ସଂକ୍ଷେପରେ ଆଜିର ତାଜା ଖବର - Tuesday, 30 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାଜ୍ୟ ବଜେଟ୍ ‘ନେମ୍ ଚେଞ୍ଜର୍ ନୁହଁ, ଗେମ୍ ଚେଞ୍ଜର୍’ କହିଲେ ମୁଖ୍ୟମନ୍ତ୍ରୀ

ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ। More

‘ପୁଅ ଡ୍ରଗ୍ସ ମାମଲାରେ ଫସିଛି.. ତାକୁ ଛାଡିବା ପାଇଁ ୫୦ ହଜାର ଟଙ୍କା ଦିଅନ୍ତୁ !’

ଜଣେ ଶିକ୍ଷକଙ୍କୁ ଠକିଦେଲା ଠକ ନକଲି ସିବିଆଇ ଅଧିକାରୀ । More

ପିଇବା ପାଣିକୁ ନେଇ ବିଧାନସଭାରେ ତାତି, ଗୋଟିଏ ଘାଟରେ ଶାସକ-ବିରୋଧୀ..!

୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ । More

‘ପୋଲିସ ସେବା ଆଇନ ଉଲ୍ଲଙ୍ଘନ, କ୍ଷମତାର ଅପବ୍ୟବହାର’, IPS ରାଜେଶ ପଣ୍ଡିତ ସସପେଣ୍ଡ

ଶନିବାର ରାତିରେ କ’ଣ ଥିଲା ଅସଲ ଘଟଣା, ବଢ଼ିଲା ଚର୍ଚ୍ଚା । RTI କର୍ମୀଙ୍କ ପିଟିସନ ପରେ ଶନିବାର ଘଟଣାକୁ ନେଇ ବଢ଼ିଲା ଚର୍ଚ୍ଚା । More

ରାଜଧାନୀରେ ଶହ ଶହ ବେଆଇନ୍ ଆପାର୍ଟମେଣ୍ଟ, ମନ୍ତ୍ରୀ ଦେଲେ ଆଖି ତରାଟିଲା ଭଳି ତଥ୍ୟ

ଆପଣଙ୍କ ଫ୍ଲାଟ୍ ଥିବା ଆପାର୍ଟମେଣ୍ଟ ବେଆଇନ୍ ନୁହେଁ ତ? ଜୀବନ ଯାକର କଷ୍ଟାର୍ଜିତ ପୁଞ୍ଜି ଖଟାଇ ଫସି ଯାଇ ନାହାନ୍ତି ତ? More

ଛାନିଆ କରୁଛି STAର ସ୍ପେଶାଲ ଡ୍ରାଇଭ୍, ଜାଲରେ ପଡ଼ୁଛନ୍ତି ନାବାଳକ ଡ୍ରାଇଭର୍

ଆଜି ଦ୍ୱିତୀୟ ଦିନରେ ବି ଚାରିଆଡୁ ଆସିଛି ନାବାଳକ ଚାଳକଙ୍କ ଗାଡ଼ିକୁ ଫାଇନ୍ ଆଦାୟର ଖବର । ଦୁଇ ଦିନରେ ଏ ସଂପର୍କିତ ୩୩୪ଟି ମାମଲା ରୁଜୁ ହୋଇଥିବା ବେଳେ ୮୩ ଲକ୍ଷ ୫୦ ହଜାରରୁ ଅଧିକ ଟଙ୍କାର ଚାଲାଣ କଟା ଯାଇଥିବା କହିଛି ଏସଟିଏ । More

ବଡ଼ ଖବର; ସସ୍‌ପେଣ୍ଡ ହେଲେ IPS ରାଜେଶ ପଣ୍ଡିତ...

ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍‌ପେଣ୍ଡ ନେଇ ସୂଚନା । କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ସସ୍‌ପେଣ୍ଡ ହୋଇଥିବ ସୂଚନା । More

ବିପଦ ସଂକେତ ଟପିଲା ଜଳକା ନଦୀ ଜଳସ୍ତର; ଭୟଭୀତ ଲୋକେ...

ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି ।  More

ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ...

ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର।  More

‘ଆଲୋଚନା ସରିଛି, ଖୁବ୍‌ଶୀଘ୍ର ସମାଧାନ ହେବ ଆଳୁ ସମସ୍ୟା’

ପୋଲାଭରମ ପ୍ରସଙ୍ଗ ଉପରେ ବି ପ୍ରତିକ୍ରିୟା ରଖି କହିଛନ୍ତି, ଦିଲ୍ଲୀରେ ପୋଲାଭରମ ପ୍ରସଙ୍ଗ ଉପରେ ଏବଂ ଆମ ଦାବିକୁ ଦୋହରାଇଛୁ। ଆଗାମୀ ଦିନରେ ଅଧିକାରିସ୍ତରୀୟ ଏବଂ ମୁଖ୍ୟମନ୍ତ୍ରୀ ସ୍ତରୀୟ ବୈଠକ ବସି ଆଲୋଚନା କରିବା ସହ ସମାଧାନର ବାଟ ବାହାର କରିବୁ। More

ଅବସରକୁ ଥିଲା ୮ ମାସ, ଜାଲ ପକାଇଦେଲା ଭିଜିଲାନ୍ସ, ୫୨ ପ୍ଲଟ୍ ସହ ୫ ଆଲିସାନ୍ କୋଠା ଠାବ

ସପ୍ତାହକ ଭିତରେ ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ । ୪ ଦିନ ତଳେ ଜଣେ ବରିଷ୍ଠ ଯନ୍ତ୍ରୀ ସୁନୀଲ ରାଉତଙ୍କ ଆଖି ତରାଟିଲା ଭଳି ଧନସଂପତ୍ତି ମିଳିଥିଲା । More

ଧର୍ମଶାଳା ବିଜେଡିରେ ବିସ୍ଫୋରଣ ! ପରାଜୟର କାରଣ ପାଇଁ ଦୁଇ ଗୋଷ୍ଠୀ ଦୋଷ ଲଦାଲଦି

ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରି ଦଳ ଛାଡ଼ିଲେ ବଡ଼ ଗୋଷ୍ଠୀ । କଟକରେ ବି ୨ ଗୋଷ୍ଠୀ ଗୋହି ଖୋଳାଖୋଳି । More

ମହାବଳଙ୍କ ବେଶୀ ପସନ୍ଦ ଓଡ଼ିଶା ଜଙ୍ଗଲ, ସୁନ୍ଦରଗଡ଼ରେ ଆଡ୍ଡା ଜମାଇଛି ମଧ୍ୟପ୍ରଦେଶ ବାଘ !

ଗଜପତିରେ କ୍ୟାମେରା ଟ୍ରାପରେ ମହାରାଷ୍ଟ୍ରର ଜଙ୍ଗଲ ରାଜା । ଶିମିଳିପାଳରେ ବ୍ଲାକ୍ ଟାଇଗର ସଫାରୀ ଖୋଲିବାକୁ ନିଷ୍ପତ୍ତି । More

ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର: ନବୀନ ପଟ୍ଟନାୟକ

ରାଜ୍ୟ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର । ବିଧାନସଭାରେ ବଜେଟ୍ ଆଲୋଚନା ବେଳେ ଆଜି ଏଭଳି ଢଙ୍ଗରେ ମନ୍ତବ୍ୟ ରଖି ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । More