ସଂକ୍ଷେପରେ ଆଜିର ତାଜା ଖବର - Wednesday, 09 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଚର୍ଚ୍ଚାରେ ରାଇଘରିଆ ଛେଳି; ସୁଆଦିଆ ମାଂସ ପାଇଁ ପ୍ରସିଦ୍ଧ, ଜାଣନ୍ତୁ କଣ ରହିଛି ଫାଇଦା...

ବେଶ୍ ପ୍ରଭାବଶାଳୀ ଛେଳି। ପ୍ରୋଟିନ୍‌ରେ ଭରପୁର ହାଲୁକା ଧୂସର ଓ କଳା-ଧଳା ରଙ୍ଗର ଛେଳିର ରହିଛି ଏକାଧିକ ଫାଇଦା।  More

ଆଜି ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଧରାବତରଣ; କମ୍ପିଲାଣି ବିଭିନ୍ନ ପୂଜା ମଣ୍ଡପ

ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।  More

ଶ୍ରୀମନ୍ଦିର ଭିତରେ ଦର୍ଶନ ଯନ୍ତ୍ରଣାରୁ ମୁକ୍ତି ପାଇଁ ବ୍ଲୁ-ପ୍ରିଣ୍ଟ; ୬ ଲାଇନରେ ହେବ ପ୍ରବେଶ ଓ ପ୍ରସ୍ଥାନ

ଧାଁ ଦୌଡ଼ । ଅସମ୍ଭାଳ ଭିଡ଼ । ଠେଲାପେଲା ଓ ଅଣନିଶ୍ବାସୀ । ଶ୍ରୀମନ୍ଦିର ଭିତରେ ଜଗା ଦର୍ଶନାର୍ଥୀଙ୍କ ପାଇଁ ଇଏ ନିତି ଦିନିଆ ଯମ ଯନ୍ତ୍ରଣା । ଏଥିରୁ ଭକ୍ତଙ୍କୁ ମୁକ୍ତି ଦେବାକୁ ହୋଇଛି ବ୍ଲୁ ପ୍ରିଣ୍ଟ । More

ଚିଲିକା ମଝିରେ ବିପଦଜନକ ଯାତ୍ରା; ପ୍ରତିଦିନ ଜୀବନକୁ ବାଜି ଲଗାଇ ଯାଉଛନ୍ତି ଲୋକେ

ଅକାତ ଅକାତ ପାଣି, ଯୁଆଡ଼େ ଆଖି ବୁଲାଇ ଆଣିବେ ଖାଲି ନୀଳ ଜଳରାଶି। ଆଉ ଏହାରି ଭିତରେ ଖୋଲା ବୋଟ୍‌ରେ ଯାଉଛନ୍ତି ଲୋକେ। More

ମାଲକାନଗିରି ପାଲଟିଛି ଗଞ୍ଜେଇ ଚାଷ ‘ସେଫ୍ ହେଭେନ୍’; ଧରାପଡ଼ୁଛନ୍ତି ଆଦିବାସୀ-ଛୁ’ ମାରୁଛନ୍ତି ମାଷ୍ଟର୍ ମାଇଣ୍ଡ

ଧାଡ଼ି ଧାଡ଼ି ହେଇ ପୋତା ହେଉଛି ଗଞ୍ଜେଇ ଗଛ। ନା କାହାକୁ ଡର, ନା କାହାକୁ ଭୟ। ଶହ ଶହ ହେକ୍ଟର ଜମିରେ ହେଉଛି ଗଞ୍ଜଇ ଚାଷ। ପାହାଡ଼ ପର୍ବତ ଘେରା ପ୍ରକୃତି କୋଳରେ ଥିବା ମାଲକାନଗିରି ଜିଲ୍ଲା ଏବେ ପାଲଟିଛି ଗଞ୍ଜେଇ ଚାଷ ପାଇଁ ସେଫ୍ ହେଭେନ୍।  More

ମହିଳାଙ୍କୁ ମିଳିଲା ଦଶହରା ଭେଟି, ଆଉ ୩୫ ଲକ୍ଷ ହିତାଧିକାରୀ ପାଇଲେ ‘ସୁଭଦ୍ରା’ ଟଙ୍କା

ମହାଷଷ୍ଠୀର ଶୁଭ ମୁହୂର୍ତ୍ତରେ ମହିଳାଙ୍କୁ ମିଳିଛି ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ବାରିପଦା ସଭାରୁ ପ୍ରାୟ ୩୫ ଲକ୍ଷ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିଛନ୍ତି ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସହାୟତା ରାଶି। More

ଭୁଶୁଡ଼ି ପଡ଼ିଲା ନିର୍ମାଣଧୀନ କୋଠାର ଛାତ, ଫସି ରହିଛନ୍ତି ଶ୍ରମିକ

ଛାତ ତଳେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଏନଡିଆରଏଫ୍ ଟିମ୍ ଯାଉଥିବା ସୂଚନା ମିଳିଛି । More

ରାଜଧାନୀରେ ମାତାଲ୍ ଯୁବତୀଙ୍କ ଉତ୍ପାତ, ସମ୍ଭାଳିବାକୁ ଯାଇ ପୋଲିସ୍‌ ନାକେଦମ

ପ୍ରତିଦିନ ବିଳମ୍ବିତ ରାତିରେ ମଦ ପିଇ ପଡ଼ୁଛନ୍ତି ରାସ୍ତାଘାଟରେ । ଆଉ ଏମାନଙ୍କ ପାଇଁ ନାକେଦମ୍ ହେଉଛି ପୋଲିସ । More

