ସଂକ୍ଷେପରେ ଆଜିର ତାଜା ଖବର - Tuesday, 16 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଗୁରୁବାର ଖୋଲିବ ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର, ସକାଳ ୯ଟା ୫୧ରୁ ୧୨ଟା ୧୫ ଶୁଭ ମୁହୂର୍ତ୍ତ 

ଖଟଶେଯ ଘରକୁ ସ୍ଥାନାନ୍ତର ହେବ ସିନ୍ଦୁକ ଓ ଆଲମାରୀରୁ ଅଳଙ୍କାର । ମୁଖ୍ୟ ପ୍ରଶାସକ କହିଲେ ସେଠି ପଡ଼ିଛି ୨ଟି ନୂଆ ତାଲା । More

ନୂଆ ସରକାରକୁ ମାସେ ପରେ ବି AG ପଦବୀ ଖାଲି, ଲମ୍ବୁଛି ଆଶାୟୀଙ୍କ ତାଲିକା..!

AG ଭଳି ପଦବି ଖାଲି ପଡ଼ିବା ନେଇ ବିଜେଡିର ସମାଲୋଚନା। ଠିକ୍ ସମୟରେ ଠିକ୍ ବ୍ୟକ୍ତିଙ୍କୁ ଦିଆଯିବ ନିଯୁକ୍ତି କହିଲା ବିଜେପି । More

ଗୃହ ବିଭାଗରେ ମାଳ ମାଳ OSD, ବିଜେଡି ମାର୍କା ବାବୁଙ୍କ ସଂଖ୍ୟା ୫ !

ପୂର୍ବତନ ପ୍ରଶାସକ କହିଲେ ନିଯୁକ୍ତି ନୁହେଁ ଆକ୍ସନ । କିଭଳି ତ୍ୱରାନ୍ୱିତ ହେବ ବିଭାଗୀୟ ପ୍ରୋସିଡିଂ ଉଠିଲା ପ୍ରଶ୍ନ । More

ତେଜିଲା ନର୍ସିଂ ଷ୍ଟାଫ୍ ଓ ହାଉସ୍ ସର୍ଜନ ମଧ୍ୟରେ ବିବାଦ

ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ । ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ଭିତରେ ଦୋଷ ଲଦାଲଦି । More

ରାତି ପାହିଲେ ସୁନାବେଶ; ଜନସମୁଦ୍ର ପାଲଟିବ ଶ୍ରୀକ୍ଷେତ୍ର, ସୁନାରେ ସଜେଇ ହେବେ ଶ୍ରୀଜିଉ

ଆଡ଼ପ ମଣ୍ଡପରେ ଲୀଳା ଖେଳା ସାରି ଭାଇ ଭଉଣୀଙ୍କ ସହ ଏବେ ନୀଳକନ୍ଦର ମୁହାଁ ନୀଳାଚଳିଆ । ମହଣ ମହଣ ଅଳଙ୍କାରରେ ଝଟକିବେ ମହାପ୍ରଭୁ । ପୁରି ଉଠିବ ସିଂହଦ୍ୱାର, ଉଚ୍ଛୁଳିବ ବଡ଼ଦାଣ୍ଡ । More

ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା

ସରକାରୀ ଅର୍ଥରେ ଧର୍ମଶାଳା ଭବନ ଓ ଫୁଡ୍ କୋର୍ଟ ନିର୍ମାଣ କରାଯାଇଛି। ତେଣୁ ଏହାକୁ ଭଙ୍ଗାଯିବନି ବୋଲି ବିଡିଓ ସୂଚନା ଦେଇଛନ୍ତି। More

ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକଯୋଗ ଦେବେ ଜେପି ନଡ୍ଡା

ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । More

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ ! ଖୋଜାଖାଜି ଜାରି..ମିଳୁନି ପତ୍ତା..

ଅଗ୍ନିଶମ ବାହିନୀ ନିଖୋଜ ପ୍ରଶାନ୍ତଙ୍କୁ ଖୋଜାଖୋଜି ବି କରିଛନ୍ତି। ନଦୀ ନିକଟରୁ ତାଙ୍କ ଚପଲ ଓ କ୍ୟାପ୍ ମିଳିଥିବାରୁ ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି। More

ବୁକିଂ ବାହାନାରେ ଚା'ରେ ନିଶା ଦେଇ ବସ୍ କର୍ମଚାରୀଙ୍କୁ ଅଚେତ କଲେ ଦୁର୍ବୃତ୍ତ

ନିଶା ଦେଇ ବସ୍ କର୍ମଚାରୀଙ୍କୁ ଦୁର୍ବୃତ୍ତ ଅଚେତ କରିଦେଇଥିବା ଚର୍ଚ୍ଚା ହେଉଛି। More

ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ 'ଜିରା ଛେନା ମସଲା'

ଆଜି ଆମେ ଆପଣଙ୍କ ପାଇଁ ପନିରର ଏକ ନୂଆ ରେସିପି ନେଇ ଆସିଛୁ । ଏହି ରେସିପିର ନାଁ ହେଉଛି 'ଜିରା ଛେନା ମସଲା' । ଏହି ରେସିପିଟିକୁ ଅତି ସହଜରେ ଘରେ ଆପଣ ବନେଇ ପାରିବେ । More

