ସଂକ୍ଷେପରେ ଆଜିର ତାଜା ଖବର - Thursday, 20 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ

କଟକ ଲୋକସଭାରୁ ସାତ ସାତଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି। ଏଥର ବିଜେଡିର ସଂତୃପ୍ତ ମିଶ୍ରଙ୍କୁ ୫୭ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ। More

ଦିନକ ପରେ ଦେବସ୍ନାନ ପୂର୍ଣ୍ଣମୀ; ରତ୍ନବେଦି ଛାଡି ସ୍ନାନବେଦିକୁ ଓହ୍ଲାଇବେ ଚତୁର୍ଦ୍ଧା ମୂରତି

ଶନିବାର ମହାପ୍ରଭୁଙ୍କ ସ୍ନାନ ଯାତ୍ରା। ୧୦୮ କୁମ୍ଭ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧା ମୂରତି। ଆଜି ପହୁଡ଼ ନୀତି ପରେ ଦଇତାପତିମାନେ ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ। More

ଓଡ଼ିଶା ବିଧାନସଭା ଦେଖିଲା ଦ୍ୱିତୀୟ ମହିଳା ବାଚସ୍ପତି

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରଣପୁର ବିଧାୟିକା ସୁରମା ପାଢୀ। ଆଜି ସର୍ବସମ୍ମତି କ୍ରମେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। More

କେବେ ଖୋଲିବ ରତ୍ନଭଣ୍ଡାର ? ରଥଯାତ୍ରା ଭିତରେ ନା ତାପରେ ବଢିଲା ଦ୍ୱନ୍ଦ୍ୱ...

ଛତିଶା ନିଯୋଗରେ ପ୍ରସଙ୍ଗ ଉଠିନଥିବା କହିଲେ ସେବାୟତ । ଆଇନମନ୍ତ୍ରୀଙ୍କ ସୂଚନା, ଖୋଲିବା ପ୍ରକ୍ରିୟାରେ ଅଛନ୍ତି ସରକାର । More

ମହଙ୍ଗା ହେଲା ଡାଲମା; ସେଞ୍ଚୁରୀ ପାର୍‌ ଟମାଟୋ..ବିନ୍‌, ବାଇଗଣ କଥା ନ କହିବା ଭଲ

ଆଉ ନା କିଣି ହେଉଛି ପରିବା, ନା ଭଲରେ ଚଳାଇ ହେଉ ତେଲ ଲୁଣର ସଂସାର। ଦରବୃଦ୍ଧିର ମାଡ଼ରେ ଥରହର ନିମ୍ନ ମଧ୍ୟବିତ୍ତ ପରିବାର। ନାଲି ଟହ ଟହ ଟମାଟୋ ଛୁଇଁଲେ ସତେ ଯେମିତି କରେଣ୍ଟ ମାରୁଛି। More

‘ସେ ପୁରା ଫିଟ୍‌, ଆଗରୁ କାହିଁକି ଏମିତି ହେଉଥିଲେ ମୁଁ ବୁଝିପାରୁନି’

ନବୀନବାବୁଙ୍କ ହାତ କ’ଣ ପାଇଁ ଏମିତି ଥରୁଥିବା ପ୍ରଶ୍ନରେ ତାରା କହିଛନ୍ତି, ଜାଣିଶୁଣି ଏମିତି କରୁଥିବେ ବୋଲି ଭାବୁଛି। ଡ୍ରାମା କରୁଥିଲେ। ଲେଖା ଛିଡିଗଲା। ପାଇଟି ସରିଲାବୋଲି ତାରା କହିଛନ୍ତି। More

ଖୁବ୍‌ଶୀଘ୍ର ତାତିରୁ ଆଶ୍ୱସ୍ତି, ୨ ଦିନରେ ପହଞ୍ଚିବ ମୌସୁମୀ !

ଆସନ୍ତା ୩ ଦିନ ଭିତରେ ରାଜ୍ୟର ଆଉ କିଛି ଅଞ୍ଚଳକୁ ଅଗ୍ରସର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷାର ପ୍ରଭାବ ରହିବ। More

ଏଣିକି ମେସିନ୍‌ରେ ରାସନ କାର୍ଡ ପୁରାଇଲେ ବାହାରିବ ଚାଉଳ

ଚାଷୀ ଧାନ ଦେବାର ୪୮ ଘଣ୍ଟା ମଧ୍ୟରେ ପ୍ରାପ୍ୟ ପାଇଯିବେ । କୌଣସି କଟ୍‌ନୀଛଟ୍‌ନୀ କରାଯିବନି, କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ । More

