ସଂକ୍ଷେପରେ ଆଜିର ତାଜା ଖବର - Monday, 02 September 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଋଣ ଖିଲାପ ଅଭିଯୋଗରେ ବ୍ୟବସାୟୀଙ୍କ ସମ୍ପତ୍ତି ସିଲ୍ କଲା ବ୍ୟାଙ୍କ

ବ୍ୟବସାୟୀଙ୍କ ସମ୍ପତ୍ତି ସିଲ୍ କଲା ବ୍ୟାଙ୍କ । ୪ କୋଟି ଟଙ୍କାର ଋଣ ଖିଲାପ ଅଭିଯୋଗରେ ସିଲ୍ କଲା ଏନଫୋର୍ସମେଣ୍ଟ ଟିମ୍ । More

ଡାକ୍ତର ହେବେ ପୁଣି ଜଣେ ଆଦିବାସୀ ଛାତ୍ର, ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ

ଇଶାକଙ୍କ ଏହି ସଫଳତା ପରେ ଘରେ ଖୁସିର ଲହରି । ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ସେ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡ଼ିକାଲ କଲେଜ ହସପିଟାଲରେ ନାଁ ଲେଖିଛନ୍ତି । More

ନବୀନଙ୍କ ଗଡ଼ରେ ନରହତ୍ୟାର ଲୋମଟାଙ୍କୁରା ଟ୍ରେଣ୍ଡ, ୨୪ ବର୍ଷରେ ଶହେ ମର୍ଡର !

ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ପରେ ଉଦବେଗ । ହିଞ୍ଜିଳିରେ ୨୪ ବର୍ଷରେ ଶହେ ହତ୍ୟାକାଣ୍ଡ ତଥ୍ୟକୁ ନେଇ ହଟଚମଟ । More

ସେଇଟା ଜେଲ ନାଁ ହୋଟେଲ ? ଟଙ୍କା ଦେଲେ କଏଦୀଙ୍କୁ ମିଳୁଛି VIP ଟ୍ରିଟମେଣ୍ଟ..!

ବିଚାରାଧୀନ କଏଦୀଙ୍କୁ ହାଇଦର ପୁଅର ଆକ୍ରମଣର ଖୋଳତାଡ଼ । ସମସ୍ୟା ବଢ଼ାଇଛି ହାଉଜାଉ କଏଦୀ । More

ପୁଣି ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ, ଗୃହରେ ମୁଖ୍ୟମନ୍ତ୍ରୀ ରଖିଲେ ଉତ୍ତର...

'ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନଥିବା ସୁପ୍ରିମକୋର୍ଟଙ୍କ ରାୟ' More

୪ରୁ ଆରମ୍ଭ ହେବ ‘ସୁଭଦ୍ରା’ ଫର୍ମ ଦାଖଲ

୨୧ରୁ ୬୦ ବର୍ଷ ବୟସ ସୀମା ରଖିବାରୁ ୨୧ରୁ କମ୍ ଏବଂ ୬୦ ବର୍ଷରୁ ଅଧିକ ମହିଳା ବାଦ୍ ପଡିବେ। ରାଜ୍ୟର ୨ କୋଟି ମହିଳାଙ୍କୁ ଏହି ଯୋଜନାରେ ସାମିଲ କରିବାକୁ ଦାବି ରଖିଛି ଦଳ । More

ଭିଜିଲାନ୍ସ ଜାଲରେ ତାଳଚେର ଖଣି ଉପନିର୍ଦ୍ଦେଶକ, ୫ଟି ସ୍ଥାନରେ ଚାଲିଛି ରେଡ୍

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ରେଡ୍ ମାରିଛି ଭିଜିଲାନ୍ସ । More

Panchang Today 2nd September 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

ଆଖିବୁଜିଲେ ୨ଟି ହାତୀ ଶାବକ; ସଂକ୍ରମଣ ଯୋଗୁଁ ମୃତ୍ୟୁ ସନ୍ଦେହ

ରାଜ୍ୟରେ ହାତୀ ମୃତ୍ୟୁ ବଢିବାରେ ଲାଗିଛି। ଆଜି ପୁଣି ୨ଟି ହାତୀ ଶାବକଙ୍କର ମୃତ୍ୟୁ ଘଟିଛି। More

