ସଂକ୍ଷେପରେ ଆଜିର ତାଜା ଖବର - Thursday, 29 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଟାଟା ପାୱାର ବିରୋଧରେ ହଲ୍ଲାବୋଲ, ମିଟର ଫିଙ୍ଗିଲେ ୧୫ ପଞ୍ଚାୟତର ଉପଭୋକ୍ତା

ସ୍ମାର୍ଟମିଟର ନାଁରେ ଶୋଷଣ ବିରୋଧରେ ହଲ୍ଲାବୋଲ । ବିଜୁଳି ବିଲ୍ ରେ ଟାମ୍ପରିଂ କରି କମ୍ପାନୀ ଲୁଟୁଥିବା ଅଭିଯୋଗ । More

ପ୍ରେମ ପାଇଁ ରକ୍ତରଞ୍ଜିତ ରାଜଧାନୀର ରାସ୍ତା

ପ୍ରେମ ପାଇଁ ପ୍ରେମିକାର ଦାଦାକୁ ମାରିଦେଲା ପାଗଳ ପ୍ରେମିକ । ଖଣ୍ଡଗିରି ଥାନା ଅଞ୍ଚଳରେ ସିନେମା ଷ୍ଟାଇଲର ଥ୍ରିଲର ମର୍ଡର କ୍ରାଇମ । More

ସରକାରୀ ସ୍କିମ୍ କମ୍, ନିଜ ପ୍ରଚାର ବେଶି; ପାଣ୍ଡିଆନଙ୍କ ବିଜ୍ଞାପନ ବାବଦରେ ଖର୍ଚ୍ଚ ୧୫ କୋଟି..!

ସରକାରୀ ତହବିଲରୁ ହୋଇଛି ପାଣି ଭଳି ଆଡଭାଟାଇଜ୍ ଖର୍ଚ୍ଚ । ତେଜିଲା ପଲିଟିକାଲ ବୟାନବାଜି । More

ମଣିଷକୁ ଛୁଇନି ବାର୍ଡ ଫ୍ଲୁ, ରିପୋର୍ଟ ଆସିଲା ନେଗେଟିଭ୍

ସରକାରଙ୍କ ପକ୍ଷରୁ ଛୋଟ କୁକୁଡ଼ାକୁ ୨୦ ଟଙ୍କା ଓ ବଡ଼ କୁକୁଡ଼ା ପାଇଁ ୭୦ ଟଙ୍କା ଓ ଅଣ୍ଡା ପିଛା ୩ ଟଙ୍କା କ୍ଷତିପୂରଣ ବ୍ୟବସ୍ଥା ହୋଇଛି। ବାର୍ଡ ଫ୍ଲୁ କିଭଳି ଅଲଗା ଜିଲ୍ଲାକୁ ନ ବ୍ୟାପିବ ବିଭାଗ ସଚେତନ ରହିଥିବା କହିଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ। More

ଚାଷୀ ଆତ୍ମହତ୍ୟାକୁ ବଳିଗଲା ଷ୍ଟୁଡେଣ୍ଟ ସୁଇସାଇଡ୍ !

NCRBର ରିପୋର୍ଟରେ ଚିନ୍ତାଜନକ ତଥ୍ୟ । ବାର୍ଷିକ ବିଦ୍ୟାର୍ଥୀଙ୍କ ଆତ୍ମହତ୍ୟା ମାମଲା ବଢ଼ିଛି ୪ ପ୍ରତିଶତ । More

ଆନନ୍ଦ ବଜାରରେ ଭକ୍ତଙ୍କୁ ଆଉ ହେବନି ଅସୁବିଧା, ହେବେନି ଠକାମୀର ଶିକାର !

୧ ତାରିଖରୁ ନିଯୁକ୍ତ ହେବେ ୨୦ ଦକ୍ଷ ଅବସରପ୍ରାପ୍ତ ସେନା କର୍ମଚାରୀ । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ଭକ୍ତ ଓ ସୁଆର ସେବକଙ୍କ ସ୍ୱାଗତ । More

ରେଡ୍‌ ୱାର୍ଣ୍ଣିଂ ! କୋରାପୁଟରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ..

ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପଟେ ଭୁବନେଶ୍ବରରେ ଆଜି ବର୍ଷା ଲାଗି ରହିଥିବା ବେଳେ ସକାଳୁ କୋହଲା ପାଗ ଲାଗି ରହିଛି। More

ନୂଆଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । More

ମହାନତା ଦେଖାଇଲେ ଅଗ୍ନିଶମ ବାହିନୀ କର୍ମଚାରୀ, ଉଛୁଳା ନାଳରେ ରୋଗୀଙ୍କୁ କରାଇଲେ ପାର

ଅତି ସତର୍କତାର ସହ ଦଉଡି ସାହାର୍ଯ୍ୟରେ ଟ୍ୟୁବ୍‌ ପକାଇ ମହିଳାଙ୍କୁ ନାଳ ପାର କରାଇଥିଲେ ଅଗ୍ନିଶମ ବାହିନୀ କର୍ମଚାରୀ । More

