• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 14 September 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 4 months ago

‘ଭିତରକାଠ ପାଖକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ, ନୀତିକାନ୍ତି ନଥିଲେ ମିଳିବ ଅନୁମତି’

ଏଥିସହ ଶ୍ରୀମନ୍ଦିରରେ ଏକ ସମୟରେ ଯେପରି ୪ ହଜାରରୁ ସାଢ଼େ ୪ ହଜାର ଶ୍ରଦ୍ଧାଳୁ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ଚାଲିଛି ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । More
  • Santosh Kumar Sahoo
  • 4 months ago

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ: ୧୭ରେ BMC ଅଞ୍ଚଳର ସବୁ ସ୍କୁଲ, କଲେଜ ଛୁଟି

୧୭ ତାରିଖରେ BMC ଅଞ୍ଚଳର ସବୁ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି । ଭୁବନେଶ୍ବରରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଛୁଟି ହୋଇଛି । More
  • Santosh Kumar Sahoo
  • 4 months ago

ରାଜ୍ୟବ୍ୟାପୀ ‘ସୁଭଦ୍ରା’ ମାନିଆ, ଏଯାଏଁ ଆବେଦନ କଲେଣି ୫୦ ଲକ୍ଷରୁ ଅଧିକ ମହିଳା

ଗ୍ରାଉଣ୍ଡରେ 'ସୁଭଦ୍ରା'କୁ ନେଇ ସୁପର କ୍ରେଜ୍ । ୧୩ ତାରିଖ ସୁଦ୍ଧା ଆବେଦନ କରିସାରିଲେଣି ୫୦ ଲକ୍ଷରୁ ଅଧିକ ମହିଳା। ଏହାକୁ ଆଧାର କରି ବ୍ରାଣ୍ଡ ସୁଭଦ୍ରା ପ୍ରମୋଟ୍ ପାଇଁ ବିଜେପି ସରକାରଙ୍କ ବଡ଼ ଆୟୋଜନ। More
  • Sujit kumar Swain
  • 4 months ago

ଆସିଲା ପାର୍ବଣ, ଟୁଇନସିଟିରେ ମାତିଲେ ଫ୍ଲାଟ୍ ଲୁଟେରା; ୩ ଦିନରେ ୨ଟି ଲୁଟ୍...

ଟ୍ବିନସିଟିରେ ଗତ ୩ ଦିନ ଭିତରେ ୨ଟି ଲୁଟ୍ ଅଭିଯୋଗ । ମାଲିକ ନଥିବା ଜାଣି ଚନ୍ଦକା ଆକ୍ରୋପଲିସରେ ଲୁଟପାଟ୍ । ଚନ୍ଦକା ଆକ୍ରୋପଲିସର ଏକ ଫ୍ଲାଟରୁ ୫୦ ଭରି ସୁନା ଗହଣା ଲୁଟ୍ । More
  • Sujit kumar Swain
  • 4 months ago

ମୁଖ୍ୟମନ୍ତ୍ରୀଙ୍କୁ ଲେଖାଯିବା ଚିଠି: ରତ୍ନଭଣ୍ଡାରର ସମ୍ମୁଖ ଦ୍ବାର ହେବ ସୁନା ଛାଉଣୀ !

ରତ୍ନଭଣ୍ଡାରର ସମ୍ମୁଖ ଦ୍ବାରକୁ ସୁନା ଛାଉଣୀ କରିବା ପ୍ରସ୍ତାବ । ହୁଣ୍ଡିରେ ଗଚ୍ଛିତ ସୁନା ରୁପାକୁ ଉପଯୋଗ କରିବାକୁ ଅନୁରୋଧ । More
  • Sujit kumar Swain
  • 4 months ago

ଟାଟାଷ୍ଟିଲ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ୍‌; ବାଜି ମାରିନେଲେ ଲିଡ଼ର୍ସ ଟିମ୍‌...

ଟାଟାଷ୍ଟିଲ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚରେ ବାଜି ମାରିନେଲେ ରାଜନେତା। ଫାଇନାଲରେ ଅଫିସର ଟିମ୍‌ଙ୍କୁ ହରାଇ ଚାମ୍ପିୟନ ହୋଇଛି ଲିଡ଼ର୍ସ ଟିମ । More
  • Satyendu Shekher Mishra
  • 4 months ago