ବାର୍ଡ ଫ୍ଲୁ ଚିହ୍ନଟ ପରେ ଚାଲିଛି କୁକୁଡା କଲିଂ, ଆଖି ଆଗରେ କୁକୁଡ଼ା ମରା ଦେଖି ହତାଶ ଚାଷୀ

କିଏ ୨୫ ଲକ୍ଷ ଋଣ କରିଥିଲା ତ କିଏ କୋଟିଏରୁ ଅଧିକ। କୁକୁଡା ଚାଷ ପାଇଁ ବ୍ୟାଙ୍କରୁ ଋଣ ଆଣି ଦିନ ରାତି ଖଟୁଥିଲା ଫାର୍ମରେ। କୁକୁଡାଙ୍କୁ ବିକ୍ରି କରି ଟଙ୍କା ପାଉଥିଲା ସତ, ହେଲେ ସେମାନେ ଥିଲେ ତାର ପରିବାର। More

ଶ୍ରୀମନ୍ଦିରରେ ଅଛି କି ଆଉ ଏକ ଗୁପ୍ତ ରତ୍ନ ଭଣ୍ଡାର ? ଚଟାଣ ତଳେ ଲୁଚାଯାଇଛି କି ରତ୍ନ ଅଳଙ୍କାର ? 

ମୋଗଲ ଆକ୍ରମଣ ବେଳେ ଚଟାଣ ତଳେ ଲୁଚାଯାଇଛି କି ରତ୍ନ ଅଳଙ୍କାର ? ଏ ପ୍ରଶ୍ନର ଉତ୍ତର ଯେ ପର୍ଯ୍ୟନ୍ତ ନ ମିଳିଛି ସେ ଯାଏଁ ଝୁଲି ରହିପାରେ ରତ୍ନଭଣ୍ଡାର ମରାମତି।  More

ମହଙ୍ଗା ପଡ଼ିଲା ତାମିଲ ଠିକାଦାର ପ୍ରୀତି; କାମ ଅଧପନ୍ତରିଆ କରି ଛୁ ମାରିଲେ ଅଣଓଡ଼ିଆ ଠିକାସଂସ୍ଥା... 

ଦୁର୍ନୀତି ଓ ହରିଲୁଟରେ ଛନ୍ଦି ହୋଇପଡ଼ିଛି କି ଯାଜପୁର ଜିଲ୍ଲା ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ? ଅଣ ଓଡ଼ିଆ ଠିକାଦାରଙ୍କୁ ପୋଷିବା ପାଇଁ ପୂର୍ବ ବିଜେଡି ସରକାର କରିଥିଲେ କି ଗଳାବାଟ ? More

ଆରମ୍ଭ ହେଲା ‘ସୁଭଦ୍ରା’ ଯୋଜନା ଆବେଦନ, ଫର୍ମ ପାଇଁ ଅଙ୍ଗନବାଡ଼ି କେନ୍ଦ୍ରରେ ଲମ୍ବା ଲାଇନ୍

ବହୁ ପ୍ରତୀକ୍ଷିତ, ସୁଭଦ୍ରା ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ । ଏଥିପାଇଁ ଅଙ୍ଗନବାଡି କେନ୍ଦ୍ରକୁ ଯାଇ ଆପଣ ଫର୍ମ ଆଣିପାରିବେ, ନଚେତ୍ ଆଙ୍ଗନବାଡି ଦିଦିମାନେ ବି ଘରକୁ ଘର ଯାଇ ଫର୍ମ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। More

ରାଜ୍ୟ ରାଜନୀତିରେ 'ରେଭେନ୍ସା' ଝଡ଼; ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ନେଇ ମୁହାଁମୁହିଁ ବିଜେଡି ଓ ବିଜେପି...

ରେଭେନ୍ସା ନାମ ପରିବର୍ତ୍ତନ ହେବା ଦରକାର ବୋଲି ଗତକାଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମତ ରଖିବା ପରେ, ଏହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି।  More