ସଂକ୍ଷେପରେ ଆଜିର ତାଜା ଖବର - Friday, 12 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ସୁନ୍ଦରଗଡ଼ରେ ଚିନ୍ତା ବଢାଇଛି ଡେଙ୍ଗୁ, ହଟସ୍ପଟ୍ ପାଲଟିଛି ରାଉରକେଲା ସହରର ସେକ୍ଟର-୧୪

ଚଳିତ ବର୍ଷ ଆରମ୍ଭରୁ ଜୁଲାଇ ୯ ପର୍ଯ୍ୟନ୍ତ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ସରକାରୀ ଭାବେ ୫୭ ରହିଛି । ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୮୦ ପ୍ରତିଶତ ରୋଗୀ ସେକ୍ଟର-୧୪ ଅଞ୍ଚଳରୁ ଚିହ୍ନଟ ହେଉଛନ୍ତି । More

କ୍ରୀଡ଼ା ରାଜନୀତିରେ ବି ବଡ଼ ପଟ୍ଟ ପରିବର୍ତ୍ତନ, FAO ସଭାପତି ହେଲେ ସମୀର ଦେ’..!

ଫାଓ ସଭାପତି ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ଦେବାଶିଷ । OCA ସଭାପତି ବବି ଦାସଙ୍କୁ ନେଇ ବଢ଼ିଲା ଚର୍ଚ୍ଚା । More

ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ କସରତ, ବିଶେଷଜ୍ଞଙ୍କ ମତ ଶୁଣିଲେ CM

ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି । ନୂଆ ତରିକା, ନୂଆ ଅନ୍ଦାଜ୍ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ଖୋଦ୍ ମୁଖ୍ୟମନ୍ତ୍ରୀ ସବୁ ଅଂଶୀଦାରଙ୍କଠୁ ମତାମତ ଶୁଣିଲେ, ନୋଟ୍ ମଧ୍ୟ କଲେ । More

ସ୍କୁଲ ରୂପାନ୍ତରୀକରଣ ନାଁରେ 'ଷ୍ଟିକର୍' ସ୍କାମ୍ ! ବିନା ଟେଣ୍ଡରରେ କାମ ଦେଇ ୮ କୋଟି ହରିଲୁଟ୍ !

ସ୍କୁଲ ରୂପାନ୍ତରୀକରଣ ନାଁରେ ସାଂଘାତିକ 'ଷ୍ଟିକର୍' ସ୍କାମ୍ ! ବିନା ଟେଣ୍ଡରରେ କାମ ଦେଇ ୮ କୋଟି ଟଙ୍କା ହରିଲୁଟ୍ ! କେନ୍ଦୁଝର ଜିଲ୍ଲାରେ DMF କେଳେଙ୍କାରୀର କଳା ଫର୍ଦ୍ଦ ! More

​​​​​​​ଆସୁ ଆସୁ ଆକ୍ସନ ! ରଥ ଉପରକୁ ମୋବାଇଲ୍ ବ୍ୟାନ, ବିଶୃଙ୍ଖଳାକାରୀ ସେବକଙ୍କୁ ଚେତାବନୀ

ପୂର୍ବ ଅଭିଜ୍ଞତା ସତ୍ତ୍ୱେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକଙ୍କ ପାଇଁ ବହୁ ଚାଲେଞ୍ଜ । ବାହୁଡ଼ା, ନୀଳାଦ୍ରିବିଜେ ସହ ରତ୍ନଭଣ୍ଡାର ଅଳଙ୍କାର ଗଣତି ପ୍ରମୁଖ ଚ୍ୟାଲେଞ୍ଜ । More

ବଢ଼ୁଛି ବିଜେଡି କଳି, ଆଗକୁ ବିସ୍ଫୋରଣ ସମ୍ଭାବନା !

ବିଜେଡି ବିପର୍ଯ୍ୟୟକୁ ନେଇ ବରିଷ୍ଠ ନେତା ନୃସିଂହ ସାହୁଙ୍କ ମନ୍ତବ୍ୟ । ବିଭିନ୍ନ ଜାଗାରେ ଥିବା ମୂଷାଙ୍କ ପାଇଁ ହାରିଲୁ: ନୃସିଂହ ସାହୁ । More

ପୁଣି ଫେରିବ ହକି ଇଣ୍ଡିଆ ଲିଗ୍‌, ଡିସେମ୍ବର ୨୭ରେ ଖେଳାଯିବ ପ୍ରଥମ ମ୍ୟାଚ୍‌

୨୦୧୭ ପରେ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ହକି ଇଣ୍ଡିଆ ଲିଗ୍‌ । ଡିସେମ୍ବର ୨୭ରୁ ଫେବ୍ରୁଆରୀ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଟୁର୍ଣ୍ଣାମେଣ୍ଟ । More

ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କଟକ ଲେଖିବ ନୂଆ ଅଧ୍ୟାୟ

ରାଜ୍ୟର ସର୍ବବୃହତ ମୁକ୍ତାକାଶ ବାଣିଜ୍ୟିକ ଓ ସାଂସ୍କୃତିକ ମେଳାକୁ ମିଳିବ ଅନ୍ତର୍ଜାତୀୟ ମାନ୍ୟତା। ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଯୋଡି ହୋଇ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ କଟକ। More