ପୁଣି କମ୍ପିବ ବାରବାଟୀ ଷ୍ଟାଡିୟମ; ଫେବ୍ରୁଆରୀରେ ଭାରତ-ଇଂଲଣ୍ତ ୱାନ୍‌ଡେ ମ୍ୟାଚ୍‌

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ୍‌ଡେ ମ୍ୟାଚ୍‌। ଫେବ୍ରୁଆରୀ ୯ ତାରିଖ ରବିବାର ଦିନ ଖେଳାଯିବ ୱାନ୍‌ ଡେ। More

ଖରା ଗରମ ଯୋଗୁଁ ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ

ସ୍କୁଲ୍ ଖୋଲିବା ନେଇ ସ୍ଥିତି ଦେଖି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଥିଲା।  More

ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢ଼ୀ । ଏକମାତ୍ର ପ୍ରାର୍ଥୀ ଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । More

ଡିପଥେରିଆ ନେଲା ଆଉ ଏକ ଜୀବନ, ମୃତକ ୧୦ ବର୍ଷର ବାଳକ

ବ୍ରହ୍ମପୁର MKCG ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର ଦାସ । More

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ? ରେସରେ ଆଗରେ ଅଛନ୍ତି ତାରା ବାହିନୀପତି

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଧାୟକମାନଙ୍କ ସହ ୱାନ ଟୁ ୱାନ୍ ଆଲୋଚନା କରି ଦିଲ୍ଲୀକୁ ରିପୋର୍ଟ ପଠାଇଛନ୍ତି । More

ରାଜ୍ୟ ବଜେଟ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । More

ଆଜିଠୁ ବାଲେଶ୍ୱରରେ କୋହଳ ହେବ କର୍ଫ୍ୟୁ, ୪ ଘଣ୍ଟା ପାଇଁ ଖୋଲିବ ଦୋକାନ ବଜାର

ଆଜି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ । More

ରାଜଧାନୀର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୭ମ ମହଲାରେ ଲାଗିଛି ନିଆଁ

ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ନିଆଁ ଲାଗିଛି । ଆପାର୍ଟମେଣ୍ଟର ୭ମ ମହଲାରେ ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ । More

ରାଜଧାନୀବାସୀଙ୍କୁ ମୁକୁଳା ଡ୍ରେନ ଭୟ; ୭ ବର୍ଷରେ ଗଲାଣି ୬ ଜୀବନ, ତଥାପି ଚେତୁନି BMC

ରାଜଧାନୀରେ ଆଉ କେତେ ମୁଣ୍ଡ ନେବ ମୁକୁଳା ଡ୍ରେନ୍ ? ଟିକିଏ ବର୍ଷା ହେଲେ, ଆଉ କେତେଦିନ ଯାଏଁ ବିପଦଶଙ୍କୁଳ ହୋଇ ଉଠୁଥିବ ଭୁବନେଶ୍ୱର ମହାନଗରୀ ? More

ପୁଣି ବିଧାନସଭା ମଙ୍ଗ ସମ୍ଭାଳିବେ ଜଣେ ମହିଳା ବାଚସ୍ପତି

ପ୍ରମିଳା ମଲ୍ଲିକଙ୍କ ପରେ ବିଧାନସଭା ପରିଚାଳନାର ମଙ୍ଗ ଧରିବେ ସୁରମା ପାଢୀ। ରଣପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସୁରମା ଆଜି ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। More

କୃଷ୍ଣସାର ମୃଗଙ୍କୁ ନନ୍ଦନକାନନରୁ ଆଣିଲେ, କୋଣାର୍କ ବାଲୁଖଣ୍ତରେ ଛାଡ଼ିଲେ

କୋଣାର୍କ ବାଲୁଖଣ୍ଡ ଅଭୟାରଣରେ ଛଡାଗଲା ୧୦ କୃଷ୍ଣସାର ମୃଗ । ନନ୍ଦନକାନନରୁ ଅଣାଯାଇଥିବା ୧୦ଟି ବିରଳ କୃଷ୍ଣସାର ମୃଗଙ୍କୁ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟରେ ଛଡ଼ାଯାଇଛି । More

କର୍ଫ୍ୟୁ କବଳିତ ବାଲେଶ୍ୱରରେ ଦହଗଞ୍ଜ ଜନତା; ଭୋକରେ ଲୋକେ, ମାତିଲେ କଳାବଜାରୀ

ଗୋଷ୍ଠୀ ସଂଘର୍ଷକୁ ପ୍ରତିହତ ପାଇଁ ବାଲେଶ୍ୱର ପ୍ରଶାସନ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସତ, କିନ୍ତୁ ଦୁର୍ବିସହ ହୋଇପଡ଼ିଛି ଜନ ଜୀବନ । ଆଜିକୁ ୩ ଦିନ ହୋଇଗଲା, କର୍ଫ୍ୟୁ କବଳରେ ସାରା ସହର । More

ବାଜିଲା ମୋହର, ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହେଲେ ନବୀନ

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହେଲେ । ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । More