ସଂକ୍ଷେପରେ ଆଜିର ତାଜା ଖବର - Friday, 19 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭର୍ତ୍ତୃହରିଙ୍କ ଅଳିଆ ଉପାଖ୍ୟାନ; ସରଗରମ୍ ରାଜନୀତି, ଜେଲରେ ପୂରାଇବାକୁ ଦେବାଶିଷଙ୍କ ଆହ୍ୱାନ

ଚର୍ଚ୍ଚାରେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଳିଆ ସଫା ଉପାଖ୍ୟାନ । ନିଶ୍ଚିନ୍ତକୋଇଲିର ଏକ ସ୍କୁଲର ଜୟନ୍ତୀ ସମାରୋହରେ ନିଶାନା କଲେ, ତେରେଛା ବାଣ ମାରିଲେ । More

ଜଷ୍ଟିସ୍ ରଥଙ୍କ ବୟାନ୍, ‘ମୁକୁଟ ଦେଖିଛି ହେଲେ ସଂଖ୍ୟା କହିବିନି’

ରତ୍ନଭଣ୍ଡାରରେ ଭିତରେ ରହିଛି ଯୁଦ୍ଧାସ୍ତ୍ର ... ଅଛି ତେଣ୍ଟା, ବର୍ଚ୍ଛା ଭଳି ରାଜା ରାଜୁଡ଼ା ଅମଳର ଅସ୍ତ୍ରଶସ୍ତ୍ର । ଅଛି ମଧ୍ୟ ଚର୍ଚ୍ଚା ହେଉଥିବା କେତେକ ରାଜା ମୁକୁଟ । More

ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ, ଥ୍ରୀ ଏସ୍ ଫର୍ମୁଲା ଉପରେ ଜୋର୍

ଓଡ଼ିଶାରେ ସରକାର ଗଢିବା ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ । ଜଗନ୍ନାଥଙ୍କ ଆଶୀର୍ବାଦ ନେଇ ଜଗନ୍ନାଥଙ୍କ ଧାମରେ ରାଜ୍ୟର ସର୍ବାଙ୍ଗୀନ ବିକାଶ ନେଇ ପ୍ରସ୍ତୁତ ହୋଇଛି ରୋଡମ୍ୟାପ । More

ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି

ପିତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର ।  More

ସନ୍ଧ୍ୟା ହେଲେ ଏଠି ପହଣ୍ଡି ହୁଏ

ସଂଜ ନଇଁଲେ ଧାଡି ପହଣ୍ଡିରେ ଆସି ରଥାରୃଢ ହୁଅନ୍ତି ଚତୁର୍ଦ୍ଧା ମୁରତୀ। ୪ଦିନ ରଥ ଟଣା। ଜାଣନ୍ତୁ ଏହି ନିଆରା ରଥଯାତ୍ରା ସମ୍ପର୍କରେ । More

ରସଗୋଲା ଦିବସରେ ବନାନ୍ତୁ ସୁଆଦିଆ ‘ରସଗୋଲା’

ରସଗୋଲା ଦିବସରେ ଆଜି ଆମେ ଘରେ ବନେଇବା ‘ରସଗୋଲା’ । ଏହି ମିଠା ରେସିପିଟି ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । More

ତାମ୍ପରା ହ୍ରଦର ସ୍ଥାୟୀ ନିର୍ମାଣକୁ NGT ଛାଟ ; ଭଙ୍ଗା ହେବ ଏକାଧିକ କଟେଜ...

ତାମ୍ପରା ହ୍ରଦରେ ନିର୍ମିତ ସ୍ଥାୟୀ ନିର୍ମାଣ ବିରୋଧରେ ଏନଜିଟି ଛାଟ । ୪ ସପ୍ତାହ ମଧ୍ୟରେ ଉଛେଦ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏନଜିଟି ।  More

ସରି ଆସିଲା ଶ୍ରୀଜୀଉଙ୍କ ଲୀଳାଖେଳା; ଆଜି ନୀଳକନ୍ଦର ଫେରିବେ ନୀଳମଣି...

ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବେଜି। ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ।  More

ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ; ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍...

ପୁରୀରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ଉଦଘାଟନ କରିବେ ଜେପି ନଡ୍ଡା । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ପ୍ରସ୍ତୁତ ହେବ ଆଗାମୀ ରଣନୀତି । More

Panchang Today 19th July 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । More

ତିନି ରଥରେ ଭାଙ୍ଗିଲା ଅଧର ହାଣ୍ଡି, ସରି ସରି ଆସୁଛି ମହାପ୍ରଭୁଙ୍କୁ ଲୀଳାଖେଳା

ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର ଏବଂ କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା । ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। More

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ରୁପାରୋଶନଙ୍କୁ CMOରୁ ବିଦା କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ଦିଆଯାଇଥିଲା।  More

ଯାଜପୁରରୁ ଆରମ୍ଭ ହେଲା ବେଆଇନ୍ ଖଣି ଉପରେ ଆକ୍ସନ୍, ଖୋଲିବ ଡଙ୍କାରୀ ଗୁମର

ଆରମ୍ଭ ହେଲା ବେଆଇନ ଖଣି ଉପରେ ଆକ୍ସନ। ତଦନ୍ତ ପାଇଁ ଗଠିତ ଟିମ୍ କଲା ଖାଦନରେ ଜୋରଦାର ରେଡ୍। More

ରତ୍ନଭଣ୍ଡାର ଭିତରେ ଅଛି କି ଗୁପ୍ତ ସୁଡ଼ଙ୍ଗ ?

ସୁଡ଼ଙ୍ଗ ବା ଗୁପ୍ତ ଦ୍ବାର ଅଛି କି ନାହିଁ ASI କରିବ ଅନୁଧ୍ୟାନ କହିଲେ ଗଜପତି । ଯାଞ୍ଚ କମିଟି ଅଧ୍ୟକ୍ଷ କହିଲେ, ଆମ ଆଖିରେ ପଡ଼ିନି ସେଭଳି କିଛି ଦୃଶ୍ୟ । More

ସାଢ଼େ ୭ ଘଣ୍ଟା ଲାଗିଲା ! ୪ଟି ଆଲମିରା, ୩ଟି ସିନ୍ଦୁକରୁ ସ୍ଥାନାନ୍ତର ହେଲା ରତ୍ନ

ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହେଲା ରତ୍ନ ଅଳଙ୍କାର । ପ୍ରାୟ ସାଢ଼େ ୭ ଘଣ୍ଟା ଧରି ଚାଲିଲା ରତ୍ନ ଅଳଙ୍କାର ସ୍ଥାନାନ୍ତରଣ । More