ସଂକ୍ଷେପରେ ଆଜିର ତାଜା ଖବର - Saturday, 29 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୋଦିଙ୍କ ଜନ୍ମଦିନରେ ରିଲିଜ ହେବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା । More

ପାତ୍ରପଡ଼ା ଜମି ହଡପରେ ୪ ଆଇପିଏସ୍; ୨୫୦ କୋଟି ମୂଲ୍ୟର ସରକାରୀ ଜମି ଚଞ୍ଚକତା

ପାତ୍ରପଡ଼ା ଜମି ହଡପ୍ ଘଟଣାରେ ୪ ଆଇପିଏସ୍‌ଙ୍କ ସଂପୃକ୍ତିକୁ ନେଇ ହଇଚଇ । ଗଣମାଧ୍ୟମରେ ନାଗେଶ୍ବର ରାଓ-ସଞ୍ଜିବ ମାରିକ ଦୋଷ ଲଦାଲଦି, ଗୋହି ଖାଳାଖୋଳି । More

ଓଡ଼ିଶା ପ୍ରଶାସନ କେମିତି ପାଇବ ନୂଆ ପରିଚୟ ? କେମିତି ସୁଧୁରିବ ବ୍ୟୁରୋକ୍ରେସିର ଭାବମୂର୍ତ୍ତି ?

ସୋମବାରରୁ ଓଡିଶା ପ୍ରଶାସନର ମଙ୍ଗ ଧରିବାକୁ ଯାଉଥିବା ମନୋଜ ଆହୁଜାଙ୍କ ଆଗରେ ଭରପୂର ଚାଲେଞ୍ଜ । କେମିତି ସୁଧୁରିବ ବ୍ୟୁରୋକ୍ରେସିର ଭାବମୂର୍ତ୍ତି ? କିଭଳି ରହିବ ଓଡିଆ-ଅଣଓଡିଆ ଅଧିକାରୀଙ୍କ ଭିତରେ ବାଲାନ୍ସ ? More

ବଲ୍ଲେ ବଲ୍ଲେ ଢାବାର ଫିଟୁଛି ଗୁମର, ପ୍ରଣବ ବଳବନ୍ତରାୟଙ୍କ ଛତ୍ରଛାୟାରେ ଚଳାଉଥିଲେ ଏଲିନା !

ନାଁକୁ ଥିଲା ଢାବା...କିନ୍ତୁ ବିଜେଡି ନେତାଙ୍କ ସାଜିଥିଲା ମଉଜର ଠିକଣା...କିଏ କହିଲେଣି ଚାଲିଥିଲା ରଙ୍ଗଶାଳା...ଜମୁଥିଲା ମଦମାଂସର ଆସର ତ ଆଉ କିଏ କହୁଛନ୍ତି ହେଉଥିଲା ବେଆଇନ ଆର୍ଥିକ କାରବାର । More

୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର

ମୃତ ନାବାଳକଟି ଟିକରପଡ଼ା ଘାଟ ସାହି ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ଦେଖାଦେଇଛି। More

ରାଜଧାନୀରେ ସରକାରୀ ଜମି ବିକ୍ରି କେଳେଙ୍କାରୀ ମାମଲା; ନାଗେଶ୍ୱରଙ୍କୁ ସଂଜୀବ ମାରିକଙ୍କ ଟାର୍ଗେଟ୍

ପୂର୍ବରୁ ନାଗେଶ୍ବର ରାଓ CRPF ଆଇଜି ଥିବା ବେଳେ ମାରିକ ଓଡ଼ିଶାରେ ଏଡ଼ିଜି ଅପରେସନ ଦାୟିତ୍ୱରେ ଥିଲେ । ସେହି ସମୟରେ ଭୁଲ ବଶତଃ CRPFଙ୍କୁ ନିୟୋଜିତ ଯୋଗୁଁ ଜଣେ କମାଣ୍ଡାଣ୍ଟଙ୍କ ମୃତ୍ୟୁ ହୋଇଥିଲା । More

ବଦଳିବ ଲକ୍ଷ୍ମୀ ବସ୍ ନାଁ; ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’

ଖତ ଖାଉଛି ଲକ୍ଷ୍ମୀ ବସ୍। କୋଟି କୋଟି ଟଙ୍କାର ଦାମୀ କମ୍ପାନୀ ବସ୍ କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍‌ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ। More

‘ରଥଯାତ୍ରାରେ ୧୫୦୦୦ ଯାତ୍ରୀଙ୍କ ପାଇଁ ଷ୍ଟେସନ୍‌ରେ ହେବ ରହିବା ବ୍ୟବସ୍ଥା’

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି । ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି। More

କାଚିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । More

ହେଲମେଟ୍ ନପିନ୍ଧିଲେ ମାସକର ଦରମା ଅଟକିବ !

