• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 12 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 5 months ago

NIRF ରାଙ୍କିଂ ! ଟପ୍‌-୧୦୦ରେ ଓଡ଼ିଶାର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ

୫୯.୯୪% ସ୍କୋର୍ ସହ ୨୮ତମ ସ୍ଥାନରେ ଅଛି। ୩୪ତମ ସ୍ଥାନରେ ୫୭.୦୪% ସ୍କୋର୍ ସହ NIT ରାଉରକେଲା ରହିଛି। More
  • Satyendu Shekher Mishra
  • 5 months ago

ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ, ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ଯାଇଥିଲେ ଜେଲ୍ !

ଭୁବନେଶ୍ବର AIIMSରେ ୪୨ ବର୍ଷରେ କ୍ୟାନସରରେ ମୃତ୍ୟୁ । ୨୦୦୬ରେ ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ହୋଇଥିଲା ଜେଲ୍ । More
  • Satyendu Shekher Mishra
  • 5 months ago

ଅଶାନ୍ତ ବାଂଲାଦେଶରେ ଅସୁରକ୍ଷିତ ସଂଖ୍ୟାଲଘୁ, ଥମୁନି ଦେବାଦେବୀଙ୍କ ମନ୍ଦିରରେ ଲଙ୍କାକାଣ୍ଡ !

ଶତାଧିକ ଜୀବନହାନୀ ସହ ରୁଜୁ ହେଲାଣି ୨୦୫ ହିଂସାତ୍ମକ ମାମଲା । ବିଶ୍ୱବ୍ୟାପୀ ଚିନ୍ତା, ଭାରତରେ ବି ତେଜିଲା ପ୍ରତିବାଦର ସ୍ୱର । More
  • Satyendu Shekher Mishra
  • 5 months ago

୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି

ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ଆସନ୍ତା ୧୫ ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମିପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। More
  • Sujit kumar Swain
  • 5 months ago

ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ; ୯ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।  More
  • Sonali Ojha
  • 5 months ago

Panchang Today 12th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ। More
  • Sujit kumar Swain
  • 5 months ago

କାଲିଠୁ ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।  More
  • Sangram Keshori Behera
  • 5 months ago

କେନ୍ଦ୍ରକୁ ସୁଜିତ କୁମାରଙ୍କ ପ୍ରଶଂସା, ବିଜେପି ଆଡକୁ ଢଳୁଛନ୍ତି କି ବିଜେଡି ସାଂସଦ ?

ମମତା ମହାନ୍ତଙ୍କ ରାସ୍ତାରେ କି ସୁଜିତ୍ କୁମାର ? ରାଜ୍ୟକୁ ମିଳିଥିବା ନୂଆ ରେଳପ୍ରକଳ୍ପ ପାଇଁ କେନ୍ଦ୍ରକୁ ସୁଜିତଙ୍କ ପ୍ରଶଂସା । More
  • Sangram Keshori Behera
  • 5 months ago

କେବେଠୁ ରତ୍ନଭଣ୍ଡାର ମରାମତି ? ସରକାରଙ୍କ ଗ୍ରୀନ୍ ସିଗନାଲ ଅପେକ୍ଷାରେ ASI

ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା । ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ । More
  • Sujit kumar Swain
  • 5 months ago

ସାମ୍ନାକୁ ଆସିଲା ନୂଆ ତଥ୍ୟ; ପାଣ୍ଡିଆନଙ୍କ ପାଇଁ ବଢିଲା ଅଡୁଆ !

କଟକ ଓ ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍ । RTI ତଥ୍ୟରେ ୩ ନିର୍ବାଚନ ମଣ୍ଡଳୀରେ ହେଲିପ୍ୟାଡ୍ ଖର୍ଚ୍ଚ ୭୫ ଲକ୍ଷ । ପ୍ରାବଧାନ ନଥାଇ କିଏ ଦେଇଥିଲା ଅନୁମତି ? More
  • Sangram Keshori Behera
  • 5 months ago

ରାଜ୍ୟର ପ୍ରଥମ ସୁଡ଼ଙ୍ଗ ରାସ୍ତାକୁ ନେଇ ଉତ୍ସାହ, ସମୁଦ୍ର ପତ୍ତନଠାରୁ ୩ ହଜାର ଫୁଟ୍ ଉଚ୍ଚତା

କୋରାପୁଟରେ ରାଜ୍ୟର ପ୍ରଥମ ଟନେଲ ରାସ୍ତାକୁ ନେଇ ଉତ୍ସାହ । ଆରବର୍ଷ ଟନେଲ୍ କାମ ସାରିବାକୁ ଟାର୍ଗେଟ୍ । More
  • Sangram Keshori Behera
  • 5 months ago

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଇଁ ପରେଡ୍ ରିହର୍ସାଲ୍

୭୮ତମ ସ୍ୱାଧୀନତା ଦିବସ ପାଇଁ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପରେଡ୍ ରିହର୍ସାଲ୍ । ଅଂଶଗ୍ରହଣ କରିବେ ୫୮ ଟି ଟ୍ରୁପ । More