• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 16 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 3 months ago

ବଢ଼ିବ ପୁରୀ ସହରର ସୁରକ୍ଷା, ସମସ୍ତ ପ୍ରବେଶ ପଥରେ ଲାଗିବ CCTV

ସେହିପରି ଶ୍ରୀମନ୍ଦିର ଭିତର ବାହାର, ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ପଥରେ ସିସିଟିଭି ଲାଗିବ ବୋଲି ଜିଲ୍ଲାପାଳ କହିଛନ୍ତି। ଏଥିସହିତ ନାଟମଣ୍ଡପରେ ମଧ୍ୟ ସିସିଟିଭି ଲଗାଇବାକୁ ଟେଣ୍ଡର ଆହ୍ବାନ କରାଯାଇଛି । More
  • Santosh Kumar Sahoo
  • 3 months ago

ସିମବକ୍ସ ପରେ ଫେକ୍ କଲସେଣ୍ଟର, ଭୁବନେଶ୍ବର ପାଲଟୁଛି ସାଇବର ଠକଙ୍କ ନୂଆ ରାଜଧାନୀ

ସିମବକ୍ସ ପରେ ଫେକ୍ କଲସେଣ୍ଟର। ରାଜଧାନୀ ଭୁବନେଶ୍ବର ଏୟାରଫିଲ୍ଡ ଥାନାଞ୍ଚଳରୁ ଆଜି ଏକ ଫେକ୍ କଲ ସେଣ୍ଟର ଠାବ ହେବା ପରେ ହଜିଯାଇଛି କମିଶନରେଟ୍ ପୋଲିସର ନିଦ। ସବୁଠୁ ବଡ଼ କଥା ହେଉଛି ସିମବକ୍ସ ପରି ଏହାର ବି ରହିଛି ପଶ୍ଚିମବଙ୍ଗ ଲିଙ୍କ୍। More
  • Santosh Kumar Sahoo
  • 3 months ago

ଦୋହଲିଲା ଗଞ୍ଜାମର ବିଜେଡି ଗଡ଼, ବିପର୍ଯ୍ୟୟର ଗୁମର ଖୋଲିଲେ ପୂର୍ବତନ ବିଧାୟିକା

ନିର୍ବାଚନ ବିପର୍ଯ୍ୟୟ ପରେ ବଢୁଛି ବିଜେଡି କନ୍ଦଳ। ନେତା ଖୋଲୁଛନ୍ତି ନିର୍ବାଚନ ପରାଜୟର ଗୁମର। ନବୀନଙ୍କ ନିଜ ଜିଲ୍ଲା ଗଞ୍ଜାମରେ କିପରି ବିଜେଡିକୁ ହରାଇବା ପାଇଁ ଆସ୍କା ସାଂସଦ ପ୍ରାର୍ଥିନୀ ରଞ୍ଜିତା ସାହୁ ଯୋଜନା କରିଥିଲେ ତାର ପୋଲ୍ ଖୋଲିଛନ୍ତି ପୂର୍ବତନ ବିଧାୟିକା ଲତିକା ପ୍ରଧାନ। More
  • Sujit kumar Swain
  • 3 months ago

ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା; ୧୮ରୁ ୨ ଦ୍ବାରରେ ପ୍ରବେଶ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିର ପ୍ରବେଶ ଅନୁମତି ରହିବ।  More
  • Pramod Behera
  • 3 months ago

Kumara Purnima 2024: କାହିଁକି ପାଳନ କରାଯାଏ କୁମାର ପୂର୍ଣ୍ଣିମା; କ’ଣ ରହିଛି ଏହାର ବୈଜ୍ଞାନିକ ମତ

କୁମାରୀମାନଙ୍କ ପର୍ବ କୁମାର ପୂର୍ଣ୍ଣିମା। ଏହି ଦିନ ଧନର ଦେବୀ ଲକ୍ଷ୍ମୀଙ୍କୁ ଗଜବାହନ ସ‌ହ ପୂଜା କରାଯାଇଥାଏ। ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନ‌ଙ୍କର ପର୍ବ ବୋଲି କୁହାଯାଏ। ଏହିଦିନ କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି। ତେବେ ଏହି ଦିନ କାହିଁକି ହୁଏ ଚନ୍ଦ୍ରପୂଜା ଆସନ୍ତୁ ଜାଣିବା। More
  • Swadesi Megha Mallhar Prusty
  • 3 months ago

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, OUAT ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖ ସକାଳେ ସେ ବାଙ୍ଗିରିପୋଷି ହେଲିପ୍ୟାଡରେ ଅବତରଣ କରିବେ । More
  • Swadesi Megha Mallhar Prusty
  • 3 months ago

ବିଚ୍ ରାସ୍ତାରେ ମାରିଦେଲେ ଯୁବକଙ୍କୁ; ପ୍ରବଳ ଉତ୍ତେଜନା, ରାସ୍ତା ଅବରୋଧ

ଦୁଇ ଯୁବକଙ୍କୁ ହତ୍ୟା ପରେ ପ୍ରବଳ ଉତ୍ତେଜନା । କେନ୍ଦୁଝର ଆନନ୍ଦପୁର ବ୍ଲକ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । More
  • Pallipuspa Samal
  • 3 months ago

Panchang Today 16th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଭୂମି କ୍ରୟ କରନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Swadesi Megha Mallhar Prusty
  • 3 months ago

ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ, ଅନ୍ୟ କିଛି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ । ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ । More
  • Sujit kumar Swain
  • 3 months ago

ଡାକ୍ତରଖାନା ଅଛି, ନାହାନ୍ତି ଡାକ୍ତର: ଚିକିତ୍ସା ନ ପାଇ କଲବଲ ରୋଗୀ

ଷ୍ଟାଟିଷ୍ଟିକ୍ କହୁଛି ମାଲକାନଗିରି ଜିଲ୍ଲାରେ ଖାଲି ପଡ଼ିଛି ୨୩୦ ଡାକ୍ତର ପଦବୀ। କେବଳ ଡାକ୍ତର ନୁହଁନ୍ତି ଶତାଧିକ ଷ୍ଟାଫ ନର୍ସ ଏବଂ ସ୍ବାସ୍ଥ୍ୟ କର୍ମୀ ପଦବୀ ବି ଖାଲି। ଜିଲ୍ଲାରେ ନାହାନ୍ତି ପ୍ରାୟ ୯୦ ପ୍ରତିଶତ ବିଶେଷଜ୍ଞ । More
  • Sujit kumar Swain
  • 3 months ago

କଂପାନି ଗିଳୁଛି ଚାଷ ଜମି, ପ୍ରଶାସନ ନିରବ !

ଚାଷ ଜମିକୁ ଗିଳି ଚାଲିଛି ଶିଳ୍ପ, ନ୍ୟାୟ ପାଇଁ ପାଟି କରୁଛି ଚାଷୀ ହେଲେ ପ୍ରଶାସନ ନିରବ। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଗପାଳ ପଞ୍ଚାୟତରେ ଥିବା "ଟେକ୍ନିମଣ୍ଟ" କମ୍ପାନି ବିରୋଧରେ ଆସିଛି ଏଭଳି ସଂଗୀନ ଅଭିଯୋଗ । More
  • Sujit kumar Swain
  • 3 months ago

ସୁଭଦ୍ରା ଟଙ୍କା ହଡପ ପାଇଁ ମାତିଲେଣି ସାଇବର ଠକ; ଲୁଟି ନେଉଛନ୍ତି ସରକାରୀ ଯୋଜନାରେ ମିଳୁଥିବା ଅର୍ଥ

 ଆଧାର, ଫଟୋ ଓ ଟିପ ଚିହ୍ନ ନେଇ, ନୂଆ ବ୍ୟାଙ୍କ ଆକାଉଣ୍ଟ ଖୋଲି ଲୁଟି ନେଉଛନ୍ତି ସରକାରୀ ଯୋଜନା ଅର୍ଥ। ହିତାଧୀକାରୀଙ୍କ ମୋବାଇଲକୁ ମେସେଜ ଆସୁଛି ହେଲେ ଖାତାକୁ ଟଙ୍କା ଆସୁନି। More
  • Sujit kumar Swain
  • 3 months ago

କାର୍ତ୍ତିକ ବ୍ରତ କେବେଠୁ ? ଆକ୍ଟୋବର ୧୭ ନା ୧୮ରୁ ? ଜାଣନ୍ତୁ....

ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣମୀ ନୀତି ପରଦିନ ଅର୍ଥାତ୍ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ପାଇଁ ଜ୍ୟୋତିର୍ବିଦ୍ ମତ ରଖିଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ବି ୧୮ରୁ ହବିଷ୍ୟାଳି ଯୋଜନା ଆରମ୍ଭ ହେଉଥିବା କହିଛି। More
  • Swadesi Megha Mallhar Prusty
  • 3 months ago

ଓଡ଼ିଶା ରାଜନୀତିରେ ଆଗକୁ ଅନେକ ଘଟଣା ଘଟିବ: ଅମର ଶତପଥୀ

ପାଣ୍ଡିଆନଙ୍କ ପାଇଁ ବିଜେଡି ପରାଜିତ ହେଲା । ଆଉ ତାଙ୍କରି ପାଇଁ ମୁଁ ଦଳ ଛାଡ଼ିଲି । More