ସଂକ୍ଷେପରେ ଆଜିର ତାଜା ଖବର - Tuesday, 23 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କିଏ ହେବେ ନୂଆ ପିସିସି ମଙ୍ଗୁଆଳ ? ରେସ୍‌ରେ ସପ୍ତଗିରି..

କିଛି ଦାୟିତ୍ୱ ନପାଇ ଅଭିମାନ କରିଛନ୍ତି ତାରା ବାହିନୀପତି । ନୂଆ ପିସିସି ସଭାପତିଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ- ରାଜନୀତି ସମୀକ୍ଷକ । More

ପରିବା ହାଟରେ ଟମାଟୋ ଟେନସନ୍ !

ଟମାଟୋ କେଜି କେଉଁଠି ୮୦ ତ କେଉଁଠି ସେଞ୍ଚୁରୀ ପାର୍ । କିଲେ ସ୍ଥାନରେ ଅଢ଼େଇ ଶହ କିଣି କାମ ଚଳାଉଛନ୍ତି ଖାଉଟି । More

ଟନେଲ୍‌ ଖୋଳା ସରିଲା, ଖୁବ୍‌ଶୀଘ୍ର ସରିବ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ କାମ

ଚାଲୁରହିଥିବା ରେଳ ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦିଆଯାଉଛି । ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ଉଭୟ ପାର୍ଶ୍ୱରୁ ଟନେଲ୍ କାର୍ଯ୍ୟ ନିର୍ମାଣ କରାଯାଉଅଛି । More

ଇରାକରେ ଫସିଛନ୍ତି ଓଡ଼ିଆ ଯୁବକ; ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତଙ୍କ ଉଦ୍ୟମ

ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ। ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖିଛନ୍ତି ବୈଜୟନ୍ତ। More

ତଳସରା ବିଧାୟକ ଭବାନୀ ଭୋଇ ହେବେ ଉପବାଚସ୍ପତି

ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଭବାନୀ । ଭବାନୀଙ୍କ ନାମ ଘୋଷଣା କରିଥିଲା ଭାରତୀୟ ଜନତା ପାର୍ଟି । More

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ ହେଲେ ସନ୍ଥନଗୋପାଳନ

ସନ୍ଥନଗୋପାଳନଙ୍କ ନିଯୁକ୍ତି ନେଇ ଇସିଆଇ ଅଫିସରୁ ବିଜ୍ଞପ୍ତି ହୋଇଛି। More

ବର୍ଷାରେ ଭିଜୁଛି ଓଡ଼ିଶା; ଏହି ୬ଜିଲ୍ଲାରେ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି..

ଆସନ୍ତା ୪ ଦିନରେ ବର୍ଷାରେ ଭିଜିବ ସାରା ଓଡ଼ିଶା। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। More

ସରକାରଙ୍କ ବଡ଼ ଘୋଷଣା; ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ

ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ । ସେହିପରି ଗୋବିନ୍ଦ ଚନ୍ଦ୍ର ଦାସ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ । More

ବଜେଟ୍ ଅଧିବେଶନ; ୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ସାଢେ ତିନି ଲକ୍ଷ ନିଯୁକ୍ତି ସୁଯୋଗ

ବଜେଟ୍ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ । ୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବି । ଶିକ୍ଷା ମାନବୃଦ୍ଧି ଉଦ୍ଦେଶ୍ୟରେ ପ୍ରଣୟନ ହେବ ରାଜ୍ୟ ଶିକ୍ଷାନୀତି । More

କଟୁରୀ ଧରି ଲୁଟପାଟ୍ ସହ ହଇଚଇ ଖେଳାଉଥିଲେ ଶଳା-ଭିଣୋଇ ଗ୍ୟାଙ୍ଗ...

କମିଶନରେଟ୍ ପୋଲିସ ହାବୁଡ଼ରେ ଏବେ ପଡ଼ିଛନ୍ତି ୩ ଜଣିଆ ଶଳା-ଭିଣୋଇ ଗ୍ୟାଙ୍ଗ। ଆଜିକୁ ପ୍ରାୟ ୩ ବର୍ଷ ହୋଇଗଲା, ଟ୍ବିନସିଟି ସମେତ ରାଜ୍ୟବ୍ୟାପି ସକ୍ରିୟ ରହି ଲୁଟପାଟ୍ ଚଳାଇଥିଲା ଏହି ଗ୍ୟାଙ୍ଗ।  More

ଗୁଣଗାନ ପରେ ବଢ଼ିଲା ଚର୍ଚ୍ଚା: ରାଜନୀତିରୁ ସନ୍ନ୍ୟାସ ପରେ ବି କାହିଁକି ପାଣ୍ଡିଆନ୍ ପ୍ରୀତି ?

ପୁଣି ପାଣ୍ଡିଆନଙ୍କ ସୁରକ୍ଷାରେ ବାହାରିଲେ ନବୀନ। ପୂର୍ବରୁ କ୍ଲିନଚିଟ୍ ଦେଇଥିଲେ । ଆଉ ଆଜି ଢାଲ ହୋଇ ଛିଡ଼ା ହେଲେ। ଖାଲି ସେତିକି ନୁହେଁ ପାଣ୍ଡିଆନଙ୍କ ଗୁଣ ଗାନ ବି କଲେ।  More

ଡବଲ୍ ମର୍ଡର; ଶାଶୁ ଓ ସ୍ତ୍ରୀକୁ ଶାବଳରେ ଭୂସି ହତ୍ୟା କଲା ଜ୍ବାଇଁ...

ରେଢ଼ାଖୋଲ ଥାନା ପୋଡ଼ାବଲଣ୍ଡା ଗାଁରେ ଡବଲ ମର୍ଡର । ଶାଶୁ ଓ ସ୍ତ୍ରୀକୁ ଶାବଳରେ ଭୂସି ହତ୍ୟା କଲା ଜ୍ବାଇଁ । More