• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 19 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Swadesi Megha Mallhar Prusty
  • 6 months ago

ଭର୍ତ୍ତୃହରିଙ୍କ ଅଳିଆ ଉପାଖ୍ୟାନ; ସରଗରମ୍ ରାଜନୀତି, ଜେଲରେ ପୂରାଇବାକୁ ଦେବାଶିଷଙ୍କ ଆହ୍ୱାନ

ଚର୍ଚ୍ଚାରେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଳିଆ ସଫା ଉପାଖ୍ୟାନ । ନିଶ୍ଚିନ୍ତକୋଇଲିର ଏକ ସ୍କୁଲର ଜୟନ୍ତୀ ସମାରୋହରେ ନିଶାନା କଲେ, ତେରେଛା ବାଣ ମାରିଲେ । More
  • Swadesi Megha Mallhar Prusty
  • 6 months ago

ଜଷ୍ଟିସ୍ ରଥଙ୍କ ବୟାନ୍, ‘ମୁକୁଟ ଦେଖିଛି ହେଲେ ସଂଖ୍ୟା କହିବିନି’

ରତ୍ନଭଣ୍ଡାରରେ ଭିତରେ ରହିଛି ଯୁଦ୍ଧାସ୍ତ୍ର ... ଅଛି ତେଣ୍ଟା, ବର୍ଚ୍ଛା ଭଳି ରାଜା ରାଜୁଡ଼ା ଅମଳର ଅସ୍ତ୍ରଶସ୍ତ୍ର । ଅଛି ମଧ୍ୟ ଚର୍ଚ୍ଚା ହେଉଥିବା କେତେକ ରାଜା ମୁକୁଟ । More
  • Swadesi Megha Mallhar Prusty
  • 6 months ago

ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ, ଥ୍ରୀ ଏସ୍ ଫର୍ମୁଲା ଉପରେ ଜୋର୍

ଓଡ଼ିଶାରେ ସରକାର ଗଢିବା ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ । ଜଗନ୍ନାଥଙ୍କ ଆଶୀର୍ବାଦ ନେଇ ଜଗନ୍ନାଥଙ୍କ ଧାମରେ ରାଜ୍ୟର ସର୍ବାଙ୍ଗୀନ ବିକାଶ ନେଇ ପ୍ରସ୍ତୁତ ହୋଇଛି ରୋଡମ୍ୟାପ । More
  • Satyendu Shekher Mishra
  • 6 months ago

ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି

ପିତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର ।  More
  • Pallipuspa Samal
  • 6 months ago

ସନ୍ଧ୍ୟା ହେଲେ ଏଠି ପହଣ୍ଡି ହୁଏ

ସଂଜ ନଇଁଲେ ଧାଡି ପହଣ୍ଡିରେ ଆସି ରଥାରୃଢ ହୁଅନ୍ତି ଚତୁର୍ଦ୍ଧା ମୁରତୀ। ୪ଦିନ ରଥ ଟଣା। ଜାଣନ୍ତୁ ଏହି ନିଆରା ରଥଯାତ୍ରା ସମ୍ପର୍କରେ । More
  • Pallipuspa Samal
  • 6 months ago

ରସଗୋଲା ଦିବସରେ ବନାନ୍ତୁ ସୁଆଦିଆ ‘ରସଗୋଲା’

ରସଗୋଲା ଦିବସରେ ଆଜି ଆମେ ଘରେ ବନେଇବା ‘ରସଗୋଲା’ । ଏହି ମିଠା ରେସିପିଟି ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । More
  • Sujit kumar Swain
  • 6 months ago

ତାମ୍ପରା ହ୍ରଦର ସ୍ଥାୟୀ ନିର୍ମାଣକୁ NGT ଛାଟ ; ଭଙ୍ଗା ହେବ ଏକାଧିକ କଟେଜ...

ତାମ୍ପରା ହ୍ରଦରେ ନିର୍ମିତ ସ୍ଥାୟୀ ନିର୍ମାଣ ବିରୋଧରେ ଏନଜିଟି ଛାଟ । ୪ ସପ୍ତାହ ମଧ୍ୟରେ ଉଛେଦ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏନଜିଟି ।  More
  • Sujit kumar Swain
  • 6 months ago

ସରି ଆସିଲା ଶ୍ରୀଜୀଉଙ୍କ ଲୀଳାଖେଳା; ଆଜି ନୀଳକନ୍ଦର ଫେରିବେ ନୀଳମଣି...

ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବେଜି। ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ।  More
  • Sujit kumar Swain
  • 6 months ago

ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ; ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍...

ପୁରୀରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ଉଦଘାଟନ କରିବେ ଜେପି ନଡ୍ଡା । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ପ୍ରସ୍ତୁତ ହେବ ଆଗାମୀ ରଣନୀତି । More
  • Santosh Kumar Sahoo
  • 6 months ago

Panchang Today 19th July 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । More
  • Satyendu Shekher Mishra
  • 6 months ago

ତିନି ରଥରେ ଭାଙ୍ଗିଲା ଅଧର ହାଣ୍ଡି, ସରି ସରି ଆସୁଛି ମହାପ୍ରଭୁଙ୍କୁ ଲୀଳାଖେଳା

ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର ଏବଂ କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା । ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। More
  • Satyendu Shekher Mishra
  • 6 months ago

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ରୁପାରୋଶନଙ୍କୁ CMOରୁ ବିଦା କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ଦିଆଯାଇଥିଲା।  More
  • Santosh Kumar Sahoo
  • 6 months ago

ଯାଜପୁରରୁ ଆରମ୍ଭ ହେଲା ବେଆଇନ୍ ଖଣି ଉପରେ ଆକ୍ସନ୍, ଖୋଲିବ ଡଙ୍କାରୀ ଗୁମର

ଆରମ୍ଭ ହେଲା ବେଆଇନ ଖଣି ଉପରେ ଆକ୍ସନ। ତଦନ୍ତ ପାଇଁ ଗଠିତ ଟିମ୍ କଲା ଖାଦନରେ ଜୋରଦାର ରେଡ୍। More
  • Satyendu Shekher Mishra
  • 6 months ago

ରତ୍ନଭଣ୍ଡାର ଭିତରେ ଅଛି କି ଗୁପ୍ତ ସୁଡ଼ଙ୍ଗ ?

ସୁଡ଼ଙ୍ଗ ବା ଗୁପ୍ତ ଦ୍ବାର ଅଛି କି ନାହିଁ ASI କରିବ ଅନୁଧ୍ୟାନ କହିଲେ ଗଜପତି । ଯାଞ୍ଚ କମିଟି ଅଧ୍ୟକ୍ଷ କହିଲେ, ଆମ ଆଖିରେ ପଡ଼ିନି ସେଭଳି କିଛି ଦୃଶ୍ୟ । More
  • Satyendu Shekher Mishra
  • 6 months ago

ସାଢ଼େ ୭ ଘଣ୍ଟା ଲାଗିଲା ! ୪ଟି ଆଲମିରା, ୩ଟି ସିନ୍ଦୁକରୁ ସ୍ଥାନାନ୍ତର ହେଲା ରତ୍ନ

ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହେଲା ରତ୍ନ ଅଳଙ୍କାର । ପ୍ରାୟ ସାଢ଼େ ୭ ଘଣ୍ଟା ଧରି ଚାଲିଲା ରତ୍ନ ଅଳଙ୍କାର ସ୍ଥାନାନ୍ତରଣ । More