ସଂକ୍ଷେପରେ ଆଜିର ତାଜା ଖବର - Friday, 09 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭାଙ୍ଗୁଛି ବିଜେଡି ସଙ୍ଗଠନ; ବିଜେପି ମୁହାଁ ବିଜେଡି ନେତା ଓ କର୍ମୀ

କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ  । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ । More

କାହିଁକି ମିଳୁନି ପାଣ୍ଡିଆନ୍‌ଙ୍କ ହେଲିକପଟର ଗସ୍ତ ଖର୍ଚ୍ଚର ହିସାବ ? ଗାଏବ କରିଦେଇଛି କି ପୂର୍ବ ସରକାର ?

ଘିରି ଘିରେ ହୋଇ ହେଲିକପଟରରେ ଘୁରୂଥିଲେ, ହେଲେ ଖର୍ଚ୍ଚର ହିସାବ ନାହିଁ ତାହାଲେ କାହା ଟଙ୍କାରେ ହେଲିକପଟରରେ ଉଡୁଥିଲେ ଭି.କେ. ପାଣ୍ଡିଆନ୍ ? ପାଣ୍ଡିଆନ୍‌ଙ୍କ ହେଲିକପଟର ଉଡ଼ାରେ ପାଣି ଭଳି ଖର୍ଚ୍ଚ ହୋଇଛି କେତେ ଟଙ୍କା ? More

ଆସୁନି ଆଳୁ, ବଢ଼ୁଛି ଟେନସନ୍; NHରେ ଅଟକିଲା ପଶ୍ଚିମବଙ୍ଗ ମୁହାଁ ଖାଦ୍ୟ ସାମଗ୍ରୀ ଗାଡ଼ି...

ଆଳୁକୁ ନେଇ ଅଶାନ୍ତି । ଆଳୁ ପାଇଁ ହଲ୍ଲାବୋଲ୍ । ଭାଙ୍ଗି ଆସିଲାଣି ସାଧାରଣ ଜନତାଙ୍କ ଧୈର୍ଯ୍ୟ । ଆଉ ଚଳିବନି ଆଳୁ ରାଜନୀତି । ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ ସହ ପୋଷ୍ଟର ପୋଡ଼ି ଜାତୀୟ ରାଜପଥ ଅବରୋଧ କଲେ । More

SCBରେ ବଡ଼ ଅଘଟଣ; କ୍ରେନ୍‌ ଭାଙ୍ଗି ୩ ଶ୍ରମିକ ଗୁରୁତର...

କଟକ ଏସ୍‌ସିବି ସଂପ୍ରସାରଣ କାମ ବେଳେ ଘଟିଲା ବଡ଼ ଅଘଟଣ  । ଏସ୍‌ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍‌ ଭାଙ୍ଗିପଡ଼ିଲା ନେଇ ସୂଚନା ।  More

ଅଧିକ ମହିଳା କର୍ମଚାରୀ ଥିଲେ ଭି-କାର୍ତ୍ତିକ୍‌ଙ୍କ ନିଯୁକ୍ତି ମନା !

କୌଣସି ଟ୍ରେନିଂ ଇନଷ୍ଟିଚ୍ୟୁଟରେ ନିଯୁକ୍ତି ନଦେବାକୁ ପରାମର୍ଶ । ଅଧିକ ମହିଳା କାର୍ଯ୍ୟ କରୁଥିବା ସଂସ୍ଥାରେ ନିଯୁକ୍ତ ନଦେବାକୁ ସୁପାରିଶ । More

ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରଙ୍କୁ ମିଳିବ ଭତ୍ତା

ଦିନକୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ କ୍ରାନ୍ତି ଦିବସ ଭାବେ ମଧ୍ୟ ପାଳନ କରାଯାଏ।  More

ଲଗାଣ ବର୍ଷାରେ ଭାଙ୍ଗିଲା ପୋଲ, ହେକ୍ଟର ହେକ୍ଟର ଚାଷ ଜମି ବାଲିଚର

ସନ୍ଧ୍ୟା ସୁଦ୍ଧା ମୁଣ୍ଡଳି ବ୍ୟାରେଜ୍ ଦେଇ ୫ ଲକ୍ଷ ୮୭ ହଜାର କ୍ୟୁସେକ୍ ବନ୍ୟା ପାଣି ପାସ କରୁଥିଲା। More

Panchang Today 9th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି। More

ନାଫେଡ ମାଧ୍ୟମରେ UPରୁ ଆସିବ ଆଳୁ, ୩୦ ଟଙ୍କାରେ ବିକିବେ ସରକାର

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ। More

OTVରୁ ସାଢ଼େ ୫ ଲକ୍ଷ ଟଙ୍କାର ଠକେଇ !

ଗିରଫଦାରି ଏଡ଼ାଇବାକୁ ମୁହଁ ଲୁଚାଇ ବୁଲୁଛନ୍ତି ସମୀର । ତଥ୍ୟ ପ୍ରମାଣ ସହ ଗତ ଜୁନ୍ ୨୩ରେ ଓଟିଭି ପକ୍ଷରୁ ଏତଲା । More

ଦଳୀୟ କନ୍ଦଳ BJD ପାଇଁ ଚିନ୍ତା ଘାରିଛି, ସଂଗଠନ ସଜାଡ଼ିବାକୁ ନବୀନଙ୍କ ବୈଠକ

କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।  More

ହାଟ ବଜାରରୁ ଅନ୍ତର୍ଦ୍ଧାନ ଆଳୁ, ଓଡ଼ିଶା ମୁହାଁ ଗାଡ଼ିକୁ ଗୋଡ଼ାଇ ଧରୁଛି ବଙ୍ଗ ପୋଲିସ

ହାଟ ବଜାର, ଘର ଦୁଆର । ଯୁଆଡ଼େ ଯାଆନ୍ତୁ, ସବୁଠି ଏବେ ଆଳୁ ଚର୍ଚ୍ଚା । କାରଣ କେଉଁଠି ଆଳୁ ଗାୟବ ତ ଆଉ କେଉଁଠି ଆକାଶଛୁଆଁ ଦର। More

ଏଣିକି ଡିଲର ପାଖେ ଧାଡ଼ି ବାନ୍ଧିବାକୁ ପଡ଼ିବନି, ATMରୁ ଚାଉଳ ଉଠାଇବେ ହିତାଧିକାରୀ

କାର୍ଡ ନମ୍ବର ମାରି ଫିଙ୍ଗର ପ୍ରିଣ୍ଟ୍ ଦେଲେ ମେସିନରୁ ବାହାରିବ ଚାଉଳ । ସଫଳ ହେଲେ ପ୍ରତି ବ୍ଲକରେ ଖୋଲାଯିବ ଚାଉଳ ଏଟିଏମ୍  । More