ସାଉଦିର ସତ କାହାଣୀ ! ନିର୍ଯାତନା-ଅତ୍ୟାଚାର-ବର୍ବରତାର ଛାତିଥରା ଅନୁଭୂତି

ସାଉଦିରୁ ଫେରିବା ପରେ ଶ୍ରମିକ ବଖାଣିଲେ ଦୁର୍ଦ୍ଦଶା । ପେଟ ପାଇଁ ଦାନା ଯୋଗାଡ଼ କରିବାକୁ ଯାଇ ଫସିଥିଲେ । More
  • Satyendu Shekher Mishra
  • 4 months ago

ପ୍ରବଳ ବର୍ଷିବ ! ୨ ଜିଲ୍ଲାକୁ ରେଡ୍, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣଂ  । More
  • Satyendu Shekher Mishra
  • 4 months ago

ମୃତ OAS ଅଫିସରଙ୍କୁ ମୋଦିଙ୍କ ସୁରକ୍ଷା ଦାୟିତ୍ୱ ! ବିଜେଡି କଲା ସମାଲୋଚନା

ବିଜେଡିର ସମାଲୋଚନା ନେଇ ବିଜେପି କି ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। More
  • Satyendu Shekher Mishra
  • 4 months ago

ମୋଦିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ SPG 

ଭୁବନେଶ୍ୱରରେ ପହଞ୍ଚିଲା ୮ ଜଣିଆ SPG ଟିମ୍ । ଭୁବନେଶ୍ୱର ବିମାନ ବନ୍ଦର ସହ ବିଭିନ୍ନ ସ୍ଥାନରେ କରିବେ ଯାଞ୍ଚ । More
  • Sangram Keshori Behera
  • 4 months ago

Panchang Today 14th September 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । More
  • Satyendu Shekher Mishra
  • 4 months ago

୨୪ ନିର୍ବାଚନକୁ ନେଇ ହାଇକୋର୍ଟରେ ରେକର୍ଡ ମାମଲା !

ପରାଜିତ ପ୍ରାର୍ଥୀଙ୍କ ୩୦ଟି ମିଥ୍ୟା ସତ୍ୟପାଠ ମାମଲା । ଭୁଲ୍ ତଥ୍ୟ, ଶିକ୍ଷାଗତ ଯୋଗ୍ୟତା ଓ ଜାତି ପ୍ରମାଣପତ୍ରକୁ ନେଇ କେଶ୍ । More
  • Satyendu Shekher Mishra
  • 4 months ago

ପ୍ରେମ-ପ୍ରତାରଣାର ସାଂଘାତିକ ସାଇଡ୍ ଇଫେକ୍ଟ, ପ୍ରେମିକାଙ୍କ ରହସ୍ୟଜନକ ମୃତ୍ୟୁ !

ସଂସାର ଆଶାରେ ଘର ଛାଡ଼ି ପ୍ରେମିକ ସହ ଥିବା ପ୍ରେମିକାର ପ୍ରାଣହାନୀ । ଖଣ୍ଡଗିରି ଅଞ୍ଚଳରେ ପ୍ରେମିକାର ଶବକୁ ଛାଡ଼ି ପ୍ରେମିକ ଗାୟବ । More
  • Sangram Keshori Behera
  • 4 months ago

ଭୁବନେଶ୍ୱରରେ ଖୋଲିବ ଓମଫେଡର ଭେଣ୍ଡିଂ ମେସିନ୍

ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରେ ଖୋଲିବ ଓମଫେଡର ଭେଣ୍ଡିଂ ମେସିନ୍ । More
  • Satyendu Shekher Mishra
  • 4 months ago

ତେଜୁଛି ରେଭେନ୍ସା ବିବାଦ ! କପିଳେନ୍ଦ୍ର ଦେବଙ୍କ ନାଁରେ ନାମିତ କରିବାକୁ ସାହିତ୍ୟିକଙ୍କ ପରାମର୍ଶ

ତୀବ୍ର ନିନ୍ଦା କଲା ହେରିଟେଜ୍ ଫୋରମ୍ । ନାଁ ପରିବର୍ତ୍ତନ ସପକ୍ଷରେ ଯୁକ୍ତି ବାଢ଼ିଲେ ସାଂସଦ ଭର୍ତ୍ତୃହରି । More
  • Satyendu Shekher Mishra
  • 4 months ago

ନିଷ୍ପତ୍ତି ବଦଳିଲା, ପୁରୀ ବେଳାଭୂମିରେ ମଦ କୁଡ଼ିଆ ବ୍ୟାନ୍

କୌଣସି ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧିରେ ବି କଟକଣା । ସ୍ପଷ୍ଟ କଲେ ଅବକାରୀ ମନ୍ତ୍ରୀ, ବିଜ୍ଞପ୍ତି ଜାରି । More