• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 02 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 6 months ago

ପରବର୍ତ୍ତୀ ପୋଲିସ ଡିଜି ହୋଇପାରନ୍ତି ୱାଇ.ବି. ଖୁରାନିଆ !

କେନ୍ଦ୍ରରୁ ଫେରିଲେ ଆଇପିଏସ୍ ୱାଇ.ବି ଖୁରାନିଆ । ବିଏସଏଫ୍ ସ୍ପେଶାଲ୍ ଡିଜି ୱାଇ.ବି ଖୁରାନିଆ କେନ୍ଦ୍ରରୁ ଫେରିଲେ  ।  More
  • Sujit kumar Swain
  • 6 months ago

ସରକାରୀ ବାବୁଙ୍କୁ ଘାରିଛି କୁବେର ହେବାର ନିଶା; ଅମାପ ସଂପତ୍ତି ଠୁଳ କରି ଭିଜିଲାନ୍ସ ଜାଲରେ ବଡ଼ ମାଛ...

ସରକାରୀ ବାବୁଙ୍କୁ ଘାରିଛି କୁବେର ହେବାର ନିଶା । କିଏ ଠୁଳ କଲାଣି ପାହାଡ଼ ଉଚ୍ଚର କଳା ଟଙ୍କା ତ ଆଉ କାହାର ମାଳ ମାଳ ପ୍ଲଟ୍, ଫ୍ଲାଟ୍, ବହୁତଳ କୋଠା । More
  • Sujit kumar Swain
  • 6 months ago

ୟୁପିରୁ ଆଳୁ ଆଣି ଦିଦିଙ୍କୁ ଚେକ୍; ଓଡ଼ିଶାକୁ ଆଉ ନାଲି ଆଖି ଦେଖାଇପାରିବନି ବେଙ୍ଗଲ...

ଆଳୁ ପାଇଁ ଆଉ ଓଡ଼ିଶାକୁ କେହି କରି ପାରିବେନି ବ୍ଲାକମେଲ୍ । ଉତ୍ତର ପ୍ରଦେଶରୁ ଆଳୁ ଆଣି ପଶ୍ଚିମବଙ୍ଗକୁ ଚେକ୍ ଦେବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ।  More
  • Sujit kumar Swain
  • 6 months ago

ନିଆଁ ଲଗାଇଲେ ଢାଲି, ଘିଅ ଢାଳିଲେ ଅମର: ତାସ୍ ଘର ପରି ଭୁଶୁଡ଼ିବ କି ବିଜେଡି ?

ନବୀନଙ୍କୁ ଝଟକା ପାଇଁ ଅନେକ ବିଜେଡି ନେତା ଲାଇନରେ ଥିବା ଚର୍ଚ୍ଚା । ବିଜେଡି ବସା ଖାଲି ହୋଇଯିବ କହି ନିଆଁ ଲଗାଇଲେ ଢାଲି । ସଂଗଠନ ପରିବର୍ତ୍ତନ ଲୋଡ଼ା ଦର୍ଶାଇ ଘିଅ ଢାଳିଲେ ଅମର । More
  • Swadesi Megha Mallhar Prusty
  • 6 months ago

ମୃତ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦଙ୍କୁ ଝୁରୁଛି ଗାଁ, ଜନ୍ମଦିନ ପାଳନ ପାଇଁ ଯାଇ ପାଲଟିଥିଲେ ଶବ

ମାଟି ତଳୁ ଚାଲିଛି ମଣିଷ ଖୋଜା । ଉଦ୍ଧାରକାରୀ ଟିମ୍ ସକାଳୁ ରାତି ଯାଏଁ ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି । କେରଳ ମୁଖ୍ୟମନ୍ତ୍ରୀ ପି. ବିଜୟନ୍ ଘନ ଘନ ବୈଠକ କରି ପରିସ୍ଥିତିର ସମୀକ୍ଷା କରୁଛନ୍ତି । More
  • Swadesi Megha Mallhar Prusty
  • 6 months ago

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ! ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । More
  • Swadesi Megha Mallhar Prusty
  • 6 months ago

Panchang Today 2nd August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ More
  • Sujit kumar Swain
  • 6 months ago

‘ପଶ୍ଚିମବଙ୍ଗ ନୁହେଁ, ଏଣିକି ଉତ୍ତରପ୍ରଦେଶରୁ ଆସିବ ଆଳୁ’

ଏଣିକି ଉତ୍ତରପ୍ରଦେଶରୁ ଆସିବ ଆଳୁ। ଯାହାର କ୍ୱାଲିଟି ମଧ୍ୟ ଭଲ ରହିଛି। ଦୀର୍ଘ ଦିନ ଧରି ରାଜ୍ୟରେ ଆଳୁ ସମସ୍ୟା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ।  More
  • Sujit kumar Swain
  • 6 months ago

କୋ-ଅପରେଟିଭ୍ ନା କରପ୍ସନ୍‌ ବିଭାଗ ! ସବୁ ଜାଣିଶୁଣି କାହିଁକି ଚୁପ୍ ବସିଥିଲା ତତ୍କାଳୀନ ବିଜେଡି ସରକାର ?

ଖୋଲିବ ସମବାୟ ଦୁର୍ନୀତି ପେଡି ! ବନ୍ଧା ହେବେ ଅଧିକାରୀ ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା ! ଗତକାଲି ବିଧାନସଭାରେ ଆସିଛି ଅଖିତରାଟି ଦେଲା ଭଳି ତଥ୍ୟ।   More
  • Sujit kumar Swain
  • 6 months ago

ବୁଝିବା ପୂର୍ବରୁ ବିଜେଡିର ଅକଲ ଗୁଡୁମ୍ ! ନେତୃତ୍ବ ଉପରେ ଆସ୍ଥା ହରାଉଛନ୍ତି କି ଜନ ପ୍ରତିନିଧି ?

ଫାଟୁଛି ବିଜେଡି। ଫୁଲୁଛି ବିଜେପି । ବିଜେଡି ନେତୃତ୍ବ ଉପରେ ଆସ୍ଥା ହରାଉଛନ୍ତି କି ଜନ ପ୍ରତିନିଧି ? ଓଡ଼ିଶାରେ ଲୋକସଭା ନିର୍ବାଚନରେ ଖାତା ଖୋଲି ପାରିନଥିବା ବିଜେଡିର,ଏବେ ରାଜ୍ୟସଭା ସାଂସଦ ସଂଖ୍ୟା ଛିଡିବା ଆରମ୍ଭ ହେଲାଣି। More
  • Swadesi Megha Mallhar Prusty
  • 6 months ago

ଗୋଟିଏର ସରିନି, ମାଡ଼ି ଆସିଲାଣି ଆଉ ଏକ ଲଘୁଚାପ; ୪ ଜିଲ୍ଲାକୁ ୱାର୍ଣ୍ଣିଂ ଦେଲେ SRC

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । More
  • Swadesi Megha Mallhar Prusty
  • 6 months ago

ପୂର୍ଣ୍ଣଗର୍ଭା ମହାନଦୀ, ୨ ଗୋଡ଼ରେ ଲୁହା ଶିକୁଳି; ୫୦ କିଲୋମିଟର ଭାସିବା ପରେ ବି ଜୀବିତ

କଥାରେ ଅଛି, ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ । ଏହି ଉକ୍ତିଟି ବାସ୍ତବରେ ପରିଣତ ହୋଇଛି, ଛତିଶଗଡ଼ର ଜଣେ ମାନସିକ ଅନଗ୍ରସର ମହିଳାଙ୍କ କ୍ଷେତ୍ରରେ । More