‘ଗୁରୁବାର ଖୋଲିବ ରତ୍ନଭଣ୍ତାର, ସମସ୍ତ ପ୍ରକ୍ରିୟାର ହେବ ଭିଡିଓଗ୍ରାଫି’

ପୁଣି କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରଶ୍ନ ଉଠୁଥିଲା। ଏନେଇ ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକରେ ବିଚାରବିମର୍ଶ ପରେ ଗୁରୁବାର ଖୋଲାଯିବା ନେଇ ନିଷ୍ପତ୍ତି ନିଆଗଲା। More

ସ୍ୱପ୍ନରେ ମାଛ ଦେଖୁଛନ୍ତି କି ? ମିଳିଥାଏ ଏହି ସଂକେତ

ସ୍ୱପ୍ନ ଶାସ୍ତ୍ର ଅନୁଯାୟୀ ସ୍ୱପ୍ନରେ ଦେଖାଯାଉଥିବା ପ୍ରତ୍ୟେକ ଜିନିଷର କିଛି ନା କିଛି ଅର୍ଥ ରହିଛି । ଏଥିମଧ୍ୟରୁ କିଛି ଅତୀତର ହୋଇଥାଏ ଏବଂ କିଛି ଭବିଷ୍ୟତର ଆଇନା ଦେଖାଇଥାନ୍ତି । ଏହା ଜୀବନରେ ଶୁଭ ଏବଂ ଅଶୁଭ ପରିଣାମ ନେଇ ଆସିଥାଏ । More

ବର୍ଷାରେ ଭିଜିବ ଓଡ଼ିଶା,ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ । ଆସନ୍ତା ୧୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା More

ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି,ସିଂହଦ୍ବାର ସାମ୍ନାରେ ତିନି ରଥ

ଭକ୍ତି ଓ ଭାବରେ ବୁଡ଼ିଲା ଶ୍ରୀକ୍ଷେତ୍ର । ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ ଓ ଦେବଦଳନ । ଶ୍ରୀନଅର ସମ୍ମୁଖରେ ହେଲା ଲକ୍ଷ୍ମୀ ନାରାୟଣ ଭେଟ More

ଅବସରର ପରେ ୱାଟକୋର ଗାଦି ମାଡ଼ି ବସିଛନ୍ତି ବହୁ ଇଞ୍ଜିନିୟର ବାବୁ

ଅଫିସରଙ୍କ ରାଜ୍ ପାଇଁ ବନ୍ଦ ହୋଇଛି ନୂଆ ନିଯୁକ୍ତି ବାଟ । ପ୍ରମୋଶନ୍ ପାଇଥିବା ଅନେକଙ୍କୁ ମିଳୁନି ନୂଆ ପୋଷ୍ଟିଂ । More

ଭକ୍ତି ଓ ଭାବରେ ବୁଡ଼ିଛି ଶ୍ରୀକ୍ଷେତ୍ର; ସିଂହଦ୍ବାରରେ ଲାଗିଲା ୩ ରଥ...

ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ୁଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ , ଦେବଦଳନ ଓ ନନ୍ଦିଘୋଷ । ଲକ୍ଷ୍ମୀନାରାୟଣ ଭେଟ ସାରି ପଛେ ପଛେ ପହଞ୍ଚିଲେ ନନ୍ଦିଘୋଷ ।  More

ଖାଉଟି ବଜାରରେ ନିଆଁ, କେମିତି ନିୟନ୍ତ୍ରଣ ହେବ ପରିବା ଦର; କମିବ ମିଡିଲ୍ ମ୍ୟାନଙ୍କ ପ୍ରାଦୁର୍ଭାବ

ଯଦିଓ ଟିକେ କମିଛି, ହେଲେ ଜୁଲାଇରେ ଯେତିକି ରହିବା କଥା ତାଠୁ ଅଧିକ ରହିଛି ପରିବା ଓ ଗ୍ରୋସରୀ ଦର । More

ବାହୁଡ଼ାରେ ସୁଧାରିଲେ ଗୁଣ୍ଡିଚା ତ୍ରୁଟି ! ଆଗୁଆ ପହଣ୍ଡି, ଧାର୍ଯ୍ୟ ସମୟ ପୂର୍ବରୁ ରଥଟଣା 

ବିନା ବଡ଼ ବିଲକ୍ଷଣ ଓ ବିଶୃଙ୍ଖଳାରେ ରଥଟଣା । ରଥରୁ ଅଣସେବାୟତଙ୍କୁ ଓହ୍ଲାଇ ଆଣିଲେ ଶ୍ରୀମନ୍ଦିର ପ୍ରଶାସକ । More

ଘନଉଛି ରତ୍ନଭଣ୍ତାର ଚାବି ବିବାଦ; ଡୁପ୍ଲିକେଟ୍ ଚାବିରେ ଖୋଲିଲାନି ତାଲା! କାହିଁକି ନଥିଲା ଜଉମୁଦ?

ଶ୍ରୀମନ୍ଦିର ରତ୍ନଭଣ୍ଡାର ନୁହେଁ ତ, ସତେ କି ଖୋଲୁଛି ରହସ୍ୟ ପେଡ଼ି । ପ୍ରାୟ ୫ ଦଶନ୍ଧି ପରେ ଗତକାଲି ଭିତର ଭଣ୍ଡାର ଖୋଲା ଯାଇଥିଲେ ବି, ବିବାଦ ଥମୁନି । More