ଭୁବନେଶ୍ୱରରେ ଚାଞ୍ଚଲ୍ୟ, ବନ୍ଦ ଘରେ ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା

ଭୁବନେଶ୍ୱରର ରବି ଟକିଜ ଟଙ୍କପାଣି ରୋଡ଼ ନିକଟରେ ବନ୍ଦ ଘରୁ ମିଳିଲା ହାଡ଼ । ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା । More

ବନ୍ଦ ହେବ ବାସି ଅବଢ଼ା ବିକ୍ରି; ଆନନ୍ଦବଜାର ଜଗିବେ ସେନାନିବୃତ କର୍ମୀ

ଆନନ୍ଦ ବଜାରରେ ବାସି ଅବଢା ବିକ୍ରି ଉପରେ ଲାଗିବ ରୋକ୍। ଅଣସୂପକାରମାନଙ୍କୁ ପ୍ରସାଦ ବିକ୍ରି ବାରଣ କରାଯିବ। ଆନନ୍ଦ ବଜାରକୁ ଶୃଙ୍ଖଳିତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । More

ଅଡ଼ୁଆରେ ନିଲମ୍ବିତ IPS ଅଧିକାରୀ ରାଜେଶ ପଣ୍ଡିତ; ଚାର୍ଜଫ୍ରେମ୍ କଲା ଗୃହ ବିଭାଗ

ନିଲମ୍ବିତ IPS ଅଧିକାରୀ ରାଜେଶ ପଣ୍ଡିତଙ୍କ ପାଇଁ ବଢ଼ିଲା ଅଡୁଆ। ରାଜେଶ ପଣ୍ଡିତଙ୍କ ବିରୋଧରେ ଚାର୍ଜଫ୍ରେମ୍ କଲା ଗୃହ ବିଭାଗ । More

ମମତାଙ୍କ ମନ୍ତବ୍ୟକୁ କଡ଼ା ନିନ୍ଦା: ବର୍ଷିଲେ ମୋହନ, ଗର୍ଜିଲେ ହିମନ୍ତ ବିଶ୍ୱଶର୍ମା

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । More

Panchang Today 29th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ । More

କମିଲା ଓମ୍‌କାର ରାୟଙ୍କ ଦରମା, ଯାହା ଅଧିକ ନେଇଛନ୍ତି ସବୁ ଫେରାଇବେ..!

ଷ୍ଟାର୍ଟ ଅପ୍ ଓଡ଼ିଶାକୁ ଆସି ନେଇଥିବା ଅଧିକ ଅର୍ଥକୁ ଫେରସ୍ତ ନିର୍ଦ୍ଦେଶ । ବର୍ତ୍ତମାନ କେତେ ସରକାରୀ ଦରମା ପାଇବେ ପୁନଃନିର୍ଦ୍ଧାରିତ ହେଲା । More

ପୁରୀରେ ମଣିଷଙ୍କୁ ବ୍ୟାପିଲାଣି କି ବାର୍ଡ ଫ୍ଲୁ ? ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ପରେ ବଢ଼ିଲା ଭୟ

ବଢ଼ିଲା ବାର୍ଡ ଫ୍ଲୁ' ଟେନସନ୍ । ପୁରୀ ଜିଲ୍ଲାରେ ସଂକ୍ରମିତ କୁକୁଡ଼ାଙ୍କ ଦେହରୁ ମଣିଷଙ୍କ ଶରୀରକୁ ବ୍ୟାପିନି ତ ବାର୍ଡ ଫ୍ଲୁ ? More

ମାପ-ଓଜନରେ ସାଂଘାତିକ ଠକେଇ ! ପେଟ୍ରୋଲ ଟାଙ୍କିରେ ବି ଠକେଇ...

କମ୍ ମାପର ତେଲ ଦେଇ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ । ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ପରେ ଚିନ୍ତାରେ ଗ୍ରାହକ । More

ଜଲଦି କରନ୍ତୁ E-KYC ଅପଡେଟ୍, ନକଲେ ରାସନ କାର୍ଡରୁ କଟିଯିବ ନାଁ

ଟିପ ଚିହ୍ନ ଦେଇ E-KYC ଅପଡେଟ୍ ନକଲେ ରାସନ କାର୍ଡରୁ କଟିବ ନାଁ । ରାଜ୍ୟରେ ରହିଥିବା ପ୍ରାୟ ୨୫ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଚାଲିଛି ଇ-କେୱାଇସି ଅପଡେଟ୍ ପ୍ରକ୍ରିୟା । More

ଭୁଶୁଡ଼ିଗଲାଣି ରଙ୍ଗମରା କାନ୍ଥ, ପାଣି ଭଳି ଖର୍ଚ୍ଚ ପରେ ବି କାମକୁ ନୁହଁ 5T ସ୍କୁଲ୍ !

ରୂପାନ୍ତୀକରଣ ନାଁରେ ରାଜ୍ୟବ୍ୟାପି ଜଳଜଳ ଦୁର୍ନୀତିର ଚିତ୍ର । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ, ତଦନ୍ତ କରାଯିବ । More