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଖୁବଶୀଘ୍ର ମିଳିବ ‘ସୁଭଦ୍ରା ଯୋଜନା’ର ତୃତୀୟ ପର୍ଯ୍ୟାୟ ଟଙ୍କା

ଦୁଇଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି । ଖୁବ୍ ଜଲ୍‌ଦି ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। More

Odisha Police Recruitment 2024: ଓଡ଼ିଶା ପୋଲିସ୍‌ରେ ପୂରଣ ହେବ ଡ୍ରାଇଭର୍ ପଦବୀ

ଓଡ଼ିଶା ପୋଲିସ୍‌ରେ ଚାକିରି ପାଇଁ ଅନେକ ଯୁବକ ସ୍ୱପ୍ନ ଦେଖୁଥାନ୍ତି। ଆପଣଙ୍କର ଯଦି ଏମିତି ସ୍ୱପ୍ନ ଥାଏ ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଓଡିଶା ପୋଲିସ ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ। More

ସରିଲା ଅପେକ୍ଷା; ୩୫ ଲକ୍ଷରୁ ଅଧିକ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା

ଖାତାକୁ ଆସିଲା ‘ସୁଭଦ୍ରା‘ ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଆକାଉଣ୍ଟକୁ ଆସିଛି। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। More

ନକ୍ସଲବାଦ ଶେଷ କରିବ 'ଗ୍ରାମୋଦୟ' ! ଏହି ୧୦ ଜିଲ୍ଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା

ରାଜ୍ୟରୁ ଶେଷ ହେବ ନକ୍ସଲବାଦ। ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି 'ଗ୍ରାମୋଦୟ' କାର୍ଯ୍ୟକ୍ରମ। ନକ୍ସଲ ପ୍ରଭାବିତ ୧୦ ଜିଲ୍ଲାର ୫୮୩ ଗ୍ରାମ ପାଇଁ 'ଗ୍ରାମୋଦୟ' କାର୍ଯ୍ୟକ୍ରମର ଯୋଜନା ହୋଇଛି। More

Panchang Today 9th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ମହା ସପ୍ତମୀରେ ମାଆଙ୍କ ପୂଜା କରନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

ଧରାବତରଣ କରିବେ ଜଗତଜନନୀ ମା’ ଦୁର୍ଗା; ଚିକିମିକି ଆଲୋକମାଳାରେ ଝଲସୁଛି ପୂଜାମଣ୍ଡପ

ଜଗତଜନନୀ ମା’ଙ୍କ ଶାରଦୀୟ ପୂଜା । ମା’ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି । More

ସରକାରଙ୍କ ଦଶହରା ଭେଟି’; ଆଜି ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ମିଳିବ ଦଶହରା ଭେଟି, ଉତ୍ସାହିତ ମହିଳା। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ । More

ଘରୋଇ କଳିରୁ ବାପାର ଅମାନୁଷିକ କାଣ୍ଡ; ପୁଅକୁ ହତ୍ୟା କଲା, ଝିଅର ତଣ୍ଟି କାଟିଲା !

୧୪ ମାସର ପୁଅକୁ ହତ୍ୟା ସହ ୧୦ ବର୍ଷର ଝିଅର ଗଳା କାଟିଲା ବାପା । More

ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା, ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । More

ନାଟମଣ୍ଡପରେ ହେବ ରାମ୍ପ ଓ ବ୍ୟାରିକେଡ୍ ବ୍ୟବସ୍ଥା, କାର୍ତ୍ତିକ ମାସ ପରେ ଆରମ୍ଭ ହେବ କାମ

ସେହିପରି ମହିଳା ଭକ୍ତ, ଦିବ୍ୟାଙ୍ଗ, ବୟୋବୃଦ୍ଧ ଓ ଛୋଟ ପିଲାଙ୍କ ପାଇଁ ସ୍ବତନ୍ତ୍ର ଧାଡିର ବ୍ୟବସ୍ଥା କରାଯିବ । ସମସ୍ତ ଭକ୍ତ ସାତପାହାଚ ବାଟରେ ପ୍ରବେଶ କରିବେ ଏବଂ ଦର୍ଶନ କରିବା ପରେ ଘଣ୍ଟି ଦ୍ବାରରେ ପ୍ରସ୍ଥାନ କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି । More

ମାସ ମାସ ଧରି ଖତ ଖାଉଛି ଇ-ବସ୍, ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ

ଶ୍ରୀକ୍ଷେତ୍ରରେ ସାଧାରଣ ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ । ହେଲେ ଆଜିକୁ ପ୍ରାୟ ୧୦ ମାସ ହେବ ଏ ଦାମୀ ଇ-ବସ୍ ଗୁଡ଼ିକ ବ୍ୟବହାର ନ ହୋଇ ପଡ଼ି ରହିଛି । More

ପୂଜାରେ ସୁରକ୍ଷିତ ରହିବେ ରାଜଧାନୀ ବାସିନ୍ଦା, କମିଶନରେଟ ପୋଲିସର ବ୍ୟାପକ ବ୍ୟବସ୍ଥା

ଚଳିତବର୍ଷ ଟ୍ୱିନସିଟିରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ବ୍ୟାପକ ବ୍ୟବସ୍ଥା । ଭୁବନେଶ୍ୱରରେ ୩୮ ପ୍ଲାଟୁନ୍ ଏବଂ କଟକରେ ମୁତୟନ ହେବେ ୬୪ ପ୍ଲାଟୁନ ପୋଲିସ । More