆଜି ଶେଷ ରଜ, ଜମୁଛି ପିଠା-ମିଠା ଓ ପାନର ଆସର; ନାଚଗୀତରେ କମ୍ପୁଛି ଗାଁଠୁ ସହର

ରଜ ଉତ୍ସବର ଆଜି ଅନ୍ତିମ ଦିନ । ଆଜି ଭୂମି ଦହନ । ଆସନ୍ତାକାଲି ହେବ ବସୁମତୀ ସ୍ନାନ । More

ଲୁଚକାଳି ଖେଳୁଛି ମୌସୁମୀ ! ଓଡ଼ିଶା ଛୁଇଁବା ପରେ ଆଉ ଆଗକୁ ଆଉ ବଢ଼ୁନି

୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ୟାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। More

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। More

ନୂଆ ସରକାର ଆଗରେ ଏକାଧିକ ଚାଲେଞ୍ଜ୍; ଫୋକସ୍‌ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ

ନୂଆ ସରକାର, ନୂଆ ମୁଖ୍ୟମନ୍ତ୍ରୀ। ଶପଥକୁ ୪ ଦିନ ପୂରିଥିବା ବେଳେ, ଆଗକୁ ରହିଛି ଅନେକ ବାଟ । ଅନେକ ଚାଲେଞ୍ଜ। ଫୋକସ୍‌ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ... More

କିଏ ହେବେ ବିରୋଧୀ ଦଳର ସେନାପତି ? ବିରୋଧୀ ଶିବିରରେ ଛିଡୁନି ଅଙ୍କ

ପଟ୍ଟ ପରିବର୍ତ୍ତନ ପରେ ରାଜ୍ୟରେ ଏଥର ସଶକ୍ତ ବିରୋଧୀଙ୍କ ଅଭ୍ୟୁଦୟ ହୋଇପାରେ । ଯାହାକୁ ନେଇ ଆକଳନ କରୁଛନ୍ତି ରାଜନୈତିକ ସମୀକ୍ଷକମାନେ। More

ଜାତିବାଦର କରୁଣ କାହାଣୀ, ମୃତ୍ୟୁ ପରେ ବି ଶବକୁ ମିଳିଲାନି ସମ୍ମାନ

ଦିନ ପ୍ରାୟ ୧୧ଟା । ଭୀମଭୋଇ ମେଡିକାଲ କଲେଜ୍ ଆଣ୍ଡ ହସପିଟାଲର ମେଡିସିନ ବିଭାଗ ବାରଣ୍ଡାରେ ପଡିରହିଥିଲା ମୃତଦେହ । କେହି ପାଖ ମାଡୁନଥିଲେ । ମାଆ, ପତ୍ନୀ, ଭାଇ, ପାଖରେ ସମସ୍ତେ ଥିଲେ, ହେଲେ ଶବ ଛୁଇଁବାକୁ କାହାର ଜୁ ନଥିଲା । More

ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ...

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ More

ନାଚଗୀତରେ କମ୍ପୁଛି ଗାଁଠୁ ସହର: ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର...

ଆନନ୍ଦ ଓ ଉତ୍ସାହ ଭିତରେ ସରିଲା ଦ୍ବିତୀୟ ରଜ । ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର । ଦୋଳି ଖେଳ ଓ ପାରମ୍ପରିକ ନାଚଗୀତରେ କମ୍ପୁଛି ଗାଁଠୁ ସହର  । More