‘ନିୟମ ଉଲଂଘନକାରୀ ପ୍ରାଥମିକ ଶିକ୍ଷକଙ୍କ ମାସକର ଦରମା ଅଟକି ରହିବ । ଯଦି ଆପଣ ମୁଣ୍ଡ ପାଇଛନ୍ତି, ଆପଣଙ୍କ ପାଇଁ ହେଲମେଟ୍ ଜରୁରୀ ।’ More

ଦୁବାଇରେ ଓଡ଼ିଶାର 'ଆମ୍ରପଲ୍ଲି' ଆମ୍ବ; ଅନ୍ତଃରାଷ୍ଟ୍ରୀୟ ବଜାରରେ ରହିଛି ବେଶ ଚାହିଦା

ଚଳିତ ବର୍ଷ କଳାହାଣ୍ଡିରେ ୪୫ ହଜାର ମେଟ୍ରିକ୍ ଟନ୍ ଆମ୍ବ ଉତ୍ପାଦନ ହୋଇଛି। ଆଉ କଳାହାଣ୍ଡିରୁ ପ୍ରଥମ କରି ଚାଷୀଙ୍କଠାରୁ ସିଧାସଳଖ ଅଢ଼େଇ ଟନ୍ ଆମ୍ରପଲ୍ଲି କିସମ ଆମ୍ବ ଦୁବାଇ ଯାଇଛି। More

ପାନପୋଷ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣରେ ହୋଇଛି କି ଅର୍ଥ ହେରଫେର୍?

ଘରେ ପଶୁ ପଶୁ ଚାଳ ବାଜିଲାଣି। ଦୁଇ ମାସ ହେବ ଦୋକାନ ଆଲର୍ଟମେଣ୍ଟ ହୋଇଛି। ହେଲେ ସମସ୍ୟା ଯେ କାହିଁରେ କଣ। ରାଉରକେଲା ସହରକୁ ପ୍ରବେଶ ପଥ ନିକଟରେ ନିର୍ମାଣ ହୋଇଛି ପାନପୋଷ ମାର୍କେଟ୍। More

୧୮ ବର୍ଷ ହେଲା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପଡ଼ିଛି ବାଡ଼, ମନ୍ଦିରକୁ ପ୍ରବେଶ ବାରଣ

୧୮ ବର୍ଷ ହେଲାଣି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପଡ଼ିଛି ବାଡ଼ । ମନ୍ଦିରକୁ ପ୍ରବେଶ ବାରଣ । ୫୦ ଫୁଟ୍ ଦୂରରୁ ଲୁହା ଗ୍ରୀଲ୍ ଫାଙ୍କରୁ ଶ୍ରଦ୍ଧାଳୁ କରୁଛନ୍ତି ଦିଅଁ ଦର୍ଶନ । More

ବବି ଫଶିଲେ, ଜିତୁ ବି ଫଶିବେ ! ପ୍ରାଇଭେଟ୍ ପ୍ଲଟ୍‌ରେ ବିଧାୟକ ଓ ସାଂସଦ ପାଣ୍ଠି ଲାଗିଲା କେମିତି ?

ସାଂସଦ ଓ ବିଧାୟକ ପାଣ୍ଠିରେ ତିଆରି ହୋଇଛି ଢାବା। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି। ହେଲେ କଥାଟି ସମ୍ପୂର୍ଣ୍ଣ ସତ। ଯାଜପୁର ଧର୍ମଶାଳାର ବଲେ ବଲେ ଢାବା ଓ ଲଜ୍‌ରେ ବିନିଯୋଗ ହୋଇଛି ସାଂସଦ ଓ ବିଧାୟକ ପାଣ୍ଠି। More

ଫିଟୁଛି ଠକ ଡାକ୍ତରର ଗୁମର; କେମିତି କରୁଥିଲା ରୋଗୀସେବା, ସାମ୍ନାକୁ ଆସିଲା ସତ

ଦିନେ ଯିଏ ବନ୍ଧା ହୋଇ ଜେଲ୍ ଯାଇଥିଲା, ସେହି ନକଲି ଡାକ୍ତର ଜେଲରୁ ବାହାରି ପୁଣି ଚଳାଇଲା ରୋଗୀ ସେବା । ସରକାରୀ ଡାକ୍ତରଖାନାରେ ନିଯୁକ୍ତି ପାଇ କାହା ପାଇଁ ଔଷଧ ଲେଖୁଥିଲା ତ ଆଉ କାହାର ଡାଏଲିସିସ୍ କଲା । More