ବାର୍ ମାଲିକଙ୍କୁ କଡ଼ା ଚେତାବନୀ; ନିୟମ ନ ମାନିଲେ ବାତିଲ୍ ହେବ ଲାଇସେନ୍ସ

ଭୁବନେଶ୍ୱର ବାର୍ ଗୁଡ଼ିକ ନିୟମ ଉଲଂଘନ କରୁଥିବାର ଅଭିଯୋଗ ପରେ ଅବକାରୀ ବିଭାଗ ପକ୍ଷରୁ ବାହାର ଜିଲ୍ଲାର ଅବକାରୀ ଅଧିକାରୀଙ୍କୁ ଡାକି ଭୁବନେଶ୍ୱରର ସମସ୍ତ ବାରରେ ଚଢାଉ କରାଯିବା ସହ ତନଖି କରାଯାଇଥିଲା। More

‘OCA ସଭାପତି ପଦରୁ ବବି ଦାସ୍ ଇସ୍ତଫା ଦେବା ଉଚିତ୍‌’

ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍‌ । ଯେମିତି ଦେବାଶିଷ ସାମନ୍ତରାୟ ସ୍ୱେଚ୍ଛାକୃତ ଇସ୍ତଫା ଦେଲେ ସେହିପରି ବବି ଦାସ ମଧ୍ୟ ଇସ୍ତଫା ଦେଇଦେବା ଉଚିତ୍ । More

୩ ଲକ୍ଷ ଟଙ୍କା ପାଇଁ ନିଜେ ରଚିଲା ନିଜ ଅପହରଣ ନାଟକ

ପୋଲିସ ଏକ ମିଥ୍ୟା ଅପହରଣ ନାଟକର ପର୍ଦ୍ଦାଫାସ୍ କରିଛି। ଟଙ୍କା ପାଇଁ ନିଜେ ନିଜକୁ ଅପହରଣ କରି ଥିଲେ ଜଣେ ଯୁବକ। More

ବଡପୁଅ ଘର ଉପରକୁ ବୋମା ମାଡ଼, ବାଜିଲା ସାନପୁଅ ମୁଣ୍ଡରେ..ତା’ପରେ..

ଖୋର୍ଦ୍ଧା ବାଲୁଗାଁରେ ସମ୍ପତ୍ତି ବିବାଦକୁ ନେଇ ବୋମା ମାଡ଼ ହୋଇଥିବା ଜଣାପଡିଛି। ବାପା ଓ ସାନପୁଅ ବଡ଼ ପୁଅକୁ ହତ୍ୟା କରିବା ଉଦ୍ଦେଶ୍ୟରେ ଘର ଉପରକୁ ବୋମା ମାଡ଼ କରିଥିଲେ। କିନ୍ତୁ ବୋମାଟି ଛିଟିକି ଆସି ସାନପୁଅ ଦେହରେ ବାଜିଥିଲା। More

ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ, ଆଜ୍ଞାମାଳ ବିଜେ ପରେ ତିନି ରଥର ଦକ୍ଷିଣ ମୋଡ଼

ଆଜି ତିନି ରଥର ଦକ୍ଷିଣ ମୋଡ଼ କରାଯାଉଛି । ଆଜ୍ଞାମାଳ ବିଜେ ପରେ ରଥର ଦକ୍ଷିଣ ମୋଡ଼ କରାଯାଉଛି । More

ସାଙ୍ଗ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ଉଦ୍ଧାର

ସାଙ୍ଗ ଘରେ ଝୁଲି ପଡ଼ିଲା ସାଙ୍ଗ। ସୁବର୍ଣ୍ଣପୁର ମହାବିଦ୍ୟାଳୟର +୩ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। More

କାୟା ମେଲାଉଛି ଡେଙ୍ଗୁ; ରାଜ୍ୟରେ ୪୮୮ ଜଣ ପଜିଟିଭ ଚିହ୍ନଟ...

ଗତକାଲି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଯାଏଁ ମୋଟ ୩୫ ହଜାର ୪୭୦ ଟେଷ୍ଟିଂ ହୋଇଛି।  More

Panchang Today 12th July 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ। More

ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ

ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ ।  More

ନବୀନଙ୍କ ଚିଠିର ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଗକୁ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନହେବ, ସେଥିଲାଗି ଯତ୍ନବାନ ହେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି। ଆପଣଙ୍କ ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହ ଗ୍ରହଣୀୟ ହେବ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  More

ଯୋଜନା ଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ତେଜିଲା ରାଜନୀତି

ଆଗରୁ ବିରୋଧ କରି ଏବେ କେମିତି କାର୍ଯ୍ୟକାରୀ କରୁଛି ବିଜେପି ଅଭିଯୋଗ ଆଣିଲା ବିଜେଡି । More

ସରକାରରୁ ହଟିଲେ ଗାଦି ମଡ଼ା ବାବୁ, ନବୀନ ସରକାରର ଗୁଡ୍ ବୁକରେ ଥିବା ଅଫିସରଙ୍କ ବଦଳି

ଗାଦିମଡ଼ା IASଙ୍କ ବଦଳିକୁ ନେଇ ପାୱାର କରିଡର ହଲଚଲ । ପୂର୍ବ ପ୍ରଶାସକଙ୍କ ମତ, ବଦଳି ନୁହେଁ ଦରକାର କାର୍ଯ୍ୟାନୁଷ୍ଠାନ । More

ଆଡ଼ପ ପହଣ୍ଡି ମହାବିଭ୍ରାଟ ପରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ଚିନ୍ତା

ପହଣ୍ଡି ବେଳେ ପୂର୍ଣ୍ଣାଙ୍ଗ ଲାଗୁ ହେବ ରଥ ବ୍ୟବସ୍ଥାବଳି କହିଲେ ଜିଲ୍ଲାପାଳ । ପହଣ୍ଡି ଅଘଟଣକୁ ନେଇ ସିଏମ ମୋହନଙ୍କୁ ନବୀନଙ୍କ ଚିଠି । More