ସଂକ୍ଷେପରେ ଆଜିର ତାଜା ଖବର - Wednesday, 23 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Cyclone Dana: ଖାଁ ଖାଁ ପୁରୀ ସହର, ନର୍ଜନ ସମୁଦ୍ର କୂଳ !

ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ନେଇ ମନ୍ତ୍ରୀଙ୍କ ସମୀକ୍ଷା । ୨୪ ଓ ୨୫ରେ ଶ୍ରୀମନ୍ଦିର ନଆସିବାକୁ ଭକ୍ତଙ୍କୁ ପରାମର୍ଶ । More

ବାତ୍ୟା ‘ଦାନା’ ପାଇଁ ଏହି ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ-ବଟନିକାଲ୍ ଗାର୍ଡେନ୍

ଜୀବଜନ୍ତୁଙ୍କୁ ସୁରକ୍ଷିତ ରଖିବାକୁ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଉଦ୍ୟମ । More

କାଲି ରାତିରୁ ‘ଦାନା’ ଲ୍ୟାଣ୍ଡଫଲ୍, ୪ ଜିଲ୍ଲାକୁ ପ୍ରବଳ ପବନ ସହ ବର୍ଷା ଚେତାବନୀ

ସମୁଦ୍ର ଭିତରେ ଶକ୍ତିଶାଳୀ ହୋଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଦାନା। ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ଭିତରେ ଭିତରକନିକା ଓ ଧାମରା ନିକଟରେ ଦାନା ଅତିଭୀଷଣ ବାତ୍ୟାର ରୂପ ନେଇ କରିବ ଲ୍ୟାଣ୍ଡଫଲ୍। More

ଏଇଠି ହେବ ଲ୍ୟାଣ୍ଡଫଲ୍ ! ସମୁଦ୍ରରେ ଥାଇ ତାଉ ଦେଖାଇବା ଆରମ୍ଭ କଲାଣି ‘ଦାନା’

ଭଦ୍ରକ ଜିଲ୍ଲା ଧାମରାରୁ କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା। ସମ୍ଭାବ୍ୟ ଲ୍ୟାଣ୍ଡଫଲ୍ ସ୍ଥଳରେ ସ୍ପଷ୍ଟ ବାରି ହେଲାଣି ବାତ୍ୟାର ପୂର୍ବାଭାସ। ସମୁଦ୍ରରେ ଥାଇ ତାଉ ଦେଖାଇବା ଆରମ୍ଭ କଲାଣି ଦାନା । More

ବାତ୍ୟା ପାଇଁ ଯୁଦ୍ଧ ସ୍ଥିତି ଭଳି ଉଦ୍ଧାରକାର୍ଯ୍ୟ, ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ ଲକ୍ଷ୍ୟ

ବାତ୍ୟା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାରକାର୍ଯ୍ୟ। ସମୁଦ୍ରକୂଳ ଓ ତଳିଆ ଅଂଚଳରେ ଥିବା ଲୋକଙ୍କୁ ଉଦ୍ଧାର କରି ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ୍ କେନ୍ଦ୍ରରେ ରଖାଯାଉଛି। More

ଉଚ୍ଚଶିକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି, କରନ୍ତୁ ଆବେଦନ...

ଯେଉଁମାନେ ଓଡ଼ିଶାରେ UG, PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବେ ସେମାନେ ‘ଓଡ଼ିଶା ମୁଖ୍ୟମନ୍ତ୍ରୀ ମେଧାବୀ ଛତ୍ର ପ୍ରୋତ୍ସାହନ ଯୋଜନା’ ପାଇପାରିବେ । More

Cyclone DANA: ‘ଲୋକେ ରିଲିଫ୍‌ ସେଣ୍ଟରକୁ ଆସିବା ପରେ ପୋଲିସ୍‌ ଜଗିବ ଗାଁ’

ସଂଧ୍ୟା ସୁଦ୍ଧା ସ୍ଥାନାନ୍ତରଣ ପ୍ରକ୍ରିୟା ସରିବ । ସନ୍ଧ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । More

ବାତ୍ୟା ‘ଦାନା’ ପାଇଁ ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ

ଆସନ୍ତାକାଲି ଓ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ । ଏନେଇ ନନ୍ଦନକାନନ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । More

Special Story: ବୃତ୍ତି ଶିକ୍ଷକତା, ନିଶା ପରିବେଶ ସୁରକ୍ଷା; ଗାଁର ଏକ ଶ୍ମଶାନକୁ ମନ୍ଦିରରେ କଲେ ପରିଣତ

ପିଲାଟି ଦିନରୁ ସୁନ୍ଦର ପରିବେଶ ସୃଷ୍ଟି ପାଇଁ ସେ ଉଦ୍ୟମ କରିଥିଲେ। ଆଉ ଏବେ ନିଜ ଗାଁକୁ ସବୁଜ ସୁନ୍ଦର କରିବାକୁ ଲାଗିପଡ଼ିଛନ୍ତି  ।  More

ବାତ୍ୟା ପାଇଁ OAS ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ, ୭ ଦିନ ପରେ ଧାର୍ଯ୍ୟ ହେବ ନୂଆ ତାରିଖ

ବାତ୍ୟା ଦାନା ପାଇଁ OAS ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି । ଆସନ୍ତା ୨୭ ତାରିଖରେ OAS ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା । କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । More

‘ଦାନା’କୁ ନେଇ ଆସିଲା ବଡ଼ ଖବର, ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ

ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟବଳୟ ସ୍ପର୍ଶ କରିଛି । ପାରାଦୀୟ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ଏହି ସୂଚନା ଦେଇଛନ୍ତି । More

ଚକିତ ପର୍ଯ୍ୟଟକ; ରାତିରେ ଶ୍ରୀମନ୍ଦିର ଉପରେ ଉଡ଼ିଲେ ଶହ ଶହ ପକ୍ଷୀ...

ସମୁଦ୍ରରେ ବାତ୍ୟା ସୃଷ୍ଟି ହେବାରୁ ପାଗ ପରିବର୍ତ୍ତନ ଯୋଗୁ ବିଦେଶୀ ପକ୍ଷୀ ଦିଗ ପରିବର୍ତ୍ତନ କରି ଶ୍ରୀମନ୍ଦିର ଉପରେ ଉଡ଼ୁଥିବା ଅନୁମାନ କରାଯାଉଛି ।  More

Special Story: ଦୃଢ଼ ଇଚ୍ଛା ଶକ୍ତି ଆଗରେ ହାର ମାନିଛି ବୃଦ୍ଧାବସ୍ଥା; ବୟସ ୮୦, ରୋଜଗାର ଲକ୍ଷ ଲକ୍ଷ...

ଯେଉଁ ବୟସରେ ଘରେ ବସି ନାତି ନାତୁଣୀ ମାନଙ୍କ ସହ ସମୟ ବିତାଇବା କଥା ସେଇ ବୟସରେ ବାଉଁଶ ଚାଷ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ମନିନ୍ଦ୍ର ମୋହନ ପାଣି ।  More

ମାଡ଼ି ଆସୁଛି ‘ଦାନ’; ଜରୁରୀକାଳୀନ ହେଲ୍ପଲାଇନ୍‌ ଓ କଣ୍ଟ୍ରୋଲ ରୁମ୍‌ ନମ୍ବର ଜାରି କଲେ ରାଜ୍ୟ ସରକାର...

ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ଦାନା । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ହେଲ୍ପଲାଇନ ଓ କଣ୍ଟ୍ରୋଲ ରୁମ ନମ୍ବର ଜାରି କରିଛନ୍ତି ।  More

ବାତ୍ୟା ‘ଦାନା’କୁ ନେଇ ବଡ଼ ଖବର; ଭିତରକନିକା-ଧାମରା ଭିତରେ କରିବ ଲ୍ୟାଣ୍ଡଫଲ୍‌ !

ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା  । ଲ୍ୟାଣ୍ଡଫଲ୍‌ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ।  More

ସୃଷ୍ଟି ହେଲା ବାତ୍ୟା 'ଦାନା'; ଘଣ୍ଟାପ୍ରତି ୧୮ କିମି ବେଗରେ ମାଡ଼ି ଆସୁଛି

ସୃଷ୍ଟି ହେଲା ବାତ୍ୟା 'ଦାନା' । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଦାନା'। ଗଭୀର ଅବପାତ ଆଜି ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । More

Panchang Today 23rd October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ; ଘଣ୍ଟାପ୍ରତି ୩ କିମି ବେଗରେ ମାଡ଼ି ଆସୁଛି

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । More

ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ଉପରେ SRCଙ୍କ ଗୁରୁତ୍ୱ

ଦାନାର ମୁକାବିଲା ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଏୟାରଲିଫ୍ଟ ସିଷ୍ଟମ। କେନ୍ଦ୍ର ସରକାରଙ୍କ ସମସ୍ତ ସହଯୋଗ ରହିଛି। More

ପିଲାଙ୍କ ଠାରେ ଆନ୍‌ଜାଇଟିର ୧୦ଟି ପ୍ରାରମ୍ଭିକ ଲକ୍ଷଣ: ଯାହାକୁ ଅଣଦେଖା କରିବା ଉଚିତ୍ ନୁହେଁ

ପିଲାଙ୍କ ଠାରେ ଦେଖାଯାଉଥିବା ଏହି ୧୦ଟି ପ୍ରାରମ୍ଭିକ ଲକ୍ଷଣରୁ ଆପଣ ଜାଣିପାରିବେ ଆନ୍‌ଜାଇଟି ଆରମ୍ଭ ହେଉଛି ବୋଲି ଓ ଏହାକୁ ସମାଧାନ କରିବାର ୧୦ଟି ଉପାୟ । More

କଂସ ମହାରାଜଙ୍କ ଗଲା ଚାକିରି, ଲାଞ୍ଚ ନେଇ ଥିଲେ ବିବାଦରେ

ଚାକିରି ହରାଇଲେ କଂସ ମହାରାଜ । ବିବାଦ ପରେ ଚାକିରି ହରାଇଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ । More

ବଳୁଆ ହେଉଛି ସମ୍ଭାବ୍ୟ ବାତ୍ୟା 'ଦାନା', କାଲି ନେବ ବାତ୍ୟା ରୂପ

ସେଇ ଅନୁମାନ, ସମାନ ଆକଳନ .. ଗଭୀର ସମୁଦ୍ରରେ ବଳୁଆ ହେଉଛି ସାଇକ୍ଲୋନ୍ ପାରାଦୀପଠୁ ପ୍ରାୟ ୭ ଶହ କିମି ଦୂର କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଶକ୍ତିଶାଳୀ ହେବାରେ ଲାଗିଛି ସାମୁଦ୍ରିକ ଝଡ଼ ଦାନା । More

କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର, ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ

ବଲୱନ୍ତ ସିଂଙ୍କୁ ପୁରୀ, ଭୀନିତ ଭରଦ୍ବାଜଙ୍କୁ ମୟୂରଭଂଜ ଦାୟିତ୍ୱ । ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ । More