ସଂକ୍ଷେପରେ ଆଜିର ତାଜା ଖବର - Wednesday, 18 September 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କାହିଁକି ବିରିଜାବରେ ବର୍ଷତମାମ ବନ୍ଦ ରୁହେ ମା’ ଜାଗୁଳେଇଙ୍କ ମୁହଁ ?

ମା’ ଜାଗୁଳେଇଙ୍କ ପ୍ରସିଦ୍ଧ କାଠିଯାତ୍ରା ପାଳିତ, ଆଗାମୀ ବର୍ଷ ପର୍ଯ୍ୟନ୍ତ ବିରିଜାବରେ ମା’ଙ୍କ ମୁହଁ ବନ୍ଦ ରୁହେ କାହିଁକି ? More

ୱାନ୍ ନେସନ୍ ୱାନ୍ ଇଲେକ୍ସନକୁ କ୍ୟାବିନେଟ୍ ମଂଜୁରୀ, ଶୀତ ଅଧିବେଶନରେ ଉପସ୍ଥାପନ ହେବ ବିଲ୍

ଦେଶରେ ଦୁଇଟି ପର୍ଯ୍ୟାୟରେ ହେଉ ନିର୍ବାଚନ। ପ୍ରଥମେ ଏକକାଳୀନ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ତାର ଶହେ ଦିନ ଭିତରେ ସମସ୍ତ ପୌରାଞ୍ଚଳ ଏବଂ ପଂଚାୟତ ନିର୍ବାଚନ କରାଯାଉ। More

ବଢ଼ିଲା ପୋଲିସ ଡିଜିଙ୍କ କାର୍ଯ୍ୟକାଳ, ୨୦୨୬ ପର୍ଯ୍ୟନ୍ତ ବଢ଼ାଇଲେ ରାଜ୍ୟ ସରକାର

୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କାର୍ଯ୍ୟକାଳକୁ ବଢ଼ାଇଛନ୍ତି ରାଜ୍ୟ ସରକାର । More

ଥମୁନି ଭରତପୁର ଥାନା କଳଙ୍କ; IICଙ୍କ ସହ ୫ କର୍ମଚାରୀଙ୍କୁ ନିଲମ୍ବନ, ତେଜିଲା ରାଜନୀତି

ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା। More

ରତ୍ନଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍; ବଡ଼ କଥା କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। More

ଜାଣନ୍ତୁ! ଭାଗବତ ପଠନ ଓ ଶ୍ରବଣ ଦ୍ୱାରା କ'ଣ ସବୁ ସୁଫଳ ମିଳିଥାଏ ?

ଆଜି ହେଉଛି ଭାଗବତ ଜନ୍ମ। ଆସନ୍ତୁ ଜାଣିବା କିଛି ରୋଚକ କଥା… More

୮ ହଜାର ହେକ୍ଟର ଜମି ଜଳମଗ୍ନ, ବାଲେଶ୍ୱରରେ ବନ୍ୟା ସ୍ଥିତି ଉଦବେଗଜନକ: ମୁଖ୍ୟମନ୍ତ୍ରୀ

ବାଲେଶ୍ୱର ଜିଲ୍ଲାରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମୀକ୍ଷା ପରେ ସ୍ଥିତି ଉଦବେଗଜନକ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । More

ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ଯାଞ୍ଚ, ସାମିଲ ହେବେ ୨୬ ଜଣିଆ ଟିମ୍

ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ରତ୍ନଭଣ୍ଡାର ମରାମତି ନେଇ ତ୍ୱରାନ୍ବିତ ହେବ ପ୍ରକ୍ରିୟା । ନିରୀକ୍ଷଣ ପ୍ରକ୍ରିୟା ପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ । More

ବନ୍ୟା ଜଳରେ ବୁଡିଛି ବାଲେଶ୍ୱର, ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ

ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ବୈଠକ । More

ନବରଙ୍ଗପୁରରେ ଚାଞ୍ଚଲ୍ୟ, ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ସ୍କୁଲ୍ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ । ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । More

ବଦଳିଲେ ଭରତପୁର IIC, ଥାନାରେ ପୋଲିସର ବର୍ବରତା ଅଭିଯୋଗର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ବଦଳିଲେ ଭରତପୁର ଥାନା ଅଧିକାରୀ । ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଓ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ପରେ ବଦଳି । More

Panchang Today 18th September 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ।  More

ବନ୍ୟାରେ ବେହାଲ୍ ଉତ୍ତର ଓଡ଼ିଶା, ଜଳବନ୍ଦୀ ଗାଁକୁ ଜଳମଗ୍ନ ଚାଷଜମି !

ବୁଢ଼ାବଳଙ୍ଗ ଓ ଜଳକା ବି ଫୁଲିବା ପରେ ଆତଙ୍କିତ ଲୋକେ । ମୟୂରଭଂଜ ବଡ଼ସାହିରେ ଚିନ୍ତା ବଢ଼ାଇଲା ୨୫ ଫୁଟର ଘାଇ । More

ଗୁମୁରି କାନ୍ଦୁଛି ଖୋର୍ଦ୍ଧା ଜିଲ୍ଲାର କ୍ରଶର୍ ଶିଳ୍ପ, ବନ୍ଦ ପଡ଼ିଛି ୩୫୦ରୁ ଅଧିକ କ୍ରଶର୍ !

ଦାନାପାଣି ଚିନ୍ତାରେ ପ୍ରାୟ ୪୦ ହଜାର ଶ୍ରମିକ । More

ଓଡ଼ିଶାକୁ କ’ଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ? ସଫଳତା ବଖାଣିଲେ ଅଶ୍ୱିନୀ

ପ୍ୟାନେଲ ଡାଇରେକ୍ଟ ଡ୍ରାଇଭ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ, ସେଥିରେ ପ୍ୟାନେଲ ରହିବ ନାହିଁ । ତେଣୁ ସେଥିରେ କିଛି ଗଡ଼ବଡ଼ି କରାଯାଇ ପାରିବନି । More

ରାଜପଥ ସମ୍ପ୍ରସାରଣ କାମରେ ଫାଟିଲା ପାଇପଲାଇନ୍, ୪ଦିନ ହେଲା ସହରକୁ ଆସୁନି ପାଣି

୪ ଦିନ ହେଲା ଜଳକଷ୍ଟ ଭୋଗୁଛନ୍ତି କେନ୍ଦ୍ରାପଡା ସହର ବାସିନ୍ଦା। ରାଜପଥ ସମ୍ପ୍ରସାରଣ କାମରେ ଫାଟିଲା ପାଇପ । More

ପ୍ରତୀକ୍ଷାର ଅନ୍ତ, ଖାତାକୁ ଗଲା ସୁଭଦ୍ରା ଟଙ୍କା ! ପ୍ରଥମ କିସ୍ତି ପାଇ ୨୫ଲକ୍ଷ ହିତାଧିକାରୀ ଖୁସି

ମୁଖ୍ୟମନ୍ତ୍ରୀ କହିଲେ ସ୍ୱାବଲମ୍ବୀ ହେବେ ରାଜ୍ୟର ମହିଳା । ସବୁ ଯୋଗ୍ୟ ଯେପରି ପାଇବେ, ତାକୁ ଗୁରୁତ୍ବ ଦିଆଯିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । More